ଭୁବନେଶ୍ୱର: ଲଗାତର ପଞ୍ଚମ ଥର ପାଇଁ କ୍ଷମତାକୁ ଆସିବା ପରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାର କୃଷି ଓ କୃଷକଙ୍କ କଲ୍ୟାଣକୁ ଗୁରୁତ୍ୱ ଦେଇଛି। ଏଥିପାଇଁ ରାଜ୍ୟ ସରକାର ନୂଆ କୃଷି ନୀତି ଆଣିବାକୁ ଯାଉଛନ୍ତି। ୨୦୧୩ର କୃଷି ନୀତି ବଦଳାଇ ଆବଶ୍ୟକତା ଅନୁସାରେ ନୂଆ ନୀତି...
ଲକ୍ଷ୍ନୌ: ଉତ୍ତର ପ୍ରଦେଶ ପୋଲିସ ଦ୍ୱାରା ଗିରଫ ସାମ୍ବାଦିକ ପ୍ରଶାନ୍ତ କନୌଜିଆଙ୍କୁ ଜାମିନ ପ୍ରଦାନ ସହ ତୁରନ୍ତ ଖଲାସ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଆଜି ଏହି ମାମଲାର ଶୁଣାଣି ବେଳେ ସାମ୍ବାଦିକଙ୍କ ଗିରଫଦାରୀକୁ ନିନ୍ଦା କରିବା ସହ ତୁରନ୍ତ ତାଙ୍କୁ ମୁକ୍ତ କରାଯାଉ ବୋଲି ସୁପ୍ରିମକୋର୍ଟ...
ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ନିଖୋଜ ଏନ-୩୨ ବିମାନର ଭଗ୍ନାଂଶ ଠାବ ହୋଇଛି। ଅରୁଣାଚଳ ପ୍ରଦେଶ ସିଅଙ୍ଗ ଜିଲ୍ଲାର ପେୟୁମ ସାର୍କିଲରେ ବାୟୁସେନାର ଏମଆଇ-୧୭ ବିମାନ ଆକାଶ ମାର୍ଗରେ ସର୍ଚ୍ଚ ଅପରେସନ କରୁଥିବା ବେଳେ ନିଖୋଜ ବିମାନର ଭଗ୍ନାଂଶକୁ ଦେଖିବାକୁ ପାଇଛି। ଖୁବଶୀଘ୍ର ଭାରତୀୟ ବାୟୁସେନା ଏ ନେଇ ଏକ...
ହାଇଦ୍ରାବାଦ: ଘର ପାଖ ଦୋକାନରେ ଯଦି ମନ ପସନ୍ଦର ମଦ ନ ମିଳେ ଆପଣ କ’ଣ କରିବେ? ନିଶ୍ଚିତ ଭାବେ ସହରରେ ଥିବା ଅନ୍ୟ ସବୁ ଦୋକାନ୍କୁ ଯିବେ। ଆଉ ସହରରେ ଯଦି ନ ମିଳେ ? କ’ଣ କରିବେ? ଆମେ ହଠାତ୍ କାହିଁ ମଦ ନ ମିଳିବା...
ମୁମ୍ବାଇ: ବଲିଉଡ୍ କୁଇନ୍ କଙ୍ଗନା ରାଣାୱତ ଖୁବ୍ ଶୀଘ୍ର ତାମିଲନାଡ଼ୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳୀତାଙ୍କ ବାୟୋପିକ୍ରେ କାମ କରିବେ। ପୂର୍ବରୁ ଚର୍ଚ୍ଚା ହେଉଥିଲା ଯେ ଏହି ଫିଲ୍ମରେ ଅଭିନେତ୍ରୀ ବିଦ୍ୟା ବାଲାନ୍ ମୁଖ୍ୟ ଭୂମିକାରେ ଅଭିନୟ କରିବେ। ହେଲେ ଏହି ରୋଲ୍ କଙ୍ଗନାଙ୍କ ଝୁଲାରେ କିପରି ଖସିଲା ସେ...
ନୂଆଦିଲ୍ଲୀ: ବିଜେପି ସାଂସଦ ଡାକ୍ତର ବୀରେନ୍ଦ୍ର କୁମାର ହେବେ ୧୭ତମ ଲୋକସଭାର କାମଚଳା ବାଚସ୍ପତି। ଖବର ସରବରାହ ସଂସ୍ଥା ଏଏନଆଇ ଏହି ସୂଚନା ଦେଇଛି। ବୀରେନ୍ଦ୍ର କୁମାର ମଧ୍ୟପ୍ରଦେଶ ଟିକମଗଡର ଲୋକସଭା ସାଂସଦ ଅଟନ୍ତି। ପୂର୍ବରୁ ଚାରିଥର ସାଗର ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ। ସୂଚନାଯୋଗ୍ୟ ଯେ...
କୋଲକାତା: ପଶ୍ଚିମବଙ୍ଗରେ ଥମୁନି ହିଂସା। ଉତ୍ତର-୨୪ ପ୍ରଙ୍ଗଣ ଜିଲ୍ଲାର କାଙ୍କୀନାରାରେ ଆଜି ପୁଣି ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ତେବେ ଏହି ମୃତକମାନେ ଟିଏମସି କର୍ମୀ ବୋଲି ଜଣାପଡ଼ିଛି। ସେହିପରି ରବିବାର ଓ ସୋମବାର ମଧ୍ୟ ବିଜେପି ଓ...
