ନୂଆଦିଲ୍ଲୀ: ଇଲେକ୍ଟ୍ରିକ୍ ଚାଳିତ ଯାନବାହନକୁ ଲୋକପ୍ରିୟ କରିବା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି କେନ୍ଦ୍ର ସରକାର। ଏଥିପାଇଁ ସଡ଼କ ପରିବହନ ମନ୍ତ୍ରଣାଳୟ ଦୁଇ ଚକିଆ ଗାଡି, କାର ଆଦିରେ ରେଜିଷ୍ଟ୍ରେସନ, ପୁନଃ ରେଜିଷ୍ଟ୍ରେସନ ନିଃଶୁଳ୍କ କରିବା ପାଇଁ ପ୍ରସ୍ତାବ ଦେଇଛି। ୨୦୩୦ ସୁଦ୍ଧା ଦେଶରେ କିଭଳି ଅଧିକରୁ...
ଭୁବନେଶ୍ୱର:ଜାମ୍ମୁ ଓ କାଶ୍ମୀରର ପୁଲଓ୍ୱାମାରେ ଆଇଇଡି ବ୍ଲାଷ୍ଟରେ ସହିଦ ଓଡ଼ିଆ ଯବାନ ଅଜିତ ସାହୁଙ୍କ ପରିବାର ପାଇଁ ୨୫ ଲକ୍ଷ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକବ୍ୟକ୍ତ କରିବା ସହ ଆତଙ୍କବାଦ କାର୍ଯ୍ୟକଳାପକୁ ଦୃଢ ନିନ୍ଦା କରିଛନ୍ତି। ସେପଟେ ଆଜି...
ପାଟନା: ବିହାରରେ କାୟା ବିସ୍ତାର କରି ଚାଲିଛି ଘାତକ ମସ୍ତିଷ୍କ ଜ୍ୱର। ଗତ ତିନି ସପ୍ତାହ ମଧ୍ୟରେ ୧୧୨ ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଶହରୁ ଅଧିକ ଆକ୍ରାନ୍ତ ହୋଇ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଶ୍ରୀକୃଷ୍ଣ ହସ୍ପିଟାଲ୍ରେ ହିଁ ୯୩ ଜଣ...
ଫ୍ରାନ୍ସ: ପ୍ରେମରେ ବିରହ, ବିଚ୍ଛେଦ କିଛି ନୂଆ କଥା ନୁହେଁ। ପ୍ରେମିକପ୍ରେମିକା ପରସ୍ପରଠୁ ଅଲଗା ହୋଇଯିବା, ଅଲଗା ଘର ସଂସାର କରି ତା ଭିତରେ ହଜିଯିବା…. ଏସବୁ ଘଟେ। ହେଲେ ରାବିନ୍ସ-ଜେନିନ ପିୟର୍ସନଙ୍କ ପ୍ରେମ, ବିଚ୍ଛେଦ ଆଉ ମିଳନର କାହାଣୀ ଟିକିଏ ନିଆରା। ଖାଲି ନିଆରା ନୁହେଁ, ରୋମାଣ୍ଟିକ୍ ମଧ୍ୟ।...
ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଅପରାହ୍ନ ସାଢ଼େ ୩ଟାରେ ଫଳ ପ୍ରକାଶ ପାଇବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି। ଚଳିତ ବର୍ଷ କଳାରେ ୨ ଲକ୍ଷ...
କୋଲକାତା: ଲୋକସଭା ନିର୍ବାଚନ ଫଳାଫଳ ପରେ ଅନେକ ତୃଣମୂଳ କଂଗ୍ରେସ ନେତା ଆସି ବିଜେପିରେ ସାମିଲ ହେଉଛନ୍ତି। ଗତକାଲି ମଧ୍ୟ ଟିଏମସିର ୧୨ କାଉନସିଲର ପଦ୍ମ ଧରିଛନ୍ତି। ଏହାକୁ ନେଇ ଟିଏମସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳ ଛାଡ଼ୁଥିବା ନେତାଙ୍କ ଉପରେ ବର୍ଷିଛନ୍ତି। ମମତା କହିଛନ୍ତି...
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକ ଡ଼ାକିଛନ୍ତି। ଏହି ସର୍ବଦଳୀୟ ବୈଠକରେ ମୋଦି ‘ୱାନ୍ ନେସନ, ୱାନ୍ ଇଲେକସନ୍’ ପ୍ରସ୍ତାବ ସମ୍ପର୍କରେ ସବୁ ଦଳଙ୍କ ସହ ଆଲୋଚନା କରି ସେମାନଙ୍କ ମତାମତ ନେବେ। ଏହି ବୈଠକରେ ପ୍ରତି ଦଳର ସଭାପତି ଯୋଗ ଦେବେ। ନଚେତ୍ ତାଙ୍କ ପ୍ରତିନିଧି ପଠାଇ ପାରିବେ।...
ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେସନ୍ରୁ ଉଦ୍ଧାର ହୋଇଛନ୍ତି ୮ ଜଣ ମହିଳା ଶ୍ରମିକ। ଏମାନଙ୍କ ମଧ୍ୟରେ ୩ ଜଣ ନାବାଳିକା ଅଛନ୍ତି। ଏହି ସମସ୍ତ ଶ୍ରମିକଙ୍କ ଘର ରାୟଗଡ଼ା ବ୍ଲକ ଜେମାଦେଇପେଣ୍ଠ ଗାଁରେ ବୋଲି ଜଣାପଡ଼ିଛି। ଆନ୍ଧ୍ରପ୍ରଦେଶ ଓ କେରଳର ବିଭିନ୍ନ ଚିଙ୍ଗୁଡ଼ି ସଂସ୍ଥାକୁ ଏମାନେ କାମ କରିବାକୁ...
ଗାନ୍ଧୀନଗର: ଜଙ୍ଗଲର ରାଜା ସିଂହ ଏବେ ଜଙ୍ଗଲ ଛାଡି ଗାଁ ଦାଣ୍ଡରେ। ଶୁଣି ଆଶ୍ଚର୍ଯ୍ୟ ଲାଗୁଛି ନା ! ତଥାପି କଥାଟା ସତ। ଗୁଜରାଟରେ ଦେଖିବାକୁ ମିଳିଛି ଏପରି ଦୃଶ୍ୟ। ଖାମ୍ବାର ବାରମଣ ଗାଁରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଗାଁରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ଏହି ଫଟୋ...
ଭୁବନେଶ୍ୱର: ଗହୀରମଥାରେ ବିରଳ ଅଲିଭରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକ୍ରିୟା ଏବେ ବି ଜାରି ରହିଛି। ଅଲିଭ ରିଡ଼୍ଲେ ଦୀର୍ଘ ଦୁଇ ମାସ ଧରି ଅଣ୍ଡା ଦେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ବିରଳ ଅଲିଭରିଡଲେ କଇଁଛଙ୍କୁ ସଧାରରତଃ ଅକ୍ଟୋବର ଶେଷ ସପ୍ତାହରେ ଗହୀରମଥା ଉପକୂଳରେ ଦେଖିବାକୁ ମିଳିଥାଏ। ଦୀର୍ଘ ୪...
ନୂଆଦିଲ୍ଲୀ: ଦୀର୍ଘ ୧୪ ବର୍ଷ ପରେ ଅଯୋଧ୍ୟାର ପବିତ୍ର ରାମଜନ୍ମ ଭୂମିରେ ସଂଘଟିତ ଆତଙ୍କବାଦୀ ହମ୍ଲା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ପ୍ରୟାଗରାଜର ସ୍ୱତନ୍ତ୍ର ଅଦାଲତ ଏହି ଘଟଣାରେ ୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଥିବା ବେଳେ ଜଣଙ୍କୁ ପ୍ରମାଣ ଅଭାବରୁ...
ଶ୍ରୀନଗର: “ଆମେ କେବେ ଭୁଲିବୁ ନାହିଁ। ଆମେ କେବେ କ୍ଷମା ଦେବୁ ନାହିଁ”- ଫେବୃଆରୀ ୧୪ ପୁଲୱାମା ହମ୍ଲା ପରେ ସିଆରପିଏଫ୍ ପକ୍ଷରୁ ନିଆଯାଇଥିଲା ଏପରି ଶପଥ। ଆଜି ଶେଷରେ ତାକୁ ପୂରଣ କରାଯାଇଛି। ପୁଲୱାମା ହମ୍ଲାରେ ସାମିଲ ଥିବା ଜଣଙ୍କ ପରେ ଜଣେ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ଖତମ...
ନୂଆଦିଲ୍ଲୀ: ଦୀର୍ଘ ୧୪ ବର୍ଷ ପରେ ଅଯୋଧ୍ୟାର ପବିତ୍ର ରାମଜନ୍ମ ଭୂମିରେ ସଂଘଟିତ ଆତଙ୍କବାଦୀ ହମ୍ଲା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ପ୍ରୟାଗରାଜର ସ୍ୱତନ୍ତ୍ର ଅଦାଲତ ଏହି ଘଟଣାରେ ୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଥିବା ବେଳେ ଜଣଙ୍କୁ ପ୍ରମାଣ ଅଭାବରୁ...