• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

corona doctor
କରୋନାରେ ଡାକ୍ତରଙ୍କ ମୃତ୍ୟୁ; ଦେଶରେ ପ୍ରଥମ

ଇନ୍ଦୋର: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ଇନ୍ଦୋରର ଡାକ୍ତର ଶତ୍ରୁଘ୍ନ ପଞ୍ଜଓ୍ୱାନିଙ୍କର ମୃତ୍ୟୁ ହୋଇଛି। ସେ ହେଉଛନ୍ତି ଦେଶର ପ୍ରଥମ ଡାକ୍ତର ଯିଏକି କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଛନ୍ତି। ଗୁରୁବାର ସକାଳ ୪ଟା ସମୟରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। ମୃତ ଡାକ୍ତର...

cv
ରାଜ୍ୟରେ ପୁଣି ୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଆଜି ଆଉ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି କୁହାଯାଇଛି। 2 new COVID-19 POSITIVE...

CM-Naveen-Patnaik1
କ୍ୟାବିନେଟ ନିଷ୍ପତ୍ତି: ରାଜ୍ୟରେ ଲକ୍‌ଡାଉନ ଅବଧି ବଢିବ

ଭୁବନେଶ୍ୱର: କରୋନାର ମୁକାବିଲା ପାଇଁ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏଥିରେ ୯ଟି ପ୍ରସ୍ତାବକୁ ମଂଜୁରୀ ମିଳିଛି। ଏପ୍ରିଲ ୧୪ ତାରିଖରେ ୨୧ଦିନିଆ ଲକ୍‌ଡାଉନ୍‌ ଅବଧି ସରୁଥିବା ବେଳେ ଏହାକୁ ଏପ୍ରିଲ ୩୦ ତାରିଖ ଯାଏ ବୃଦ୍ଧି ପାଇଁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।  ମୁଖ୍ୟମନ୍ତ୍ରୀ ନବୀନ...

mask
କଟକଣା ପରେ ସଚେତନ; ସମସ୍ତେ ପିନ୍ଧିଲେ ମାସ୍କ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ସମସ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଏସ୍ଆରସିଙ୍କ ନିର୍ଦ୍ଦେଶ ଅନୁସାରେ, ଆଜିିଠୁ ଘରୁ ବାହାରିବା ବେଳେ ସମସ୍ତେ ମାସ୍କରେ ନିଜ ପାଟି ଓ ନାକକୁ ଘୋଡ଼ାଇ ରଖିବା ବାଧ୍ୟତାମୂଳକ କରାଯାଇଛି। ଏହି ନିର୍ଦ୍ଦେଶନାମା ଜାରି କରାଯିବା ପରେ ଆଜି ଅଧିକାଂଶ ଲୋକଙ୍କ ମୁହଁରେ ମାସ୍କ ଥିବା...

bus stop
ଲକ୍‌ଡାଉନ୍‌: ବସ୍‌ଷ୍ଟପ୍‌ରେ ମିଳିବ ପରିବା, ତେଜରାତି

ଭୁବନେଶ୍ୱର : ରାଜଧାନୀ ଭବନେଶ୍ୱରରୁ ସର୍ବାଧିକ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏଥିଯୋଗୁ ଭୁବନେଶ୍ୱରର କିଛି ଅଞ୍ଚଳକୁ ସିଲ୍‌ କରି ଦିଆଯାଇଛି।  ଏସବୁ ଅଞ୍ଚଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହେଉଛି । ହାଟମାନଙ୍କୁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉ ନ ଥିବାରୁ ତାହାକୁ ବିଭିନ୍ନ ଭାଗରେ ବିଭକ୍ତ କରାଯାଇଛି...

force
ଏନ୍‌କାଉଣ୍ଟରରେ ଜୈଶ-ଏ-ମହମ୍ମଦ କମାଣ୍ଡର ନିପାତ

ଶ୍ରୀନଗର:ଜମ୍ମୁ କାଶ୍ମୀରର ସୋପୋର ଅଞ୍ଚଳରେ ବୁଧବାର ଏକ ଏନ୍‌କାଉଣ୍ଟରରେ ଜୈଶ-ଏ-ମହମ୍ମଦର ଜଣେ କମାଣ୍ଡରକୁ ନିପାତ କରିଛନ୍ତି ସୁରକ୍ଷା କର୍ମୀ। ଏ ନେଇ ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ନିହତ କମାଣ୍ଡରର ପରିଚୟ ମିଳିଛି । ତା ନା ସଜାଦ ନବାବ୍‌ ଦର ବୋଲି କୁହାଯାଇଛି। ଅଧିକାରୀ ଜଣକ...

