• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

modi
ପାକିସ୍ତାନ ଆକାଶ ମାର୍ଗରେ ଯିବେ ନାହିଁ ମୋଦି

ନୂଆଦିଲ୍ଲୀ: ଜୁନ୍‌ ୧୩ ଓ ୧୪ ତାରିଖରେ କିର୍ଗିସ୍ତାନର ବିଶକେକ୍‌ରେ ଏସ୍‌ସିଓ ସମ୍ମିଳନୀ ଅନୁଷ୍ଠିତ ହେବ। ଏସ୍‌ସିଓର ସମସ୍ତ ସଦସ୍ୟ ରାଷ୍ଟ୍ର ଏଥିରେ ଯୋଗଦେବେ। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସେଠାକୁ ଯିବେ। ଏହି ସମୟରେ ମୋଦିଙ୍କ ସ୍ୱତନ୍ତ୍ର ବିମାନ ପାକିସ୍ତାନର ଆକାଶ ମାର୍ଗରେ କିର୍ଗିସ୍ତାନ ଯିବାର...

144
ଖାସ୍‌ ଦୁଇ ସହଯୋଗୀଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ମୋଦି

ନୂଆଦିଲ୍ଲୀ: ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ନିଜର ଦୁଇ ଖାସ୍ ସହଯୋଗୀଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି। ପ୍ରିନ୍ସପାଲ ସେକ୍ରେଟାରି ନୃପେନ୍ଦ୍ର ମିଶ୍ର ଓ ଅତିରିକ୍ତ ପ୍ରିନ୍ସପାଲ ସେକ୍ରେଟାରି ପି.କେ. ମିଶ୍ରଙ୍କୁ ସେ ପୁଣି ଥରେ ନିଜ ନିଜ ପଦରେ ନିଯୁକ୍ତ କରିଛନ୍ତି। ଉଭୟଙ୍କ ନିଯୁକ୍ତି...

a33-2
ଜଙ୍ଗଲରେ ଖୋଲିଛନ୍ତି ଡାକ୍ତରଖାନା, ତିଆରି କରୁଛନ୍ତି ୫୦୦ ପ୍ରକାର ହର୍ବାଲ ଔଷଧ

ଥିରୁଅନନ୍ତପୁରମ୍‌: ସ୍ମାଟଫୋନ୍‌ ଯୁଗରେ ଆମର ମନେ ରଖିବାର ଶକ୍ତି ଧିରେ ଧିରେ କମି କମି ଯାଉଛି। ଏହି କାମ ଏବେ ଫୋନ୍‌ ଏବଂ ଗୁଗଲ୍‌ କରୁଛି। କିଛି କଥା ମନେ ନ ପଡ଼ିଲେ ଆମେ ଫୋନ୍‌ ନ ହେଲେ ଗୁଗଲ୍‌ ଦେଖୁଛୁ। ହେଲେ ଆମ ଆଜି ଏମିତି ଜଣଙ୍କ...

14
DRDOକୁ ଆଉ ଏକ ସଫଳତା, ଏଚ୍‌ଏସ୍‌ଟିଡିଭିର ସଫଳ ପରୀକ୍ଷଣ

ବାଲେଶ୍ୱର: ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ DRDOକୁ ଆଉ ଏକ ସଫଳତା ମିଳିଛି। ଆଜି ହାଇପରସୋନିକ୍ ଟେକ୍ନୋଲୋଜି ଡେମନଷ୍ଟ୍ରେସନ ଭେଇକ୍ଲ ବା HSTDVର ସଫଳ ପରୀକ୍ଷଣ କରାଯାଇଛି। ଧାମରା ITR ଅବଦୁଲ କାଲାମ ଦ୍ୱୀପର ୪ ନମ୍ବର ଲଞ୍ଚ୍‌ ପ୍ୟାଡ୍‌ରୁ ଏହି ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ସଚିବଙ୍କ ଉପସ୍ଥିତିରେ...

11
ସରିଲା ଚକ ଡେରା କାମ, ଆଜି ଆରମ୍ଭ ହେବ ୩ ରଥର ମୁହାଁଟି ବାଡିଆ

ପୁରୀ: ଜୋରଦାର ଆଗେଇ ଚାଲିଛି ମହାପ୍ରଭୁଙ୍କ ତିନିରଥର ନିର୍ମାଣ କାର୍ଯ୍ୟ। ବିଶ୍ୱକର୍ମା ସେବକ ପରମ୍ପରା ଅନୁଯାୟୀ ରଥ ନିର୍ମାଣ କାମ କରୁଛନ୍ତି । ଚକ ଡେରା ପରେ ଆଜି ୩ ରଥର ମୁହାଁଟି ବାଡିଆ କାମ ଆରମ୍ଭ ହେବ। ସ୍ନାନ ପୂର୍ଣ୍ଣମୀରେ ଚାରିନାହାକା ଉଠିବାର ପରମ୍ପରା ରହିଥିବାରୁ ଭୋଇସେବକ...

vigilance
ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢଉ

ବରଗଡ଼ (ଦୀପକ ଶର୍ମା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ଟଙ୍କଧର ମେହେରଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ତାଙ୍କ ସରକାରୀ ବାସଭବନ ସମେତ ମୋଟ ୫ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ବରଗଡ଼ ଭିଜିଲାନ୍ସ...

