• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

corona symtoms
କ୍ୱାରେଣ୍ଟାଇନ୍‌ ପରେ ବି ଆହୁରି ୨ ସପ୍ତାହ କରୋନା ଭୟ ରହିଛି

ଭୁବନେଶ୍ୱର:କରୋନା ଭୂତାଣୁକୁ ରୋକିବାକୁ ହେଲେ ଗୋଟିଏ ବାଟ ରହିଛି । ତାହା ହେଉଛି ସତର୍କତା। କରୋନାକୁ ହାଲୁକା ଭାବେ ନିଅନ୍ତୁ ନାହିଁ ବୋଲି ଚେତାବନୀ ଦେଇଛି  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଗତକାଲି ଭଦ୍ରକରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବାହାରୁ...

modi-maa
‘ପିଏମ କେୟାର୍ସ ଫଣ୍ଡ’କୁ ଦାନ କଲେ ମୋଦିଙ୍କ ମା’

ଅହମ୍ମଦାବାଦ: କରୋନା ବିରୋଧରେ ଲଢେଇ ଜାରି ରହିଛି । ଏଥିପାଇଁ ଅନେକ ପ୍ରତିବନ୍ଧକ ବାଟ ଓଗାଳିଥିଲେ ବି ଅନେକ ସହାୟତାର ହାତ ଆଗକୁ ଆସିଛି । କୁନି ଝିଅଟିଏ ନିଜର କୁମ୍ପି ଭାଙ୍ଗି କରୋନା ମୁକାବିଲା ପାଇଁ ସହାୟତା ଦେଉଛି । ଅନେକ ବଦାନ୍ୟ ବ୍ୟକ୍ତି ଗରିବ ଲୋକଙ୍କୁ...

utkal divas
ଲକ୍‌ଡାଉନ ଯୋଗୁ ଫିକା ପଡ଼ିଲା ଉତ୍କଳ ଦିବସ

ଭୁବନେଶ୍ୱର: ଆଜି ଉତ୍କଳ ଦିବସ। ୮୪ ବର୍ଷ ତଳେ ଅର୍ଥାତ୍‌ ୧୯୩୬ ମସିହା ଆଜିର ଦିନରେ ଭାଷା ଭିତ୍ତିରେ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା । ଏଥିପାଇଁ ମହାପୁରୁଷଙ୍କ ଅବଦାନକୁ ରାଜ୍ୟବାସୀ ମନେ ପକାଇବାର ଆଜି ଏକ ଅବସର। ତେବେ କରୋନା ଲକ୍‌ ଡାଉନ୍‌ ଏହି ଉତ୍ସବକୁ ଫିକା...

company
୧୬ କର୍ମଚାରୀ କରୋନା ପଜିଟିଭ; କମ୍ପାନୀ ସିଲ୍‌ କଲା ପ୍ରଶାସନ

ନୋଏଡ଼ା: ନୋଏଡ଼ା ସେକ୍ଟର ୧୩୫ର ଏକ କଂପାନୀକୁ ଗୌତମବୁଦ୍ଧନଗର ଜିଲ୍ଲା ପ୍ରଶାସନ ସିଲ୍  କରିଦେଇଛି । କଂପାନୀରେ କାର୍ଯ୍ୟରତ ୧୬ ଜଣଙ୍କଠାରେ କରୋନା ପଜିଟିଭ୍  ରିପୋର୍ଟ ଆସିବା ପରେ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛି । ଏହାସହ ଉତ୍ତରପ୍ରଦେଶ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଂପାନୀ ମାଲିକ...

air craft
ରାଉରକେଲା ଏୟାରପୋର୍ଟରେ ଦୁଇ ବିଦେଶୀ ବିମାନ

ରାଉରକେଲା; ରାଉରକେଲା ଏୟାରପୋର୍ଟରେ ଥିବା ଦୁଇ ବିଦେଶୀ ବିମାନକୁ ନେଇ ଚର୍ଚ୍ଚା ଜୋରଦାର ହୋଇଛି।  ନ୍ୟୁଜିଲାଣ୍ଡର ଏହି ଦୁଇ ବିମାନ ଗତ ୧୦ ଦିନ ହେବ ବିମାନବନ୍ଦରରେ ଛିଡା ହୋଇଥିବା ଦେଖିବାକୁ ମିଳିଛି।  ରାଉରକେଲା ଇସ୍ପାତ କାରଖାନା କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ,  ଓଡ଼ିଶା, ଝାରଖଣ୍ଡ, ଛତିଶଗଡ ଏବଂ ପଶ୍ଚିମବଙ୍ଗରେ...

