ନୂଆଦିଲ୍ଲୀ: ଲକଡାଉନ ଅବଧି ମେ ୩ ଯାଏ ବୃଦ୍ଧି ହେବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଘୋଷଣା ପରେ ରେଲୱେ ବୋର୍ଡ ପକ୍ଷରୁ ସମସ୍ତ ଟ୍ରେନ ବାତିଲ ପାଇଁ ନିଷ୍ପତ୍ତି ନିଆଯାଇଛି। ଦେଶରେ ମେ ୩ ଯାଏ ସମସ୍ତ ଯାତ୍ରୀବାହୀ ଟ୍ରେନ ବାତିଲ କରିବାକୁ ରେଲୱେ ବୋର୍ଡ...
ଭୁବନେଶ୍ୱର:ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ ସାଇଟ୍ରେ ସୂଚନା ଦିଆଯିବା ପରେ ଏହି ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଏହି ଆକ୍ରାନ୍ତଙ୍କର ପରିଚୟ ମିଳି...
ନୂଆଦିଲ୍ଲୀ: ପାକିସ୍ତାନର ପ୍ରଥମଶ୍ରେଣୀର ପୂର୍ବତନ କ୍ରିକେଟର ଜାଫର ସରଫରାଜଙ୍କର କରୋନା ଭାଇରସରେ ମୃତ୍ୟୁ ଘଟିଛି। ଜାଫର କୋଭିଡ-୧୯ ନମୁନା ପଜେଟିଭ ଆସିଥିଲା। ୫୦ ବର୍ଷ ବୟସ୍କ ସରଫରାଜ ଭେଣ୍ଟିଲେଟରରେ ଥିଲେ। ତାଙ୍କୁ ତିନି ଦିନ ତଳେ ପେଶବାର ର ଏକ ଘରୋଇ କ୍ଲିନିକ୍ରେ ଆଇସିୟୁରେ ରଖାଯାଇଥିଲା। ୧୯୮୮ରେ ସର୍ଫରାଜ...
ନୂଆଦିଲ୍ଲୀ: କରୋନା ମହାମାରୀ ସହ ଲଢିବା ପାଇଁ ହେଲେ ଲକ୍ଡାଉନ ଅବଧିକୁ ଆହରି ବଢାଇବାକୁ ପଡ଼ିବ। ସେଥିପାଇଁ ଲକଡାଉନ ଅବଧି ୩ ତାରିଖ ପର୍ଯ୍ୟନ୍ତ ବଢାଇବା ସହ ଗାଇଡଲାଇନ କଡକଡି ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଆଜି ପୂର୍ବାହ୍ନ ୧୦ଟାରେ ପ୍ରଧାନମନ୍ତ୍ରୀ...
ନୂଆଦିଲ୍ଲୀ: ୨୧ ଦିନିଆ ଲକଡାଉନ୍ ଅବଧି ଶେଷ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନ ୧୦ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଏହି ଲକ୍ଡାଉନ ଅବଧି ସମୟରେ ସମସ୍ତେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। କଷ୍ଟ ସହିଛନ୍ତି। ସେଥିପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଧନ୍ୟବାଦ ଦେଇଥିଲେ।...
ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସନାତନ ବିଶିଙ୍କର ଆଜି ପରଲୋକ ହୋଇଯାଇଛି। ସମ୍ବଲପୁର ହୀରାକୁଦ କଲୋନୀ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। କିଛିଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ ଚିକିତ୍ସା ଚାଲିଥିବାବେଳେ ଆଜି ସକାଳୁ ପରଲୋକ ହୋଇଯାଇଛି । ସନାତନ ୧୯୯୪ରୁ ୨୦୦୦...
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହେଲେ । ଗତକାଲି ପରୀକ୍ଷା କରାଯାଇଥିବା ନମୁନା ମଧ୍ୟରୁ ଜଣଙ୍କଠାରେ କରୋନା ପଜିଟିଭ୍ ଆସିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୱେବସାଇଟରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୬ରେ ପହଞ୍ଚିଲା ।...
