ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ମମତା ସରକାର ଗତକାଲି ଜୁନିଅର ଡାକ୍ତରଙ୍କ ଆନ୍ଦୋଳନକୁ ଭ୍ରୁକ୍ଷେପ ନକରି ସେମାନଙ୍କୁ ତୁରନ୍ତ କାମରେ ଯୋଗ ଦେବା ପାଇଁ କହିଥିଲେ। ଯଦି ସେମାନେ ଏପରି ନ କରନ୍ତି ତାହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେବେ ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଧମକକୁ ପଶ୍ଚିମବଙ୍ଗର ଆନ୍ଦୋଳନରତ ଜୁନିୟର ଡ଼ାକ୍ତର...
ଅଗରତାଲା: ବିଜେପି ଓ ତୃଣମୂଳ କଂଗ୍ରେସ ମଧ୍ୟରେ ବିବାଦ ଓ ଲଢ଼େଇ ଜାରି ରହିଛି। ଏହାରି ଭିତରେ ତ୍ରିପୁରା ବିଜେପି ମହିଳା ମୋର୍ଚ୍ଚାର ନେତ୍ରୀ ପାପିୟା ଦତ୍ତ ଗତକାଲି ଏକ ଦଳୀୟ ସଭାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମ୍ପର୍କରେ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ପଶ୍ଚିମବଙ୍ଗରେ...
ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଦୁର୍ଘଟଣାଗ୍ରସ୍ତ ବିମାନ AN-୩୨ରେ ଥିବା ୮ କ୍ରିଉ ସଦସ୍ୟ ଏବଂ ୫ ବାୟୁସେନା ଅଧିକାରୀଙ୍କର ମୃତ୍ୟୁ ହୋଇଛି। ଆଜି ଭାରତୀୟ ବାୟୁସେନା ଟ୍ୱିଟ୍ କରି ଏହି ସୂଚନା ଦେଇଛି। ବାୟୁସେନା ଉଲ୍ଲେଖ କରିଛି ଯେ ବିମାନଟି ଦୁର୍ଘଟଣା ହୋଇ ପଡ଼ିଥିବା ସ୍ଥାନରେ ଆଜି ୮...
ପୁରୀ: ମହାପ୍ରଭୁଙ୍କ ଘୋଷଯାତ୍ରା ପ୍ରସ୍ତୁତି ନେଇ ତୃତୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦେବସ୍ନାନ ପୂର୍ଣ୍ଣିମାରୁ ନିଳାଦ୍ରୀ ବିଜେ ସମସ୍ତ ପର୍ବ ପରମ୍ପରାକୁ ସୁରୁଖୁରୁରେ ସମ୍ପାଦନ ଉପରେ ଏହି ବୈଠକରେ ଗୁରୁତ୍ୱ ଦିଆଯାଇଛି । ଆସନ୍ତା ୨୫ ସୁଦ୍ଧା ସବୁ ବିଭାଗ ପ୍ରସ୍ତୁତ ରହିବା ସହ ନିଜ ନିଜର...
ପୁରୀ: ନେପାଳରେ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବିଜୟ କୁମାର ଜେନାଙ୍କ ମୃତଦେହ ଗାଁରେ ପହଞ୍ଚିଛି। ମୃତ ଦେହ ପହଞ୍ଚିବା ପରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଯମୁନା ଗାଁରେ ଶୋକର ଛାୟା ଖେଳି ଯାଇଛି। ଭାରତର ଏକ ତୀର୍ଥଯାତ୍ରୀ ବସ୍ ନେପାଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ...
ଓ୍ଵାଶିଂଟନ୍: ଆମେରିକାର ବୈଦେଶିକ ସଚିବ ତଥା ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ ପୋମ୍ପିୟୋ ଚଳିତମାସ ଶେଷ ଆଡ଼କୁ ଭାରତ ଗସ୍ତରେ ଆସିବେ। ଏହି ଗସ୍ତ ବେଳେ ପ୍ରଧାନମନ୍ତ୍ରୀ ମୋଦି ଓ ନୂଆ ବୈଦେଶିକ ମନ୍ତ୍ରୀ ତଥା ପୂର୍ବତନ ବୈଦେଶିକ ସଚିବ ଏସ. ଜୟଶଙ୍କରଙ୍କୁ ଭେଟିବେ। ହେଲେ ଭାରତ ଆସିବା...
