• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

ସତ ହେବ କି ଭବିଷ୍ୟବାଣୀ ? ଏମିତି ଚାଲିଯିବ କରୋନା !

ନୂଆଦିଲ୍ଲୀ :କରୋନାକୁ ନେଇ ସାରା ବିଶ୍ୱ ଚିନ୍ତିତ। ଚୀନର ଉହାନ ସହରରୁ ଆସି ବିଶ୍ୱର ସବୁ ସହରରେ ପହଞ୍ଚିଗଲାଣି ଏଇ ଘାତକ କରୋନା. ଏହାର ମୁକାବିଲା ପାଇଁ କୌଣସି ଔଷଧ ବାହାରି ନ ଥିବାବେଳେ ଏଥିରୁ ବର୍ତ୍ତିବା ପାଇଁ ଏକମାତ୍ର ବାଟ ହେଉଛି ସଚେତନତା।  ଏବେ କରୋନାକୁ ନେଇ...

IT
୧୪ ଦିନ ଭିତରେ ବାହାରକୁ ଯାଇଥିଲେ ଆଇଟି ଫାର୍ମ ମନା

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଏହାର ମୁକାବିଲା ପାଇଁ ଆଜି ଟ୍ୱିନ୍‌ ସିଟିରେ ଥିବା ଆଇଟି ଫାର୍ମ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଟକଣା ଜାରି ହୋଇଛି। ବିଗତ ୧୪ ଦିନ ଭିତରେ ବାହାରକୁ ଯାଇଥିବା କର୍ମଚାରୀଙ୍କୁ ଆଇଟି ଫାର୍ମ ଅଫିସ୍ ଆସିବାକୁ...

puri
ପୁରୀ ଯିବାପାଇଁ କଟକଣା; ସବୁ ପ୍ରବେଶ ପଥରେ ସ୍କ୍ରିନିଂ

ପୁରୀ: କରୋନା ପାଇଁ  ବିଭିନ୍ନ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପମାନ ଗ୍ରହଣ କରାଯାଇଛି। ବିଶେଷ କରି ପର୍ଯ୍ୟଟନସ୍ଥଳୀ ପୁରୀରେ କଟକଣା ଜାରି କରାଯାଇଛି।  ଗତକାଲି ଠାରୁ ପିପିଲି ଟୋଲଗେଟ୍‌ରେ ଯାତ୍ରୀଙ୍କୁ ସ୍କ୍ରିନିଂ କରାଯାଉଥିବା ବେଳେ ଆଜି ଜିଲ୍ଲାକୁ ଯାଇଥିବା ସମସ୍ତ ପ୍ରବେଶ ପଥରେ ସ୍କ୍ରିନିଂ କରାଯାଉଛି। ବ୍ରହ୍ମପୁର,...

gogoi
ରାଜ୍ୟସଭା ଯିବେ ପୂର୍ବତନ CJI ଜଷ୍ଟିସ୍ ରଞ୍ଜନ ଗୋଗୋଇ

ନୂଆଦିଲ୍ଲୀ: ରାଜ୍ୟସଭା ଯିବେ ପୂର୍ବତନ CJI ଜଷ୍ଟିସ୍ ରଞ୍ଜନ ଗୋଗୋଇ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜଷ୍ଟିସ୍ ଗୋଗୋଇଙ୍କୁ ରାଜ୍ୟସଭା ଲାଗି ମନୋନୀତ କରିଛନ୍ତି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛ। ରାଜ୍ୟସଭାକୁ ମନୋନୀତ ହେଉଥିବା ସଦସ୍ୟଙ୍କ ମଧ୍ୟରୁ ଗୋଟିଏ ସିଟ୍ ଖାଲି ଥିବାରୁ...

99900-1
ଅସ୍ତରଙ୍ଗ ସମୁଦ୍ର କୂଳରେ ଲାଗିଲା ବୋଏ

କୋଣାର୍କ: ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ୍ ତଣ୍ଡାହର ସମୁଦ୍ରକୂଳରେ ଆଜି ସକାଳୁ ଗୋଟିଏ ବୋଏ ଲାଗିଥିବା ଦେଖିବାକୁ ମିଳିଛି। ଏହାକୁ ଦେଖିବାକୁ ଲୋକଙ୍କ ଭିଡ ଜମିଥିଲା। ପରେ ଜଣାପଡ଼ିଥିଲା ଏହା ବନ୍ଦରରେ ଲାଗିଥିବା ଏକ ବୋଏ। ଏହାକୁ ବନ୍ଦରର ବିଭିନ୍ନ କାର୍ଯ୍ୟ ପାଇଁ ରଖାଯାଇଥାଏ। ଜାହାଜଗୁଡ଼ିକର ଦିଗ ନିରୂପଣରେ...