11
ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ମାଡ଼ି ଆସୁଛି ବାତ୍ୟା ‘ବାୟୁ’

ନୂଆଦିଲ୍ଲୀ: ସାମୁଦ୍ରିକ ଝଡ଼ ‘ବାୟୁ’ ଭେରି ସିଭିୟର୍‌ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇ ସାରିଛି। ଏହା ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ଗୁଜରାଟ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଶେଷ ଖବର ସୁଦ୍ଧା ଏହା ବର୍ତ୍ତମାନ ଗୋଆଠାରୁ ୪୨୦ କିଲୋମିଟର, ମୁମ୍ବାଇଠାରୁ ୩୨୦ ଏବଂ ଗୁଜରାଟଠାରୁ ୩୪୦କିଲୋମିଟର...

ministers
ଆଜି ମୋଦି ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକ, ପ୍ରସ୍ତୁତ ହେବ ୧୦୦ ଦିନର ରୋଡମ୍ୟାପ୍

ନୂଆଦିଲ୍ଲୀ: ଆଜି ନରେନ୍ଦ୍ର ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳଙ୍କ ବୈଠକ ବସିବ। ଏହି ବୈଠକରେ ନିର୍ବାଚନ ବେଳେ ଦଳ ଜାରି କରିଥିବା ଘୋଷଣାପତ୍ର କିଭଳି ପୂରଣ ହେବ ସେ ନେଇ ମନ୍ତ୍ରିମଣ୍ଡଳକୁ ଅବଗତ କରାଇବେ ପ୍ରଧାନମନ୍ତ୍ରୀ। ଏଥିସହ ୧୦୦ ଦିନର ସ୍ୱତନ୍ତ୍ର ଖସଡ଼ା ପ୍ରସ୍ତୁତ କରିବା ପାଇଁ ମୋଦି କହିବେ।...

bjp-ysr
ଓ୍ୱାଇଏସଆର କଂଗ୍ରେସକୁ ମିଳିପାରେ ଉପ ବାଚସ୍ପତି ପଦ !

ନୂଆଦିଲ୍ଲୀ: ଲୋକସଭାରେ ଉପ ବାଚସ୍ପତି ପଦବୀ ପାଇଁ କେନ୍ଦ୍ରର ଶାସକ ଦଳ ବିଜେପି ଆନ୍ଧ୍ରପ୍ରଦେଶର ଶାସକ ଦଳ ଓ୍ୱାଇଏସଆର କଂଗ୍ରେସ ଉପରେ ନଜର ପକାଇଛି। ଏ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଗତକାଲି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀଙ୍କୁ ବିଜେପି ସାଂସଦ ଜିଭିଏଲ ନରସିମହା ରାଓ ଭେଟିବା...

1_127_0
ଜୁନ୍‌ ୩୦ରେ ମୋଦିଙ୍କ ‘ମନ୍‌ କୀ ବାତ୍‌’

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବହୁ ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ ପୁଣିଥରେ ଆରମ୍ଭ ହେବ। ଚଳିତ ମାସ ଶେଷ ରବିବାର ଅର୍ଥାତ ୩୦ ତାରିଖରୁ ଆରମ୍ଭ ହୋଇ ଏହି କାର୍ଯ୍ୟକ୍ରମ ଯଥାରୀତି ଚାଲୁ ରହିବ। ମୋଦି ପ୍ରଧାନମନ୍ତ୍ରୀ ଭାବରେ ଦ୍ୱିତୀୟ ଥର ଶପଥ ନେବାର...

