• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

4363536
କାର୍‌ରେ ନିଆଁ ଲଗାଇ, ଗୁଳି ଫୁଟାଇ ଏମିତି ଜବାବ୍‌ ଦେଲେ ଯୁବକ

ମଥୁରା: ମଥୁରାରେ ଘଟିଥିବା ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଜଣେ ବ୍ୟକ୍ତି ନିଜେ ବସିଥିବା କାରରେ ନିଆଁ ଲଗାଇ ଦେଲେ। ଗାଡି ଅଟକାଇ ଗୁଳି ଫୁଟାଇଲେ। ଶେଷରେ ଗାଡ଼ିରୁ ଓହ୍ଲାଇବା ପରେ ବଡ଼ ପାଟିରେ ଚିତ୍କାର କରିବାକୁ ଲାଗିଲେ। ବିନା କାରଣରେ ଜଣେ ଏପରି କାହିଁକି...

343536
ମାସିକ ଖର୍ଚ୍ଚ ଉଠାଇ ପାରିବ ଆତଙ୍କବାଦୀ ହାଫିଜ୍ ସୟିଦ

ନୂଆଦିଲ୍ଲୀ: ମୁମ୍ୱାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ ତଥା ଅନ୍ତର୍ଜାତୀୟ ଆତଙ୍କବାଦୀ ଘୋଷିତ ହାଫିଜ୍ ସୟିଦ୍ ଏଣିକି ମାସିକ ୧,୫୦, ୦୦୦ ଟଙ୍କା ମାସିକ ଉଠାଇପାରିବ। ପାକିସ୍ତାନର ଅନୁରୋଧ କ୍ରମେ ଜାତିସଂଘ ସୁରକ୍ଷା ପରିଷଦ ଏହି ଅନୁମତି ଦେଇଛି। ହାଫିଜ୍ ସୟିଦ ଉପରେ ୪ ଜଣ ନିର୍ଭରଶୀଳ। ଘର...

Capture
ନିର୍ଦ୍ଦୟ ଶାଶୂ-ଶ୍ୱଶୁର: ଗାଁ ଦାଣ୍ଡରେ ବୋହୂକୁ ଘୋଷାରି ଘୋଷାରି ପିଟିଲେ

ଯାଜପୁର: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା କୋରେଇ ଥାନା ଧନେଶ୍ୱର ଗାଁରେ। ଗାଁ ଦାଣ୍ଡରେ ଘରର ବୋହୂକୁ ଶାଶୂ ଶ୍ୱଶୁର ମାଡ଼ ମାରୁଛନ୍ତି। ଏହି ଅମାନବୀୟ ଦୃଶ୍ୟ ଦୃଶ୍ୟକୁ କେହି ମୋବାଇଲ୍‌ରେ ରେକଡିଂ କରି ଭାଇରାଲ କରିଛନ୍ତି। ଭିଡିଓରେ ଦେଖିବାକୁ ମିଳିଛି,  ଧନେଶ୍ୱର...

bt
ସାବଧାନ ! ଏସବୁ ଲକ୍ଷଣ ଥିଲେ ହୋଇପାରେ ବ୍ରେନ୍‌ ଟ୍ୟୁମର୍‌

ଭୁବନେଶ୍ୱର: ରୋଗ ଯେତେ ବଡ଼ ହେଉ ନା କାହିଁକି, ଠିକ ସମୟରେ ଠିକ୍‌ ଚିକିତ୍ସା କଲେ ଉପଶମ ମିଳିବାର ସମ୍ଭାବନା ରହିଛି। ତେଣୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଠିକ୍‌ ସମୟରେ ରୋଗକୁ ଚିହ୍ନିବା। ରୋଗକୁ ଚିହ୍ନିବାକୁ ହେଲେ ଏହାର ଲକ୍ଷଣକୁ ପ୍ରଥମେ ଚିହ୍ନିବାକୁ  ପଡ଼ିବ। ବିଭିନ୍ନ ରୋଗ...

deepak-2
ୱାର୍ଲ୍ଡ ରେସଲିଂ ଚାମ୍ପିୟନଶିପ୍: ଫାଇନାଲ୍‌ରେ ଦୀପକ ପୁନିଆ

ନୁର୍-ସୁଲତାନ (କଜାଖସ୍ତାନ): ଭାରତର ଯୁବ ରେସଲର୍ ଦୀପକ ପୁନିଆ ଏଠାରେ ଚାଲିଥିବା ୱାର୍ଲ୍ଡ ରେସଲିଂ ଚାମ୍ପିୟନଶିପର ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ପହଞ୍ଚିବା ସହ ଅଲିମ୍ପିକ୍ କୋଟା ହାସଲ କରିଥିବା ଦୀପକ ପୁନିଆ ୮୬ କେଜି ଓଜନ ବର୍ଗରେ ସ୍ୱିଜରଲ୍ୟାଣ୍ଡର ଷ୍ଟିଫାନ୍ ରିଚମଥଙ୍କୁ ୮-୨ରେ ହରାଇ ଫାଇନାଲରେ ସ୍ଥାନ...

