• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

sena
ଭାରତୀୟ ଯବାନଙ୍କ ମାନବିକତା, ପାକିସ୍ତାନକୁ ବଢାଇଲେ ସହାୟତାର ହାତ

ନୂଆଦିଲ୍ଲୀ: ସୀମାନ୍ତରେ ଦୁଇ ଦେଶ ଭାରତ-ପାକିସ୍ତାନ ମୁହାଁମୁହିଁ ସ୍ଥିତିରେ। ପାକିସ୍ତାନର ଆତଙ୍କବାଦୀ କାର୍ଯ୍ୟକଳାପରେ ଅତିଷ୍ଠ ହୋଇପଡ଼ିଲାଣି ଭାରତ। ହାତରେ ବନ୍ଧୁକ ଧରି ଖରା, ବର୍ଷା, ଶୀତରେ ଛିଡ଼ା ହୋଇଛନ୍ତି ଭାରତୀୟ ଯବାନ ପାକ୍‌ ସେନାର ମୁକାବିଲା କରିବା ପାଇଁ। ବନ୍ଧୁକ ହାତରେ ଧରିଲେ ବି ମାନବିକତା ଭୁଲିନାହାନ୍ତି ଭାରତୀୟ...

2
ବାହୁଡ଼ା ଯାତ୍ରା ଦର୍ଶନରେ ମିଳେ ଅଶ୍ଵମେଧ ଯଜ୍ଞର ଫଳ

ପୁରୀ: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଶରଧାବାଲିରେ ଦଣ୍ଡାୟମାନ ତିନି ରଥ । ଆକୁଳ ହୃଦୟରେ ଚାହିଁ ରହିଛନ୍ତି ଭକ୍ତ। କେତେବେଳେ ରଥକୁ ଫେରିବେ ପ୍ରଭୁ। ଶରଧାବାଲିରେ ରଥଟାଣି ଭକ୍ତ ତାଙ୍କର ପ୍ରିୟ ଠାକୁରଙ୍କୁ ନେଇଯିବେ ତାଙ୍କର ନୀଳକନ୍ଦରକୁ। ସେପଟେ କାନ୍ଦୁଛି ପତିତପାବନ ବାନା, ଶ୍ରୀହୀନ ଦିଶୁଛି...

6
ଆଜି ବାହୁଡ଼ା, କେଉଁବାଟେ ଯିବେ ପୁରୀ ଜାଣି ନିଅନ୍ତୁ ରୁଟ୍‌ ଚାର୍ଟ

ପୁରୀ : ଆଜି ବାହୁଡ଼ା। ଏହି ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପୁରୀରେ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ସମୁଦ୍ର ବେଳାଭୂମିଠୁ ନେଇ ବଡ଼ଦାଣ୍ଡ, ଶ୍ରୀମନ୍ଦିର ଆଖପାଖ ଅଞ୍ଚଳ ଓ ସହରର ସବୁ ଗଳିକନ୍ଦିରେ ଛାଇ ଯାଇଛନ୍ତି ଓଡ଼ିଶା ପୁଲିସ୍ ସହ କେନ୍ଦ୍ରୀୟ ଫୋର୍ସ। ଟ୍ରାଫିକ ନିୟନ୍ତ୍ରଣ ପାଇଁ...

77777
ଦେଶର ରାଷ୍ଟ୍ରପତି, ହେଲେ ଜାଣି ନାହାନ୍ତି ଶରୀରରେ କିଡ୍‌ନୀ କେଉଁଠି ଅଛି !

ନୂଆଦିଲ୍ଲୀ: ଜାଣନ୍ତି, ଶରୀରରେ କିଡ୍‌ନୀର ସ୍ଥାନ କେଉଁଠି ? ହାର୍ଟରେ ! କେବେ ଶୁଣିଥିଲେ ? ଏକଥା ଆମେ କହୁନୁ, କହିଛନ୍ତି  ନିଜେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଏଭଳି ଅଦ୍ଭୁତ କଥାଟି ଶୁଣିବା ପରେ ଆପଣ ନିଶ୍ଚୟ ଆଶ୍ଚର୍ଯ୍ୟ ହେଉଥିବେ। କିନ୍ତୁ ଏକଥା ସତ। ସୋଶାଲ ମିଡିଆରେ...

