ନୂଆଦିଲ୍ଲୀ: ଧାରା ୩୭୦ପ୍ରସଙ୍ଗରେ ପିଟିସନକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ ଆବେଦନକାରୀଙ୍କୁ ଭର୍ତ୍ସନା କରିଥିଲେ। ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗଇଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଆବେଦନ ହୋଇଥିବା ୬ଟି ପିଟିସନ ମଧ୍ୟରୁ ୪ଟିକୁ ତ୍ରୁଟିପୂର୍ଣ୍ଣ...
ମୁମ୍ବାଇ: ପାକିସ୍ତାନ ବାୟୁ ସେନା ପାଇଲଟ୍ଙ୍କ ପୁଅ ତଥା ବଲିଉଡ୍ ଗାୟକ ଅଦ୍ନାନ୍ ସାମି ଏବେ ଖୁବ୍ ଚର୍ଚ୍ଚାରେ। ଏଥର ଚର୍ଚ୍ଚା ତାଙ୍କ ଗୀତକୁ ନେଇ ନୁହେଁ ବରଂ ପାକିସ୍ତାନୀଙ୍କୁ ସେ ଦେଇଥିବା କଡ଼ା ଜବାବ୍ ପାଇଁ । ୩ ବର୍ଷ ହେଲାଣି ସପରିବାରେ ଭାରତରେ ରହୁଛନ୍ତି ଅଦ୍ନାନ୍...
ନୂଆଦିଲ୍ଲୀ: ଗତକାଲି ଭାରତୀୟ ଯବାନ ପାକିସ୍ତାନର ୩ ଯବାନଙ୍କ ମୁଣ୍ଡ ଗଡ଼ାଇଥିଲେ। ଏହାପରେ ପାକିସ୍ତାନ ଦାବି କରିଥିଲା ଯେ ୫ ଭାରତୀୟ ଯବାନ ମଧ୍ୟ ପାକିସ୍ତାନ ସେନାର ଗୁଳିରେ ନିହତ ହୋଇଛନ୍ତି। ପାକିସ୍ତାନର ଏଭଳି ଅଭିଯୋଗକୁ ଭାରତୀୟ ସେନା ଭିତ୍ତିହୀନ କହିବା ସହିତ ଖଣ୍ଡନ କରିଛି। ସୂଚନାଯୋଗ୍ୟ, ଗତକାଲି...
ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ୍ ପ୍ରଧାନମନ୍ତ୍ରୀ ମୋଦି ତଥା ତାଙ୍କ ସରକାରଙ୍କର ଜଣେ ବଡ଼ ସମାଲୋଚକ। ସଂସଦ ଭବନ ହେଉ ବା ଗଣମାଧ୍ୟମ, ମୋଦି ସରକାରଙ୍କ ପ୍ରତ୍ୟେକ ଆର୍ଥିକ ନୀତିକୁ କଡ଼ା ସମାଲୋଚନା କରୁଥିବା ବ୍ୟକ୍ତି କହିଲେ ଚିଦାମ୍ବରମଙ୍କୁ ହିଁ ସମସ୍ତେ ଜାଣନ୍ତି। ହେଲେ ଆଜି ମୋଦିଙ୍କୁ ଭୂରିୟସୀ...
ଇନ୍ଦୋର: ସ୍ୱାଧୀନତା ଦିବସ ପାଳନର ଦୁଇ ଦିନ ପୂର୍ବରୁ ୨୦୧୪ ବର୍ଦ୍ଧମାନ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ଜହିରୁଲ ଶେଖକୁ ଏନଆଇଏ ଗିରଫ କରିବାରେ ସକ୍ଷମ ହୋଇଛି। ଦୀର୍ଘ ବର୍ଷ ଧରି ଜହିରୁଲକୁ ତଦନ୍ତ ଅଧିକାରୀ ଠାବ କରିବାରେ ବିଫଳ ହୋଇଥିବା ବେଳେ ଶେଷରେ ତାକୁ ଗିରଫ...