ଭୁବନେଶ୍ୱର: ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଭୟଙ୍କର ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆହୁରି ଦୁଇ ଦିନ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଖରାର ପ୍ରକୋପ ସକାଳ ୮ଟାରୁ ଆରମ୍ଭ ହେଉଛି। ତେଣୁ ସାଧାରଣ ଲୋକମାନେ ଗରମରେ...
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘ଫୋନି’ରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଯାଇଥିବା ପୁରୀ ଜିଲ୍ଲା ପାଇଁ ପ୍ରଥମ ପର୍ଯ୍ୟାୟରେ ୧୯୭ କୋଟି ୫୯ ଲକ୍ଷ ଟଙ୍କା ମଞ୍ଜୁର କରିଛି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ। ‘ଫୋନି’ ପ୍ରକୋପରେ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ପକ୍କା ଓ କଚ୍ଚା ଘର ପାଇଁ ୯୫ ହଜାର...
ଯାଜପୁର(ଅଭୟ ପତି):ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ କଣ୍ଟାବଣିଆ ଗାଁରେ ବିଦ୍ୟୁତ୍ ଆଘାତର ଠିକା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପ୍ରହଲ୍ଲାଦ ଜେନା। ଘର ତାରାକୋଟ ଗାଁରେ। କାଳବୈଶାଖୀ ଯୋଗୁ ଛିଣ୍ଡି ଯାଇଥିବା ବିଦ୍ୟୁତ୍ ତାରକୁ ବିଭାଗ ପକ୍ଷରୁ ଗତକାଲି ମରାମତି ହେଉଥିଲା। ବିଦ୍ୟୁତ୍ ବିଭାଗରେ ଠିକା...
ଶ୍ରୀନଗର: ଜମ୍ମୁ-କଶ୍ମୀରର ଶୋପିଆନରେ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନେ ହେଲେ କୁଲଗାମ ଅଞ୍ଚଳର ଶାୟର ଅହମ ଭଟ୍ଟ ଓ ଶୋପିଆନ ଅଞ୍ଚଳର ଶାକିର ଅହମ୍ମଦ ବଗାୟ। ଏହି ଦୁଇ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଟାର୍ଗେଟ୍ରେ ଥିଲେ।...
ନୂଆଦିଲ୍ଲୀ: ମହିଳାଙ୍କୁ ସମ୍ମାନ ଓ ଜିରୋ ଦୁର୍ନୀତିର ନାରା ଦେଇ ୨୦୧୪ରେ ସରକାରକୁ ଆସିଥିବା ପ୍ରଧାନମନ୍ତ୍ରୀ ଏବେ ଆଉ ପାଦେ ଆଗେଇଛନ୍ତି। ଆୟକର ବିଭାଗର ୧୨ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିବା ପରେ ସେମାନଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି ପ୍ରଧାନମନ୍ତ୍ରୀ। ଯାହାକୁ ନେଇ ମୋଦି ସରକାର ପୁଣି...
ମୁମ୍ବାଇ: ବଲିଉଡ ମହାନାୟକ ଅମିତାଭ ବଚ୍ଚନଙ୍କର ଟ୍ୱିଟର ହ୍ୟାଣ୍ଡେଲ ହ୍ୟାକ୍ ହୋଇଯାଇଛି। ଗତ ସୋମବାର ହ୍ୟାକର ଅମିତାଭଙ୍କର ଟ୍ୱିଟର ଆକାଉଣ୍ଟ ହ୍ୟାକ୍ କରି ପ୍ରୋଫାଇଲ୍ ଫଟୋରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମରାନ୍ ଖାନ୍ଙ୍କ ଫଟୋ ଲଗାଇ ଦେଇଛନ୍ତି। ଏହା ବ୍ୟତୀତ ତାଙ୍କ ବାୟୋ ମଧ୍ୟ ବଦଳାଇ ଦେଇଛନ୍ତି। ଯେଉଁଥିରେ ‘ଲଭ୍...
ମୁମ୍ବାଇ: ସୁପରଷ୍ଟାର୍ ଶାହରୁଖ୍ ଖାନ୍ ଆଦିତ୍ୟ ଚୋପ୍ରାଙ୍କ ବ୍ଲକ୍ବାଷ୍ଟର୍ ହିଟ୍ ସିରିଜ୍ ‘ଧୁମ୍’ର ପାର୍ଟ-୪ରେ ଖଳନାୟକ ଭୂମିକାରେ ଦେଖାଯାଇ ପାରନ୍ତି। ସୋଶାଲ୍ ମିଡିଆରେ ଏହି ବିଷୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଶାହରୁଖ୍ ଧୁମ୍-୪ରେ ଅଭିନୟ କରିବେ ବୋଲି ପୁର୍ବରୁ ମଧ୍ୟ ଚର୍ଚ୍ଚା ଯୋର୍ ଧରିଥିଲା। ପୂର୍ବରୁ ରିଲିଜ୍...