• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

2222222
ଏସ୍‌ପି ଅଫିସ ଆଗରେ ଜୋତା ସଫା କରୁଛନ୍ତି ଅବସରପ୍ରାପ୍ତ ଏସ୍‌ପି

ବାଲେଶ୍ୱର: ଚାକିରିରୁ ଅବସର ପରେ ରାସ୍ତା କଡ଼ରେ ବସି ଯୋତା ପଲିସ କରୁଛନ୍ତି ଜଣେ ଅବସରପ୍ରାପ୍ତ ଏସ୍‌ପି ।କଥାଟା ଶୁଣି ଆଶ୍ଚର୍ଯ୍ୟ ଲାଗୁଛି ନା ! ହେଲେ ସମ୍ପୂର୍ଣ୍ଣ ସତ୍ୟ।  ଆଉ କେଉଁଠି ନୁହେଁ, ବାଲେଶ୍ୱର ଏସ୍‌ପି ଅଫିସ ଆଗରେ ଜୋତା ସଫା କରୁଛନ୍ତି ଅବସରପ୍ରାପ୍ତ ଏସ୍‌ପି ।...

22222222222222222222222
୩-୦ରେ ସିରିଜ ପୋଛି ନେଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ବୃହତ ରାଞ୍ଚି ବିଜୟ। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ ଟେଷ୍ଟରେ ବିଶାଳ ବିଜୟ ସହ ସିରିଜକୁ ୩-୦ରେ କ୍ଲିନ୍‌ ସୁଇପ୍ କରିଛି ଟିମ୍ ଇଣ୍ଡିଆ। ରା଼୍ଞ୍ଚି ଟେଷ୍ଟକୁ ଗୋଟିଏ ଇନିଂସ ଏବଂ ୨୦୨ରନରେ ଜିତି ନେଇଛି ଟିମ୍‌ ଇଣ୍ଡିଆ। ରାଞ୍ଚି ଟେଷ୍ଟର ଚତୁର୍ଥ ଦିନରେ...

jio
ଅସନ୍ତୁଷ୍ଟ ଗ୍ରାହକଙ୍କ ପାଇଁ ଜିଓର ଭେଟି: ଧମାକାଦାର ‘ଅଲ୍‌-ଇନ-ୱାନ’ ପ୍ଲାନ୍

ନୂଆଦିଲ୍ଲୀ: ଇଣ୍ଟରକନେକସନ ୟୁଜେସ ଚାର୍ଜ (ଆଇୟୁସି) ଲଗାଇ ଗ୍ରାହକଙ୍କ ଅସନ୍ତୋଷର ଶିକାର ହୋଇଥିବା ଜିଓ ଏବେ ଗ୍ରାହକଙ୍କୁ ବାନ୍ଧି ରଖିବା ପାଇଁ ସମାଧାନର ସୂତ୍ର ବାହାର କରିଛି। ଅନ୍ୟ ନେଟଓ୍ୱର୍କକୁ କଲ୍ କରିବା ପାଇଁ ଆଇୟୁସି ଟପ୍ ଅପ୍ ବଦଳରେ ଜିଓ ତିନୋଟି ରିଚାର୍ଜ ପ୍ୟାକ୍ (୨୨୨, ୩୩୩...

2222222222222222222
ପୋଲିସ ଅଫିସର ହେଲେ କିନ୍ତୁ ଖୋଲିଗଲା ପୋଲ୍‌....

ଛତିଶଗଡ଼: ଛତିଶଗଡ଼ର ଜଣେ ଯୁବକଙ୍କର ସ୍ୱପ୍ନ ଥିଲା ପୁଲିସ ଅଫିସର ହେବେ । ଦିନ ପରେ ଦିନ ଗଡ଼ି ଚାଲିଲା, ହେଲେ ସେ ପୁଲିସ ଅଫିସର ହୋଇ ପାରିଲେ ନାହିଁ।  ହତାଶ ହେଲେ, କିନ୍ତୁ ଭାଙ୍ଗି ପଡ଼ିଲେ ନାହିଁ। ସ୍ୱପ୍ନ ପୂରଣ କରିବାକୁ ଉପାୟ ଖୋଜିଲେ ଆଉ ସଫଳ...

