• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

OAS officer became farmer
ଚାଷ ପାଇଁ ଛାଡ଼ି ଦେଲେ ଓଏଏସ୍‌ ଚାକିରି; ଆଜି ସଫଳ ଚାଷୀଭାବେ ରୋଜଗାର କରୁଛନ୍ତି ଲକ୍ଷାଧିକ ଟଙ୍କା

ପଦସ୍ଥ ସରକାରୀ ଅଫିସର ଥିଲେ। ହେଲେ ଚାକିରି ଭଲ ଲାଗିଲାନି। କିଛି ଭିନ୍ନ କରିବାର ଇଚ୍ଛା ତାଙ୍କୁ ଚାକିରି ଛାଡ଼ିବା ପାଇଁ ବାଧ୍ୟ କରିଥିଲା। ୧୨ ବର୍ଷର ଚାକରି ଜୀବନ ଛାଡ଼ି ଚାଷକୁ ଆପଣେଇ ନେଲେ। ଆଜି ସେ ଜଣେ ସଫଳ ବ୍ୟବସାୟୀ। ରୋଜଗାର କରୁଛନ୍ତି ମାସକୁ...

DRDO Espionage Case
DRDO କର୍ମଚାରୀଙ୍କୁ ହନିଟ୍ରାପ୍‌ରେ ପକାଉଥିବା ରହସ୍ୟମୟୀ ସମ୍ପର୍କରେ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

ଚାନ୍ଦିପୁର DRDOରୁ ତଥ୍ୟ ଲିକ୍ ମାମଲା ଦିନକୁ ଦିନ ବିବାଦୀୟ ରୂପ ନେଉଛି। ତଦନ୍ତକାରୀ ଟିମ୍‌ ଯେତେ ଖୋଳୁଛି,  ସେତେ ନୂଆ ତଥ୍ୟ ହାତରେ ଲାଗୁଛି। ଏହି ଘଟଣାରେ  ଗିରଫ ୫ ଅଭିଯୁକ୍ତଙ୍କୁ ଚାଲିଛି ଜେରା ।

Mahant Narendra Giri
ମହନ୍ତ ନରେନ୍ଦ୍ର ଗିରି ମୃତ୍ୟୁ ମାମଲା; ସୁଇସାଇଡ୍‌ ନୋଟ୍‌ ପରେ ପୋଲିସ ହାତରେ ଲାଗିଲା ମୃତ୍ୟୁ ପୂର୍ବର ଭିଡିଓ

ଅଖିଳ ଭାରତୀୟ ଆଖଡ଼ା ପରିଷଦ ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁକୁ ନେଇ ହଟୁନି ସସ୍ପେନ୍ସ।  ମୃତ୍ୟୁର ଦୁଇ ଦିନ ପରେ ଅର୍ଥାତ୍‌ ଆଜି ହେବ ଶବ ବ୍ୟବଚ୍ଛେଦ।

twitter to pay 5900 crore
ମାମଲା ରଫାଦଫା କରିବା ପାଇଁ ୫,୯୦୦ କୋଟି ଦେବ ଟ୍ୱିଟର

ସେୟାରହୋଲଡର୍ସଙ୍କ ଦ୍ୱାରା ଜାରି କରାଯାଇଥିବା ମୋକଦ୍ଦମାକୁ ରଫାଦଫା କରିବା ପାଇଁ ଟ୍ୱିଟର ୮୦୯.୫ ମିଲିୟନ ଡଲାର ଅର୍ଥାତ୍‌ ୫,୯୦୦ କୋଟି ଟଙ୍କା ଦେବାକୁ ପ୍ରସ୍ତୁତ ଅଛି । ୟୁଜରମାନେ ଟ୍ୱିଟର ପ୍ଲାଟଫର୍ମକୁ କିପରି ବ୍ୟବହାର କରନ୍ତି ସେ ବିଷୟରେ କମ୍ପାନୀ ପକ୍ଷରୁ ନିବେଶକଙ୍କୁ ବିଭ୍ରାନ୍ତିକର ସୂଚନା ଦିଆଯାଇଥିବାର ଅଭିଯୋଗ...

