• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

dutee chand
ଦୂତିଙ୍କ ବିରୋଧରେ ଅପମାନଜନକ ଖବର ପ୍ରସାରଣ ଅଭିଯୋଗ; ସମ୍ପାଦକଙ୍କ ପରେ ଗିରଫ ହେଲେ ରିପୋର୍ଟର

ଅପମାନଜନକ ଖବର ପ୍ରସାରଣ କରିଥିବା  ଅଭିଯୋଗରେ ଗତକାଲି ୱେବ ଚ୍ୟାନେଲର ସଂପାଦକ ସୁଧାଂଶୁ ରାଉତ ଓ ଆଜି ରିପୋର୍ଟର ସ୍ମୃତିରଂଜନ ବେହେରାଙ୍କୁ ଗିରଫ କରିଛି ଭୁବନେଶ୍ୱର ମହିଳା ଥାନା ପୋଲିସ  ।

lift irrigation
ଚାଷୀଙ୍କ କାମରେ ଆସୁନି ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଉଠା ଜଳସେଚନ

କୃଷି ଓ କୃଷକର ଉନ୍ନତି ପାଇଁ ସରକାରୀ ସ୍ତରରେ ଅନେକ ଯୋଜନା କରାଯାଉଛି।  ମାତ୍ର ବାସ୍ତବରେ ଏହି ଯୋଜନା କେତେ କାମରେ ଲାଗୁଛି, ତାକୁ ତଦାରଖ କରିବାପାଇଁ ପ୍ରଶାସନିକ ସ୍ତରରେ ଇଚ୍ଛାଶକ୍ତିର ଅଭାବ ରହୁଛି। ଚାଷୀଙ୍କ କ୍ଷେତକୁ ସହଜରେ ପାଣି ଯୋଗାଇଦେବା ପାଇଁ ବସା ଯାଇଥିବା ଉଠାଜଳସେଚନ ପଏଣ୍ଟ ଅକାମୀ...

Mine loot
ଦିନ ଦ୍ୱିପହରରେ ଲୁଟ ହେଉଛି ମୂଲ୍ୟବାନ ଖଣିଜ ପଥର

ମାଲକାନଗିରି ମୋଟୁ ତହସିଲ୍‌ର କୁନନପାଲୀ ଗାଁ ନିକଟରେ ମୋରମ ଖାଦାନ ଭିତରେ ଥିବା ଧଳା କ୍ୱାର୍ଟଜ ପଥର ଉପରେ ଲୋଲୁପ ଦୃଷ୍ଟି ପଡିଛି ତେଲେଙ୍ଗାନା ମାଫିଆଙ୍କର । ଆଦିବାସୀ ଲୋକଙ୍କୁ ଅଳ୍ପ କିଛି ପ୍ରଲୋଭନ ଦେଖାଇ ମାଫିଆ ମୂଲ୍ୟବାନ ପଥରକୁ ଭାଙ୍ଗିବା ସହ ଟ୍ରକ ଯୋଗେ ବୋହି ନେଉଛନ୍ତି। 

Covid 19
ଦିନକରେ ୬୮୧ କରୋନା ଆକ୍ରାନ୍ତ ଚିହ୍ନଟ, ଏଥିରୁ ୧୧୮ ପିଲା

ଗତକାଲି ତୁଳନାରେ ଆଜି ରାଜ୍ୟରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ୬୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୧୮ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତଥ୍ୟରୁ ଜଣାଯାଇଛି ।

abhishek mohapatra
କରୋନା ସହ ଲଢେଇ କରି ଶେଷରେ ହାରିଗଲେ ଅଭିଷେକ ମହାପାତ୍ର

କରୋନା ସହ ଲଢେଇ କରି ଶେଷରେ ହାରିଲେ ଅଭିଷେକ ମହାପାତ୍ର।   ଇକ୍‌ମୋ  ଚିକିତ୍ସାଧୀନ ଥିବା  ଅଭିଷେକ ମହାପାତ୍ରଙ୍କର ମୃତ୍ୟୁ ଘଟିଥିବା ନେଇ ସୂଚନା ଦେଲେ ଅଭିଷେକଙ୍କ ମାମୁ ପୁଅ ଭାଇ ରୋଶନ ମହାନ୍ତି। କରୋନା ଆକ୍ରାନ୍ତ ହେବା ପରେ  ମାସାଧିକ କାଳ କୋଲକାତାରେ ଚିକିତ୍ସାଧୀନ ଥିଲେ ଅଭିଷେକ।