Capecobra-1140x641
ଶୋଇଥିଲେ, କାମୁଡ଼ିଦେଲା ସାପ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ୍‌ କାପନପଲ୍ଲୀ ଗାଁରେ ସାପ କାମୁଡ଼ାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ଶିଶୁ ଗୁରୁତର ହୋଇଛି। ମୃତକ ଦୁଇଜଣ ମହିଳା ବୋଲି ଜଣାପଡ଼ିଛି। ସେମାନେ ହେଲେ ଦେବେ ମାଡ଼ି ଓ ରାଧେ ମାଡ଼ି। ଶିଶୁଟିକୁ ପଡ଼ିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି...

45
ହର୍ପିସ ନେଇଗଲା ଗୌରୀର ଜୀବନ

ଭୁବନେଶ୍ୱର:ନନ୍ଦନକାନନରେ ହର୍ପିସ ସଂକ୍ରମଣରେ ୭ ବର୍ଷର ଛୁଆ ହାତୀ ଗୌରୀ ଶେଷରେ ଆଖି ବୁଜି ଦେଇଛି। ଗତକାଲି ହର୍ପିସରେ କ୍ରମାଗତ ହାତୀ ମୃତ୍ୟୁକୁ ନେଇ ନନ୍ଦନକାନନ କର୍ମଚାରୀ ଚିନ୍ତାରେ ପଡ଼ିଛନ୍ତି। ଏହି ରୋଗକୁ କିପରି ନିୟନ୍ତ୍ରଣ କରାଯିବ ଏବଂ ଏଠାରେ ଥିବା ଅନ୍ୟ ପଶୁମାନଙ୍କୁ ଏହା କିପରି ସଂକ୍ରମିତ...

5765
ସଂସଦ ଭବନ ନିର୍ମାଣ ପାଇଁ ୬୦ ଲକ୍ଷ ଟଙ୍କା ଦାନ !

ଏକ ଭବ୍ୟ ଇମାରତ। କୋଟି କୋଟି ଟଙ୍କା ବ୍ୟୟରେ ନିମିତ ଏହି କୋଠା ଯେତିକି ସୁନ୍ଦର ସେତିକି ସୁରକ୍ଷିତ।  ଏହାକୁ କୁହାଯାଏ କନାସେଟ। ହଁ, ଏଠି ଆମେ ଇସ୍ରାଏଲର ସଂସଦ ଭବନ କଥା କହୁଛୁ।  ଜାଣନ୍ତି କିପରି ତିଆରି ହୋଇଛି ଏହି ଭବ୍ୟ ଇମାରତ୍ । ଏହି ସୁନ୍ଦର...

Capture1
ଅକ୍ଟୋବରରେ ହେବ ହରିଆନା, ମହାରାଷ୍ଟ୍ର ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ: ହରିଆନା ଓ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ଆଜି ବିଗୁଲ ବାଜିଛି। ଦେଶର ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଆଜି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଅକ୍ଚୋବର ୨୧ ତାରିଖରେ ଏହି ଦୁଇ ରାଜ୍ୟରେ ଭୋଟ୍‌ ଗ୍ରହଣ ହେବ ଓ ୨୪...

Capture
ବିଜେପୁର ଉପନିର୍ବାଚନ ପାଇଁ ହେଲା ତାରିଖ ଘୋଷଣା

ନୂଆଦିଲ୍ଲୀ: ବରଗଡ଼ ଲୋକସଭା ଆସନ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୨୧ ତାରିଖରେ ବିଜେପୁର ଉପନିର୍ବାଚନ ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଆଜି ଘୋଷଣା କରିଛନ୍ତି। ଏହିଦିନ ଅନ୍ୟ ରାଜ୍ୟଗୁଡ଼ିକର ୬୪ଟି ବିଧାନସଭା ଆସନ...

321
ରାମାୟଣ ଜ୍ଞାନ ଏତେ କମ୍‌ ସୋନାକ୍ଷୀଙ୍କର !

ମୁମ୍ବାଇ: ସୋନାକ୍ଷୀ ସିହ୍ନା ହେଉଛନ୍ତି ବଲିଉଡ୍‌ର ଅନ୍ୟତମ ନାମୀଦାମୀ ଅଭିନେତ୍ରୀ। ସେ ଅନେକ ହିଟ୍ ଫିଲ୍ମରେ କାମ କରିଛନ୍ତି ଓ ନିଜ ଅଭିନୟର ଦକ୍ଷତା ଦେଖାଇଛନ୍ତି। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ମଙ୍ଗଲ୍’ ରିଲିଜ୍ ହୋଇଥିଲା। ତେବେ ଗତକାଲି ‘କୌନ୍ ବନେଗା କୋରଡ୍‌ପତି’ ଶୋ’ରେ ଯୋଗ ଦେଇଥିବା ସୋନାକ୍ଷୀଙ୍କୁ...