 president Xi Jinping
ଭାରତ ସୀମାରେ ଡ୍ରାଗନ୍‌ର ରାତ୍ରିକାଳୀନ ଯୁଦ୍ଧାଭ୍ୟାସ

ପୁଣି ଷଡ଼ଯନ୍ତ୍ର ରଚୁଛି ଚୀନ୍‌ । ଭାରତୀୟ ସୀମାର ୧୬ ହଜାର ଫୁଟ୍‌ ଉଚ୍ଚରେ ଚୀନ୍‌ର ନିଜ ରାତ୍ରିକାଳୀନ ଯୁଦ୍ଧାଭ୍ୟାସ କରୁଛି ।

Campaign For Pipili Bypoll Continues Amid Covid Crisis
ଜୋର୍ ଧରିଲାଣି ପ୍ରଚାର

ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଜୋର। ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର। ଗାଁକୁ ଗାଁ ବୁଲି ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ।

Special Story | Berhampur Boy Designs Washing Machine Operated By Bicycle Paddle
ନିଆରା ଓ୍ୱାସିଂ ମେସିନ ତିଆରି କଲେ ଛାତ୍ର, ବ୍ୟାୟାମ ଓ ଲୁଗା ସଫା ଏକାଠି

ଆପଣଙ୍କ ଘରେ ଓ୍ୱାସିଂ ମେସିନ ଥିବ। ହେଲେ ଏମିତିକା ଓ୍ୱାସିଂ ମେସିନ କେବେ ହେଲେ ନ ଥିବ।

jammu-and-kashmir-helicopter-crashes-in-udhampur-district
ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଜମ୍ମୁ-କଶ୍ମୀରର ଉଦ୍ଧମ ପୁର ଜିଲ୍ଲାରେ ସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦ୍ଧମପୁର ରେଞ୍ଜର ଡିଆଇଜି ସୁଲେମାନ ଚୌଧୁରୀ ମଙ୍ଗଳବାର ଏ ନେଇ  ସୂଚନା ଦେଇଛନ୍ତି।

 3 children saved womans life
୫ ଘଣ୍ଟା ଧରି ନଦୀର ପ୍ରଖର ସ୍ରୋତରେ ଭାସୁଥିଲେ ମହିଳା, ଜୀବନକୁ ବାଜି ଲଗାଇ ଉଦ୍ଧାର କଲେ ୩ ପିଲା

ଭଗବାନ ଯାହାକୁ ଘଣ୍ଟ ଘୋଡେଇ ରଖିବେ, ତାକୁ କିଏ ବା ମାରିପାରିବ ?   ଛତିଶଗଡର ମୁଙ୍ଗେଲି ଜିଲ୍ଲାର ଲୋରମୀ ଅଞ୍ଚଳରେ ଏମିତି ଏକ ହୃଦୟସ୍ପର୍ଶୀ ଘଟଣା ସମସ୍ତଙ୍କୁ ଚକିତ କରି ଦେଇଛି।

ଭାରତରେ ଲଞ୍ଚ ହେବ ହାଇବ୍ରିଟ୍ ଫ୍ଲାଇଙ୍ଗ କାର୍
ଭାରତରେ ଖୁବ ଶୀଘ୍ର ଲଞ୍ଚ ହେବ ଫ୍ଲାଇଙ୍ଗ କାର୍‌

ଭାରତରେ ଖୁବ ଶୀଘ୍ର ପ୍ରଥମ ଥର ପାଇଁ ଲଞ୍ଚ ହେବ ହାଇବ୍ରିଡ ଫ୍ଲାଇଙ୍ଗ କାର । ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସ୍କିଣ୍ଡିଆ ଏହି ବିଷୟରେ ସୂଚନା ଦେଇଛନ୍ତି । ଏହାସହ ସେ କହିଛନ୍ତି, ଭିନାଟା ଏରୋମୋବିଲିଟିର ଯୁବ ଦଳ ଦ୍ୱାରା ଏସିଆର ପ୍ରଥମ ହାଇବ୍ରିଡ ଫ୍ଲାଇଙ୍ଗ କାର...