boy driving e-rickshaw wearing school dress
ସ୍କୁଲ ୟୁନିଫର୍ମରେ ଅଟୋ ଚଲାଉଛି ୮ ବର୍ଷର ବାଳକ, ସଂଘର୍ଷର କାହାଣୀ ଶୁଣିଲେ ଆଖି ଭରିଯିବ

୮ ବର୍ଷର ବାଳକ, ସ୍କୁଲ ୟୁନିଫର୍ମ ପିନ୍ଧି ଚଲାଉଛି ଇ-ରିକ୍ସା । ପଛରେ ବସିଛନ୍ତି ୨ ଜଣ ଯାତ୍ରୀ। ହାଇଦ୍ରାବାଦ ରାସ୍ତାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।

web chanel editor
ୱେବ ଚାନେଲ ସମ୍ପାଦକଙ୍କୁ ଉଠାଇ ନେଲା ପୋଲିସ

 ଭୁୁବନେଶ୍ୱରରେ ଜଣେ ୱେବ ଚ୍ୟାନେଲର ସମ୍ପାଦକଙ୍କୁ ଉଠାଇ ନେଇଛି ପୋଲିସ । ଧାବିକା ଦୂତି ଚାନ୍ଦଙ୍କ ଅଭିଯୋଗ ଆଧାରରେ ୱେବ ଚ୍ୟାନେଲର ସମ୍ପାଦକ ସୁଧାଂଶୁ ରାଉତଙ୍କୁ ପୋଲିସ ଏପରି ପଦକ୍ଷେପ ନେଇଥିବା ଜଣାଯାଇଛି ।

storm ida in america
ଆମେରିକାରେ ପ୍ରଳୟ ରଚିଲା ‘ଇଡା’; ୪୯ ମୃତ

ଆମେରିକାରେ ବାତ୍ୟା ଇଡା ପ୍ରଳୟ ରଚିଛି। ବୁଧବାର ବାତ୍ୟା ଇଡା ପ୍ରଭାବରେ ଆମେରିକାର ନ୍ୟୁୟର୍କ ସହରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା। ପ୍ରବଳ ବର୍ଷା ଯୋଗୁ ନଦୀଗୁଡିକରେ ବନ୍ୟା ଆସି ଅତି କମ୍‌ରେ ୪୯ ଜଣଙ୍କର ମୃତ୍ୟୁ ଘଟିଲାଣି।

india post recruitment 2021
୧୦ମ ପାସ୍‌ ପିଲାଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ

ଦଶମ ପାସ ପିଲାଙ୍କ ପାଇଁ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ ଆସିଛି। ତୁରନ୍ତ ଆବେଦନ କରନ୍ତୁ।

northern alliance-taliban
ପଞ୍ଜଶିରକୁ ୩ ପଟୁ ଘେରି ରହିଛନ୍ତି ତାଲିବାନ, ତଥାପି ପଛଘୁଞ୍ଚା ଦେଇନି ନର୍ଦ୍ଦନ ଆଲିଏନ୍ସ

ଆଫଗାନିସ୍ତାନର ପଞ୍ଜଶିରରେ ଚାଲିଛି ନର୍ଦ୍ଦନ ଆଲାଏନ୍ସ-ତାଲିବାନ ଘମାଘୋଟ ଯୁଦ୍ଧ  । ପଞ୍ଜଶିର ଉପତ୍ୟକାକୁ ୩ ପଟୁ ଘେରି ରହିଛନ୍ତି ତାଲିବାନ। ତାଲିବାନର ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ଦେଇଛି ନର୍ଦ୍ଦନ ଆଲାଏନ୍ସ । ଶେଷ ରକ୍ତ ବିନ୍ଦୁ ଯାଏ ମାତୃଭୂମି ପାଇଁ ଲଢ଼େଇ ଜାରି ରହିବ ବୋଲି ଶପଥ କରିଛନ୍ତି...