1111111111111
ଭାରତକୁ ଡ଼ାକ ସେବା ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ମଧ୍ୟରେ ଜାରି ରହିଥିବା ବିବାଦ ଭିତରେ ପାକିସ୍ତାନ ଡ଼ାକ ସେବା ବନ୍ଦ କରିଛି। ଭାରତକୁ କୌଣସି ସୂଚନା ନଦେଇ ପାକିସ୍ତାନ ଡ଼ାକ ସେବା ଉପରେ ରୋକ୍ ଲଗାଇଛି। ଆଜି କେନ୍ଦ୍ର ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଏହା କହିଛନ୍ତି। ପାକିସ୍ତାନର ଏହି...

parliamnthouse
ନଭେମ୍ବର ୧୮ରୁ ଆରମ୍ଭ ହେବ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ: ସଂସଦର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୧୮ରୁ ଆରମ୍ଭ ହେବ। ସଂସଦର ଉଭୟ ଲୋକସଭା ଏବଂ ରାଜ୍ୟସଭା ଅଧିବେଶନ ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୧୩ ଯାଏ ଚାଲିବ। ଆଜି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଉଭୟ ସଦନର ସଚିବଙ୍କୁ ଏ ବିଷୟରେ ଅବଗତ କରାଯାଇଛି।...

11111111
ଜନ୍ମବେଳେ ମରି ଯାଇଥିବା ଶିଶୁ ୩୦ ବର୍ଷ ପରେ ଫେରିଲା ! ଆଶ୍ଚର୍ଯ୍ୟ ହେଲେ ମା’....

ନୂଆଦିଲ୍ଲୀ: ସନ୍ତାନକୁ  ହରାଇବା ଦୁଃଖଠାରୁ ବଡ ଦୁଃଖ ଗୋଟିଏ ମା’ ପାଇଁ ଆଉ କ’ଣ ଥାଇପାରେ ? କାରଣ ସନ୍ତନକୁ ଦୁନିଆକୁ ଆଣିବା ପାଇଁ ମା’ଟିଏ ଯେତେ କଷ୍ଟ ସହିଥାଏ, ବଡ଼ କରିବା ଯେତିକି ପରିଶ୍ରମ, ତ୍ୟାଗ କରିଥାଏ । ତେଣୁ ସେ ସନ୍ତାନର ବିଚ୍ଛେଦକୁ ସହଜରେ ଗ୍ରହଣ...

111111
ପାର୍ସଲ ଉଠାଇବାବେଳେ ଭୟଙ୍କର ବିସ୍ଫୋରଣ

ବେଙ୍ଗାଲୁରୁ: ଉତ୍ତର କର୍ଣ୍ଣାଟକାର ହୁବ୍ବାଲି ରେଳ ଷ୍ଟେସନ୍‌ରେ ଆଜି ଭୟଙ୍କର ବିସ୍ଫୋରଣ ହୋଇଛି। ରେଳ ଷ୍ଟେସନରେ ଥିବା ଏକ ସନ୍ଦିଗ୍ଧ ପାର୍ସଲକୁ ଜଣେ ବ୍ୟକ୍ତି ଉଠାଉଥିବା ବେଳେ ଏଭଳି ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେହିପରି ବିସ୍ଫୋରଣ ଯୋଗୁ ନିକଟରେ ଥିବା ଦୋକାନ...

11111111
ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରସଙ୍ଗ: ପରବର୍ତ୍ତୀ ଶୁଣାଣି ୪ରେ

କଟକ: ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରସଙ୍ଗରେ ହାଇକୋର୍ଟରେ ଆଜିର ଶୁଣାଣି ଶେଷ ହୋଇଛି । ଆସନ୍ତା ନଭେମ୍ବର ୪ରେ ହେବ ପରବର୍ତ୍ତୀ ଶୁଣାଣି । ଅଦାଲତ ଅବମାନନା ପ୍ରସଙ୍ଗରେ ୧୪ ଜଣିଆ ବିଚାରପତିଙ୍କୁ ନେଇ ହାଇକୋର୍ଟ ଫୁଲ୍ ବେଞ୍ଚରେ ହୋଇଥିଲା ଶୁଣାଣି। ଶୁଣାଣି ସମୟରେ ହାଜର ହୋଇ ପକ୍ଷ...