Untitled-1
ରାଜ୍ୟ ବାହାରେ ଫସିଥିବା ୨୩୦ ଓଡ଼ିଆ ଗ୍ରୁପ ଚିହ୍ନଟ

ଭୁବନେଶ୍ୱର: ବାହାରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କ ସ୍ଥିତି ସମ୍ପର୍କରେ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି। ବୈଠକ ପରେ ସୂଚନା ଦେଇ ଗୃହ ବିଭାଗ ସଚିବ କହିଛନ୍ତି ଯେ, କୋଭିଡ୍ ୧୯ କଣ୍ଟ୍ରୋଲ ରୁମ୍‌କୁ ବର୍ତ୍ତମାନ ସୁଦ୍ଧା ୫ ହଜାର ୨ଶହ କଲ ଆସିଛି।  ଶହେରୁ ଅଧିକ ଲୋକଙ୍କ ପାଖରେ...

truck-1111
କରୋନା ଲକ୍‌ଡାଉନ୍‌ ପାଇଁ ବଢିଲା ଗାଡ଼ି କାଗଜପତ୍ରର ବୈଧତା

ଭୁବନେଶ୍ୱର: କରୋନା ଲକ୍‌ଡାଉନ୍‌ ପାଇଁ ବଢିଲା ଗାଡିର ବିଭିନ୍ନ କାଗଜପତ୍ର ବୈଧତା।  ଫେବ୍ରୁଆରୀ ୧ ତାରିଖ ପରେ ସରୁଥିବା ଗାଡିର ଫିଟନେସ୍, ରେଜିଷ୍ଟ୍ରେସନ୍, ପରମିଟ୍, ଡ୍ରାଇଭିଂ ଲାଇସେନ୍ସ ଭଳି କାଗଜପତ୍ରର ବୈଧତାକୁ କେନ୍ଦ୍ର ସରକାର ଆସନ୍ତା ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏ ନେଇ...

nijamuddin
ନିଜାମୁଦ୍ଦିନ ଧାର୍ମିକ ସଭାରେ ଯୋଗ ଦେଇଥିବା ୯ ଜଣଙ୍କ ମୃତ୍ୟୁ, ୨୪ ଆକ୍ରାନ୍ତ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ହଜରତ ନିଜାମୁଦ୍ଦିନରେ ହୋଇଥିବା ଧାର୍ମିକ ସଭା ବା ତବ୍ଲିଗି ଜମାତରେ ଯୋଗ ଦେଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ୯ ଜଣଙ୍କର କରୋନାରେ ମୃତ୍ୟୁ ଘଟବା  ପରେ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଛି । ମାର୍ଚ୍ଚ ୧ରୁ ୧୫ ଯାଏଁ ହୋଇଥିବା ଏହି ଇସ୍ଲାମୀୟ ଧାର୍ମିକ ସଭାରେ...

olympics
ଘୋଷଣା ହେଲା ଟୋକିଓ ଅଲିମ୍ପିକ୍ସର ନୂଆ ତାରିଖ

ଟୋକିଓ: କରୋନାଭାଇରସ୍ ପାଇଁ ସ୍ଥଗିତ ଥିବା ଟୋକିଓ ଅଲିମ୍ପିକ୍ସର ନୂଆ ତାରିଖ ସୋମବାର ଘୋଷଣା କରାଯାଇଛି। ନୂଆ ତାରିଖ ଅନୁଯାୟୀ ଏବେ ଏହି କ୍ରୀଡ଼ା ମହାକୁମ୍ଭ ୨୦୨୧, ଜୁଲାଇ ୨୩ରୁ ଅଗଷ୍ଟ ୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏ ନେଇ ଟୋକିଓ ଅଲିମ୍ପିକ୍ସ ମୁଖ୍ୟ ୟୋଶିରୋ...

gas
କରୋନାବେଳେ ସେବା: ରନ୍ଧନ ଗ୍ୟାସ୍ ବିତରଣକାରୀଙ୍କୁ ମିଳିବ ଏମିତି ସୁବିଧା

ଭୁବନେଶ୍ୱର: କୌଣସି ରନ୍ଧନ ଗ୍ୟାସ୍ ବିତରଣକାରୀଙ୍କ ମୃତ୍ୟୁ ହେଲେ ମିଳିବ ସହାୟତା। କରୋନାରେ ଆକ୍ରାନ୍ତ ହୋଇ କୌଣସି  ବିତରଣକାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ଯୋଗାଇ ଦିଆଯିବ। ଇଣ୍ଡିଆନ୍ ଅଏଲ୍, ବିପିସିଏଲ୍ ଏବଂ ଏଚପିସିଏଲ୍ କମ୍ପାନୀ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସୋ...

hidrabad
ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୧ ଛୁଇଁଲା

ନୂଆଦିଲ୍ଲୀ: ଲକ୍ ଡାଉନ୍ ଘୋଷଣା ହେବାର ସାତ ଦିନ ମଧ୍ୟରେ ଗତକାଲି ଦେଶରେ ସବୁଠାରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତକାଲି ୨୨୭ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏଥିସହ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୧ରେ ପହଞ୍ଚିଛି।...

govt_emp
କରୋନା ମୁକାବିଲା: ସବୁ ସରକାରୀ କର୍ମଚାରୀଙ୍କ ଦରମା କଟିବ

ହାଇଦ୍ରାବାଦ୍‌: କରୋନାର ମୁକାବିଲା କରିବା ପାଇଁ ତେଲେଙ୍ଗାନା ସରକାରଙ୍କ ପକ୍ଷରୁ ଦରମା କାଟ କରିବାକୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ସମସ୍ତ କର୍ମଚାରୀ, ପ୍ରଶାସକ ଓ ଜନ ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଦରମା ମଧ୍ୟ କଟାଯିବ ବୋଲି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ ସୂଚନା ଦେଇଛନ୍ତି ।  ଲକ୍‌ଡାଉନ୍‌ର ୬...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।