12
ଖାଇବା ପରେ ଗାଧୋଇବା କାହିଁକି ସ୍ୱାସ୍ଥ୍ୟ ପକ୍ଷେ ଭଲ ନୁହେଁ ?

ଭୁବନେଶ୍ୱର: ଆମେ ଯାହା ଖା’ନ୍ତି ଓ ପିଅନ୍ତି, ତା’ର ସିଧା ପ୍ରଭାବ ଶରୀର ଉପରେ ପଡ଼େ। ଖାଦ୍ୟପାନୀୟ ଠିକ୍‌ ରହିଲେ, ସ୍ୱାସ୍ଥ୍ୟ ଠିକ୍‌ ରହେ। ଖାଲି ଠିକ୍ ଖାଦ୍ୟପାନୀୟ ଗ୍ରହଣ କଲେ ହବନି, ଏଗୁଡ଼ିକୁ ଠିକ୍ ସମୟରେ ମଧ୍ୟ ଗ୍ରହଣ କରିବା ଜରୁରୀ। ତା’ସହିତ ଏକ ସୁସ୍ଥ ଜୀବନଶୈଳୀକୁ...

t5754
ପାକିସ୍ତାନକୁ ବଡ଼ ଝଟ୍‌କା; ବେଷ୍ଟ ଫ୍ରେଣ୍ଡ୍‌ ଚୀନ୍‌ ଛାଡ଼ିଲା ହାତ

ନୂଆଦିଲ୍ଲୀ; ପାକିସ୍ତାନର ଆର୍ଥିକ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ଏ ନେଇ ଇମ୍ରାନ ସରକାର ଚାପରେ ରହିଛି। ଅନ୍ୟପକ୍ଷେ ଆତଙ୍କବାଦକୁ ନେଇ ଅନ୍ତର୍ଜାତୀୟ ଚାପ ମଧ୍ୟ କମ୍‌ ନୁହେଁ।  ଏସବୁ ଭିତରେ ଇମ୍ରାନ ସରକାରଙ୍କୁ ଏବେ ଆଉ ଏକ ଜୋରଦାର୍‌ ଝଟ୍‌କା ଲାଗିଛି। ଏଇ ଝଟ୍‌କା...

jitendra-1-750x430
ଜିତେନ୍ଦ୍ର ମିଶ୍ରଙ୍କ ‘ଦ ଲାଷ୍ଟ୍ କଲର’କୁ ଦୁଇ ଅନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର: ଟିଟିଲାଗଡ଼ରେ ଜନ୍ମିତ ଓଡ଼ିଆ ପୁଅ ତଥା ଅନ୍ତର୍ଜାତୀୟ ସିନେ ପ୍ରଯୋଜକ ଜିତେନ୍ଦ୍ର ମିଶ୍ରଙ୍କ ଫିଚର ଫିଲ୍ମ ‘ଦ ଲାଷ୍ଟ କଲର’କୁ ଆମେରିକାରେ ଦୁଇଟି ଅନ୍ତର୍ଜାତୀୟ ପୁରସ୍କାର ମିଳିଛି । ଏହି ସିନେମାକୁ ଶ୍ରେଷ୍ଠ ଫିଚର ଫିଲ୍ମ ଏବଂ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ନୀନା...

543234
‘ତେଜସ’ରେ ଉଡ଼ିଲେ ରାଜନାଥ ସିଂହ

ନୂଆଦିଲ୍ଲୀ: ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଲଢ଼ୁଆ ବିମାନ ‘ତେଜସ’ରେ ଆଜି ଉଡ଼ିଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ । ରାଜନାଥ ହେଉଛନ୍ତି ଦେଶର ପ୍ରଥମ ପ୍ରତିରକ୍ଷାମନ୍ତ୍ରୀ ଯିଏ କି ତେଜସରେ ଉଡ଼ିଛନ୍ତି। ସକାଳ ୯ଟା ୫୮ ମିନିଟରେ ବାଙ୍ଗାଲୋରରେ ରାଜନାଥ ସିଂହ ଏହି ଉଡ଼ାଣ ମାରିଥିଲେ। ଆକାଶ ମାର୍ଗରେ ୩୦...

76432
ଏକେ-୪୭ ଧରି ଏମିତି ଧମକ ଦେଲେ ଯୁବତୀ..

