• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

weightlifting_ravikumar
ଡୋପ୍‌ ଟେଷ୍ଟରେ ବିଫଳ ହେବା ପରେ ଓଟିଭିକୁ ପ୍ରତିକ୍ରିୟା ଦେଲେ ରବି କୁମାର

ଭୁବନେଶ୍ୱର: ଡୋପ୍ ଟେଷ୍ଟରେ ବିଫଳ ହେବା ପରେ ଓଡ଼ିଆ ଭାରୋତ୍ତୋଳକ କେ. ରବିକୁମାର ପ୍ରତିକ୍ରିୟା ରଖିଛନ୍ତି। ଓଟିଭିକୁ ଏକ୍ସକ୍ଲୁସିଭ୍‌ ଇଣ୍ଟରଭ୍ୟୁ ଦେଇ ସେ କହିଛନ୍ତି, ଏନେଇ ନାଡା ନିକଟରେ ଅପିଲ କରିବେ। ଯେଉଁ ଉତ୍ପାଦ ସେ ସେବନ କରିଥିଲେ, ତାହା ବ୍ୟାନ୍ ହୋଇଥିବା ନେଇ ତାଙ୍କ ପାଖରେ ସୂଚନା...

s-12
ଛୋଟ ଝିଅକୁ ଏମିତି ବଞ୍ଚାଇଲା ପୋଷା କୁକୁର

ନୂଆଦିଲ୍ଲୀ: ପୋଷା କୁକୁର ଯେ କେତେ ବିଶ୍ୱସ୍ତ ଓ ବୁଦ୍ଧିମାନ ହୋଇଥାଏ, ତା’ର ଆଉ ଏକ ପ୍ରମାଣ ସାମ୍ନାକୁ ଆସିଛି। ସୋଶାଲ୍‌ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ, ଗୋଟିଏ ଜର୍ମାନ ଶେଫର୍ଡ କୁକୁର କେମିତି ଜଣେ ଛୋଟ ଝିଅଟିକୁ ପାଣିରେ ବୁଡ଼ିଯିବାରୁ ରକ୍ଷା କରୁଛି, ତା’ର ଦୃଶ୍ୟ...

train
ଟ୍ରେନ୍‌ ଚକା ତଳୁ ବର୍ତ୍ତିଲେ, ସେହି ଟ୍ରେନ୍‌ ଚଢ଼ି ଘରକୁ ଗଲେ

ଝାରସୁଗୁଡ଼ା: ରଖେ ହରି ତ ମାରେ କିଏ, ଏହି ଉକ୍ତିଟି ଝାରସୁଗୁଡ଼ା ରେଲୱେ ଷ୍ଟେସନରେ ପ୍ରମାଣିତ ହୋଇଛି। ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଅନେକ ଯାତ୍ରୀ। ଘଟଣାଟି ଥିଲା ଏମିତି। ଝାରସୁଗୁଡ଼ା ଷ୍ଟେସନରେ ଟ୍ରେନ ଅଟକିଲା। ଜଣେ ଯାତ୍ରୀ ଷ୍ଟେସନରେ ଓହ୍ଲାଇଲେ ପିଇବା ପାଇଁ। ଚା’ ପିଉଥିଲେ। ହଠାତ୍‌...

Alarnath-Temple
ଅନବସର ବେଳେ କାହିଁକି ଅଲାରନାଥ ଦର୍ଶନ ? ଜାଣନ୍ତୁ..

ଭୁବନେଶ୍ୱର: ଗତକାଲି ଥିଲା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସ୍ନାନ ଯାତ୍ରା। ଅତ୍ୟଧିକ ସ୍ନାନ କରି ପ୍ରବଳ ଜ୍ୱରରେ ପଡ଼ିଛନ୍ତି ତିନି ଠାକୁର। ଏବେ ଅଣସର ଘରେ ଠାକୁରମାନେ ଥିବା ବେଳେ ୧୫ ଦିନ ଯାଏ ତାଙ୍କୁ ଦେଖିବା ମନା। ଜଗନ୍ନାଥ ଦର୍ଶନରୁ ବଞ୍ଚିତ ଭକ୍ତମାନଙ୍କ ସୁଅ ଛୁଟିଛି ଏବେ...

ojee
ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତାକାଲି ଓଜେଇଇ ପରୀକ୍ଷା ଫଳ ପ୍ରକାଶ ପାଇବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ଏହି ରେଜଲ୍ଟ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ଉଭୟ ଅନଲାଇନ ଓ ଅଫଲାଇନ୍‌ରେ ତାଙ୍କର ରେଜଲ୍ଟ ଜାଣିପାରିବେ। ରେଜଲ୍ଟ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚଳିତ ବର୍ଷ...