ଭୁବନେଶ୍ୱର: SOG କମାଣ୍ଡାଣ୍ଟ ଅନିରୁଦ୍ଧ ସିଂଙ୍କ ବିରୋଧରେ ଆସିଥିବା ଦୁର୍ବ୍ୟବହାର ଅଭିଯୋଗ ଜଟିଳ ରୂପ ନେଇଛି। ଟ୍ରେନି SI ବିଶ୍ୱଜିତ୍ ବେହେରା ଏପରି ଅଭିଯୋଗ କରି ଅନ୍ଲାଇନ୍ରେ ଚନ୍ଦକା ଥାନାରେ ଫେରାଦ ହୋଇଛନ୍ତି। କମାଣ୍ଡାଣ୍ଟ ଅନିରୁଦ୍ଧ ସିଂହଙ୍କ ବିରୋଧରେ ଅନ୍ଲାଇନ୍ରେ ଚନ୍ଦକା ଥାନାରେ ଏତଲା ଦେଇ ବିଶ୍ୱଜିତ କହିଛନ୍ତି...
ଯାଜପୁର:ସାଧାରଣ ନିର୍ବାଚନ ସରିବା ପରେ ଏବେ ଯାଜପୁର ଦାନଗଦୀ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ରାଜନୈତିକ ବିବାଦ ତେଜିବାରେ ଲାଗିଛି। ଗୋଟିଏ ପଟେ ବିଧାୟକଙ୍କ ସମର୍ଥକ ଗୋଷ୍ଠୀ, ଅନ୍ୟ ପଟେ ବ୍ଲକ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ। ବିଧାୟକଙ୍କ ସମର୍ଥକ ଗୋଷ୍ଠୀ ଅଧ୍ୟକ୍ଷାଙ୍କ ବିରୋଧରେ ଦୁର୍ନୀତି ଓ ପିସି କାରବାର ଅଭିଯୋଗ...
ଲଣ୍ଡନ: ଚଳିତ ବିଶ୍ୱକପରେ ଆଜି ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ମୁକାବିଲା ହେବ। ନଟିଂହ୍ୟାମରେ ହେବାକୁ ଥିବା ଏହି ମ୍ୟାଚରେ କିଏ ବାଜି ମାରିବ ସେ ନେଇ ଉଭୟ ଦେଶର ସମର୍ଥକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିଯାଇଛି। ମ୍ୟାଚର ସବୁଠୁ ବଡ଼ ସସପେନ୍ସ ଭାରତ ଏଯାଏ ଘୋଷଣା କରିନାହିଁ। ଯାହାକୁ...
ଟଣ୍ଟନ: ଚଳିତ ବିଶ୍ୱକପର ୧୭ତମ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ଡିଫେଣ୍ଡିଂ ଚାମ୍ପିଅନ୍ ଅଷ୍ଟ୍ରେଲିଆ ଓ ପାକିସ୍ତାନ। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ସୁଯୋଗ ପାଇଥିବା ଅଷ୍ଟ୍ରେଲିଆ ଡେଭିଡ୍ ୱାର୍ଣ୍ଣରଙ୍କ ଶତକ ଓ କ୍ୟାପଟେନ୍ ଆରୋନ୍ ଫିଞ୍ଚଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ନିର୍ଦ୍ଧାରିତ ୫୦ ଓଭରରେ ସମସ୍ତ ୱିକେଟ୍ ହରାଇ...
କେନ୍ଦ୍ରାପଡ଼ା: ଅସହାୟ ଓ ଗରିବଙ୍କୁ ଘର ଯୋଗାଇ ଦେବା ପାଇଁ ସରକାରଙ୍କ ବିଜୁପକ୍କା ଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରହିଛି। ହେଲେ ଯୋଗ୍ୟ ହିତାଧିକାରୀଙ୍କୁ ଏହି ସବୁ ଯୋଜନାର ଲାଭ ମିଳିପାରୁନାହିଁ। କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ ଏରଡଙ୍ଗ ପଂଚାୟତରେ ଅନେକ ଗରିବ ହିତାଧିକାରୀ ସରକାରୀ ଯୋଜନାରୁ...
ଝାରସୁଗୁଡ଼ା: ଚାଷ ଜମିକୁ ସୁବିଧାରେ ପାଣି ପହଞ୍ଚାଇବା ପାଇଁ ସରକାର ଅନେକ ଜଳସେଚନ ପ୍ରକଳ୍ପ କରିଛନ୍ତି। କିନ୍ତୁ ଝାରସୁଗୁଡ଼ା ଜିଲ୍ଲାର କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଲୋକମାନେ ବିରୋଧ କରି ଲିଖିତ ଅଭିଯୋଗ କରିଛନ୍ତି। ଝାରସୁଗୁଡା କୋଲାବିରା ଅମାତି ନୂଆପଡ଼ାରେ ରହିଛି ରବଡେଗା ନାଳା। ଏହି ନାଳାରେ କ୍ଷୁଦ୍ର ଜଳ...