Sonu Sood
ତାଙ୍କ ଘରେ ଚଢାଉ ସମୟ ଆଇଟି ଟିମ୍‌ ପାଇଁ ସବୁଠାରୁ ସହଜ ଦିନ ଥିଲା-ସୋନୁସୁଦ୍‌

ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆଇଟି ରେଡ୍ ହେବା ପରେ ମୁହଁ ଖୋଲିଛନ୍ତି ବଲିଉଡ ଷ୍ଟାର ସୋନୁ ସୁଦ୍ । ତାଙ୍କ ଫାଉଣ୍ଡେସନକୁ ଆସୁଥିବା ପ୍ରତ୍ୟେକ ଟଙ୍କା ଲୋକଙ୍କ ଅମୂଲ୍ୟ ଜୀବନ ବଞ୍ଚାଇବାରେ ଖର୍ଚ୍ଚ ହେଉଛି । ଦେଶବାସୀଙ୍କୁ ସାହାଯ୍ୟ କରିବାକୁ ସେ ଚାହାନ୍ତି ଏବଂ ଏହା ଜାରି ରହିବ ।

Daily Horoscope, 21 Sept 2021
Daily Horoscope, 21 Sept 2021: ଜାଣନ୍ତୁ ଆଜିର ରାଶିଫଳ…

ଆଜି ୨୦୨୧ ମସିହା, ସେପ୍ଟେମ୍ବର ମାସ ୨୧ ତାରିଖ, ମଙ୍ଗଳବାର, କନ୍ୟା ୬ ଦିନ, ଆଶ୍ୱିନମାସ, କୃଷ୍ଣପକ୍ଷ ଦ୍ୱିତୀୟାତିଥି, ରେବତୀ ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

High Level meeting with Biden and Modi
ଆମେରିକା ଗସ୍ତରେ ମୋଦି; ୨୪ରେ ବାଇଡେନ୍‌ଙ୍କ ସହ ବୈଠକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର  ମୋଦି ଆସନ୍ତା ୨୪ ରେ  ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିବେ। ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସାକ୍ଷାତ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ଓ୍ୱାଶିଂଟନରେ ବିଶ୍ୱର ଏହି ଦୁଇ ଶୀର୍ଷ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ  ବୋଲି ହ୍ୱାଇଟ ହାଉସ୍ ପକ୍ଷରୁ ସ୍ପଷ୍ଟ...

 bjp leaders came back to Odisha
ଗୁଜରାଟ ମଡେଲକୁ ଓଡ଼ିଶାରେ ଆପଣେଇବ ବିଜେପି

ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସୁରଟ ଗସ୍ତ କରିଥିବା ୯ ଜଣିଆ ଟିମ ଭୁବନେଶ୍ୱର ଫେରିଛି।ଗୁଜରାଟ ବିଜେପିର କାର୍ଯ୍ୟପନ୍ଥା, ନୀତି ବିଷୟରେ ଜାଣିବା ପାଇଁ ଏହି ଟିମ୍‌ ସୁରଟ ଯାଇଥିଲେ। 

Sonia Gandhi and Rahul Gandhi
ପଞ୍ଜାବ ପରେ ବଦଳିବ କି ରାଜସ୍ଥାନ ରାଜନୀତି ପାଣିପାଗ ?

ରାଜସ୍ଥାନ ରାଜନୀତରେ ନୂଆ ସମୀକରଣ ସମ୍ଭାବନା ନେଇ ମିଳିଲା ସଙ୍କେତ। କାହିଁକି ବରିଷ୍ଠ ନେତାଙ୍କ ମଧ୍ୟରେ ଚାଲିଛି ଘନଘନ ଆଲୋଚନା ? କ’ଣ ହୋଇପାରେ ଏହାର ଉଦ୍ଦେଶ୍ୟ ?

Punjab Chief Minister Captain Amarinder Singh
କୃଷି ବିଲ୍‌କୁ ପୂରିଲା ଏକ ବର୍ଷ ; କୃଷକମାନଙ୍କୁ ଆଲୋଚନା ପାଇଁ ଡାକିଲା କେନ୍ଦ୍ର

କୃଷି ବିଲ୍‌କୁ ପୂରିଲା ୧ ବର୍ଷ । ଏନେଇ ଆଜି ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କୃଷି ବିଲ୍‌କୁ ରଦ୍ଦ କରିବା ଓ କୃଷକ ମାନେ କିପରି ଆଗକୁ ବଢିବେ ସେ ନେଇ ଆଲୋଚନା କରିବା ପାଇଁ ଆହ୍ୱାନ ଦେଇଛନ୍ତି । କୃଷି ଆଇନ୍‌ ବିରୋଧରେ...