11111
ହାତ ଯୋଡ଼ି କ୍ଷମା ମାଗିଲେ ବିଗ୍‌ ବି

ନୂଆଦିଲ୍ଲୀ:ବଲିଉଡର ମହାନାୟକ ଅମିତାଭଙ୍କ ନାଁ ହିଁ ଯଥେଷ୍ଟ ସୋଶାଲ ମିଡିଆରେ ଚର୍ଚ୍ଚା ପାଇଁ। ଅମିତାଭ ବି ସୋଶାଲ ମିଡିଆରେ ସବୁବେଳେ ଆକ୍ଟିଭ ଥା’ନ୍ତି। ଏପରିକି ନିଜର ଫଟୋ, କବିତା, ଭିଡିଓ ଆଦି ପୋଷ୍ଟ କରି ତାଙ୍କ ଫ୍ୟାନ୍ସମାନଙ୍କ ପାଖରେ ନିଜର ଉପସ୍ଥିତି ଜାହିର କରିଥାନ୍ତି। ନିକଟରେ ଏକ ଫଟୋ...

1232322
ନକ୍ସଲ ଭୟ: ଭିଟାମାଟି ଛାଡ଼ି ପଳାଇଗଲେ ପରିବାର

ମାଲକାନଗିରି: ନକ୍ସଲ ଭୟରେ ମାଲକାନଗିରି ଜିଲ୍ଲା ଡାବୁଗୁଡାର ବହୁ ଲୋକ ଭିଟାମାଟି ଛାଡ଼ି ସାରିଲେଣି। ପୁଣି ଗୋଟିଏ ପରିବାରର ୧୩ ଜଣ ପ୍ରାଣ ବିକଳରେ ଭିଟାମାଟି ଛାଡିଥିବା ଜଣାଯାଇଛି। ଡାବୁଗୁଡା ଏନକାଉଣ୍ଟରରେ ନକ୍ସଲ କମାଣ୍ଡର ରାକେଶର ମୃତ୍ୟୁ ପରେ ନକ୍ସଲମାନେ ପ୍ରଜାକୋର୍ଟ କରି ଏହି ପରିବାର ସମସ୍ତ ବ୍ୟକ୍ତିଙ୍କୁ...

odisha-1
ଆଜି ରାଜ୍ୟ କ୍ୟାବିନେଟ୍: ୧୧ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟା ୬ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଟ ୧୧ଟି ଏଜେଣ୍ଡା ଉପରେ ବିଚାରବିମର୍ଷ ହେବ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ଏହି କ୍ୟାବିନେଟ୍...

22222222
ଗଳାକାଟି ହିନ୍ଦୁ ମହାସଭା ନେତାଙ୍କୁ ହତ୍ୟା

ଲକ୍ଷ୍ନୌ: ହିନ୍ଦୁ ସମାଜ ପାର୍ଟି ନେତା କମଲେଶ ତିୱାରୀଙ୍କୁ ଅଜଣା ଦୁର୍ବୃତ୍ତମାନେ ହତ୍ୟା କରିଛନ୍ତି। ଦୁର୍ବୃତ୍ତମାନେ ଆଜି ସକାଳେ ତାଙ୍କୁ ପ୍ରଥମେ ଗୁଳି  କରିବା ପରେ ଗଳାକାଟି ହତ୍ୟା କରିଛନ୍ତି। ଲକ୍ଷ୍ନୌର ଖୁର୍ସିଦ ଭାଗ ଠାରେ କମଲେଶଙ୍କ ନିଜ ଘରେ ଥିବା ହିନ୍ଦୁ ସମାଜ ପାର୍ଟିର ଅଫିସରେ ହିଁ...

122323
ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ: ଅନ୍ଧାରରେ ବାଡ଼ି ବୁଲଉଛି ପୁଲିସ

ଯାଜପୁର: ଯାଜପୁର ହରିଦାସପୁରରେ ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ଏବେ ଅନେକ ପ୍ରଶ୍ନ ମନରେ ଉଙ୍କି ମାରୁଛି । ମୃତ୍ୟୁ ପଛର ରହସ୍ୟ କ’ଣ ? ଏହା ହତ୍ୟା ନା ଆତ୍ମହତ୍ୟା? ଏସବୁକୁ ନେଇ ଲାଗି ରହିଛି ସସ୍ପେନ୍ସ। ପୋଲିସ ଘଟଣାର ଖୋଲତାଡ଼ କରୁଥିଲେ...