 tunnel like structure at the Delhi Legislative Assembly
ଦିଲ୍ଲୀ ବିଧାନସଭା ନିକଟରେ ସୁଡଙ୍ଗ, ରେଡ ଫର୍ଟକୁ କରୁଛି ସଂଯୋଗ

:ଦିଲ୍ଲୀ ବିଧାନସଭାରେ ନିକଟରେ ଠାବ ହୋଇଛି ଐତିହାସିକ ସୁଡଙ୍ଗ। ଗୁରୁବାର ଦିନ ଏହି ସୁଡଙ୍ଗର ମୁହଁର ସନ୍ଧାନ ମିଳିଛି। ଏହି ସୁଡଙ୍ଗ ଦିଲ୍ଲୀ ବିଧାନସଭାକୁ ରେଡ ଫର୍ଟ ସହିତ ସଂଯୋଗ କରୁଛି।

Actor sidharth shukla
ଆଜି ସିଦ୍ଧାର୍ଥ ଶୁକ୍ଳାଙ୍କର ଅନ୍ତିମ ସଂସ୍କାର

ଲୋକପ୍ରିୟ ଅଭିନେତା ତଥା ବିଗ୍‌ବସ -୧୩ର ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କର  ଗତକାଲି ଦେହାନ୍ତ ହୋଇଯାଇଛି । ଆଜି ଦିଆଯିବ ଶେଷ ବିଦାୟ।

north korea leader kim jong un
ଉତ୍ତର କୋରିଆ ତାନାଶାହ କିମ୍ ଜୋଙ୍ଗଙ୍କର ବଦଳି ଗଲା ଚେହେରା, ଭାଇରାଲ ହେଲା ଫଟୋ

କିଛି ଦିନ ତଳେ ନିଜର ସ୍ୱାସ୍ଥ୍ୟକୁ ନେଇ ବେଶ ଚର୍ଚ୍ଚାରେ ଥିଲେ ଉତ୍ତର କୋରିଆ ସୁପ୍ରିମୋ କିମ୍‌ ଜୋଙ୍ଗ ଉନ (Kim Jong Un)। ହେଲେ କିମ୍‌ ଜୋଙ୍ଗଙ୍କର କ’ଣ ହୋଇଥିଲା ସେ ବିଷୟରେ କିଛି ତଥ୍ୟ ମିଳି ନ ଥିଲା। ହେଲେ ଏବେ ବଦଳି ଯାଇଛି ତାଙ୍କର...

patna jdu mla from gopalpur
ଟ୍ରେନରେ ଗଞ୍ଜି, ଚଡ୍ଡି ପିନ୍ଧି ବୁଲୁଥିଲେ, ଯାତ୍ରୀ ବିରୋଧ କରିବାରୁ ରୋବାବ ଦେଖାଇଲେ ବିଧାୟକ

ବିଧାୟକଙ୍କ ପୋଷାକକୁ ନେଇ ଏବେ ସୋଶିଆଲ ମିଡ଼ିଆରେ ଚର୍ଚ୍ଚା। ଟ୍ରେନ ଯାତ୍ରାବେଳେ ଜଣେ ବିଧାୟକ ଏମିତି ପୋଷାକ ପିନ୍ଧିଥିଲେ ଯାହାକୁ ଦେଖି ଯାତ୍ରୀ ତାଙ୍କୁ ଘେରି ଯାଇଥିଲେ। ହେଲେ ବିଧାକୟଙ୍କ ରୋବାବ ଦେଖି ଗଣ୍ଡଗୋଳ ବଢିଥିଲା।

bollywood star
କେତେ ଥିଲା ଏଇ ବଲିଉଡ ସୁପରଷ୍ଟାରଙ୍କ ପ୍ରଥମ ସାଲେରୀ ? ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ବଲିଉଡ୍‌ର ସୁପରଷ୍ଟାର ଅମିତାଭ ବଚ୍ଚନ,  ଅମିର ଖାଁ, ଶାହରୁଖ, ସଲମାନ, ପ୍ରିୟଙ୍କା ଚୋପ୍ରା... ।  ଆଜି ସୁପରଷ୍ଟାର ହୋଇଥିବା ଏହି ସେଲିବ୍ରିଟି କେତେ ଟଙ୍କା ଦରମାରେ ଆରମ୍ଭ କରିଥିଲେ କ୍ୟାରିଅର ଜାଣନ୍ତି ?   