koraput1
କୋରାପୁଟର ଆମ୍ୱ ଯିବ ଦିଲ୍ଲୀ

କୋରାପୁଟ(ସୂର୍ଯ୍ୟ ପଣ୍ଡା): କୋରାପୁଟର ଆମ୍ବ ଦିଲ୍ଲୀରେ ଜିଲ୍ଲା ପ୍ରଶାସନର ‘ଓରମାସ୍’ ସହାୟତାରେ ସହାୟତାରେ ବିକ୍ରି ହେବ। ଗତକାଲି କୋରାପୁଟ୍‌ର ‘ମଲ୍ଲିକା’ ଓ ‘ଲେଙ୍ଗଡା’ ଆମ୍ବ ଦିଲ୍ଲୀ ବଜାରରେ ବିକ୍ରି ପାଇଁ ଯାଇଛି। ଏହା ନିୟମିତ ଭାବେ କରାଗଲେ ଆମ୍ବ ପାଇଁ ଉଚିତ ମୂଲ୍ୟ ମିଳିବ ବୋଲି ଆମ୍ୱ ଚାଷୀ...

monsoon up
ଆଉ ପାଞ୍ଚ ଦିନ ପରେ ଆସିବ ମୌସୁମୀ !

ଭୁବନେଶ୍ୱର: ଜୁନ୍‌ ୮ରେ କେରଳ ଛୁଇଁଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେବେ ଓଡ଼ିଶା ଛୁଇଁବ, ତା’କୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ତେବେ ଏହି ଅପେକ୍ଷାର ଅନ୍ତ ଖୁବ୍‌ଶୀଘ୍ର ଶେଷ ହେବାକୁ ଯାଉଛି। କାରଣ ଜୁନ୍‌ ୧୬ ସୁଦ୍ଧା ମୌସୁମୀ ଓଡ଼ିଶାରେ ପ୍ରବେଶ କରିବ ବୋଲି ଶିକ୍ଷା...

p-11-1-750x430
ସାହିତ୍ୟ ଅକାଦେମିର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ପୁରସ୍କାର ସହିତ ଘୋଷଣା ହେବ ଚୂଡ଼ାନ୍ତ ପର୍ଯ୍ୟାୟର ବହି ତାଲିକା

ଭୁବନେଶ୍ୱର: ସାହିତ୍ୟ ଅକାଦେମି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ଏଣିକି କେନ୍ଦ୍ର ସାହିତ୍ୟ ଅକାଦେମିର ପୁରସ୍କାର ଘୋଷଣା ସହିତ ଚୂଡ଼ାନ୍ତ ପର୍ଯ୍ୟାୟରେ ଥିବା ପୁସ୍ତକଗୁଡ଼ିକର ନାମ ତାଲିକା ଘୋଷଣା କରାଯିବ। ବିଳମ୍ବରେ ହସ୍ତଗତ ହୋଇଥିବା ଅକାଦେମି ସଚିବ କେ. ଶ୍ରୀନିବାସନ୍‌ଙ୍କ ଏକ ଚିଠିରୁ...

1
ସମୁଦ୍ରରେ ଲୀନ ହେବ ପୋଡମପେଟା !

ବ୍ରହ୍ମପୁର:କୂଳ ଲଂଘୁଛି ସମୁଦ୍ର। ଆଉ ତା ଆଁ ଭିତରେ ପଶି ଯାଉଛି ଗଂଜାମର ପୋଡମପେଟା ଗାଁ । ଗାଁର ଅନେକ ଅଞ୍ଚଳ ଧିରେ ଧିରେ ସମୁଦ୍ର ଗର୍ଭରେ ଲୀନ ହୋଇଗଲାଣି। ‌ତଥାପି କିଛି ଲୋକ ଭିଟାମାଟି ଛାଡ଼ି ଯାଇ ପାରୁନାହାନ୍ତି । କୁଆଡେ ବା ଯିବେ ! ବଙ୍ଗୀୟ...

66
ହାତ ଛାଡ଼ିଲେ କେ. ସୁରିୟା ରାଓ

ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ କେ. ସୁରିୟା ରାଓ ଆଜି କଂଗ୍ରେସ ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ଗତ ବିଧାନସଭାରେ ନିର୍ବାଚନରେ ସେ ପାରଳାଖେମୁଣ୍ଡିରୁ କଂଗ୍ରେସ ପ୍ରାର୍ଥୀ ହୋଇ ପରାଜିତ...

vigilance-56
ଭିଜିଲାନ୍ସ ଜାଲରେ ପରମେଶ୍ୱର

ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ସହକାରୀ ପରିସଂଖ୍ୟାନ ଅଧିକାରୀ ପରମେଶ୍ୱର ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି।  ଭିଜିଲାନ୍ସର ୪ଟି ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ କରିଛି। ବାଲେଶ୍ୱରର ଅଙ୍ଗାରଗାଡ଼ିଆ ବାସଭବନ, ଅଫିସ୍‌ ଓ ଭଦ୍ରକର ବାସୁଦେବପୁରରେ ଚଢ଼ଉ ହୋଇଛି। ଭିଜିଲାନ୍ସ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।