ଭୁବନେଶ୍ୱର: ଏବେ ଉଠି ନପାରେ ଲକ୍ଡାଉନ୍। ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ପରେ ଏଭଳି ସୂଚନା ଦେଇଛନ୍ତି ବିଜେଡି ସାଂସଦ ପିନାକୀ ମିଶ୍ର। ଆଜିର ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ସ୍ପଷ୍ଟ ଭାବେ ଏଭଳି କହିଥିବା କହିଛନ୍ତି ପିନାକୀ ସୂଚନା ଦେଇଛନ୍ତି। ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖିଲେ ଲକ୍ଡାଉନ୍...
ଭୁବନେଶ୍ୱର: ଲକ୍ଡାଉନ ବେଳେ ମାଲ୍ ପରିବହନରେ କୌଣସି ବାଧା ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଖୁଚୁରା ବ୍ୟବସାୟୀଙ୍କ ଦୁଇ ଚକିଆ ଗାଡ଼ିକୁ ପୋଲିସ ଅନୁମତି ଦେଉନଥିବା ଖବର ଗଣମାଧ୍ୟମରେ ପ୍ରସାରିତ ହେବା ପରେ ଏନେଇ ସ୍ପଷ୍ଟୀକରଣ ରଖିଛନ୍ତି ସିପି। Media may please...
ଭୁବନେଶ୍ୱର: ରାଜ୍ୟରେ ଆଗୁଆ ମିଳିବ କଳାକାର ଭତ୍ତା। ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା ଯୋଜନା ଅଧିନରେ କଳାକାର ଭତ୍ତା ପାଉଥିବା ବ୍ୟକ୍ତିମାନଙ୍କୁ ୪ ମାସର ଆଗୁଆ ଭତ୍ତା ମିଳିବ। କୋଭିଡ୍-୧୯ ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ଗତମାସରୁ ଆସନ୍ତା ଜୁନ୍ ପର୍ଯ୍ୟନ୍ତ ୪ ମାସର ଭତ୍ତା ଦେବାକୁ ରାଜ୍ୟ ସରକାରଙ୍କ...
ନୂଆଦିଲ୍ଲୀ: କରୋନା ସଂକ୍ରମଣ ବେଳେ କଳାବଜାରୀକୁ ରୋକିବାକୁ କଡ଼ା ପଦକ୍ଷେ ନେଇଛନ୍ତି କେନ୍ଦ୍ର ସରକାର। ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଯେପରି ଜାରି ରହେ ସେ ନେଇ ଜରୁରୀ ପଦକ୍ଷେପ ନେବାକୁ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଅତ୍ୟାବଶ୍ୟକ ଦ୍ରବ୍ୟ ଆଇନ,...
ନବରଙ୍ଗପୁର: ସେଲ୍ଫ କ୍ୱାରେଣ୍ଟାଇନ୍ରେ ବ୍ୟାଙ୍କ କର୍ମଚାରୀଙ୍କୁ ପଠାଯିବା ନୋଟିସ ପ୍ରସଙ୍ଗରେ ନିଜର ଭୁଲ ମାନିଲେ ପାପଡାହାଣ୍ଡି ବ୍ଲକ୍ ମୋକିଆ SBI ବ୍ରାଞ୍ଚ ମ୍ୟାନେଜର। କରୋନା ବିଷୟରେ ଭଲଭାବରେ ନଜାଣି, ପ୍ରଶାସନର ବିନା ଅନୁମତିରେ ସେ ନୋଟିସ୍ ମାରିଥିବା ସ୍ୱୀକାର କରିଛନ୍ତି। ତେବେ କାହାକୁ କରୋନା ହୋଇନଥିବା ଜଣା ପଡ଼ିବା...
ବ୍ରହ୍ମପୁର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ମୁକାବିଲା ପାଇଁ ସାରା ରାଜ୍ୟରେ ଚାଲିଛି ତନାଘନା। ରାଜ୍ୟରେ କରୋନା ସ୍ଥିତିକୁ ଦେଖିବା ପରେ ଗଂଜାମ ଜିଲ୍ଲାପାଳ ବଡ଼ ନିଷ୍ପତ୍ତି ନେଇଛନ୍ତି । ଆସନ୍ତାକାଲିଠାରୁ ଜିଲ୍ଲାରେ ଘରକୁ ଘର ବୁଲି ହେବ...
ନୂଆଦିଲ୍ଲୀ: ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଲକ୍ ଡାଉନ ଅବଧି ବୃଦ୍ଧି ପାଇଁ ଦାବି ହୋଇଛି ।ଏନେଇ କେନ୍ଦ୍ର ମନ୍ତ୍ରୀସ୍ତରୀୟ କମିଟି ଓ ବିଭିନ୍ନ ରାଜ୍ୟ ପକ୍ଷରୁ କେନ୍ଦ୍ରକୁ ପ୍ରସ୍ତାବ ଦିଆଯାଇଛି । ଅନେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ...
ଭୁବନେଶ୍ୱର: କରୋନା ସଂକ୍ରମଣରେ ଭୁବନେଶ୍ୱରରେ ଜଣଙ୍କର ମୃତ୍ୟୁ ଘଟିବା ପରେ କରୋନା ଭୟ ସାରା ସହରରେ ଛାଇ ଯାଇଛି। ତାଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛନ୍ତି ସେ ନେଇ କଣ୍ଟାକ୍ଟ ଟ୍ରେସିଂ ଚାଲିଛି । ସୋମବାର ଭୁବନେଶ୍ୱର ଝାଡପଡା ଅଞ୍ଚଳର ଜଣେ ୭୨ ବର୍ଷ ବୟସ୍କ ବୃଦ୍ଧଙ୍କର କରୋନାରେ ମୃତ୍ୟୁ...
ନୂଆଦିଲ୍ଲୀ: ଲକଡାଉନ ଯୋଗୁଁ ଦେଶରେ ପ୍ରଦୂଷଣ ମାତ୍ରା ଅନେକ ପରିମାଣରେ ହ୍ରାସ ପାଇଛି । କଳକାରଖାନା ବନ୍ଦ ଯୋଗୁଁ ଗଙ୍ଗା ଓ ଯମୁନା ନଦୀର ଜଳ ସ୍ୱଚ୍ଛ ହୋଇଛି । ହରିଦ୍ୱାରରେ ଥିବା ହର କି ପୌରି ଘାଟରେ ଗଙ୍ଗା ନଦୀର ଜଳ ପୂର୍ବ ଅପେକ୍ଷା ଅନେକ ପରିମାଣରେ...
ୱାଶଂଟନ: ହାଇଡ୍ରୋକ୍ସି କ୍ଲୋରୋକୁଇନ୍ ଦେବାପାଇଁ ଭାରତ ଅନୁମତି ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ମୋଦି ବହୁତ ଭଲ ଓ ମହାନ ନେତା ବୋଲି କହିଛନ୍ତି ଟ୍ରମ୍ପ। କରୋନାରେ ସର୍ବାଧିକ ସକ୍ରଂମିତ ଦେଶ ଆମେରିକାର ରାଷ୍ଟପତି ଡୋନାଲ୍ଡ ଟ୍ରମ୍ପ...