• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

police
ଖାକି ମଣିଷର ଦରଦୀ ମନ, ନିଜେ ନ ଖାଇ ଅସହାୟ ବୃଦ୍ଧାଙ୍କୁ ଖୁଆଇଲେ

ମାଲକାନଗିରି: ଖାକି ପୋଷାକ ଆଉ  ହାତରେ ରୁଲବାଡି ଧରିଥିବା ପୋଲିସ  ନିର୍ଦ୍ଦୟ, ନିଷ୍ଠୁର…କେବଳ କର୍ତ୍ତବ୍ୟର ଡୋରୀରେ ବନ୍ଧା। ଏମିତି ଏକ ଚିନ୍ତାଧାରା ଅଧିକାଂଶ ଲୋକଙ୍କ ମନରେ ଥାଏ।  ସେମାନଙ୍କ ପାଖରେ ବି ସ୍ନେହ, ଶ୍ରଦ୍ଧା, ସହନୁଭୂତି ରହିଛି ଏକଥା ଭାବିବାକୁ ଅବସର ହିଁ ମିଳେନି। ହେଲେ ମାଲକାନଗିରିର ଏଇ...

shop
୧ ଓ ୪ ନମ୍ବର ମାର୍କେଟରେ କେବଳ ହୋଲସେଲିଂ ଦୋକାନ ଖୋଲାରହିବ

ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ ୧ ଓ ୟୁନିଟ ୪ମାର୍କେଟରେ  କେବଳ ହୋଲସେଲିଂ ଦୋକାନ ହିଁ ଖୋଲା ରହିବ। ଏହି ଦୁଇଟି ମାର୍କେଟରେ ହୋଲସେଲରମାନେ କେବଳ ରିଟେଲର ବା ଖୁଚୁରା ଦୋକାନୀଙ୍କୁ ହିଁ ସାମଗ୍ରୀ ବିକ୍ରି କରିପାରିବେ। ଗତକାଲି ଏହି ସୂଚନା ଦେଇଛନ୍ତି ବିଏମସି କମିଶନର। ସେ ଆହୁରି କହିଛନ୍ତି...

Untitled-1
କରୋନା ଆକ୍ରାନ୍ତ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଅବସ୍ଥା ଗୁରୁତର, ଆଇସିୟୁରେ ଭର୍ତ୍ତି

ଲଣ୍ଡନ: ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଅବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଏଥିପାଇଁ ତାଙ୍କୁ ଡାଉନିଂ ଷ୍ଟ୍ରିଟରେ ଥିବା ସେଣ୍ଟ ଥୋମାସ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ବ୍ରିଟେନର ବୈଦେଶିକ ସଚିବ ଡୋମିନିକ ରାବ କହିଛନ୍ତି, ହସ୍ପିଟାଲରେ ଭର୍ତ୍ତି...

123
ଦେଶରେ ୪ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ:ଦେଶରେ କରୋନା ମୃତ୍ୟୁସଂଖ୍ୟା ଶହେ ଟପିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁଯାୟୀ ଏହି ଘାତକ ମହାମାରୀ ଏଯାଏଁ ୧୧୧ ଜଣଙ୍କ ମୁଣ୍ଡ ନେଲାଣି । କେବଳ ଗତକାଲି ୩୦ ଜଣଙ୍କ ଜୀବନ ଯାଇଛି। ଗତ ୨୪ ଘଣ୍ଟାରେ ଦେଶରେ ୭୦୪ଟି ନୂଆ  ସଂକ୍ରମଣ ମାମଲା ସାମ୍ନାକୁ...

america
୨୪ ଘଣ୍ଟା ମଧ୍ୟରେ ଆମେରିକାରେ ମୃତ୍ୟୁ ସଂଖ୍ୟା ୧୨ଶହ ଟପିଲା

ୱାଶିଂଟନ: ସାରା ବିଶ୍ୱରେ ବଢ଼ିଚାଲିଛି କରୋନା ଜନିତ ସଂଖ୍ୟା । ବିଶେଷ କରି ଆମେରିକା ଏବଂ ସ୍ପେନରେ ଚିନ୍ତାଜନକ ସ୍ଥିତି ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକା ୧୨ଶହ ଟପିଛି ମୃତକଙ୍କ ସଂଖ୍ୟା। ଆମେରିକାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୩ ଲକ୍ଷ ୩୭ ହଜାରରୁ ଅଧିକ...

japan
ଜାଣି ଜାଣି କରୋନା ସଂକ୍ରମିତ ହେଲେ ମେୟର

ବର୍ଲିନ: ପୁରା ଦୁନିଆରେ କରୋନା ଭାଇରସର ପ୍ରକୋପ ଜାରି ରହିଛି । ସମସ୍ତଙ୍କୁ ସୋଶିଆଲ ଡିଷ୍ଟାନ୍ସ ରକ୍ଷା କରିବାକୁ କୁହାଯାଇଛି। ଏକାଧିକ ଲୋକ ଏକାଠି ନ ହେବାକୁ ଅନୁରୋଧ କରାଯାଇଛି । କାରଣ ସଂସ୍ପର୍ଶରେ ଆସିଲେ ସଂକ୍ରମଣ ଭୟ ରହିଛି । ହେଲେ ଏପରି ସମୟରେ ବର୍ଲିନର ଏମିତି...

centre
ଏପ୍ରିଲ ୧୪ ପରେ ବଢିବ କି ଲକ୍‌ଡାଉନ ଅବଧି ?

