• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

priyanka
ପ୍ରିୟଙ୍କାଙ୍କ ହାତରେ ଏତେ ଦାମୀ ପର୍ସ !

ମୁମ୍ବାଇ: ପ୍ରିୟଙ୍କା ଚୋପ୍ରାଙ୍କ ଡ୍ରେସ୍‌ ଷ୍ଟାଇଲ୍‌, କଲର ସବୁ କିଛି ନିଆରା। ଆଉ ବେଶ ଆଟ୍ରାକ୍‌ଟିଭ୍ ବି। ନିଜର ଏଇ ନିଆରା ଲୁକ୍‌, ହଟ୍‌କେ ଷ୍ଟାଇଲ୍‌ ପାଇଁ ପ୍ରିୟଙ୍କା ଚୋପ୍ରା ସବୁବେଳେ ଚର୍ଚ୍ଚାରେ। ଏବେ ପ୍ରିୟଙ୍କା ଧରୁଥିବା ପର୍ସକୁ ନେଇ ସୋଶାଲ ମିଡିଆରେ ଚାଲିଛି ଚର୍ଚ୍ଚା। କୁହାଯାଏ ପ୍ରିୟଙ୍କା...

23456
ଚିଟ୍‌ଫଣ୍ଡ କମିଶନ ଆଉ ଶୁଣାଣି କରିବେନି

କଟକ: ଚିଟଫଣ୍ଡ ଘଟଣାର ତଦନ୍ତ କରୁଥିବା ଜଷ୍ଟିସ ମଦନ ମୋହନ କମିଶନ ଆଉ ଶୁଣାଣି କରିବେ ନାହିଁ। ଗତକାଲିଠାରୁ କମିଶନ ଶୁଣାଣି ବନ୍ଦ ରଖିଛନ୍ତି। କମିଶନଙ୍କ ବର୍ଦ୍ଧିତ କାର୍ଯ୍ୟକାଳ ଗତ ଫେବ୍ରୁଆରୀ ୪ ତାରିଖରୁ ଶେଷ ହୋଇଥିବାବେଳେ କାର୍ଯ୍ୟକାଳକୁ ଆଉ ବୃଦ୍ଧି କରାଯାଇ ନାହିଁ । ତେଣୁ ଏହାପରେ...

Untitled-1
ସଙ୍କଟରେ କମଳନାଥ ସରକାର ! ଚଉକି ବଞ୍ଚାଇବା ପାଇଁ ପ୍ରୟାସ

ଭୋପାଳ: ମଧ୍ୟପ୍ରଦେଶରେ କମଳନାଥଙ୍କ ସରକାର ଭାଙ୍ଗିବାକୁ ଷଡଯନ୍ତ୍ର। ଚାରିଜଣ କଂଗ୍ରେସ ବିଧାୟକଙ୍କ ସହ ଆଉ ଚାରି ଜଣ ସ୍ୱାଧୀନ ବିଧାୟକଙ୍କୁ ଗୁରୁଗ୍ରାମର ଏକ ହୋଟେଲରେ ରଖାଯାଇଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି । ବିଜେପିର ଜଣେ ମନ୍ତ୍ରୀ ସେମାନଙ୍କୁ ବଳପୂର୍ବକ ରଖିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ରାତିରୁ ମଧ୍ୟରାତି...

boat
+୨ ପରୀକ୍ଷା ଦେବାକୁ ଆସୁଥିଲେ ଛାତ୍ର, ମଝି ଚିଲିକାରେ ଅଟକିଗଲା ଡଙ୍ଗା

ଚିଲିକା: ଚିଲିକା ମଝିରେ ଅଟକିଛି ଡଙ୍ଗା। ଫସି ରହିଛନ୍ତି ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ। ସେମାନଙ୍କ ମଧ୍ୟରେ ଅଛନ୍ତି ୩୦ରୁ ଅଧିକ ଛାତ୍ରଛାତ୍ରୀ। ଛାତ୍ରମାନେ ଯୁକ୍ତ ୨ ପରୀକ୍ଷା ଦେବାକୁ ଯାଉଥିବା ଜଣାପଡ଼ିଛି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦର ଜହ୍ନିକୁଦାରୁ ସାତପଡ଼ା ଯାଉଥିଲା ଡଙ୍ଗା।  ହେଲେ ମହିଷା ନିକଟରେ ଅଟକି ଯାଇଛି...