ବେଙ୍ଗାଲୁରୁ: କର୍ଣ୍ଣାଟକାରେ ବନ୍ୟା ବେଳେ ଏକ ଆମ୍ବୁଲାନ୍ସକୁ ପାଣି ଭିତରେ ରାସ୍ତା ଦେଖାଇ ପୁରସ୍କୃତ ହୋଇଛି ୧୨ ବର୍ଷର ବାଳକ ଭେଙ୍କଟେଶ। ସେ ଏବେ ଷଷ୍ଠ ଶ୍ରେଣୀରେ ପାଠ ପଢ଼ୁଛି। ୭୩ ତମ ସ୍ୱାଧୀନତା ଦିବସ ଅବସରରେ କର୍ଣ୍ଣାଟକାର ରାଇଚୁର ଜିଲ୍ଲା ପ୍ରଶାସନ ଭେଙ୍କଟେଶକୁ ପୁରସ୍କୃତ କରିଛି। ରାଇଚୁର...
ନୂଆଦିଲ୍ଲୀ: ସୋଶାଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ପାଣିରେ ଥିବା ଏକ ବିରାଟ କୁମ୍ଭୀର କେମିତି ଗୋଟିଏ ଝାମ୍ପରେ ତରଭୁଜକୁ ଛିନଛତର କରୁଛି, ତା’ର ଦୃଶ୍ୟ ଏହି ଭିଡିଓରେ ରହିଛି। ଏହି ଭିଡିଓକୁ ଫ୍ଲରିଡାର ସେଣ୍ଟ ଅଗଷ୍ଟାଇନ୍ ଆଲିଗେଟର ଫାର୍ମ ଜୁଅଲଜିକାଲ ପାର୍କ ପକ୍ଷରୁ ଫେସବୁକ୍ରେ...
ନୂଆଦିଲ୍ଲୀ: ଏକ ଐତିହାସିକ ନିଷ୍ପତ୍ତି କ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବା ସିଡିଏସ୍ ପଦ ସୃଷ୍ଟି କରାଯିବ ବୋଲି ଘୋଷଣା କରିଛନ୍ତି। ଏହି ସିଡିଏସ୍ ୩ଟି ସେନା ବାହିନୀର ମୁଖ୍ୟ ଭାବେ କାର୍ଯ୍ୟ କରିବେ ଏବଂ ସମସ୍ତଙ୍କ ମଧ୍ୟରେ ସମନ୍ୱୟ ରକ୍ଷା...
ମୁମ୍ବାଇ: ବରିଷ୍ଠ ଫିଲ୍ମ ଓ ଟିଭି ଅଭିନେତ୍ରୀ ବିଦ୍ୟା ସିହ୍ନା ଆଉ ନାହାନ୍ତି। ପବିତ୍ର ସ୍ୱାଧୀନତା ଦିବସରେ ୭୧ ବର୍ଷୀୟ ବିଦ୍ୟା ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ‘ପତି, ପତ୍ନୀ ଔର ୱ’ ଏବଂ ‘ଛୋଟିସି ବାତ” ଭଳି ଫିଲ୍ମରେ ବିଦ୍ୟା ଅଭିନୟ କରି ଵିପୁଳ ଲୋକପ୍ରିୟତା ହାସଲ...
ନୂଆଦିଲ୍ଲୀ:ବଲିଉଡ୍ ଷ୍ଟାର ଅକ୍ଷୟ କୁମାର, ବିଦ୍ୟା ବାଲାନ ଏବଂ ସୋନାକ୍ଷୀ ସିହ୍ନା ଅଭିନୀତ ଫିଲ୍ମ ମିଶନ ମଙ୍ଗଲ ରିଲିଜ ହୋଇଯାଇଛି। ଫିଲ୍ମରେ ସବୁ କଳାକାର ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଫିଲ୍ମ ରିଲିଜ ପରେ ଅକ୍ଷୟ କୁମାର ଆଉ ବିଦ୍ୟା ବାଲାନଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି, ଯାହାକୁ ଚମକେଇ...
