• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by

petrol
ମାସ୍କ ନ ପିନ୍ଧିଲେ ମିଳିବନି ପେଟ୍ରୋଲ

ଭୁବନେଶ୍ୱର: ଏଣିକି ମାସ୍କ ନ ପିନ୍ଧିଲେ ମିଳିବନି ପେଟ୍ରୋଲ। ରାଜ୍ୟର ପେଟ୍ରୋଲିୟମ ଡିଲର ସଂଘ ଏଭଳି ନିଷ୍ପତ୍ତି ନେଇଛି । କରୋନା ଭାଇରସରୁ ରକ୍ଷା ପାଇବା ପାଇଁ ବର୍ତ୍ତମାନ ମାସ୍କ ଉପରେ ଗୁରୁତ୍ୱ ଦିଆଯାଇଛି। ତେଣୁ ୯ ତାରିଖଠାରୁ ରାଜ୍ୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରିକି ମାସ୍କ...

dharabi
ଚିନ୍ତା ବଢାଉଛି ଧରାବୀ ସ୍ଲମ୍‌: ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ

ମୁମ୍ବଇ: ଏସିଆ ମହାଦେଶର ସବୁଠାରୁ ବଡ ସ୍ଲମ୍‌ ମୁମ୍ବାଇର ଧାରାବୀରେ କରୋନା କାୟା ବିସ୍ତାର କରି ଚାଲିଛି। ଶୁକ୍ରବାର ଏଠାରେ ପୁଣ ୫ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ କରାଯାଇଛି। ଏହି ୫ ଜଣଙ୍କ ମଧ୍ୟରୁ ୨ ଜଣ ଦିଲ୍ଲୀ ମରକଜ୍‌ କାର୍ଯକ୍ରମରେ ଯୋଗ ଦେଇ ଫେରିଛନ୍ତି। ମୁମ୍ବାଇ...

cargo
ଭୁବନେଶ୍ୱରରେ ପହଞ୍ଚିଲା ୪୦୦୦ କରୋନା ଟେଷ୍ଟିଂ କିଟ୍‌ 

ଭୁବନେଶ୍ୱର:କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ପୁରା ଦମ୍‌ରେ ଲାଗି ପଡ଼ିଛନ୍ତି। ରାଜ୍ୟରେ ଅଧିକରୁ ଅଧିକ କରୋନା ନମୁନା ପରୀକ୍ଷା ପାଇଁ ଅଧିକ ସଂଖ୍ୟକ କୋଭିଡ୍ -୧୯ ଟେଷ୍ଟ କିଟ୍‌ର ଆବଶ୍ୟକତା ଥିଲା। ସେହି ଅନୁସାରେ ୪୦୦୦ ଟେଷ୍ଟିଂ କିଟ୍‌  ଭୁବନେଶ୍ୱରରେ ଆସି ପହଞ୍ଚିଛି।  ଏକ ସ୍ୱତନ୍ତ୍ର କାରଗୋ...

mask
କଳାହାଣ୍ଡିରୁ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଧର୍ମଗଡ: ଗତକାଲି ବିଳମ୍ବିତ ରାତିରେ ଚିହ୍ନଟ ହୋଇଥିବା ୪ କରୋନା ଆକ୍ରାନ୍ତ ମଧ୍ୟରୁ ଜଣେ କଳାହାଣ୍ଡି ଜିଲ୍ଲାର। ଏହା ପୂର୍ବରୁ ଜଣେ କରୋନା ପଜିଟିଭ ଏହି ଜିଲ୍ଲାରୁ ଚିହ୍ନଟ ହୋଇଥିଲେ। ଗତକାଲି ଚିହ୍ନଟ ବ୍ୟକ୍ତି ଜଣକ ତାଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା ମିଳିଛି। ଏହାକୁ ମିଶାଇ କଳାହାଣ୍ଡି ଜିଲ୍ଲାରୁ...

ma-pua
ଲକ୍‌ଡାଉନ: ୧୪୦୦ କିମି ସ୍କୁଟି ଚଲାଇ ପୁଅକୁ ଘରକୁ ଆଣିଲେ ମା’

ହାଇଦ୍ରାବାଦ୍‌: ତେଲେଙ୍ଗାନାର ନିଜାମ୍‌ବାଦରେ ରହୁଥିବା ଜଣେ ମହିଳା ଶିକ୍ଷୟିତ୍ରୀ ଲକ୍‌ଡାଉନ ସମୟରେ ନିଜର ସାହସିକ କାମ ପାଇଁ ବେଶ ପ୍ରଶସିଂତ ହୋଇଛନ୍ତି। ରାଜିଆ ବେଗମ ନାମ୍ନୀ ଏହି ମହିଳା ଜଣକ ନିଜାମାବାଦର ବୋଧାନର ଏକ ସ୍କୁଲରେ ଶିକ୍ଷୟିତ୍ରୀ ଭାବେ କାମ କରନ୍ତି। ଲକ୍‌ଡାଉନ ଘୋଷଣା କରାଯିବା ପରେ ତାଙ୍କର...

coid
୨୪ ଘଣ୍ଟାରେ ୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗୁରୁବାର ବିଳମ୍ବିତ ରାତିରେ ରାଜ୍ୟରେ ୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଗତ ୨୪ ଘଣ୍ଟାରେ ୬ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା୪୮ରେ ପହଞ୍ଚିଥିବାବେଳେ ସେଥିମଧ୍ୟରୁ ବର୍ତ୍ତମାନ ୪୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।...

corona doctor
କରୋନାରେ ଡାକ୍ତରଙ୍କ ମୃତ୍ୟୁ; ଦେଶରେ ପ୍ରଥମ

ଇନ୍ଦୋର: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ଇନ୍ଦୋରର ଡାକ୍ତର ଶତ୍ରୁଘ୍ନ ପଞ୍ଜଓ୍ୱାନିଙ୍କର ମୃତ୍ୟୁ ହୋଇଛି। ସେ ହେଉଛନ୍ତି ଦେଶର ପ୍ରଥମ ଡାକ୍ତର ଯିଏକି କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଛନ୍ତି। ଗୁରୁବାର ସକାଳ ୪ଟା ସମୟରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। ମୃତ ଡାକ୍ତର...

cv
ରାଜ୍ୟରେ ପୁଣି ୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଆଜି ଆଉ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି କୁହାଯାଇଛି। 2 new COVID-19 POSITIVE...

CM-Naveen-Patnaik1
କ୍ୟାବିନେଟ ନିଷ୍ପତ୍ତି: ରାଜ୍ୟରେ ଲକ୍‌ଡାଉନ ଅବଧି ବଢିବ

ଭୁବନେଶ୍ୱର: କରୋନାର ମୁକାବିଲା ପାଇଁ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏଥିରେ ୯ଟି ପ୍ରସ୍ତାବକୁ ମଂଜୁରୀ ମିଳିଛି। ଏପ୍ରିଲ ୧୪ ତାରିଖରେ ୨୧ଦିନିଆ ଲକ୍‌ଡାଉନ୍‌ ଅବଧି ସରୁଥିବା ବେଳେ ଏହାକୁ ଏପ୍ରିଲ ୩୦ ତାରିଖ ଯାଏ ବୃଦ୍ଧି ପାଇଁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।  ମୁଖ୍ୟମନ୍ତ୍ରୀ ନବୀନ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।