ୱାଶିଂଟନ: ଛାତ୍ରଛାତ୍ରୀ ତଥା ଯୁବପୀଢିଙ୍କ ମଧ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି ହିଂସା ମନୋଭାବ। ଏହାର ଅନେକ ଉଦାହରଣ ଆମେ ଶୁଣି ଆସିଛୁ। ଏଠାରେ ଆମେ କହିବାକୁ ଯାଉଥିବା ଘଟଣା ଏହାର ଆଉ ଏକ ପୁନରାବୃତ୍ତି। ତେବେ ଏହି ଅପରାଧର ନାୟିକା ଜଣେ ଯୁବତୀ । ଯୁବତୀ ଜଣକ...

IIT
ଛାତ୍ରଙ୍କ କମାଲ୍‌: ସହରବାସୀଙ୍କ ପାଇଁ ତିଆରି କଲେ ତିନି ଚକିଆ ଇ-ଗାଡି ‘ଦେଶ୍‌ଲା’

କୋଲକାତା:ପରିବେଶ ସୁରକ୍ଷା ପାଇଁ ଛାତ୍ରଙ୍କ ସଫଳ ପ୍ରୟାସ। ତିଆରି କଲେ ପ୍ରଦୂଷଣ ରହିତ ଇ-ଗାଡ଼ି । ଖଡଗପୁର ଆଇଆଇଟିର ୫୦ ଜଣ ଛାତ୍ର ମିଶି ତିଆରି କରିଛନ୍ତି ଏହି ଅଭିନବ ପରିବେଶ ଉପଯୋଗୀ ଯାନ । ଗାଡ଼ିର ନାମ ‘ଦେଶଲା’। ବଜାରେ ଏବେ ଚାଲୁଥିବା ତିନି ଚକିଆ ଅଟୋ...

e-11
ବ୍ୟାନ୍‌ ହେଲା ଇ-ସିଗାରେଟ୍

ନୂଆଦିଲ୍ଲୀ: ବୁଧବାର ଇ-ସିଗାରେଟ୍‌ର ଉତ୍ପାଦନ, ଆମଦାନୀ ଏବଂ ବଣ୍ଟନରେ ବ୍ୟାନ୍‌ ଲଗାଇବାକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହି ନିଷ୍ପତ୍ତି ଘୋଷଣା କରି କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି, ଇ-ସିଗାରେଟ୍‌ ଏବଂ ସେଭଳି ସବୁ ଉତ୍ପାଦ ଲୋକଙ୍କର ବିଶେଷ କରି ଯୁବକମାନଙ୍କର ସ୍ୱାସ୍ଥ୍ୟ ଉପରେ କୁପ୍ରଭାବ ପକାଉଥିବାରୁ କ୍ୟାବିନେଟ୍‌...

8765887
ରାତିରେ ହୋଟେଲ୍‌ରେ ଏ କ’ଣ କରୁଛନ୍ତି ଶିଳ୍ପା !

ମୁମ୍ୱାଇ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟି ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଗୋଟିଏ ଭିଡିଓ ଶେଆର୍‌ କରି ଟ୍ରୋଲର ଶିକାର ହୋଇଛନ୍ତି। ସୋଶାଲ୍‌ ମିଡିଆ ୟୁଜରମାନେ ତାଙ୍କୁ ନିନ୍ଦା କରିବା ସହିତ ବିଭିନ୍ନ ଖରାପ ପ୍ରତିକ୍ରିୟା ଦେଇ ଟ୍ରୋଲ୍‌ କରୁଛନ୍ତି। ଏହି ଭିଡିଓରେ ଶିଳ୍ପା ଏକ ପାର୍ଟିରେ ପ୍ଲେଟ୍ ଭାଙ୍ଗି...

430205-main
ଯମୁନା ବ୍ରିଜର ଶୀର୍ଷକୁ ଚଢିଗଲେ ଯୁବକ, ଓହ୍ଲାଇବା ପାଇଁ ରଖିଲେ ଏମିତି ସର୍ତ୍ତ

ପ୍ରୟାଗରାଜ: ଉତ୍ତର ପ୍ରଦେଶ ପ୍ରୟାଗରାଜର ଜଣେ ଯୁବକ ନୂଆ ଯମୁନା ବ୍ରିଜ ଖୁଣ୍ଟର ଶୀର୍ଷକୁ ଜାତୀୟ ପତାକା ଧରି ଉଠିଯାଇଛନ୍ତି। ଯଦି ଇସ୍ରୋ ବିକ୍ରମ ଲ୍ୟାଣ୍ଡର ସହ ଯୋଗାଯୋଗ କରିବାରେ ବିଫଳ ହେବ ତାହେଲେ ସେ ତଳକୁ ଓହ୍ଲାଇବେ ନାହିଁ ବୋଲି  କହିଛନ୍ତି। ଯୁବକର ନାମ ରଜନୀକାନ୍ତ। ତାଙ୍କ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।