Indira-Jaising-and-Anand-Grover-with-CBI
ବିଦେଶୀ ଫଣ୍ଡିଂ ମାମଲାରେ ଆଇନଜୀବୀ ଇନ୍ଦିରା ଜୟସିଂହ, ଆନନ୍ଦ ଗ୍ରୋଭର

ନୂଆଦିଲ୍ଲୀ: ଦେଶର ପ୍ରତିଷ୍ଠିତ ଆଇନଜୀବୀ ଇନ୍ଦିରା ଜୟସିଂହ ଏବଂ ଆନନ୍ଦ ଗ୍ରୋଭରଙ୍କ ଦିଲ୍ଲୀ ଏବଂ ମୁମ୍ୱାଇ ବାସଭବନରେ ଆଜି ସିବିଆଇ ରେଡ୍ କରିଛି। ଲୟର୍ସ କଲେକ୍ଟିଭ ନାମରେ ଏନଜିଓ ସଂସ୍ଥା ଖୋଲି ଏହି ଦୁଇ ଆଇନଜୀବୀ ବେଆଇନ ଭାବରେ ତାଙ୍କ ସଂସ୍ଥା ପାଇଁ ଟଙ୍କା ଆଣୁଥିବା ଅଭିଯୋଗରେ ସିବିଆଇ...

Antivirus_1555010071939
ସାବଧାନ! ଆପଣଙ୍କ ମୋବାଇଲ୍‌ରେ ଅଜାଣତରେ ଇନ୍‌ଷ୍ଟଲ ହେଉଛି ଭାଇରସ୍‌ ଆପ୍ସ !

ନୂଆଦିଲ୍ଲୀ: ଆପଣଙ୍କ ଆଣ୍ଡ୍ରୋଏଡ୍ ମୋବାଇଲ୍ ଫୋନ୍ କେତେ ସୁରକ୍ଷିତ? ସାଇବର ସିକ୍ୟୁରିଟିର ଏକ ରିପୋର୍ଟ ଆସିବା ପରେ ଆଣ୍ଡ୍ରୋଏଡ ଫୋନର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ଦେଶରେ ପାଖାପାଖି ୧.୫ କୋଟି ଆଣ୍ଡ୍ରୋଏଡ୍ ମୋବାଇଲ୍ ଫୋନ୍ ବ୍ୟବହାରକାରୀ ଅଜାଣତରେ ଭାଇରସ ଆକ୍ରମଣର ଶିକାର ହୋଇଛନ୍ତି ବୋଲି ଚେକ୍ ପଏଣ୍ଟ...

Supreme-Court-
ଅଯୋଧ୍ୟା ଜମି ବିବାଦ ମାମଲା: ମଧ୍ୟସ୍ଥିଙ୍କୁ ଷ୍ଟାଟସ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମି ବିବାଦ ମାମଲାରେ ମଧ୍ୟସ୍ଥତା କରୁଥିବା କମିଟିକୁ ଆଜି ସୁପ୍ରିମକୋର୍ଟ ଷ୍ଟାଟସ ରିପୋର୍ଟ ମାଗିଛନ୍ତି। ୧୮ ତାରିଖ ସୁଦ୍ଧା ମଧ୍ୟସ୍ଥି କମିଟିକୁ ରିପୋର୍ଟ ଦାଖଲ କରିବା ପାଇଁ କୁହାଯାଇଛି। ଏହାପରେ ୨୫ ଜୁଲାଇରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରିବେ। ୧୮ ତାରିଖରେ...

2222222
ସେମିରେ ହାରି ବି ବିଶ୍ୱ କପ୍‌ ଜିତିଯାଇଛି..ଟିମ୍‌ ଇଣ୍ଡିଆକୁ ପ୍ରଶଂସା କରି ଏମିତି କହିଲେ ଅମୀର ଖାନ୍‌

ନୂଆଦିଲ୍ଲୀ:ବିଶ୍ୱକପ୍‌ କ୍ରିକେଟ୍‌ରୁ ଭାରତ ବିଦାୟ ନେଇଛି। ବୁଧବାର ନ୍ୟୁଜ୍‌ଲ୍ୟାଣ୍ଡ ପାଖରୁ ୧୮ ରନ୍‌ରେ ହାରିବା ପରେ ଟିମ୍‌ ଇଣ୍ଡିଆର ବିଶ୍ୱକପ୍‌ ସ୍ୱପ୍ନ ଧୂଳିସାତ ହୋଇଯାଇଛି। ନ୍ୟୁଜଲ୍ୟାଣ୍ଡ ୨୩୯ ରନ୍‌ କରି ଜିତିଥିବାବେଳେ ଭାରତ ୪୯.୩ ଓଭରରେ ୨୨୧ ରନ୍‌ କରି ଅଲ୍‌ ଆଉଟ ହୋଇ ଯାଇଥିଲା। ଟିମ୍‌ ଇଣ୍ଡିଆର...

