• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by

 civilian flight to orbit
ସ୍ପେଶ ଟୁରିଜିମ୍‌କୁ ନେଇ ନୂଆ ସମ୍ଭାବନା; ୩ ଦିନ ପାଇଁ ମହାକାଶ ବୁଲିବାକୁ ଗଲେ ୪ ଯାତ୍ରୀ

ମହାକାଶ ଯାତ୍ରା କରିବା ସମସ୍ତଙ୍କ ଭାଗ୍ୟରେ ଜୁଟି ନ ଥାଏ। କାରଣ କେବଳ ମହାକାଶ ଗବେଷକଙ୍କୁ ଯିବାର ସୁଯୋଗ ମିଳିଥାଏ। ଆପଣ ଯଦି ମହାକାଶରେ ବୁଲିବାର ସ୍ୱପ୍ନ  ରଖିଥାନ୍ତି ତେବେ ହତାଶ ହୁଅନ୍ତୁ ନାହିଁ। ହୁଏତ ଆପଣଙ୍କର ଏହି ସ୍ୱପ୍ନ ପୂରଣ ହୋଇପାରେ। କାରଣ ପ୍ରଥମ ଥର...

47 students rescued yesterday
ପାଣିଘରରେ ଥିଲେ ୪୭ ଛାତ୍ରଛାତ୍ରୀ, ରାତି ଅଧିଆ ଉଦ୍ଧାର ହେଲେ

ଗତ କିଛି ଦିନ ହେଲା ଲାଗି ରହିଥିବା ଲଗାଣ ବର୍ଷାରେ ବେହାଲ ହୋଇଛି ଜନଜୀବନ। ଅନେକ ଅଞ୍ଚଳ ଜଳବନ୍ଦୀ ଅବସ୍ଥାରେ ରହିଛି।  ବର୍ଷା ପାଣି ପଶିଯିବାରୁ ଜଳ  ଘେରରେ ରହିଯାଇଛନ୍ତି ସ୍କୁଲ ପିଲା।  ଏପରି ସ୍ଥିତି ଦେଖିବାକୁ ମିଳିଛି  ମୟୂରଭଞ୍ଜ କରଞ୍ଜିଆର ଦୁଧିଆଣି ପଞ୍ଚାୟତ ହାଇସ୍କୁଲରେ। 

groom takes brides blessings
କନ୍ୟାଙ୍କୁ ମୁଣ୍ଡିଆ ମାରିଲେ, ଆଶୀର୍ବାଦ ନେଲେ ବର, ଭିଡିଓ ହେଲା ଭାଇରାଲ

ହିନ୍ଦୁ ଧର୍ମରେ ପତିଙ୍କୁ ପରମେଶ୍ୱର କୁହାଯାଏ। ଏପରିକି ପର୍ବପର୍ବାଣୀରେ ପତ୍ନୀମାନେ ପତିଙ୍କୁ ମୁଣ୍ଡିଆ ମାରିବାର ପ୍ରଥା ରହିଛି। ହିନ୍ଦୁ ପରମ୍ପରା ଅନୁଯାୟୀ, ବିବାହ ପରେ ସ୍ତ୍ରୀ ସ୍ୱାମୀଙ୍କୁ ମୁଣ୍ଡିଆ ମାରି ଆର୍ଶୀବାଦ ନେଇ ନୂଆ ଦାମ୍ପତ୍ୟ ଜୀବନ ଆରମ୍ଭ କରିଥାଏ। ହେଲେ ବିବାହ ପରେ ସ୍ୱାମୀ ସ୍ତ୍ରୀଙ୍କୁ ମୁଣ୍ଡିଆ...

fujian province lockdown after outbreak
ଚୀନ୍‌ରେ ଡେଲ୍ଟା ଭାରିଆଣ୍ଟ ଆତଙ୍କ ; କଡାକଡ଼ି ହେଲା ଲକଡାଉନ୍

କରୋନା ପୁଣି ଥରେ ଚାଇନାରେ କାୟା ବିସ୍ତାର କରୁଛି। ଚୀନ୍‌ର ଫୁଜିଆନ୍‌ ପ୍ରଦେଶର ଉପକୂଳବର୍ତ୍ତୀ ସିଆମେନରେ ଲକଡାଉନ୍ ଘୋଷଣା କରାଯାଇଛି। କୋଭିଡ୍-୧୯ର ଡେଲ୍ଟା ଭାରିଏଣ୍ଟ ମାମଲା ଆସିବା ପରେ ଏଠାରେ ଲୋକେ ଭୟଭୀତ ହୋଇ ଯାଇଛନ୍ତି ।

talibans  leaders absent from public eye
କୁଆଡେ ଗଲେ ତାଲିବାନର ଏଇ ଦୁଇ ବରିଷ୍ଠ ନେତା ? ନିଖୋଜ ନା ମୃତ ?