ସମ୍ୱଲପୁର(ସଞ୍ଜୟ ଜେନା): ହୀରାକୁଦ ଡ୍ୟାମରୁ ଆଜି ପର୍ଯ୍ୟାୟ କ୍ରମେ ୧୬ଟି ଗେଟ୍ ଖୋଲାଯାଇଛି। ପ୍ରଥମେ ଜଳଭଣ୍ଡାରର ୨ଟି ଗେଟ୍ ଖୋଲିଥିଲା। ଏହାପରେ ପର୍ଯ୍ୟାୟ କ୍ରମେ ଆଉ ୧୪ଟି ଗେଟ୍ ଖୋଲିଛି। ତେବେ ତଳମୁଣ୍ଡରେ କୌଣସି ବନ୍ୟା ପରିସ୍ଥିତି ଉପୁଜିବ ନାହିଁ ବୋଲି ଜଳସମ୍ପଦ ବିଭାଗ ସଚିବ ପ୍ରଦୀପ କୁମାର...
ଜଳେଶ୍ୱର(ଅଜିତ ଦାସ ): ଜୀବିତ ନାବାଳକକୁ ମୃତ ଘୋଷଣା କଲେ ଡାକ୍ତର। ଏପରି ଅଭିଯୋଗ ଆଣି ଆଜି ବାଲେଶ୍ୱର ଜିଲା ଜଳେଶ୍ୱର ମେଡିକାଲରେ ତୁମୁଳ କାଣ୍ଡ ଘଟାଇଛନ୍ତି ଉତ୍ତ୍ୟକ୍ତ ଲୋକେ। ସେମାନେ ମେଡିକାଲରେ ପଶି ବିଭିନ୍ନ ଆସବାବପତ୍ର ଭଙ୍ଗା ରୁଜା କରିବା ସହ ମୃତ ଘୋଷଣା କରିଥିବା ଡାକ୍ତରଙ୍କ...
ଇସ୍ଲାମାବାଦ: ଧାରା ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଆରମ୍ଭ କରିଥିବା ତା’ର ଭାରତ ବିରୋଧୀ ଅଭିଯାନ ଜାରି ରଖିଛି। ଏହିକ୍ରମରେ ଆଜି ପାକିସ୍ତାନ ସରକାର ଭାରତରେ ପ୍ରଡ୍ୟୁସ ହୋଇଥିବା ସମସ୍ତ ପ୍ରକାରର ବିଜ୍ଞାପନ ଓ ଯେଉଁ ବିଜ୍ଞାପନରେ ଭାରତୀୟ କାଳକାର ଅଭିନୟ କରିଛନ୍ତି, ତା’ ଉପରେ ବ୍ୟାନ୍ ଲଗାଇଛି।...
ନୂଆଦିଲ୍ଲୀ: ପବିତ୍ର ରକ୍ଷା ବନ୍ଧନ ଅବସରରେ ବଲିଉଡ୍ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ ଭାଇ ଇବ୍ରାହିମ୍ ଅଲି ଖାନଙ୍କ ସହ ତାଙ୍କ ପିଲାବେଳର ଫଟୋ ଶେୟାର କରିଛନ୍ତି। ସାରା ଇବ୍ରାହିମ୍ଙ୍କୁ ବେଷ୍ଟ ଭାଇ ବୋଲି କହିବା ସହ ସାରା ଜୀବନ ତାଙ୍କୁ ହଇରାଣ କରିବେ ଏବଂ ସବୁବେଳେ ଏମିତି...