kidnaped
ରାସ୍ତା ଉପରେ ପଡ଼ିଛି ଗାଡ଼ି, ମହିଳାଙ୍କ ଜୋତା ଓ ଲେଗିନ୍ସ, ବଢୁଛି ସସ୍ପେନ୍ସ

ବଲାଙ୍ଗିର:ରାସ୍ତା ଉପରେ ପଡ଼ିଛି ଗାଡ଼ି। ଭଙ୍ଗାରୁଜା ଅବସ୍ଥାରେ। ତଳେ ବିକ୍ଷିପ୍ତ ଅବସ୍ଥାରେ ପଡ଼ିଛି ଜୋତା, ଲେଗିନ୍ସ,..। କାହାର ଏ ଗାଡ଼ି ? ଏଠାକୁ କେମିତି ଆସିଲା ? ଏସବୁ ପ୍ରଶ୍ନର ଉତ୍ତର ନ ମିଳିଲେ ମଧ୍ୟ ଏହା ଏକ ଅପହରଣ ଘଟଣା ବୋଲି ସନ୍ଦେହ କରାଯାଉଛି। ଏମିତି ଘଟଣା...

corona
ପାରାଦୀପରେ କରୋନା: ଏସ୍‌ସିବିରେ ଭର୍ତ୍ତି ହେଲେ ଦମ୍ପତି

ନୂଆଦିଲ୍ଲୀ: ଚୀନ୍ ସମେତ ଅଧା ବିଶ୍ୱରେ ଚିନ୍ତା ବଢ଼ାଇଛି କରୋନା ଭାଇରସ୍‌।  ଏବେ ଭାରତରେ ବି ବଢ଼ି ଚାଲିଛି କରୋନା ଆକ୍ରାନ୍ତ ଓ ସନ୍ଦିଗ୍ଧଙ୍କ ସଂଖ୍ୟା।  ତେଲେଙ୍ଗାନା ଓ ଦିଲ୍ଲୀରେ ୨ଜଣ ସଂକ୍ରମିତଙ୍କୁ ଚିହ୍ନଟ ପରେ ଆଗ୍ରାରେ ଆଉ ୬ଜଣଙ୍କ ଶରୀରରେ ଏହି ମାରାତ୍ମକ ରୋଗର ଲକ୍ଷଣ ଦେଖିବାକୁ...

rain
ଘଡ଼ଘଡ଼ି ସହ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

ଭୁବନେଶ୍ୱର:ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବର୍ଷା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଣିପାଗ ବିଭାଗ ପକ୍ଷରୁ ୧୦ ଜିଲ୍ଲାକୁ ଝଡ଼ ତୋଫାନ, ସ୍ୱଳ୍ପ...

Untitled-1
ଦୁଇ ମହିଳା ସାଂସଦଙ୍କ ଆକ୍ରମଣରେ ସଙ୍ଗୀତା ସିଂଦେଓ ଆହତ

ନୂଆଦିଲ୍ଲୀ:ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂଦେଓଙ୍କୁ ଆକ୍ରମଣ। ତାହା ପୁଣି ଗଣତନ୍ତ୍ରର ମନ୍ଦିର ସଂସଦ ଭବନରେ। ଆକ୍ରମଣ ନେଇ ନିଜେ ମୁହଁ ଖୋଲିଛନ୍ତି ସଂଗୀତା ସିଂହଦେଓ। ଲୋକସଭାରେ ବିରୋଧୀ ଦଳର ଦୁଇ ମହିଳା ସାଂସଦ ତାଙ୍କୁ ଆକ୍ରମଣ କରିଥିବା ସେ ଅଭିଯୋଗ ଆଣିଛନ୍ତି ସଙ୍ଗୀତା ସିଂଦେଓ ମିଡିଆକୁ କହିଛନ୍ତି,...

11111
୪୦ ଫୁଟ ଉପରୁ ପାଣିକୁ ଡେଇଁ ମହିଳାଙ୍କୁ ବଞ୍ଚାଇଲେ ବୃଦ୍ଧ

ନୂଆଦିଲ୍ଲୀ: ଦରଦି ମଣିଷ ପାଖରେ ବୟସ ହାର ମାନିଯାଏ। ସମୟ ତା ଚେହେରାରେ ବାର୍ଦ୍ଧକ୍ୟର ଛାପ ଛାଡ଼ି ପାରେ ନାହିଁ। କାହାର ଦୁଃଖ ଦେଖିଲେ ନିଜ ଜୀବନକୁ ବିପଦ ମୁହଁକୁ ଠେଲି ସେ ବାହାରି ଆସେ ଅନ୍ୟ ଆଖିର ଲୁହ ପୋଛିବା ପାଇଁ। ସେ ସମୟରେ ସେ   ଚିନ୍ତା...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।