ବାସ୍ତବରେ ତାଲିବାନ୍ ସରକାରର ସର୍ବୋଚ୍ଚ ନେତା ମୁଲ୍ଲା ହବତୁଲ୍ଲା ଅଖନ୍ଦଜାଦା ଏବଂ ଉପ ପ୍ରଧାନମନ୍ତ୍ରୀ ମୁଲ୍ଲା ଅବଦୁଲ ଘାନି ବରାଦର ନିଖୋଜ ଥିବା ଶୁଣିବାକୁ ମିଳୁଛି । କାରଣ ଦୀର୍ଘଦିନ ଧରି ଏହି ଦୁଇ ନେତା  ସର୍ବସାଧାରଣରେ ଦେଖିବାକୁ ମିଳୁନାହାନ୍ତି। 

Villagers Hang On To A Rope To Cross River
ପୋଲ ନାହିଁ, ରଶି ସାହାଯ୍ୟରେ ବଢିଲା ନଦୀ ପାର ହେଉଛନ୍ତି ଗ୍ରାମବାସୀ

ବ୍ରିଜ ନ ଥିବାରୁ ଲୋକେ ଜୀବନକୁ ପାଣି ଛଡେଇ ରଶୀ ସାହାଯ୍ୟରେ ବଢିଲା ନଦୀ ପାର ହେଉଛନ୍ତି।  ଏମିତି ଦୃଶ୍ୟ ସାମ୍ନାକୁ ଆସିଛି ଖୋର୍ଦ୍ଧା ବାଣପୁରର ନିକଟସ୍ଥ ସିଲିଙ୍ଗପଡ଼ା ଗାଁରୁ।

taliban kidnapped indian origin
ବନ୍ଧୁକ ମୁନରେ ଭାରତୀୟ ବ୍ୟବସାୟୀଙ୍କୁ ଅପହରଣ କରିନେଲେ ତାଲିବାନ

ତାଲିବାନୀ ଆତଙ୍କରେ ଥରହର ହେଉଛି ଆଫଗାନିସ୍ତାନ। ଖୋଜି ଖୋଜି ବିରୋଧୀଙ୍କୁ ବନ୍ଧୁକମୁନରେ ସାବାଡ କରୁଛନ୍ତି ତାଲିବାନୀ ସେନା। ଏବେ ତାଲିବାନୀଙ୍କ କ୍ରୁରତାର ଶିକାର ପାଲଟିଛନ୍ତି ଜଣେ ଭାରତୀୟ ବ୍ୟବସାୟୀ। କାବୁଲ୍‌ରେ ଥିବା ଏହି ଭାରତୀୟ ବ୍ୟବସାୟୀଙ୍କୁ ତାଙ୍କ ଦୋକାନରୁ ତାଲିବାନୀମାନେ ଅପହରଣ କରି ନେଇଛନ୍ତି।

pree meet of  Mumbai police commissioner
ମହିଳାଙ୍କୁ ସୁରକ୍ଷା ଦେବ ନିର୍ଭୟା ସ୍କ୍ୱାଡ୍

ମହିଳାଙ୍କ ସୁରକ୍ଷା ପାଇଁ ଗଠନ ହେବ ନିର୍ଭୟା ସ୍କ୍ୱାଡ୍।  ମୁମ୍ବାଇରେ ପ୍ରତି ଥାନାରେ ନିର୍ଭୟା ସ୍କାଡ୍ କାମକରିବେ। ମହିଳାଙ୍କ ବିରୋଧରେ ବଢୁଥିବା ଅପରାଧ ଉପରେ ରୋକ ଲଗାଇବା ଲାଗି ମୁମ୍ବାଇ ପୋଲିସ ଏହି ନିଷ୍ପତ୍ତି ନେଇଛି। ମଙ୍ଗଳବାର ପୋଲିସ କମିଶନର ହେମନ୍ତ ନାଗରାଲେ ଏନେଇ ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି ।...

zee main result
ପ୍ରକାଶ ପାଇଲା ଜେଇଇ ମେନ ରେଜଲ୍ଟ; ପ୍ରଥମ ରାଙ୍କରେ ମିଳିତ ଭାବେ ୧୮ ପରୀକ୍ଷାର୍ଥୀ

ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରକାଶ ପାଇଛି  JEE (ମେନ୍)-୨୦୨୧ ଫଳାଫଳ। ୪୪ ପରୀକ୍ଷାର୍ଥୀ  ୧୦୦% ମାର୍କ ହାସଲ କରିଛନ୍ତି। ପ୍ରଥମ ରାଙ୍କରେ ମିଳିତ ଭାବେ ସ୍ଥାନ ପାଇଛନ୍ତି ୧୮ ପରୀକ୍ଷାର୍ଥୀ।

pesticides  sprinkle  by drone
ଏଣିକି ଜମିରେ କୀଟନାଶକ ସିଞ୍ଚନ ପାଇଁ ମିଳିବ ଡ୍ରୋନ ସୁବିଧା

