ଜେନେଭା: ବିଶ୍ୱର ୧୮୦ ଦେଶରେ ବ୍ୟାପିଛି କରୋନା। ଦେଢ କୋଟିରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ପାର କରିଗଲାଣି। ଚୀନର ଉହାନ ସହରରୁ ବ୍ୟାପିଥିବା ଏଇ କରୋନା ଭାଇରସ୍ର ପ୍ରକୋପ ଆମେରିକାରେ ସବୁଠାରୁ ବେଶି ଦେଖିବାକୁ ମିଳିଛି। ଏହା ପରେ ବ୍ରାଜିଲ ଏବଂ...
ଜୟପୁର: ରାଜସ୍ଥାନ ରାଜନୈତିକ ସ୍ଥିତି ପ୍ରସଙ୍ଗରେ ସଚିନ ପାଇଲଟ ଓ ତାଙ୍କ ଟିମକୁ ମିଳିଛି ଆଶ୍ୱସ୍ତି । ସଚିନ ଓ ତାଙ୍କର ୧୮ ବିଧାୟକଙ୍କ ବିରୋଧରେ ସୋମବାର ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ଆଦେଶକୁ ଦୃଷ୍ଟିରେ ରଖି ବିଧାୟକମାନଙ୍କୁ...
ବେଙ୍ଗାଲୁର: ଆଜିକାଲି ସୋଶାଲ ମିଡିଆରେ ବ୍ଲାକ୍ ପାନ୍ଥରର ଏକ ଫଟୋ ଖୁବ ଭାଇରାଲ ହୋଇଛି। ଏହି ଫଟୋ କର୍ଣ୍ଣାଟକର କାବିନି ଜଙ୍ଗଲରେ ଉଠାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା, ଏହି ଫଟୋଟିକୁ ଉଠାଇବା ପାଇଁ ଫଟୋଗ୍ରାଫର ଶାଜ୍ ଜଙ୍ଗଙ୍କୁ ୬ ଦିନ ଅପେକ୍ଷା କରିବାକୁ ପଡ଼ିଥିଲା। ସେ ଏହି ଫଟୋକୁ...
ନୂଆଦିଲ୍ଲୀ: କରୋନା ଭାଇରସ ପ୍ରକୋପ ଦିନକୁ ଦିନ ବଢିବାରେ ଲାଗିଛି। ଏପରି ସମୟରେ ଆମକୁ ଗୋଟିଏ ଜିନିଷ ଉପରେ ସବୁଠାରୁ ବେଶି ଧ୍ୟାନ ଦେବାକୁ ହେବ। ଆଉ ତାହା ହେଉଛି ସ୍ୱଚ୍ଛତା। ତେଣୁ ବାହାରୁ କୌଣସି ଜିନିଷ ଆଣିଲେ ତାହାକୁ ପରିଷ୍କାର କରି ଧୋଇବା ଉପରେ ଏବେ ପ୍ରାଥମିକତା...
ପୁଣେ: ଆଗ୍ରହ, ଆନ୍ତରିକ ଉଦ୍ୟମ ଆଉ ନିଷ୍ଠା ପାଖରେ ସବୁ ପ୍ରତିବନ୍ଧକ ହାର ମାନିଥାଏ। କରୋନା ଲକଡାଉନ ସମୟରେ ଅନେକ ଲୋକ ସେମାନଙ୍କର ଜୀବନ ଜୀବିକା ହରାଇଛନ୍ତି। ଦୁଇ ଓଳା ଦୁଇ ମୁଠା ଖାଦ୍ୟ ପେଟକୁ ଯୋଗାଡ କରିବା କଷ୍ଟ ହୋଇ ପଡ଼ିଛି। ଲାଗୁଛି, କରୋନା ଯେମିତି ଆମ ଜୀବନର...
ନୂଆଦିଲ୍ଲୀ: ଅଣାୟତ୍ତ ହେଲାଣି କରୋନା । ଦିନକୁ ଦିନ କରୋନା ମୃତ-ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫୭ ଜଣଙ୍କ ମୃତ୍ୟୁ ଘଟିଲାଣି। ଏହା ସହିତ ଦିନକରେ ୪୮ ହଜାର ୯୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ସାରା ଦେଶରେ ୪...
ଲକ୍ଷ୍ନୌ: ଉତ୍ତରପ୍ରଦେଶର ଗୋଣ୍ଡାରେ ଜଣେ ବ୍ୟବସାୟୀଙ୍କ କୁନି ପୁଅକୁ ଅପହରଣ କରି ନେଇ ଯାଇଥିଲେ ଦୁର୍ବୃତ୍ତ। ଶିଶୁ ପାଇଁ ୪ କୋଟି ଟଙ୍କା ଦାବି କରିଥିଲେ। ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଶିଶୁପୁତ୍ରକୁ ଉଦ୍ଧାର କରିବା ୟୁପି ପୋଲିସ ପାଇଁ ଏକ ଚାଲେଞ୍ଜ ଥିଲା। ଏସ୍ଟିଏଫ...