1111
ଗୋଟିଏ ଭୁଲ୍ ନିଷ୍ପତ୍ତି ପାଇଁ ଧୂଳିସାତ୍ ହୋଇଗଲା ଟିମ୍‌ ଇଣ୍ଡିଆ ବିଶ୍ଵକପ ସ୍ୱପ୍ନ

ଭୁବନେଶ୍ୱର: ଆଇସିସି ବିଶ୍ୱକପ ଆରମ୍ଭରୁ ଭାରତ ଚାମ୍ପିୟନ ହେବାର ପ୍ରବଳ ଦାବିଦାର ଥିଲା। କିନ୍ତୁ ସେମିଫାଇନାଲ ମୁକାବିଲାରେ କିଛି ଭୁଲ ନିଷ୍ପତ୍ତି ଦଳକୁ ମହଙ୍ଗା ପଡିଛି ଓ କ୍ରିକେଟପ୍ରେମୀଙ୍କ ସ୍ୱପ୍ନକୁ ଧୂଳିସାତ୍ କରି ଦେଇଛି। କୋହଲିଙ୍କ ନେତୃତ୍ୱରେ ଖେଳୁଥିବା ଟିମ୍ ଇଣ୍ଡିଆ ଶେଷରେ ନ୍ୟୁଜିଲ୍ୟାଣ୍ଡ ପାଖରୁ ୧୮ ରନରେ...

sssssssssss
ସ୍କୁଲ ଫଳକ ତଳେ ଚାଲିଗଲା ଛାତ୍ରଙ୍କ ଜୀବନ

ବ୍ରହ୍ମପୁର: ସ୍କୁଲର ମଧ୍ୟାହ୍ନ ବିରତି ଚାଲିଥିଲା। ମନଖୁସିରେ ଖେଳୁଥିଲେ ପିଲାମାନେ । ହେଲେ କିଏ ଜାଣିଥିଲା ଏଇ ଖେଳଛୁଟି ୬ଷ୍ଠ ଶ୍ରେଣୀର ଶ୍ୟାମଙ୍କ ପାଇଁ ମୃତ୍ୟୁକୁ ଡାକି ଆଣିବ ବୋଲି ? ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଆଙ୍ଗୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍କୁଲ ଫଳକ ଭାଙ୍ଗି...

ccccccccccccc
ଇଞ୍ଜିନିୟରଙ୍କ କାର୍‌ କାଚ ଭାଙ୍ଗି ଲୁଟିନେଲେ

ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀ ପାସପୋର୍ଟ ଅଫିସ ଆଗରେ ଇଞ୍ଜିନିୟରଙ୍କ କାର ଭାଙ୍ଗି ଲୁଟ୍ । ଦୁର୍ବୃତ୍ତମାନେ ପ୍ରାୟ ୩ ଲକ୍ଷ ଟଙ୍କାର ଅଳଙ୍କାର, ମୋବାଇଲ୍ ଓ ଏଟିଏମ୍ କାର୍ଡ ଲୁଟି ନେଇଛନ୍ତି। ଘଟଣା ଘଟିଛି ବୁଧବାର ମଧ୍ୟାହ୍ନରେ। ନିମାପଡାର ଗୋଟିଏ ପରିବାର ପାସ୍‌ପୋର୍ଟ ଅଫିସକୁ ଆସିଥିଲେ ପୁଅର ପାସପୋର୍ଟ...

download
ବିମାନବନ୍ଦରରୁ ୫ ଲକ୍ଷ ଟଙ୍କାର ସୁନା ଜବତ

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ବୁଧବାର  ବିପୁଳ ପରମାଣର ସୁନା ଜବତ ହୋଇଛି । ଉତ୍ତରପ୍ରଦେଶର ଜଣେ ଯାତ୍ରୀଙ୍କ ଠାରୁ କଷ୍ଟମ ବିଭାଗ ଏହି ସୁନା ଜବତ କରିଛି । ଜବତ ସୁନାର ପରିମାଣ ୧୫୦.୯୨୦ ଗ୍ରାମ ହେବ । ଏହାର ଆନୁମାନିକ ମୂଲ୍ୟ ୫ଲକ୍ଷ ୩୩ହଜାର ୩୫୧ଟଙ୍କା ବୋଲି...

rrrrr
ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ସଦର ଥାନା ତାପଙ୍ଗ ଅଞ୍ଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସଦର ଥାନାରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଛି। ପୁଲିସ୍‌ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତର ନାଁ ଅକ୍ଷୟ ସ୍ୱାଇଁ। ତା...

