ମଣିଷ ଛୁଆ ପରି କାନ୍ଦୁଛି ପକ୍ଷୀ । ଅଷ୍ଟ୍ରେଲିଆ ସିଡନିର ତାରୋଙ୍ଗା ଚିଡିଆଖାନାରେ ଦେଖିବାକୁ ମିଳିଛି ଏଭଳି ବିଚିତ୍ର ପକ୍ଷୀ । ପକ୍ଷୀଟିର ନାଁ ଇକୋ । ଯିଏ ଅବିକଳ ଛୁଆ କାନ୍ଦିବା ଭଳି ଶଦ୍ଦ କରିଥାଏ । ଆଶ୍ଚର୍ଯ୍ୟ ଲାଗିଲେ ବି ଏହା ସତ ।
କଟକ ସହର ଉପକଣ୍ଠରେ ବ୍ୟବସାୟୀଙ୍କୁ ବିଚ୍ ରାସ୍ତାରେ ଗୁଳି। କନ୍ଦରପୁର ଥାନା ଅଥଙ୍ଗା ଠାରେ ହୋଇଛି ଏପରି ଗୁଳିମାଡ଼ । ଦିନ ଦ୍ୱିପହରରେ ଏପରି ଗୁଳିମାଡ ଘଟଣାକୁ ନେଇ ସାଧାରଣରେ ଆତଙ୍କ ଖେଳି ଯାଇଛି।
ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର-ରାୟନୃସିଂହପୁର ସ୍ଥିତ ସିଦ୍ଧେଶ୍ୱରୀ ଉଚ୍ଚ ବିଦ୍ୟାଳୟରେ ୫ ଛାତ୍ରଛାତ୍ରୀଙ୍କୁ କରୋନା । ସ୍କୁଲର ଜଣେ ଶିକ୍ଷୟିତ୍ରୀ ମଧ୍ୟ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି।
କୋଭିଡ୍ ସଂକ୍ରମଣର ମାସେ ଭିତରେ ଶିଶୁଙ୍କ ଏମଆଇ ସିଣ୍ଡ୍ରୋମ ବଢୁଛି। ୨ୟ ଲହରୀରେ ବହୁତ ପିଲା ଏମଆଇ ସିଣ୍ଟ୍ରୋମରେ ହସ୍ପିଟାଲ ଆସୁଛନ୍ତି।
ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ କରି ପ୍ରାଣ ହରାଇଥିବା କୁଜଙ୍ଗର ଦୁଷ୍ମନ୍ତ ଦାସଙ୍କ ପ୍ରସଙ୍ଗ ଏବଂ ଖଣି ଦୁର୍ନୀତି କଥା ଉଠାଇ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ।
ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ସୌମ୍ୟଙ୍କ ପରିବାରକୁ ନ୍ୟାୟ ମିଳୁନି। ଏବେ ଏହି ମାମଲାରେ ତାତିଛନ୍ତି ସାଧାରଣ ଲୋକ। ଘଟଣାକୁ ବିରୋଧ କରି ଆଜି ୬ ଘଣ୍ଟିଆ ଖଇରା ବନ୍ଦ ଡାକରା ଦେଇଛି ଖଇରା ନାଗରିକ ମଞ୍ଚ ।
୨ ଦିନ ହେଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୭୦୦ ଉପରେ ରହୁଥିବାବେଳେ ପିଲାଙ୍କ ସଂକ୍ରମଣ ସଂଖ୍ୟା ଚିନ୍ତା ବଢଉଛି। ଆଜି ରାଜ୍ୟରେ ପୁଣି ୮ କରୋନା ରୋଗୀ ଆଖି ବୁଜିଛନ୍ତି।
ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଦୁଷ୍ମନ୍ତ ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିବା ପରେ ତତ୍ପର ହୋଇପଡ଼ିଛି ପ୍ରଶାସନ। ବଞ୍ଚିଥିବାବେଳେ ତାଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ ଆଣିଥିଲେ ନିଜେ ଦୁଷ୍ମନ୍ତ ଓ ତାଙ୍କ ପରିବାର। ହେଲେ ଏବେ ପରିବାରକୁ ଛୁଟୁଛି ସହାୟତାର ସୁଅ।
ବିଧାନସଭା ଆଗରେ ହାତକାଟି, ବିଷ ପିଇ ଆତ୍ମହତ୍ୟା ଉଦ୍ୟମ: ତରବରିଆ ଭାବେ ରାତି ଅଧରେ ଦୁଷ୍ମନ୍ତଙ୍କ ଶବ ବ୍ୟବଚ୍ଛେଦ କରାଗଲା। ପୋଲିସ ଏସ୍କର୍ଟରେ ଶବକୁ ଗାଁକୁ ପଠାଇ ଦିଆଗଲା। ହେଲେ ଏତେ ତରବର ପ୍ରଶାସନ କାହିଁକି ?