ଅନୁଗୁଳ: ଅନୁଗୁଳ ଜିଲ୍ଲା ଟିକରପଡ଼ାସ୍ଥିତ ସାତକୋଶିଆ ଗଣ୍ଡରେ ଗୋଟିଏ ପରେ ଗୋଟିଏ ଘଡିଆଳ କୁମ୍ଭୀରଙ୍କର ମୃତ୍ୟୁ ଘଟୁଛି। ଘଡିଆଳଙ୍କ ଏପରି ମୃତ୍ୟୁ ପରିବେଶବିଜ୍ଞାନୀଙ୍କୁ ଚିନ୍ତାରେ ପକାଇଛି। କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଁ ନନ୍ଦନକାନନ କୁମ୍ଭୀର ଗବେଷଣା କେନ୍ଦ୍ରରୁ କିଓ ଘଡିଆଳ ପ୍ରଜାତିର କୁମ୍ଭୀର ଅଣାଯାଇ ଗଣ୍ଡରେ ଛଡ଼ାଯିବାକୁ ଯୋଜନା...
ଭୁବନେଶ୍ୱର: ବିଜେପି ଲୋକସଭା ଏବଂ ରାଜ୍ୟସଭା ପାଇଁ ସଂସଦୀୟ ଦଳର କାର୍ଯ୍ୟନିର୍ବାହୀ କମିଟି ଘୋଷଣା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କମିଟିରେ ଅଧ୍ୟକ୍ଷ ରହିଛନ୍ତି। ସେହିଭଳି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ପୂର୍ବବତ୍ ନିଜ ଦାୟିତ୍ୱ ତୁଲାଇବେ ବୋଲି ଜଣାପଡ଼ିଛି। ସେହିଭଳି କାର୍ଯ୍ୟନିର୍ବାହୀ କମିଟିରେ ଲୋକସଭାରେ ଉପାଧ୍ୟକ୍ଷ...
ମୁମ୍ବାଇ: ବଲିଉଡ୍ର ବିଗ ବି ଅମିତାଭ ବଚ୍ଚନ ପୁଣିଥରେ ସମସ୍ତଙ୍କ ହୃଦୟ ଜିତିଛନ୍ତି। ସେ ଆଜି ବିହାରର ୨୧ ଶହ ଚାଷୀଙ୍କ ପାଇଁ ନିଜ ପକେଟ୍ରୁ ଋଣ ଅର୍ଥ ପୈଠ କରିଛନ୍ତି। ବିହାରର ଏହି ଚାଷୀମାନେ ଦୀର୍ଘ ଦିନରୁ ଋଣ କରିଥିଲେ ହେଁ ଏହାକୁ ଶୁଝି ପାରୁ ନଥିଲେ।...
ନୂଆଦିଲ୍ଲୀ: ୱିକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ ଆହତ ଶିଖର ଧୱନଙ୍କ ବିକଳ୍ପ ଭାବେ ଇଂଲଣ୍ଡ ଗସ୍ତ କରିଛନ୍ତି। ଏଥିପାଇଁ ବିସିସିଆଇ ପନ୍ତଙ୍କୁ ସବୁଜ ସଙ୍କେତ ପ୍ରଦାନ କରିଛି। ତେବେ ଧୱନ୍ ଇଂଲଣ୍ଡରେ ହିଁ ରହିବେ ଏବଂ ବିସିସିଆଇର ମେଡିକାଲ ଟିମ୍ ନଜରରେ ରହିବେ। ପନ୍ତ ଟିମ୍ ଇଣ୍ଡିଆ ସହ...
ବେଙ୍ଗାଲୁରୁ: ରାଜନେତା ଓ ସରକାରମାନେ କେମିତି ଲୋକଙ୍କ ଭାବନା ସହ ଖେଳ ଖେଳନ୍ତି, ତାହା ଏବେ ସାମ୍ନାକୁ ଆସିଛି। କର୍ଣ୍ଣାଟକ ଲୋକସଭା ନିର୍ବାଚନ ପୂର୍ବରୁ କୃଷି ଋଣ ଛାଡ଼ ବାବଦରେ ଚାଷୀଙ୍କ ଆକାଉଣ୍ଟକୁ ରାଜ୍ୟ ସରକାର ଟଙ୍କା ପଠାଇଥିଲେ। ହେଲେ ରାଜ୍ୟରେ କ୍ଷମତାସୀନ କଂଗ୍ରେସ-ଜେଡିଏସ୍ ମେଣ୍ଟ ନୈରାଶ୍ୟଜନକ ପ୍ରଦର୍ଶନ...
ନୂଆଦିଲ୍ଲୀ: ଫୋର୍ବସ୍ ପକ୍ଷରୁ ୨୦୧୯ ବର୍ଷ ପାଇଁ ବିଶ୍ୱର ୧୦୦ ଜଣ ସର୍ବାଧିକ ଆୟକାରୀ ଖେଳାଳିଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏକ ମାତ୍ର ଭାରତୀୟ ଖେଳାଳି ଭାବେ ସ୍ଥାନ ପାଇଛନ୍ତି। ଏହା ସହିତ ସେ ଏଥିରେ ବିଶ୍ୱର ଏକମାତ୍ର କ୍ରିକେଟ୍...