ନୂଆଦିଲ୍ଲୀ: ଶେଷ ମୁହୂର୍ତ୍ତରେ ଚନ୍ଦ୍ରଯାନ-୨ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ଭାଙ୍ଗି ପଡ଼ିଛି ସାରା ଦେଶ। ନିଜର କୋହକୁ ସମ୍ବରଣ କରିପାରି ନାହାନ୍ତି ଇସ୍ରୋ ବୈଜ୍ଞାନିକ। ଏପରି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବେଙ୍ଗାଲୁରୁସ୍ଥିତ ଇସ୍ରୋ ମୁଖ୍ୟାଳୟରେ ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଇସ୍ରୋ ବୈଜ୍ଞାନିକଙ୍କ...
ନୂଆଦିଲ୍ଲୀ:ଚନ୍ଦ୍ରଯାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପୂର୍ବରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଛି। ଏହି ଘଟଣା କେବଳ ଭାରତ ନୁହେଁ, ସାରା ବିଶ୍ୱବାସୀଙ୍କୁ ହତାଶ କରିଛି । ଏପରି ସମୟରେ ମଧ୍ୟ ପାକିସ୍ତାନ ଭାରତ ବିରୋଧରେ ବିଷୋଦ୍ଗାର କରିବାକୁ ଭୁଲିନି। ରାଗ ସୁଝାଇବାକୁ କୌଣସି ସୁଯୋଗ ହାତ ଛଡ଼ା କରିବାକୁ...
ନୂଆଦିଲ୍ଲୀ: ହୋଟେଲରେ କଫି ଆଉ ଚା’ ପିଇବ ଆଉ ବିଲ୍ ୭୮ ହଜାର ୬୫୦ ଟଙ୍କା ! ବାପ୍ରେ ବାପ୍ । ସାମାନ୍ୟ ଚା’ ଓ କଫି ପାଇଁ ଏତେ ମୋଟା ଅଙ୍କର ବିଲ୍ ଦେଖି ଚମକି ଗଲେ ନା। ହେଲେ ଏମିତି ଘଟଣାକୁ ସାମ୍ନା କରିଛନ୍ତି ବଲିଉଡ୍...
ପୁରୀ: ଅଢେଇ ମାସ ଶିଶୁର ମୃତ୍ୟୁକୁ ନେଇ ପୁରୀ ଜିଲ୍ଲା ବ୍ରହ୍ମଗିରିର ରେବଣା ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି । ମୃତଦେହକୁ ଡାକ୍ତରଖାନାର ମୁଖ୍ୟ ଫାଟକରେ ସମ୍ମୁଖରେ ରଖି ଧାରଣାରେ ବସିଛନ୍ତି ମୃତ ଶିଶୁଙ୍କ ପରିବାର ଲୋକେ। ଓଭରଡୋଜ୍ ପୋଲିଓ ଔଷଧ ଏବଂ ଚିକିତ୍ସାରେ ଅବହେଳା ଯୋଗୁ...
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରେ ମାନବାଧିକାର ଉଲ୍ଲଙ୍ଘନ ହେଉଥିବା କହି ସୋଶାଲ ମିଡିଆରେ ଆପତ୍ତି ଜନକ ପୋଷ୍ଟ କରିବା ଜେଏନ୍ୟୁର ପୂର୍ବତନ ଛାତ୍ର ନେତା ଶେହଲା ରସିଦଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଏଥିପାଇଁ ତାଙ୍କ ନାଁରେ ଆଜି ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଦିଲ୍ଲୀ ପୁଲିସ୍ର ସ୍ୱତନ୍ତ୍ର ସେଲ ପକ୍ଷରୁ...