1560664215-r3_1
ସଲମାନ୍‌ଙ୍କୁ ‘କାଗଜ ବାଘ’ ବୋଲି କହିଲେ ସୋନା ମହାପାତ୍ର

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଗାୟିକା ସୋନା ମହାପାତ୍ର ନିଜର ଅଜବ୍‌ ଅଜବ୍‌ ରାୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ପୁଣି ଥରେ ସଲ୍‌ମାନ୍‌ଙ୍କ ‘ଭାରତ’ ଫିଲ୍ମକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଏଥର ‘ଭାରତ’ ଫିଲ୍ମ ବକ୍ସ ଅଫିସ୍‌ କଲେକ୍ସନ୍‌କୁ ନେଇ ସେ ଏକ ଟ୍ୱିଟ୍‌ କରିଛନ୍ତି।...

bihar-health-minister
ଭାରତ-ପାକିସ୍ତାନ ମ୍ୟାଚ୍‌ର ସ୍କୋର ପଚାରି ଟ୍ରଲ ହେଲେ ବିହାର ସ୍ୱାସ୍ଥ୍ୟମନ୍ତ୍ରୀ

ପାଟନା: ବିହାର ମୁଜାଫରନଗରରେ ବେକାବୁ ହୋଇ ପଡ଼ିଛି ଆକ୍ୟୁଟ ଏନ୍‌ସେଫାଲାଇଟିସ୍‌ ସିଣ୍ଡ୍ରୋମ୍‌ (ଏଇଏସ୍‌)। ଏବେ ଏହି ରୋଗରେ ୧୩୮ରୁ ଅଧିକ ଛୋଟ ପିଲାଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ବିହାର ସ୍ୱାସ୍ଥ୍ୟମନ୍ତ୍ରୀ ମଙ୍ଗଲ ପାଣ୍ଡେ ଏହି ପ୍ରସଙ୍ଗରେ ରବିବାର ଏକ ସାମ୍ୱାଦିକ ସମ୍ମିଳନୀ କରିଥିଲେ। ଯେଉଁଥିରେ ଏମିତି କିଛି...

chashi-1
ମଣ୍ଡିରୁ ଧାନ କିଣିବା ପାଇଁ ମିଲର ଆସୁନାହାନ୍ତି, ଧାରଣାରେ ବସିଲେ ଚାଷୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ମଣ୍ଡିରେ ପଡ଼ି ରହିଛି ଧାନ। ମିଲର ଧାନ କିଣୁ ନଥିବାରୁ ଚାଷୀମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ପ୍ରତିବାଦରେ ଚାଷୀ ରାସ୍ତାରୋକ କରିଛନ୍ତି। ଜିଲ୍ଲାର ଜଲାମୁଣ୍ଡା ମଣ୍ଡି ବାହାରେ ୪୦୦୦ରୁ ଅଧିକ ବସ୍ତା ଧାନ ପଡ଼ି ରହିଛି। ହେଲେ ଧାନ କିଣିବା ପାଇଁ ମିଲର...

837849-yibin-dna
ଚୀନରେ ଭୂମିକମ୍ପ,୧୧ ମୃତ

ବେଜିଂ: ଚାଇନାର ସିଚୁଆନାରେ ଗତକାଲି ଭୂମିକମ୍ପ ହୋଇଛି। ଏଥିରେ ୧୧ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗୋଟିଏ ହୋଟେଲ୍, ଅନେକ ଘର ଭୁଶୁଡି ପଡ଼ିଥିବାବେଳେ ଜାତୀୟ ରାଜପଥରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ଚାଇନା ଆର୍ଥକ୍ୱେକ୍ ସେଣ୍ଟରର ସୂଚନା...

07sld10
୨୦୫୦ ସୁଦ୍ଧା ଜନସଂଖ୍ୟାରେ ଚୀନକୁ ଟପିବ ଭାରତ: ଜାତିସଂଘ

ନୂଆଦିଲ୍ଲୀ:ଜନସଂଖ୍ୟାରେ ଚୀନକୁ ଟପିବ ଭାରତ। ଆଗାମୀ ୮ ବର୍ଷ ମଧ୍ୟରେ ବିଶ୍ୱର ସର୍ବାଧିକ ଜନସଂଖ୍ୟା ରାଷ୍ଟ୍ରରେ ପରିଣତ ହେବ ଭାରତ। ୨୦୫୦ ସୁଦ୍ଧା ଭାରତରେ ଜନସଂଖ୍ୟା ଆହୁରି ୨୭. ୩ କୋଟି ବଢ଼ିବ ବୋଲି ଆକଳନ କରିଛି ଜାତିସଂଘ। ଏଥି ସହିତ ଭାରତ ଚଳିତ ଶତାବ୍ଦୀ ଶେଷ ବେଳକୁ...