ୱାଶିଂଟନ: ସାରା ବିଶ୍ୱରେ ଏବେ ସାଂଘାତିକ ସ୍ଥିତି। କରୋନା ସଂକ୍ରମଣ ଏବେ ବିଶ୍ୱର ୨୧୦ ଦେଶରେ ତାର କାୟା ବିସ୍ତାର କଲାଣି। ସବୁଠୁ ଅଧିକ ପ୍ରଭାବିତ ହୋଇଛି ବିଶ୍ୱର ସବୁଠୁ ଧନୀ ରାଷ୍ଟ୍ର ଆମେରିକା। ଗତକାଲି ପୁଣି ଥରେ ଗୋଟିଏ ଦିନରେ ୧୫ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ...
ମୁମ୍ବାଇ: ଦେଶର ବାଣିଜ୍ୟିକ କ୍ୟାପିଟାଲ୍ରେ କାୟା ବିସ୍ତାର କରି ଚାଲିଛି କରୋନା। ମୁମ୍ବାଇ ସମେତ ପୁରା ମହାରାଷ୍ଟ୍ରରେ ଏବେ କରୋନା ସ୍ଥିତି ଭୟଙ୍କର ରୂପ ନେଇଛି। ଦେଶର ସବୁଠୁ ଅଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଗତକାଲି ରାଜ୍ୟରେ ୩୫୨ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାପରେ...
ଭୁବନେଶ୍ୱର: ବରିଷ୍ଠ ଟ୍ରେଡ ୟୁନିୟନ ନେତା ସୌରିବନ୍ଧୁ କର ଆଉ ନାହାନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଜି ପରଲୋକ ହୋଇ ଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ତଳେ ହିଁ ସେ ମେଡିକାଲ୍ରେ ଭର୍ତ୍ତି ହୋଇଥିଲେ। ଟ୍ରେଡ ୟୁନିୟନ...
ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀଙ୍କ ୨୧ ଦିନିଆ ଲକ୍ଡାଉନ୍ ଅବଧି ଏପ୍ରିଲ ୧୪ ତାରିଖ ଅର୍ଥାତ ଆଜି ଶେଷ ହେଉଛି। ହେଲେ ରାଜ୍ୟରେ କରୋନା ସ୍ଥିତିକୁ ଦେଖି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ଲକ୍ଡାଉନ ଅବଧି ଏପ୍ରିଲ ୩୦ ପର୍ଯ୍ୟନ୍ତ ବଢାଇ ଦେଇଛନ୍ତି। ନବୀନଙ୍କ ଏପରି ପଦକ୍ଷେପକୁ ଅନ୍ୟରାଜ୍ୟମାନେ ମଧ୍ୟ ଆପଣେଇଛନ୍ତି।...
ନୂଆଦିଲ୍ଲୀ: ଆଜି ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରୋନା ମୁକାବିଲା ପାଇଁ ଘୋଷଣା ହୋଇଥିବା ୨୧ ଦିନିଆ ଲକଡାଉନର ଆଜି ଶେଷ ଦିନ। ତେଣୁ ଏହା ବଢ଼ିବ ନା ନାହିଁ ସେ ନେଇ ସ୍ପଷ୍ଟ କରିପାରନ୍ତି ପ୍ରଧାନମନ୍ତ୍ରୀ। ହେଲେ ମୋଦିଙ୍କ ସମ୍ବୋଧନର ଠିକ୍ ୩ ଘଣ୍ଟା...
ନୂଆଦିଲ୍ଲୀ: ଆଜି ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରୋନା ମୁକାବିଲା ପାଇଁ ଘୋଷଣା ହୋଇଥିବା ୨୧ ଦିନିଆ ଲକଡାଉନର ଆଜି ଶେଷ ଦିନ। ତେଣୁ ଏହା ବଢ଼ିବ ନା ନାହିଁ ସେ ନେଇ ସ୍ପଷ୍ଟ କରିପାରନ୍ତି ପ୍ରଧାନମନ୍ତ୍ରୀ। ଆଜି ସକାଳ ୧୦ଟା ବେଳେ ସାରା ଦେଶକୁ...