• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

cv
ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡିଶାରେ ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ କଟକର ବୋଲି ଜଣାପଡ଼ିଛି। ଏନେଇ ଓଡିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ସମ୍ପୃକ୍ତ ବ୍ୟକ୍ତି ଜଣକ ଦିଲ୍ଲୀରୁ ଫେରିଥିବା ସୂଚନା ମିଳିଛି। ଏହି ଘଟଣା...

usa
କରୋନାକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ କୁଖ୍ୟାତ ଆତଙ୍କୀକୁ ଏମିତି ସୁଯୋଗ ଦେଲା ପାକିସ୍ତାନ

ଇସଲାମବାଦ- ଆମେରିକା ସାମ୍ବାଦିକ ଡେନିଅଲ ପର୍ଲଙ୍କ ହତ୍ୟା ମାମଲାରେ ଗତ ୧୮ ବର୍ଷ ଧରି ପାକିସ୍ତାନ ଜେଲରେ ବନ୍ଦୀ ଥିବା କୁଖ୍ୟାତ ଆତଙ୍କବାଦୀ ଅହମ୍ମଦ ଉମର ଶେଖ ସଇଦ ଖୁବ୍ର ଶିଘ୍ର ମୁକ୍ତି ପାଇବ । ପାକିସ୍ତାନର ଏକ ଅଦାଲତ ସଇଦଙ୍କ ଫାଶୀ ଦଣ୍ଡକୁ ଜେଲ୍‌ ଦଣ୍ଡରେ ପରିଣତ...

thunder
ଉପକୂଳ ଅଞ୍ଚଳରେ ହୋଇପାରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର: ସାରା ରାଜ୍ୟରେ ତାପମାତ୍ର ବଢିବାରେ ଲାଗିଛି। ସ୍ୱାଭାବିକ ତାପମାତ୍ରାଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହୁଛି ତାପମାତ୍ରା। ଆସନ୍ତା ୪ରୁ ୫ ଦିନ ଯାଏ ଉପକୂଳ ଓଡ଼ିଶାରେ ଏଭଳି ସ୍ଥିତି ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।...

EUqVFHrU4AAhHaR
ଶଟ୍‌ ଡାଉନ ବେଳେ କ’ଣ ବନ୍ଦ ରହିବ ?

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ନେଲେ କଠୋର ପଦକ୍ଷେପ। ୨୧ ଦିନିଆ ଲକ୍‌ଡାଉନ ଚାଲିଥିବାବେଳେ ଆଜି ସରକାର ପୁଣି ଲାଗୁ କରିଛନ୍ତି ୪୮ ଘଣ୍ଟିଆ ଶଟ୍‌ଡାଉନ। ତେବେ କ’ଣ ଏହି ଶଟ୍‌ଡାଉନର ଅର୍ଥ ? ଏମିତି ତ ସବୁ ବନ୍ଦ ଥିଲା, ପୁଟି କ’ଣ ବନ୍ଦ...

bandh
୪୮ ଘଣ୍ଟା ପାଇଁ ଶଟ୍‌ ଡାଉନ୍‌ ହେବ ଭୁବନେଶ୍ୱର, ଭଦ୍ରକ ସହର

ଭୁବନେଶ୍ୱର:  ଲକ୍‌ଡାଉନ୍‌ ମଧ୍ୟରେ ରାଜ୍ୟ ସରକାର ଆଜି ଏକ ବଡ଼ ଘୋଷଣା କରିଛନ୍ତି। ଆଗାମୀ ୪୮ ଘଣ୍ଟା ପାଇଁ ଭୁବନେଶ୍ୱରକୁ ପୂରା ଶଟ୍‌ ଡାଉନ୍‌ କରାଯାଇଛି। ଆଜି ରାତି ୮ଟାରୁ ରବିବାର ରାତି ୮ଟା ପର୍ଯ୍ୟନ୍ତ ଏହି ନିୟମ ଲାଗୁ ହେବ। ଆଜି ମୁଖ୍ୟ ଶାସନ ସଚିବ ଅସିତ...

lockdown-1
ଲକ୍‌ଡାଉନ୍: ଖୋଲା ହେଲା ଏସବୁ ଦୋକାନ

ଭୁବନେଶ୍ୱର: ଲକ୍‌ଡାଉନ୍ ବେଳେ କଣ କଣ ଖୋଲା ରହିବ ? କେଉଁ ସବୁ ଦୋକାନକୁ ବନ୍ଦରୁ ବାଦ୍ ଦିଆଯିବ ? ଏହାର ପୁଣି ଏକ ତାଲିକା ପ୍ରସ୍ତୁତ କଲା ପ୍ରଶାସନ। ଏ ନେଇ ପୁଣି ଥରେ ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି କରିଛନ୍ତି ଗୃହ ସଚିବ...

capital hospital
ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶା ପାଇଁ ଖୁସିର ଖବର। କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ୨ୟ ବ୍ୟକ୍ତି ଦୁଇଦିନ ତଳେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଥିବାବେଳେ ଆଜି ପ୍ରଥମ ଆକ୍ରାନ୍ତଙ୍କୁ ଡିସ୍‌ଚାର୍ଜ କରାଯାଇଛି। ପ୍ରଥମ ଆକ୍ରାନ୍ତ ଜଣକ କ୍ୟାପିଟାଲ ହସ୍‌ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ନମୁନା ନେଗେଟିଭ ଆସିବା ପରେ ତାଙ୍କୁ...

jail
କରୋନା ପାଇଁ ମୁକ୍ତ ହେଲେ ୧୭୭ କଏଦୀ

ଭୁବନେଶ୍ୱର: କରୋନା ପାଇଁ ମୁକ୍ତି ପାଇଲେ କଏଦୀ। ଏଥିସହିତ ଅନେକ କଏଦୀଙ୍କୁ ସ୍ଥାନାନ୍ତର ମଧ୍ୟ କରାଯାଇଛି। କରୋନକୁ ଦୃଷ୍ଟିରେ ରଖି ଏସବୁ କରାଯାଉଛି। କାରଣ ଅନେକ ଜେଲରେ କ୍ଷମତାଠାରୁ ଅଧିକ କଏଦୀ ରହିଛନ୍ତି। ଜେଲ୍‌ରେ ଯେପରି କରୋନା ନ ବ୍ୟାପିବ ସେଥିପାଇଁ କର୍ତ୍ତୃପକ୍ଷ ଆଗୁଆ ପଦକ୍ଷେପ ସ୍ୱରୂପ ଏପରି...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।