PO11YM1Tax-saGT25HU31J3jpgjpga
ସେପ୍ଟେମ୍ୱର ଶେଷ ସୁଦ୍ଧା ଭାରତୀୟ ଜମାକାରୀଙ୍କ ସୂଚନା ଦେବ ସ୍ୱିସ୍ ବ୍ୟାଙ୍କ୍!

ନୂଆଦିଲ୍ଲୀ: କଳା ଟଙ୍କା ଉପରେ ମୋଦି ସରକାର ନେଇଥିବା ପଦକ୍ଷେପ ଏବେ ଆହୁରି ପ୍ରଭାବୀ ହୋଇଛି। ସ୍ୱିଜରଲ୍ୟାଣ୍ଡର ସ୍ୱିସ୍ ବ୍ୟାଙ୍କରେ ଥିବା ଭାରତୀୟଙ୍କ ଆକାଉଣ୍ଟ ବାବଦରେ ସ୍ୱିଜରଲ୍ୟାଣ୍ଡ ସରକାର ଭାରତ ସରକାରଙ୍କୁ ସମସ୍ତ ସୂଚନା ଦେବେ। ସେପ୍ଟେମ୍ୱର ସୁଦ୍ଧା ସମସ୍ତ ତଥ୍ୟ ଦେବେ ଏବଂ ଏଥିପାଇଁ ସ୍ୱିଜରଲ୍ୟାଣ୍ଡ ସଂସଦରେ...

802422-nia-asiya
ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପୃକ୍ତି ଅଭିଯୋଗରେ ବିଚ୍ଛିନ୍ନତାବାଦୀ ନେତାଙ୍କ ଘର ସିଲ୍

ନୂଆଦିଲ୍ଲୀ: କଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ଆସିଆ ଅନ୍ଦ୍ରାବୀଙ୍କ ଶ୍ରୀନଗର ଘର ଏନଆଇଏ ଆଜି ସିଲ୍ କରିଛି। ତାଙ୍କ ଘରେ ବେଆଇନ କାମ ଚାଲିଥିବା ଦର୍ଶାଇ ଏନଆଇଏ ଆଜି ରେଡ୍ କରିଥିଲା। ଏହାପରେ ସଂପୃକ୍ତ ଘରକୁ ସିଲ୍ କରିଛି। ଆତଙ୍କବାଦୀ କାର୍ଯ୍ୟକଳାପ ଚାଲୁଥିବା ଦର୍ଶାଇ ଏହି ଘରକୁ ସିଲ୍ କରାଯାଇଛି ବୋଲି...

kumarswami
କର୍ଣ୍ଣାଟକ ରାଜନୀତି: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଇସ୍ତଫା ଦେଇଥିବା ବିଧାୟକ

ବେଙ୍ଗାଲୁରୁ: କର୍ଣ୍ଣାଟକରେ କଂଗ୍ରେସ ଓ ଜେଡିଏସ ବିଧାୟକ ଇସ୍ତଫା ଦେବା ପରେ ଆରମ୍ଭ ହୋଇଛି ରାଜନୀତିକ ନାଟକ।  କର୍ଣ୍ଣାଟକ ବିଜେପିର ପ୍ରମୁଖ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ ୟେଦ୍ଦୁରପ୍ପା ଆଜି ବିଧାନସଭା ବାହାରେ ଦଳୀୟ ବିଧାୟକଙ୍କ ସହ ଧାରଣା ଦେଇଛନ୍ତି। ରାଜ୍ୟରେ ଦେଖାଦେଇଥିବା ରାଜନୀତିକ ସଙ୍କଟ ପାଇଁ...