atm
କଣ୍ଟେନମେଣ୍ଟ ଜୋନ୍‌ରେ ବୁଲିବ ମୋବାଇଲ ଏଟିଏମ୍‌

ଭୁବନେଶ୍ୱର: କରୋନା ଲକ୍‌ଡାଉନ୍ ପାଇଁ ଲୋକେ ଘରୁ ଗୋଡ଼ କାଢି ପାରୁନାହାନ୍ତି। ଏଟିଏମ୍‌କୁ ଗଲେ ବି ଟଙ୍କା ନାହିଁ। ଏପରି ସ୍ଥିତିରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି  ବିଏମସି ପକ୍ଷରୁ ମୋବାଇଲ୍ ଏଟିଏମ୍ ସେବା ଆରମ୍ଭ ହୋଇଛି। କରୋନା ପାଇଁ...

finance
ରିଫଣ୍ଡ ହେବ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଇନକମ ଟ୍ୟାକ୍ସ ରିଟର୍ଣ୍ଣ

ଭୁବନେଶ୍ୱର: ଟିକସଦାତାଙ୍କ ପାଇଁ ଆଶ୍ୱସ୍ତିର ଖବର।  ଦେଶରେ କୋଭିଡ୍-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଇନକମ ଟ୍ୟାକ୍ସ ରିଟର୍ଣ୍ଣ ରିଫଣ୍ଡ କରିବାକୁ ନିଷ୍ପତ୍ତି ନିଆଯାଇଛି ।  ଉଭୟ ବ୍ୟକ୍ତିଗତ ଟିକସଦାତା ଓ ବ୍ୟବସାୟୀଙ୍କୁ ଏହି ଛାଡ କରାଯାଇଥିବା କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।...

medi
ଆଜିଠୁ ରାଜଧାନୀବାସୀଙ୍କ ଘରେ ପହଞ୍ଚିବ ଔଷଧ

ଭୁବନେଶ୍ୱର: ଲକଡାଉନ ବେଳେ ରାଜଧାନୀବାସୀଙ୍କୁ ହୋମ୍ ଡେଲିଭରିରେ ଔଷଧ ଯୋଗାଇ ଦିଆଯିବ। ଏପରି ନିଷ୍ପତ୍ତି ନେଇଛି ଭୁବନେଶ୍ୱର ମହାନଗର ନିଗମ (BMC)। ଏ ନେଇ ବିଏମସି ପକ୍ଷରୁ ସହରର ୧୨୧ଟି ଔଷଧ ଦୋକାନକୁ ଚିହ୍ନଟ କରାଯାଇଛି।  ଆଜିଠୁ ଗ୍ରାହକମାନେ ଔଷଧ ପାଇଁ ଘରୁ ପଦାକୁ ନବାହାରି ଅନଲାଇନରେ ମେଡିସିନ୍...

Asit-Tripathy
ଇନ୍‌କମିଂ କଲ୍‌ ସୁବିଧା ପ୍ରତ୍ୟାହାର କରା ନ ଯାଉ- ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେଉଛି। ଲକ୍ ଡାଉନ୍ ଅବଧି ବଢିବାର ସମ୍ଭାବନା ଦେଖା ଦେଇଛି। ଲୋକେ ଘରୁ  ବାହାରି ପାରୁନାହାନ୍ତି। ଦୋକାନ ବଜାର ବି ବନ୍ଦ। ଏପରି ସ୍ଥିତିରେ ଲୋକେ ମୋବାଇଲ ଫୋନ୍ ରିଚାର୍ଜ କରି ପାରୁନାହାନ୍ତି। ତେଣୁ ମୋବାଇଲ ବ୍ୟବହାରକାରୀଙ୍କ ଇନ୍‌କମିଂ କଲ ସୁବିଧା...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।