ଏଣିକି ଜମିରେ ଡ୍ରୋନ ସାହାଯ୍ୟରେ କୀଟନାଶକ ସିଞ୍ଚନ କରାଯିବ। ଡ୍ରୋନ କେମିତି ଜମିରେ କୀଟନାଶକ ପକାଇବ ନିକଟରେ ତାହାର ଡେମୋ ପ୍ରଦର୍ଶନ କରାଯାଇଛି।  ଭାରତୀୟ କୃଷି ଗବେଷଣା ପରିଷଦ  (Indian Council of Agricultural Research) ନିର୍ଦ୍ଦେଶ ଅନୁଯାୟୀ ଗରୁଡା ଏୟାର ସ୍ପେସ୍   ପକ୍ଷରୁ ଗୋଡ୍ଡା କୃଷି ବିଜ୍ଞାନ କେନ୍ଦ୍ରରେ ଏପରି ଡ୍ରୋନ୍...

IMD DG
ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା; ୧୭ରୁ ଉପକୂଳରେ ପୁଣି ବର୍ଷିବ

୭ ତାରିଖ ଠାରୁ ରାଜ୍ୟରେ ପୁଣି ଲାଗି ରହିବ ବର୍ଷା।  ବର୍ଷା ସଂପର୍କରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇ କହିଛନ୍ତି, ୧୭ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଓଡ଼ିଶା ନିକଟରେ ପହଞ୍ଚିପାରେ। ଏହାର ପ୍ରଭାବରେ ୧୭ରୁ...

taliban rejected pakistan proposal
ପାକିସ୍ତାନକୁ ତାଲିବାନି ଝଟ୍‌କା; ଆଫଗାନିସ୍ତାନରେ ଚାଲିବନି ପାକ୍‌ ରୁପି

ତାଲିବାନକୁ ହାତ କରି ଆଫଗାନିସ୍ତାନରେ ନିଜର ରାଜ ଚଳାଇବା ପାଇଁ ମସୁଧା କରିଥିବା ପାକିସ୍ତାନର ଚାଲ ଫସର ଫାଟି ଯାଇଛି। ତାଲିବାନିଙ୍କୁ ସହାୟତାର ହାତ ବଢାଇ ସେଠିକାର ଅର୍ଥବ୍ୟବସ୍ଥାକୁ ନିୟନ୍ତ୍ରଣ କରିବାର ଯୋଜନା ରଖିଥିଲା। ହେଲେ ପାକିସ୍ତାନର ଏପରି ପ୍ରସ୍ତାବକୁ ତାଲିବାନ ଅଗ୍ରାହ୍ୟ କରି ଦେଇଛି।

Daily Horoscope
Daily Horoscope, 13 Sept 2021: ଜାଣନ୍ତୁ ଆଜିର ରାଶିଫଳ

କ’ଣ ରହିଛି ଆପଣଙ୍କର ଆଜିର ଭାଗ୍ୟଫଳ ? କେଉଁ ରାଶି ପାଇଁ କ’ଣ ଶୁଭ ରହିଛି ଆସନ୍ତୁ ଜାଣିବା। 

Covid situation in Odisha
ତଳମୁହାଁ କରୋନା ଗ୍ରାଫ; ଦୈନିକ ଆକ୍ରାନ୍ତଙ୍କ ସଖ୍ୟା ୫୦୦ ତଳକୁ ଖସିଲା

ରାଜ୍ୟରେ ଦୀର୍ଘ ଦିନ ପରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୦ ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆହୁରି ଆଶ୍ୱସ୍ତିର ଖବର ଯେ, ୧୮ ବର୍ଷରୁ କମ୍‌ ବୟସର ୫୭ ଜଣ ଚିହ୍ନଟ ହୋଇଛନ୍ତି।...

Team India Captainship
ଟି -20 ବିଶ୍ୱକପ ପରେ କ୍ୟାପ୍ଟେନସିପ୍‌ ଛାଡିପାରନ୍ତି କୋହଲି; କିଏ ନେବ ତାଙ୍କ ସ୍ଥାନ ?