ନୂଆଦିଲ୍ଲୀ: ସବୁବେଳେ ଭାରତ ବିରୋଧୀ ମନ୍ତବ୍ୟ ଦେଇ ସୋଶାଲ୍ ମିଡିଆରେ ଟ୍ରୋଲ୍ ହେଉଥିବା ପାକିସ୍ତାନୀ ଅଭିନେତ୍ରୀ ବୀଣା ମଲିକ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଏଥର ବୀଣା ତାଙ୍କ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ଏକ ଭିଡିଓ ପୋଷ୍ଟ୍ କରିଛନ୍ତି। ଏଥିରେ ସେ ‘ପାକିସ୍ତାନ ଜିନ୍ଦାବଦ୍’ ଓ ‘କଶ୍ମୀର ପାକିସ୍ତାନ’ ହେବ ବୋଲି...
ନୂଆଦିଲ୍ଲୀ: ଅଗଷ୍ଟ ୫ରୁ ଜମ୍ମୁ-କଶ୍ମୀରରୁ ଧାରା ୩୭୦ର ଉଚ୍ଛେଦ ପରେ ଲାଗୁ ହୋଇଥିବା କଟକଣା ଆଜି ମଧ୍ୟ ବଳବତ୍ତର ରହିଛି। ଅର୍ଥାତ ଜମ୍ମୁ-କଶ୍ମୀରରେ ମୋବାଇଲ, ଇଣ୍ଟରନେଟ୍ ଓ ଲ୍ୟାଣ୍ଡଫୋନ୍ ସେବା ବନ୍ଦ ରହିଛି। ତେବେ ଆସନ୍ତାକାଲି ଠାରୁ ଜମ୍ମୁ-କଶ୍ମୀରରେ ଲ୍ୟାଣ୍ଡଫୋନ୍ କାର୍ଯ୍ୟକ୍ଷମ ହେବ ବୋଲି ଜଣାପଡ଼ିଛି। କିନ୍ତୁ ମୋବାଇଲ୍...
ନୂଆଦିଲ୍ଲୀ: ଦୀର୍ଘ ସଂଗ୍ରାମ ପରେ ଭାରତ ତାର ସ୍ୱାଧୀନତା ହାସଲ କରିଥିଲା ୧୯୪୭ ଅଗଷ୍ଟ ୧୫ ତାରିଖରେ। ହେଲେ କିଏ ବାଛିଥିଲା ଏଇ ତାରିଖ ? ଏକଥା ସତ ଯେ, ଭାରତୀୟମାନେ ବାଛି ନ ଥିଲେ ଏହି ତାରିଖ । ବରଂ ବିରୋଧ କରିଥିଲେ। କାରଣ ଏହି ଦିନର...
ନୂଆଦିଲ୍ଲୀ: ପୁଣି ଏକ ଐତିହାସିକ ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ୭୩ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ମୋଦି ସେନା ବାହିନୀ ସମ୍ପର୍କରେ ନିଆଯାଇଥିବା ବଡ଼ ପଦକ୍ଷେପ ବିଷୟରେ ସୂଚନା ଦେଇଛନ୍ତି। ମୋଦିଙ୍କ ଘୋଷଣା ଅନୁଯାୟୀ, ଏଣିକି...
ନୂଆଦିଲ୍ଲୀ:ଦେଶ ଆଜି ପାଳୁଛି ସ୍ୱାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଲାଲ୍କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଉଦ୍ବୋଧନରେ ଧାରା ୩୭୦ ଉପରେ ମତ ଦେଇ କହିଛନ୍ତି, ବିଜେପି ମେଣ୍ଟ ସରକାର କ୍ଷମତାକୁ ୨ୟ ଥର ପାଇଁ ଆସିଲା...
ଇସ୍ଲାମାବାଦ: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ ନେଇ ଆଜି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଭାରତକୁ ଯୁଦ୍ଧ ଧମକ ଦେଇଛନ୍ତି। ଆଜି ପାକିସ୍ତାନ ତା’ର ସ୍ୱାଧୀନତା ଦିବସ ପାଳନ କରୁଛି। ତେବେ ପାକିସ୍ତାନ ଏହି ଦିନଟିକୁ କଶ୍ମୀର ସଲିଡାରିଟି ଡେ’ ଭାବେ ନାମିତ କରିଛି। ଏହି ଅବସରେ ପାକିସ୍ତାନ...