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ଯାହାକୁ ଡରୁଥିଲେ ତାହା ହିଁ ଘଟିଲା। ବିଧାନସଭା ଆରମ୍ଭରୁ ପୋଲିସ ଓ ପ୍ରଶାସନକୁ ଘାରିଥିଲା ଆତ୍ମହତ୍ୟା ଉଦ୍ୟମ ଭୟ। କଡାକଡି ହୋଇଥିଲା କଟକଣା। ତଥାପି ଘଟିଲା। ବିଧାନସଭା ନିକଟରେ ପୁଣି ଅତ୍ମହତ୍ୟା ଉଦ୍ୟମ ହୋଇଛି।
ଚିଟଫଣ୍ଡ ଠକେଇର ଗିରଫ ହୋଇଥିବା ବିଶାଖାପାଟଣାର ପୂର୍ବତନ ବିଧାୟକଙ୍କର ତେଲୁଗୁ ଫିଲ୍ମ ଲିଙ୍କ ଥିବା ଜଣାପଡ଼ିଛି। କୋଟି କୋଟି ଟଙ୍କା ଗ୍ରାହକଙ୍କଠାରୁ ଠକି ସେ ତିଆରି କରୁଥିଲେ ଫିଲ୍ମ।
କଂଗ୍ରେସର ଖଣି ସଂପର୍କିତ ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିନଥିବାରୁ ଆଜି ଆରମ୍ଭରୁ ଗୃହରେ ହଙ୍ଗାମା ହୋଇଥିଲା । ଏ ନେଇ ବାଚସ୍ପତିଙ୍କୁ ତାଙ୍କ ଚ୍ୟାମ୍ବରରେ ଘେରାଇ କରିଥିଲେ ବିଜେପି ଓ କଂଗ୍ରେସ ବିଧାୟକ।
ଦୁର୍ଗାପୂଜାରେ ମୂର୍ତ୍ତିର ଉଚ୍ଚତା କେତେ ରହିବ, ସେ ନେଇ କୌଣସି ନିଷ୍ପତ୍ତି ଆଜି ନିଆଯାଇ ପାରିଲା ନାହିଁ । ପୁଣି ୨ ଦିନ ସମୟ ନେଇଛନ୍ତି ରାଜ୍ୟ ସରକାର।
ଶିକ୍ଷାର୍ଥୀ ମାସ୍କ ପିନ୍ଧି ସ୍କୁଲ୍ ଆସିବେ। ମାସ୍କ ପିନ୍ଧି ନ ଥିଲେ ପ୍ରବେଶ ମନା ରହିଛି । ସ୍କୁଲର ପ୍ରବେଶ ପଥରେ ଥର୍ମାଲ ସ୍କ୍ରିନିଂ ସହ ସାନିଟାଇଜେସନ୍ ବାଧ୍ୟତାମୂଳକ କରାଯାଇଛି ।
ଗତକାଲି ତୁଳନାରେ ଆଜି ରାଜ୍ୟରେ ବଢିଛି କରୋନା ସଂକ୍ରମଣ। ଗତକାଲି ଦୈନିକ ସଂକ୍ରମଣ ୬୩୮ ଥିବାବେଳେ ଆଜି ୭୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନେ ଏକପ୍ରକାର ସ୍ୱତନ୍ତ୍ର ଧରଣର ମଇଁଷି। ଯେମିତି ଶକ୍ତିଶାଳୀ, ସେମିତି କାମିକା। ପାହାଡ଼ିଆ ଅଞ୍ଚଳରେ ଅଧିକ କାମ କରିପାରନ୍ତି। ଏମାନେ ହେଉଛନ୍ତି ମନ୍ଦା ମଇଁଷି। ଏମାନଙ୍କୁ ମିଳିଲା ଜାତୀୟ ମାନ୍ୟତା।
କେମିତି କଟିବ ଆଜିର ରାଶିଫଳ ? କେଉଁ ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ କ’ଣ ଅଛି ? ସମସ୍ୟାର ସମାଧାନ ପାଇଁ କ’ଣ ପ୍ରତିକାର କରିବେ ? ଜାଣିନିଅନ୍ତୁ।
ଣିକି ନୂଆ ଢାଞ୍ଚାରେ ହେବ ମାଟ୍ରିକ ପରୀକ୍ଷା। ଆଉ ଏଥିପାଇଁ ଆରମ୍ଭ ହୋଇଛି ମାନସ ମନ୍ଥନ। ନୂଆ ଢାଞ୍ଚାରେ ପରୀକ୍ଷା ପାଇଁ ବୋର୍ଡ଼ ପକ୍ଷରୁ ପୂର୍ବରୁ ନିଷ୍ପତ୍ତି ନିଆଯାଇ ଥିବାବେଳେ ମଙ୍ଗଳବାରଠାରୁ ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