ଟି-20 ବିଶ୍ୱକପ ପରେ ବିରାଟ କୋହଲି ଟିମ ଇଣ୍ଡିଆର କ୍ୟାପଟେନ୍‌ସିପ୍ରୁ ଇସ୍ତଫା ଦେଇ ପାରନ୍ତି । ତାଙ୍କ ସ୍ଥାନରେ ରୋହିତ ଶର୍ମାଙ୍କୁ ୱାନଡେ ଟିମ୍‌ ଏବଂ ଟି-20 ଦଳର ଦାୟିତ୍ୱ ଦିଆଯାଇପାରେ। ନିଜର ବୋଲିଂ ଉପରେ ଫୋକସ୍‌ କରିବା ପାଇଁ କୋହଲି ଏପରି ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ଦଳ ଓ...

mysterious fever in haryana
ଡରଉଛି ରହସ୍ୟମୟ ଜ୍ୱର, ୧୦ ଦିନରେ ଗଲା ୮ ଶିଶୁଙ୍କ ଜୀବନ

ଏହି ଗାଁରେ ବ୍ୟାପିଛି ଅଜଣା ଜ୍ୱର। ୧୦ ଦିନ ମଧ୍ୟରେ ଗଲାଣି ୮ ଶିଶୁଙ୍କ ଜୀବନ। ଆହୁରି ଅନେକ ଶିଣୁ ସଂକ୍ରମିତ ହୋଇଛନ୍ତି। ଗାଁରେ ଖେଳି ଯାଇଛି ଆତଙ୍କ

 ILS director Niraj Mishra
ଟିକା ନେଲା ପରେ ଦେହରେ ସୃଷ୍ଟି ହେଉନି ଆଣ୍ଟିବଡି-ILS ନିର୍ଦ୍ଦେଶକ

କୋଭିଡକୁ ନେଇ ସାମ୍ନାକୁ ଆସିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ। କୋଭିଡ ମୁକାବିଲା କରିବା ପାଇଁ ଏକମାତ୍ର ଅସ୍ତ୍ର ହେଉଛି ଭାକ୍ସିନ। ହେଲେ ଟିକା ନେଲା ପରେ ଦେହରେ ଆଣ୍ଟିବଡି ସୃଷ୍ଟି ହେଉନି।

fake ID
ନକଲି ଆଇଡି ଖୋଲି ଯୁବକଙ୍କଠାରୁ ଲୁଟୁଥିଲେ ଲକ୍ଷଲକ୍ଷ ଟଙ୍କା, ଧରାପଡ଼ିଲେ

ତାଙ୍କର ପରିଚୟ ବଦଳୁଥିଲା। କେତେବେଳେ ଡାକ୍ତର ତ କେତେବେଳେ ବିଉଟସିଆନ।  ତା ସହ ରୂପ ବି। ଏମିତି ନାଁ ଓ ଚେହେରା ବଦଳାଇ ପୁରୁଷଙ୍କୁ ଚୁନ ଲଗାଉଥିଲେ ଯୁବତୀ । ପ୍ରେମଜାଲରେ ଫସାଇ ଲୁଟି ନେଉଥିଲେ ଲକ୍ଷ ଲକ୍ଷ ଟଙ୍କା।  ଏବେ ପୋଲିସ ହାତରେ ଧରାପଡ଼ିଛନ୍ତି।

video game
ଚିନ୍ତା ବଢାଇଲା ପିଲାଙ୍କ ଭିଡିଓ ଗେମ୍‌ ନିଶା, ନୂଆ ଖେଳ ଉପରେ ପ୍ରତିବନ୍ଧକ ଲଗାଇଲେ ଚୀନ ସରକାର

ପିଲାଠୁ ଭିଡିଓ ଗେମ୍ ନିଶାଠୁ ଦୂରେଇ ରଖିବା ପାଇଁ ରାଷ୍ଟ୍ରପତି ସି ଜିନ୍ ପିଙ୍ଗ କଡ଼ା ପଦକ୍ଷେପ ନେଇଛନ୍ତି। ଏଣିକି ଚୀନରେ ଅନିର୍ଦ୍ଦିଷ୍ଟ ପାଇଁ କୌଣସି ନୂଆ ଭିଡିଓ ଗେମ୍‌କୁ ଲାଇସେନ୍ସ ଦିଆଯିବ ନାହି ବୋଲି ଘୋଷଣା କରାଯାଇଛି। ନୂଆ ଭିଡିଓ ଗେମ୍ ଲଞ୍ଚ୍ କରିବା ପାଇଁ କମ୍ପାନୀମାନଙ୍କୁ ଲାଇସେନ୍ସ ପାଇବାକୁ ଜଟିଳ...

covid 19
୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩୦ କରୋନା ପଜିଟିଭ , ପିଲାଙ୍କ ସଂଖ୍ୟା ୧୧୬

700 ତଳକୁ ଖସିଲା କରୋନା ସଂକମଣ। । ହେଲେ ସଂକ୍ରମିତ ପିଲାଙ୍କ ସଂଖ୍ୟା ୧୦୦ ତଳକୁ ଖସୁନି । ସେହିପରି ୮ ରୋଗୀଙ୍କର ଆଜି ମୃତ୍ୟୁ ଘିଛି।

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।