weightlifting_ravikumar
ଡୋପ୍ ଟେଷ୍ଟରେ ବିଫଳ ହେଲେ ଓଡ଼ିଆ ୱେଟଲିଫ୍ଟର କେ. ରବିକୁମାର

ଭୁବନେଶ୍ୱର: ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଓଡ଼ିଆ ୱେଟ ଲିଫ୍ଟର କେ. ରବିକୁମାର। ନ୍ୟାସନାଲ ଆଣ୍ଟି ଡୋପିଂ ଏଜେନ୍ସି NADA ଦ୍ୱାରା ହୋଇଥିବା ଡୋପ୍ ଟେଷ୍ଟରେ ରବିକୁମାରଙ୍କ ସମେତ ମୋଟ୍ ୧୯ ଜଣ ଆଥଲେଟ୍  ବିଫଳ ହୋଇଛନ୍ତି । ଗତ ଫେବୃୟାରୀରେ ରବିକୁମାରଙ୍କ ଡୋପ୍ ଟେଷ୍ଟ ହୋଇଥିଲା। ବିଶାଖାପାଟଣାରେ...

rajya-sabha-
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶାର ୩ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନାମାଙ୍କନର ଶେଷ ତାରିଖ ରହିଛି ଜୁନ୍ ୨୫ । ଜୁଲାଇ ୫ରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଭୋଟ୍ ଗ୍ରହଣ ହେବ। ବର୍ତ୍ତମାନ ଓଡ଼ିଶାର ୪ଟି...

monsoon
୨୦ରୁ ୨୨ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !

ଭୁବନେଶ୍ୱର: ଅସହ୍ୟ ଗୁଳୁଗୁଳି ଏବଂ ତାତିରୁ ତ୍ରାହି ମିଳିଛି। ଗତ କିଛି ଦିନ ହେବ ପାଗରେ ପରିବର୍ତ୍ତନ ଆସିଛି। ଯାହା ସୂଚନା ମିଲୁଛି ମୌସୁମୀ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର୍ ବିଶ୍ୱାସଙ୍କ ସୂଚନା ଅନୁଯାୟୀ, ଜୁନ୍ ୨୦ରୁ ୨୨ ଭିତରେ...

sambadika
ପାକ୍‌ ସେନାକୁ ସମାଲୋଚନା କରିବାରୁ ସାମ୍ବାଦିକଙ୍କୁ ହତ୍ୟା

ଇସ୍‌ଲାମାବାଦ: ନିଜର ବ୍ଲଗ ଏବଂ ଖବର ମାଧ୍ୟମରେ ପାକିସ୍ତାନର ଶକ୍ତିଶାଳୀ ସେନା ବାହିନୀକୁ ତାଚ୍ଛଲ୍ୟ କରୁଥିବା ୨୨ ବର୍ଷୀୟ ମହମ୍ମଦ ବିଲାଲ ଖାନ୍‌ଙ୍କୁ ହତ୍ୟା କରାଯାଇଛି। ଜଣେ ବ୍ୟକ୍ତି ତାଙ୍କୁ ଅତ୍ୟନ୍ତ ବୀଭତ୍ସ ଭାବେ ହାଣି ହାଣି ହତ୍ୟା କରିଛନ୍ତି। ମହମ୍ମଦ ନିଜର ବ୍ଲଗ ମାଧ୍ୟମରେ ସର୍ବଦା ପାକ୍‌...

5782a38b9be982addd5c4c726ad15ac1
୨୨ ଯାଏଁ ସ୍କୁଲ ଛୁଟି

ପାଟନା: ବିହାରରେ ଜାରି ରହିଥିବା ପ୍ରବଳ ଖରା ଓ ଲୁ’ ପାଇଁ ସମଗ୍ର ରାଜ୍ୟରେ ସ୍ଥିତି ବିଗିଡ଼ି ଯାଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଲୁ ଯୋଗୁ ଗତ ୩ ଦିନ ମଧ୍ୟରେ ରାଜ୍ୟର ପ୍ରାୟ ୧୮୩ ଜଣଙ୍କ ଜୀବନ ଯାଇଥିବା କୁହାଯାଉଛି। ସେହିପରି ଶହଶହ ଲୋକ ଗ୍ରୀଷ୍ମ...

firing
ଆମେରିକାରେ ୪ ପ୍ରବାସୀ ଭାରତୀୟଙ୍କୁ ହତ୍ୟା

ନ୍ୟୁୟର୍କ: ଆମେରିକାରେ ୪ ପ୍ରବାସୀ ଭାରତୀୟ ହତ୍ୟାର ଶିକାର ହୋଇଛନ୍ତି। ଘର ଭିତରେ ଏହି ହତ୍ୟାକାଣ୍ଡ ହୋଇଛି। ଆମେରିକାର ଆଇଓଓ୍ୱା ରାଜ୍ୟର ଓ୍ୱେଷ୍ଟ ଡେସ ମୋଇନେସରେ ଏହି ଅଭାବନୀୟ ଘଟଣା ଘଟିଛି। ଏ ନେଇ ସ୍ଥାନୀୟ ପୁଲିସ ସୂଚନା ଦେଇଛି। ମୃତକମାନେ ହେଲେ ୪୪ ବର୍ଷୀୟ ଚନ୍ଦ୍ରଶେଖର ସୁନକର,...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।