ସିଙ୍ଗାପୁର: ଜିମ୍ୱାୱେର ଫାଉଣ୍ଡିଂ ଫାଦର ବା ପ୍ରତିଷ୍ଠାତା ରବର୍ଟ ମୁଗାବେ ଆଉ ନାହାନ୍ତି। ଦୀର୍ଘ ୩ ଦଶନ୍ଧି ଧରି ଜିମ୍ବାୱେକୁ ଶାସନ କରୁଥିବା ମୁଗାବେ ଆଜି ୯୫ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦେଶର ପ୍ରଥମ ରାଷ୍ଟ୍ରପତି ମୁଗାବେଙ୍କ ଦେହାନ୍ତ ସମ୍ପର୍କରେ ଏବେ ଜିମ୍ବାୱେର ରାଷ୍ଟ୍ରପତି...
ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ଦେଶବାସୀଙ୍କ ହୃଦୟକୁ ଜିତି ନାହାନ୍ତି, ବିଶ୍ୱ ଦରବାରରେ ବି ସେ ନିଜର ମହାନତା ପ୍ରଦର୍ଶନ କରିଛନ୍ତି। ଦୁଇ ଦିନିଆ ରୁଷ ଗସ୍ତରେ ଥିବା ମୋଦି କେମିତି ସମସ୍ତଙ୍କ ହୃଦୟ ଜିତିବାକୁ ସକ୍ଷମ ହୋଇଛନ୍ତି, ତା’ର ଏକ ଭିଡିଓ ଏବେ ସାମ୍ନାକୁ...
ନୂଆଦିଲ୍ଲୀ: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ନୂଆ ଠିକଣା ଏବେ ତିହାର ଜେଲ। ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ ଅଦାଲତ ଚିଦାଙ୍କୁ ସେପ୍ଟେମ୍ବର ୧୯ ଯାଏ ତିହାର ଜେଲକୁ ପଠାଇ ଦେଇଛନ୍ତି। ତେବେ...
ପୁରୀ (ମଧୁସୂଦନ ମିଶ୍ର): ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଘଟଣାରେ ପ୍ରଶାସନ ତୀବ୍ର ବିରୋଧର ସମ୍ମୁଖୀନ ହେଉଥିବାବେଳେ ଆଜି ମୁହଁ ଖୋଲିଛି ଦଇତାପତି ନିଯୋଗ। ଏ ସଂକ୍ରାନ୍ତରେ ଦଇତାପତି ନିଯୋଗ ସମ୍ପାଦକ ଦୁର୍ଗା ଚରଣ ଦାସମହାପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି, କାହାକୁ ଦୁଃଖ ଦେଇ ନୁହେଁ, ସହମତି ଭିତ୍ତିରେ ଏହି...
ନୂଆଦିଲ୍ଲୀ:ମହାକାଶ ଅଭିଯାନ କ୍ଷେତ୍ରରେ ଭାରତ ପାଇଁ ଏକ ଐତିହାସିକ ଦିନ ଆଜି। ଚନ୍ଦ୍ରଯାନ-୨ ଆଜି ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ। ଲାଣ୍ଡିଂ କରିବାର ୩ ଘଣ୍ଟା ପରେ ରୋଭର ପ୍ରଜ୍ଞା ଚନ୍ଦ୍ରରେ ତାର ଯାତ୍ରା ଶୁଭାରମ୍ଭ କରିବ। ଏହି ଯାତ୍ରା ପାଇଁ ଚନ୍ଦ୍ରଯାନ -୨ର ବିକ୍ରମ ଲ୍ୟାଣ୍ଡର ପ୍ରସ୍ତୁତ...