Man escaped from train mishap
ଚଳନ୍ତା ଏକ୍ସପ୍ରେସ ଟ୍ରେନ୍‌ରେ ଚଢୁଥିଲେ, ଖସିପଡ଼ିଲେ ଯୁବକ: ଦେବଦୂତ ସାଜିଲେ ମହିଳା କନଷ୍ଟେବଲ୍‌

ଭଗବାନ ଯାହାକୁ ବଞ୍ଚାଇବାକୁ ଚାହିଁବେ ତାକୁ କିଏ ମାରିପାରିବ ? ଏହି କଥାର ସତ୍ୟତା ଆଜି ଦେଖିବାକୁ ମିଳିଛି ଟାଟା ଷ୍ଟେଶନରେ।

tiger fear at nandankanan
ସଫାରୀ ଜାଲି ଛିଣ୍ଡାଇ ପଳାଇଲା ବାଘ !

ନନ୍ଦନକାନନରେ ବାଘ ଆତଙ୍କ । ସଫାରି ଭିତରେ ଜାଲି ଛିଣ୍ଡାଇ ପଳାଇ ଗଲା ବାଘ । ଏହି ଖବର ପ୍ରଚାର ହେବା ପରେ ଆତଙ୍କ ଖେଳି ଯାଇଥିଲା। ହେଲେ ଶେଷରେ ବାଘ ଧରାପଡ଼ିଥିବା ସୂଚନା ମିଳିଛି। 

taliban govt
ଆସନ୍ତା ୩ ଦିନ ମଧ୍ୟରେ ସରକାର ଗଠନ କରିବେ ତାଲିବାନ, ମହିଳାଙ୍କୁ ମିଳିପାରେ ସୁଯୋଗ

ଆମେରିକୀ ସୈନ୍ୟ ପ୍ରତ୍ୟାହାର ପରେ ତାଲିବାନିମାନେ ଆଫଗାନିସ୍ତାନ ନିଜ କବ୍‌ଜାକୁ ନେଇ ଯାଇଛନ୍ତି। ପୁଣି ଥରେ ଆଫଗାନିସ୍ତାନରେ ନିଜର ରାଜ୍‌ ଚଲାଇବା ପାଇଁ ପ୍ରକ୍ରିୟା ଆରମ୍ଭ କରି ଦେଇଛନ୍ତି। 

Chandan Mitra
ପୂର୍ବତନ ସାଂସଦ ଚନ୍ଦନ ମିତ୍ରାଙ୍କ ପରଲୋକ

ଭାରତୀୟ ଜନତା ପାର୍ଟିର ପୂର୍ବତନ ସାଂସଦ ତଥା ସାମ୍ବାଦିକ ଚନ୍ଦନ ମିତ୍ରଙ୍କର ୬୫ ବର୍ଷ ବୟସରେ ଗତକାଲି ରାତିରେ ପରଲୋକ ହୋଇଯାଇଛି। ଏ ନେଇ ତାଙ୍କର ପୁଅ କୁଶନ ମିତ୍ର ଟୁଇଟ କରି ସୂଚନା ଦେଇଛନ୍ତି।

Separatist Leader Syed Ali Shah Geelani
ପରଲୋକରେ ଜମ୍ମୁକଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ଶାହା ଗିଲାନୀ

ଜାମ୍ମୁ ଓ କଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ସୟଦ ଅଲ୍ଲି ଶାହା ଗିଲାନୀଙ୍କର ୯୨ ବର୍ଷ ବୟସରେ ଶ୍ରୀନଗରଠାରେ ପରଲୋକ  ହୋଇଯାଇଛି।ଦୀର୍ଘଦିନ ଅସୁସ୍ଥ ରହିବା ପରେ ବୁଧବାର ରାତି ସାଢେ ୧୦ଟାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। 

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।