duti
ଇଂରାଜୀ ପତ୍ରିକାର କଭର୍‌ ପେଜ୍‌ରେ ଦୌଡ଼ରାଣୀ ଦୂତୀ

ଭୁବନେଶ୍ୱର: ଓଡ଼ିଆ ଧାବିକା ତଥା ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କ ଫଟୋ ମହିଳା କୈନ୍ଦ୍ରିକ ଇଂରାଜୀ ପତ୍ରିକା ‘କସ୍‌ମୋପଲିଟାନ୍‌’ର ଜୁଲାଇ ମାସ ସଂସ୍କରଣର ପ୍ରଚ୍ଛଦ ପୃଷ୍ଠାରେ ସ୍ଥାନ ପାଇଛି। କସ୍‌ମୋଇଣ୍ଡିଆ ପକ୍ଷରୁ ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟରେ ଦୂତୀଙ୍କ ଫଟୋ ଥିବା ପ୍ରଚ୍ଛଦ ପୃଷ୍ଠାକୁ ପୋଷ୍ଟ୍ କରାଯାଇଛି। ସଦ୍ୟ ସଂସ୍କରଣର କଭର୍ ପେଜ୍...

333
ଟମାଟର ବିରୋଧରେ ଚାଲିଥିଲା ମକଦ୍ଦମା, ଆଉ ତା ପରେ..

ନ୍ୟୁୟର୍କ: ଲାଲ ଲାଲ୍‌ ଟମାଟର। ଯାହାର ଛୁଆଁରେ ବଦଳି ଯାଏ ତରକାରୀର ସ୍ୱାଦ। ସାଲାଡ୍‌ରେ ପକାଇଲେ ସ୍ୱାଦ ସହ  ତା’ର ସୌନ୍ଦର୍ଯ୍ୟ ବି ବଢିଯାଏ।   ଫାଷ୍ଟଫୁଡ ହେଉ ବା ଦେଶୀ…ବିନା ଟମାଟରରେ ରାନ୍ଧିବାକୁ କହିଲେ ଚିନ୍ତା କରିବାକୁ ପଡ଼ିବ ନିଶ୍ଚୟ। ମୋଟାମୋଟି କହିବାକୁ ଗଲେ, ଟମାଟର କେବଳ ଖାଦ୍ୟର ସ୍ୱାଦକୁ...

22222222222
କଳାଜାଇ ଥିଲା ବୋଲି...ଜନ୍ମବେଳେ ଡାକ୍ତରଖାନାରେ ବଦଳ ହୋଇଯାଇଥାନ୍ତେ ଗାଭାସ୍କର !

ନୂଆଦିଲ୍ଲୀ: ଆଜି ହେଉଛି ସୁନୀଲ ଗାଭାସ୍କରଙ୍କ ଜନ୍ମଦିନ। ୧୯୪୯ ମସିହାରେ ଆଜିର ଦିନରେ ସେ ମୁମ୍ବାଇ (ତତ୍‌କାଳୀନ ବମ୍ବେ)ରେ ଜନ୍ମ ଗ୍ରହଣ କରିଥିଲେ। ‘ସନ୍ନି’ ଓ ‘ଲିଟିଲ୍ ମାଷ୍ଟର’ ନାଁରେ ଜଣାଶୁଣା ଏହି ମହାନ ଖେଳାଳିଙ୍କ ପୂରା ନାଁ- ସୁନୀଲ ମନୋହର ଗାଭାସ୍କର। ତାଙ୍କୁ କ୍ରିକେଟର ‘ନେପୋଲିଅନ’ ବୋଲି...

22222
କାଳିଆ ଯୋଜନାକୁ ବିରୋଧ କଲା ସିପିଆଇ: କହିଲା, ଚାଷ କାମ ପୂର୍ବରୁ ଟଙ୍କା ଦିଅ

ନୀଳଗିରି: ବାଲେଶ୍ୱର ଜିଲ୍ଳା ନୀଳଗିରିରେ ରାଜ୍ୟ ସରକାରଙ୍କ କାଳିଆ ଯୋଜନାକୁ ତୀବ୍ର ବିରୋଧ କରିଛି ସିପିଆଇ। ସଂଗଠନର ଜିଲ୍ଲା ସମ୍ପାଦକ ନିରଞ୍ଜନ ବାରିକଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଆଜି ନୀଳଗିରି ପାର୍ଟି ଅଫିସରୁ ବାହାରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାକୁ ଯାଇଥିଲେ। ସେଠାରେ ସେମାନେ ଗଣଧାରଣା ଦେଇଥିଲେ। ସେମାନେ ଅଭିଯୋଗ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।