ମୁମ୍ବାଇ: ବଲିଉଡ୍ରେ ପାଦ ଥାପିଛନ୍ତି ସନ୍ନି ଦେଓଲଙ୍କ ପୁଅ କରଣ। ତାଙ୍କ ଡେବ୍ୟୁ ଫିଲ୍ମର ନାଁ ‘ପଲ୍ପଲ୍ ଦିଲ୍ କେ ପାସ୍’। ଏହାର ନିର୍ଦ୍ଦେଶନା ଦେଇଛନ୍ତି ନିଜେ ସନ୍ନି ଦେଓଲ। ଇତିମଧ୍ୟରେ ଫିଲ୍ମର ଟ୍ରେଲର୍ ମଧ୍ୟ ରିଲିଜ୍ ହୋଇଯାଇଛି, ଯାହାକୁ ଦର୍ଶକ ବେଶ୍ ପସନ୍ଦ କରିଛନ୍ତି। ତେବେ ଜାଣିଛନ୍ତି,...
ଚଣ୍ଡିଗଡ: ପଞ୍ଜାବ ଗୁରୁଦାସପୁର ଜିଲ୍ଲାରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ ହୋଇଛି। ଏଥିରେ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। କାରଖାନାର ଦୁଇଟି ଘରେ ୫୦ରୁ ଅଧିକ ଲୋକ ଫଶି ରହିଥିବା ମଧ୍ୟ ସୂଚନା ରହିଛି। ସମସ୍ତ ଆହତଙ୍କୁ ହସ୍ପିଟାଲରେ...
ମେଙ୍ଗାଲୁରୁ: ମୃତ୍ୟୁ କେତେବେଳେ ଏବଂ କେମିତି ଆସିବ, ସେକଥା ହୁଏତ କେହି ଜାଣି ନଥିବେ। ଲାଇଭ ଶୋ’ରେ ଗୀତ ଗାଉଥିବା ବେଳେ ପ୍ରଖ୍ୟାତ କୋଙ୍କଣି କଣ୍ଠଶିଳ୍ପୀ ଜେରୀ ବାଜ୍ଜୋଡିଙ୍କ ମୃତ୍ୟୁ ଘଟିବା ପୁଣିଥରେ ଏହି କଥାକୁ ପ୍ରମାଣିତ କରିଛି। ମଙ୍ଗଳବାର ବିଳମ୍ବିତ ରାତିରେ ୫୧ ବର୍ଷୀୟ ଜେରୀ ବେଜାଇଠାରେ...
ଭୁବନେଶ୍ୱର : ବର୍ଷା ଦିନେ ସାପ କାମୁଡ଼ିବାର ଆଶଙ୍କା ଅଧିକ ଥାଏ। ତେବେ ସାପ କାମୁଡ଼ିଲେ ସଙ୍ଗେ ସଙ୍ଗେ କ’ଣ କରାଯିବା ଉଚିତ୍, ସେ ନେଇ ବହୁତ ଲୋକ ସଚେତନ ନୁହନ୍ତି। ଏ ନେଇ ବହୁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି ଭେଷଜ ବିଶେଷଜ୍ଞ ଡାକ୍ତର ବିଶ୍ୱଜିତ୍ ମହାନ୍ତି। କେଉଁ...
ଭୁବନେଶ୍ୱର: ଏକ ନୂଆ ଠକେଇ। ଠକେଇର ନାଁ କ୍ୟୁ ନେଟ୍ ସ୍କାମ୍ । ଲକ୍ଷ ନୁହେଁ, କୋଟି କୋଟି ଟଙ୍କାର ଏ ଠକେଇ। ୫ ଲକ୍ଷ ଟଙ୍କା ଦିଅ, ୫ ବର୍ଷରେ ୫ କୋଟି ନେବ’- ଏମିତି କହି ଗୁପ୍ତରେ ବିଛା ଚାଲିଛି ଏହି ନେଟ୍ଓ୍ୱର୍କିଂର ମାୟାଜାଲ ।...