Terrorist attack
୩ ଘଣ୍ଟାରେ ପୋଲିସ କର୍ମଚାରୀଙ୍କ ସମେତ ୨ ଜଣଙ୍କୁ ହତ୍ୟା କଲେ ଆତଙ୍କୀ

ଜମ୍ମୁ-କଶ୍ମୀରରେ ଶୁକ୍ରବାର ପୁଣି ଆତଙ୍କୀ ଆକ୍ରମଣ କରିଛନ୍ତି। ଜଣେ ପୋଲିସ କର୍ମୀ ଏବଂ ବିହାରର ଜଣେ ଶ୍ରମିକ ଆତଙ୍କବାଦୀଙ୍କ ଗୁଳିର ଶିକାର ହୋଇଛନ୍ତି। ଦକ୍ଷିଣ କାଶ୍ମୀରର କୁଲଗାଓର ଭିନ୍ନ ଭିନ୍ନ ସ୍ଥାନରେ ଏହି ଅଘଟଣ ଘଟିଛି।

Finance Minister Nirmala Sitharaman
ମହଙ୍ଗା ହେବ ଆଇସ୍‌କ୍ରିମ ଖାଇବା, ଜୋମାଟୋ ଓ ସ୍ୱିଗିରୁ ଅର୍ଡର କରିବା

:ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର GST କାଉନସିଲ ବୈଠକ ପରେ ଅନେକ ବଡ ନିଷ୍ପତ୍ତିର ଘୋଷଣା କରିଛନ୍ତି। ଅନେକ ଜିନିଷରୁ ଜିଏସ୍‌ଟି ହ୍ରାସ କରାଯାଇଛି। ଅନେକ ଜିନିଷ ଉପରେ ଜିଏସ୍‌ଟି ବଢିଛି।

ବିବାହ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଖରେ ସର୍ତ୍ତ ରଖିଲେ ଗାଁର ଝିଅ...
ଆଗେ ରାସ୍ତା କର, ପରେ ମୁଁ ବିବାହ କରିବି: ମୁଖ୍ୟମନ୍ତ୍ରୀଙ୍କୁ ଏମିତି ଚିଠି ଲେଖିଲେ ଯୁବତୀ

ପ୍ରଥମେ ରାସ୍ତା କାମ କର , ପରେ ମୁଁ ବିବାହ କରିବି। ମୁଖ୍ୟମନ୍ତ୍ରୀଙ୍କ ପାଖରେ ଏମିତି କିଛି ଭିନ୍ନ ଡିମାଣ୍ଡ ରଖିଲେ ଯୁବତୀ। ଯାହାକୁ ନେଇ ଏବେ ଜୋରସୋରରେ ଚର୍ଚ୍ଚା ଚାଲିଛି। କର୍ଣ୍ଣାଟକ ଡାଭେଙ୍ଗେର ଜିଲ୍ଲାର ଏଚ୍ ରାମପୁରା ଗାଁର ବାସିନ୍ଦା ବିନ୍ଦୁ ଆର.ଡି

Special Story | Hair Stylist From Berhampur Makes A Name In Bollywood
ଓଡିଆ ପୁଅଙ୍କୁ ଖୋଜନ୍ତି ମଲାଇକା ଆରୋରା, ଟାଇଗର ଶ୍ରଫ୍

ଚାରି ଟଙ୍କାରେ ଚୁଟି କାଟିଥିଲେ, ଅଢେଇ ଟଙ୍କାରେ ଦାଢି। ବାପାଙ୍କ ସେଲୁନରୁ କାମ ଆରମ୍ଭ କରି ଏବେ ବଲିଉଡ୍ ଷ୍ଟାରଙ୍କ ପର୍ସନାଲ୍ ହେୟାର୍ ଡ୍ରେସ୍ ଆର୍ଟିଷ୍ଟ୍ ହୋଇ ପାରିଛନ୍ତି।

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।