16_03_2020-jail_corona_20115515
କରୋନାରେ ଚାଲିଗଲା ଆଉ ଏକ ଜୀବନ

ନୂଆଦିଲ୍ଲୀ: କରୋନା ନେଇଗଲା ଆଉ ଏକ ମୁଣ୍ଡ। ଏହାପରେ  ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଛୁଇଁଛି। ମୁମ୍ବାଇର କସ୍ତୁରବା ହସ୍ପିଟାଲରେ ୬୪ ବର୍ଷ ବୟସର ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି। ଏହାପୂର୍ବରୁ ଦିଲ୍ଲୀରେ ଜଣେ ଏବଂ କର୍ଣ୍ଣାଟକରେ ଜଣକଙ୍କ ମୃତ୍ୟୁ ଘଟିଛି। ସେପଟେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା...

232427614
ଚୀନ ନାଗରିକ ଭାବି ଭାରତୀୟଙ୍କୁ ପିଟିଲେ

ଜେରୁଜେଲମ୍‌: କରୋନା ଭାଇରସ୍‌ ଚାଇନାରୁ ସଂକ୍ରମିତ ହୋଇ ସାରା ବିଶ୍ୱକୁ ବ୍ୟାପିଛି। ଏହି ଭାଇରସ ଆଜି ବିଶ୍ୱବାସୀଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏ ଯାଏ ରୋଗର ମୁକାବିଲା ପାଇଁ ଔଷଧ ବାହାରି ନ ଥିବାରୁ ଲୋକେ ଭୟଭୀତ ହୋଇ ପଡ଼ୁଛନ୍ତି। ଏପରି ପରିସ୍ଥିତିରେ ଲୋକଙ୍କ ରାଗ ଚୀନ...

highcourt
ହାଇକୋର୍ଟରେ କେବଳ ଜରୁରୀ ମାମଲାର ଶୁଣାଣି କରାଯିବ

ଭୁବନେଶ୍ୱର: କରୋନା ପାଇଁ ଓଡ଼ିଶା ହାଇକୋର୍ଟଙ୍କ ସତର୍କତାମୂଳକ ପଦକ୍ଷେପ। ହାଇକୋର୍ଟରେ କେବଳ ଜରୁରୀ ମାମଲା ଶୁଣାଣି କରାଯିବ ବୋଲି ଜୁଡିସିଆଲ ରେଜଷ୍ଟ୍ରାରଙ୍କ ପକ୍ଷରୁ ସର୍କୁଲାର ଜାରି ହୋଇଛି । ଏହି ସର୍କୁଲାର ଅନୁସାରେ, ଆଜିଠାରୁ କେବଳ ଜରୁରୀ ମାମଲାର ଶୁଣାଣି ଛଡ଼ା ଅନ୍ୟ କୌଣସି ମାମଲାର ଶୁଣାଣି କରାଯିବ...

matric
ମାର୍ଚ୍ଚ ୧୯ରୁ ମାଟ୍ରିକ ଖାତା ଦେଖା, ଜାରି ହେଲା ଏମିତି କଟକଣା

ଭୁବନେଶ୍ୱର: ସରିଯାଇଛି ମାଟ୍ରିକ ପରୀକ୍ଷା। ଏବେ ଆରମ୍ଭ ହେବ ଖାତା ମୂଲ୍ୟାୟନ । କରୋନା ପାଇଁ ମାଟ୍ରିକ୍ ଖାତା ମୂଲ୍ୟାୟନ ବେଳେ କିପରି ସତର୍କତା ଅବଲମ୍ବନ କରିବ, ସେ ନେଇ ସବୁ ଡିଇଓ, ବିଇଓ ଓ ଚିଫ୍ ଏକ୍‌ଜାମିନରଙ୍କୁ ଭିଡିଓ କନଫରେନସିଂ ଜରିଆରେ ସ୍କୁଲ ଓ ଗଣଶିକ୍ଷା ବିଭାଗ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।