4554544554
ବାଘୁଣୀ ନୁର ପାଇଁ ଦୁଇ ଭାଇଙ୍କ ମଧ୍ୟରେ ଜବରଦସ୍ତ ଲଢେଇ...ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ରାଜସ୍ଥାନର ରନ୍ଥମ୍ୱୋର ନାଶନାଲ ପାର୍କର ଦୃଶ୍ୟ।  ଦୁଇଟି ବାଘ ଲଢୁଛନ୍ତି। ଏକଦମ୍‌ ଜୀ-ଜାନ୍‌ ଦେଇ ଲଢୁଛନ୍ତି। ହେଲେ କାହିଁକି ? ଭିଡିଓଟି ସୋଶାଲ ମିଡିଆରେ ଘୂରି ବୁଲୁଛି। ଗୋଟିଏ ଦିନର ୨୪ ହଜାର ଭିଉ ସହ ଅନେକ କମେଣ୍ଟ ମଧ୍ୟ ମିଳିଲାଣି। ଭିଡିଓଟିକୁ ଆଇଏଫଏସ ପ୍ରବୀଣ କାସବାନ୍‌...

222222
‘ସୋଲମେଟ ଫର ଏଭର’-ମାଧୁରୀଙ୍କ ଏ ରୋମାଣ୍ଟିକ ମେସେଜ୍‌ କାହାପାଇଁ

ନୂଆଦିଲ୍ଲୀ: ଏକଥା ସତ, ବଲିଉଡ ଦୁନିଆରୁ ଦୂରରେ ଅଛନ୍ତି ଅଭିନେତ୍ରୀ ମାଧୁରୀ ଦୀକ୍ଷିତ। ହେଲେ ବଲିଉଡ୍‌ରେ ତାଙ୍କର ଦବ୍‌ଦବା ଏବେ ବି ରହିଛି। ଅବଶ୍ୟ ଟିକେ ଭିନ୍ନ ଅନ୍ଦାଜରେ।  ନିକଟରେ ମାଧୁରୀ ତାଙ୍କର ୨୦ ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହାର କିଛି ଫଟୋ ବି ସୋଶାଲ...

11111
୩ ଦିନ ହେଲା ହସ୍ପିଟାଲରେ ଅମିତାଭ ବଚ୍ଚନ

ମୁମ୍ୱାଇ: ବଲିଉଡ୍‌ରେ ମେଗାଷ୍ଟାର ଅମିତାଭ ବଚ୍ଚନ ଗତ ତିନି ଦିନ ଧରି ମୁମ୍ୱାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଲିଭର୍‌ରେ ସମସ୍ୟା ଥିବା ଜଣାପଡ଼ିଛି। ରିପୋର୍ଟ ଅନୁସାରେ ପେଟରେ ଅଧିକ ଯନ୍ତ୍ରଣା ହେବାରୁ ମଙ୍ଗଳବାର ରାତି ୨ଟାରେ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେବଠୁ ସେଠାରେ ତାଙ୍କ...

2323223
୩୦୦ ନର୍ସିଂହୋମ୍‌ରେ ମିଳିବନି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସେବା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ବଡ଼ ଝଟକା। ଏହି ଯୋଜନାରେ ସ୍ୱାସ୍ଥ୍ୟସେବା ଯୋଗାଉଥିବା ୩୦୦ ନର୍ସିଂହୋମ୍ ଆଉ ରୋଗୀଙ୍କୁ ସେବା କରିବେନି । ଅଲ୍ ଓଡ଼ିଶା ପ୍ରାଇଭେଟ ମେଡିକାଲ ଏଷ୍ଟାବ୍ଲିସମେଣ୍ଟ ଫୋରମ୍ ପକ୍ଷରୁ ଏନେଇ ଆଜି ସୂଚନା ଦିଆଯାଇଛି। ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନାରେ ରୋଗୀଙ୍କୁ...

1313223
ଜିଓର IUC ଚାର୍ଜ କ'ଣ ? ଉପଭୋକ୍ତାଙ୍କ ପକେଟରୁ କେମିତି କଟିବ ପଇସା ଜାଣନ୍ତୁ

ଭୁବନେଶ୍ୱର: ଅକ୍ଟୋବର୍‌ ୧୦ ତାରିଖରୁ ଟେଲିକମ୍‌ କମ୍ପାନୀ ଜିଓ ଆଉ ଫ୍ରି କଲ୍‌ ସୁବିଧା ଦେବନାହିଁ ବୋଲି ଘୋଷଣା କରିଥିଲା। ଏଥିପାଇଁ ଗ୍ରାହକଙ୍କୁ IUC ଚାର୍ଜ ଦେବାକୁ ପଡ଼ିବ। ଜିଓ ରିଚାର୍ଜ ସହିତ IUC ଚାର୍ଜ ପାଇଁ ଗ୍ରାହକ ଅଲଗା ଟକ୍‌ଟାଇମ୍‌ ରିଚାର୍ଜ କରିବେ। ଏହି ଖବର ଶୁଣିବା...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।