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଅନ୍ୟପଟେ ଏପ୍ରିଲ ୧୪ରେ ପ୍ରଥମ ୨୧ ଦିନିଆ ଲକଡାଉନ୍ ଅବଧି ଶେଷ ହେଉଛି। ସୂଚନା ଅନୁସାରେ ସରକାର ସର୍ତ୍ତମୂଳକ ଭାବେ ପ୍ରଥମ ଦଫା ତାଲାବନ୍ଦ ଉଠେଇଦେବେ। କିନ୍ତୁ ମେ ୧୫ ତାରିଖରୁ ଦ୍ୱିତୀୟ ଥର ତାଲାବନ୍ଦ ଘୋଷଣା କରିପାରନ୍ତି। ଯଦଓ...

bbsr
ରାଜଧାନୀରେ ସିଜ୍‌ ହେଲା ୬୩୭ ଗାଡ଼ି

ଭୁବନେଶ୍ୱର: ରାଜଧାନୀରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତଥାପି ଲୋକେ ଲକ୍‌ଡାଉନ ଗାଇଡ୍‌ଲାଇନ ମାନୁନାହାନ୍ତି। ସାମାଜିକ ଦୂରତା ରକ୍ଷା ପାଇଁ ପୋଲିସକୁ ନାକେଦମ୍‌ ହେବାକୁ ପଡ଼ୁଛି। ଦୁଇଦିନିଆ ସଟ୍‌ଡାଉନ୍ ରବିବାର ରାତି ୮ଟାରେ ହଟିବା ପରେ ରାଜଧାନୀରେ ପୁଣି ଅମାନିଆମାନ ମନମାନି ଆରମ୍ଭ କରି ଦେଇଛନ୍ତି। ସରକାରଙ୍କ...

kalahandi
ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସିଲ୍‌ ହେଲା କଳାହାଣ୍ଡିର ଏସବୁ ଅଞ୍ଚଳ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ବ୍ଲକରେ ପ୍ରଥମ କୋରନା ରୋଗୀ ଚିହ୍ନଟ ପରେ ସଂକ୍ରମଣ ନବ୍ୟାପିବାକୁ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ।  ଜିଲ୍ଲା ପ୍ରଶାସନ ତିନିଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଏରିଆ ଭାବେ ଘୋଷଣା କରିଛି । ଏହି ଅଞ୍ଚଳସବୁ ହେଲା  ରାଗୁଡ଼ା, ପାଞ୍ଜିଆ ଓ ଖମାରହଳଦୀ।  ସେହିଭଳି ସୋସିଆ,...

hata
ଅତ୍ୟାବଶ୍ୟକ ସାମଗ୍ରୀ ଘରେ ପହଞ୍ଚାଇବ BMC

ଭୁବନେଶ୍ୱର: ଭୁବନେଶ୍ୱରରେ ୩୨ ଜଣ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯିବା ପରେ ଅନେକ ଅଞ୍ଚଳକୁ ଆବଦ୍ଧ କରାଯାଇଛି। ସାରା ସହରରେ ପୋଲିସ ପକ୍ଷରୁ ଯାଞ୍ଚ କଡାକଡି କରାଯାଇଛି। ତଥାପି ମାନୁ ନାହାନ୍ତି ଲୋକେ। ତେଣୁ ଲୋକ କିପରି ଘରୁ ନ ବାହାରିବେ  ସେଥିପାଇଁ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ...

maobadi
କରୋନା ପାଇଁ ଅସ୍ତ୍ର ଛାଡ଼ିଲେ ମାଓବାଦୀ

ମାଲକାନଗିରି: ସାରା ବିଶ୍ୱ ମହାମାରୀକୁ ନେଇ ଚିନ୍ତାରେ ଥିବା ବେଳେ ମାଓବାଦୀମାନେ ମଧ୍ୟ ଅସ୍ତ୍ରବିରତି ଘୋଷଣା କରିଛନ୍ତି।ଦେଶରେ କରୋନା ମହାମାରୀ ଲାଗିଥିବାରୁ ମାଓବାଦୀଙ୍କ ପକ୍ଷରୁ କୌଣସି ଇନଫର୍ମର ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ନାହଁ।  ଏହାସହ ପୋଲିସ ବାହିନୀ ଉପରେ ମଧ୍ୟ ଆକ୍ରମଣ କରାଯିବ ନାହିଁ ବୋଲି ମାଓନେତା କୈଳାଶ...

corona
ଦେଶରେ ୧୦୯ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ:ଦେଶରେ ୧୦୯ଜଣଙ୍କ ମୁଣ୍ଡ ନେଲା କରୋନା। ଆଜି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ଶହେ ଟପିଛି। ଏଥି ସହ ଦେଶରେ ମୋଟ୍ ୪ ହଜାର ୬୭ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ ୩ ହଜାର ୬ଶହ ୬୬ ଚିକିତ୍ସାଧୀନ ଅଛନ୍ତି। ଦେଶରେ କରୋନା ସଂକ୍ରମଣରୁ ସୁସ୍ଥ...

naveen-patnaik_video_647_062417015756
ଏଣିକି ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଭୟଭୀତ ହାଇପଡ଼ିଛନ୍ତି। ହେଲେ ବର୍ତ୍ତମାନ ସ୍ଥିତିକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ ବୋଲି ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ନବୀନ ଟ୍ବିଟ୍ କରି ଜଣାଇଛନ୍ତି ଯେ ସବୁ ସଂକ୍ରମିତ ଭୁବନେଶ୍ୱରର କଣ୍ଟେନମେଣ୍ଟ ଅଞ୍ଚଳର...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।