ନୂଆଦିଲ୍ଲୀ: ରୁଷିଆ ଭାରତର ବିଶ୍ୱସ୍ତ ବନ୍ଧୁ। ଦୁଇ ଦେଶ ମଧ୍ୟରେ ଥିବା ସମ୍ପର୍କ ପୁରୁଣା। ତିନି ଦିନିଆ ରୁଷିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବ୍ଲାଦିବୋସ୍ତୋକରେ ଏହା କହିଛନ୍ତି। ଆମେ ଅନେକ ସମୟରେ ଦେଖା ହୋଇଛୁ। ଅନେକ ପ୍ରସଙ୍ଗ ବାବଦରେ ଫୋନରେ କଥା ହୋଇଛୁ। ରୁଷିଆ...
ନୂଆଦିଲ୍ଲୀ: ଓଡ଼ିଆ ଆଇଏଫଏସ ଅଫିସର ସିଦ୍ଧାନ୍ତ ଦାସଙ୍କୁ କେନ୍ଦ୍ର ସରକାର ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନ୍ଜିଟି)ର ସଦସ୍ୟ ଭାବେ ନିଯୁକ୍ତ କରିଛନ୍ତି। ଏହି ପଦରେ ସେ ୩ ବର୍ଷ ପାଇଁ କାର୍ଯ୍ୟ କରିବେ। ଏବେ ଭାରତ ସରକାରଙ୍କ ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟ ଅଧୀନରେ ବନ ମହାନିର୍ଦ୍ଦେଶକ ଥିବା...
ଶ୍ରୀନଗର: ସୀମାରେ ଭାରତୀୟ ସେନାକୁ ବଡ଼ ସଫଳତା। କଶ୍ମୀରରେ ଅନୁପ୍ରବେଶ କରିଥିବା ଦୁଇ ଆତଙ୍କବାଦୀକୁ ଗିରଫ କରିଛି ଭାରତୀୟ ସେନା। ଗିରଫ ୨ ଜଣ ଆତଙ୍କବାଦୀ ସଂଗଠନ ଲଶ୍କାର-ଇ-ତଇବାର। ଚିନାର ସେନାର କମାଣ୍ଡର ଲେଫ୍ଟନେଣ୍ଟ ଜେନେରାଲ୍ କେଜିଏସ ଧିଲୋନ୍ ଏବଂ ଜମ୍ମୁ କଶ୍ମୀର ପୁଲିସର ଏଡିଜି ମୁନୀର ଖାନ...
ଶ୍ରୀନଗର: ଜମ୍ମୁ କଶ୍ମୀରରେ ସବୁକିଛି ଠିକଠାକ୍ ନାହିଁ ବୋଲି ମନ୍ତବ୍ୟ ଦେବା ଶ୍ରୀନଗର ମେୟର ଜୁନେଦ୍ ଅଜିମ୍ ମଟ୍ଟୁଙ୍କୁ ମହଙ୍ଗା ପଡ଼ିଛି। ଚିକିତ୍ସା ପାଇଁ ଦିଲ୍ଲୀକୁ ଯାଇ ଫେରିବା ପରେ ଗୃହବନ୍ଦୀ ହୋଇଛନ୍ତି। ସୋମବାର କିଛି ଗଣମାଧ୍ୟମକୁ ଜମ୍ମୁ କଶ୍ମୀର ବାବଦରେ ନିଜର ମନ୍ତବ୍ୟ ଦେଇଥିଲେ ଜୁନେଦ୍ ଅଜିମ୍...
ଶ୍ରୀନଗର: ଅଗଷ୍ଟ ୫ରେ ଧାରା ୩୭୦ ଉଚ୍ଛେଦ ହେବାର ଦୁଇ ଦିନ ପୂର୍ବରୁ କଶ୍ମୀରରେ ଇଣ୍ଟରନେଟ୍, ମୋବାଇଲ ଓ କେବୁଲ୍ ଟିଭି ସେବା ବନ୍ଦ ରହିଛି। ଏବେ କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କୋହଳ ହେବା ପରେ ଜମ୍ମୁ କଶ୍ମୀର ବାସୀ ନିଜ ଅଞ୍ଚଳର ଖବର ଜାଣିବା ପାଇଁ ଆଗ୍ରହ...