ଦିଶପୁର: ଉତ୍ତର ପୂର୍ବ ରାଜ୍ୟରେ ବନ୍ୟା ବିତ୍ପାତ ସାଂଘାତିକ ରୂପ ନେଇଛି। ବିଶେଷକରି ଆସାମ ଓ ବିହାରରେ ପ୍ରଳୟଙ୍କରୀ ବନ୍ୟା ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରିଛି। ବନ୍ୟାସ୍ଥିତି ସାଙ୍ଗକୁ ଲଗାଣ ବର୍ଷା ଦୁଇ ରାଜ୍ୟର ସ୍ଥିତିକୁ ଆହୁରି ସଙ୍ଗୀନ କରିଦେଇଛି। ବନ୍ୟାରେ ଆସାମର୨୬ଟି ଜିଲ୍ଲାର ପ୍ରାୟ ଅଢେଇ ହଜାରରୁ...
ନୂଆଦିଲ୍ଲୀ: ବଜାରକୁ ଆସିବ କରୋନା ଆକ୍ରାନ୍ତଙ୍କ ପାଇଁ ଔଷଧ। ଫାର୍ମା କମ୍ପାନି ସିପଲ୍ ପକ୍ଷରୁ ଫାଭିପିରାଭିର୍ ମେଡିସିନକୁ ଖୁବ୍ ଶୀଘ୍ର ବଜାରକୁ ଛଡ଼ାଯିବ। ଏ ନେଇ ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ ପକ୍ଷରୁ ଅନୁମତି ମିଳିଛି। ସିପଲ୍ ପକ୍ଷରୁ ଏହାକୁ ସିପଲେନ୍ଞ୍ଜା ନାଁରେ ବଜାରରେ ଉପଲବ୍ଧ କରାଯିବ।...
ଭୁବନେଶ୍ୱର: କରୋନା ମୁକାବିଲାରେ ଅସ୍ତ୍ର ସାଜିଛି ପ୍ଲାଜ୍ମା ଥେରାପି । ଏଥିଲାଗି ପ୍ଲାଜ୍ମା ଥେରାପି ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୩ଟି ପ୍ଲାଜ୍ମା ବ୍ୟାଙ୍କ ପ୍ରତିଷ୍ଠା କରିବା ପାଇଁ ଯୋଜନା କରୁଛନ୍ତି ସରକାର। କଟକ ଏସ୍ସିବି ମେଡିକାଲ କଲେଜ୍ ଏବଂ...
ଶ୍ରୀନଗର: ସୀମାନ୍ତରେ ସେନା-ସୁରକ୍ଷାବାହିନୀ ମଧ୍ୟରେ ଆଜି ଚାଲିଥିବା ଏନ୍କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଜାମ୍ମୁକାଶ୍ମୀର ଶ୍ରୀନଗର ଉପକଣ୍ଠ ରଣବୀରଗଡ଼ ଅଂଚଳରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ ଯବାନ । ସକାଳ ୮ଟାରୁ ଗୁଳି ବିନିମୟ ଆରମ୍ଭ ହୋଇଥିଲା । ଗୁଳି ବିନିମୟରେ ୨ଆତଙ୍କୀ ନିହତ ହୋଇଥିବାବେଳେ CRPFର...
ଜୟପୁର: ରୋଚକ ମୋଡ ନେଉଛି ରାଜସ୍ଥାନ ରାଜନୀତି। ବିଧାନସଭା ଅଧିବେଶନ ଡାକି ବହୁମତ ସାବ୍ୟସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଚାହୁଁଥିବାବେଳେ ରାଜ୍ୟପାଳ କଲରାଜ ମିଶ୍ର ବିଧାନସଭା ଅଧିବେଶନ ପାଇଁ ଅନୁମତି ଦେଇ ନାହାନ୍ତି। ଏ ନେଇ ପ୍ରତିକ୍ରିୟା ପ୍ରକାଶ କରଛନ୍ତି ଗେହଲଟ। ସେ କହିଛନ୍ତି ‘ମୋ ସୁରକ୍ଷା...
ଭୁବନେଶ୍ୱର: ଫୋନ ପେ‘ ବ୍ୟବହାର କରୁଛନ୍ତି କି ? ତେବେ ସାବଧାନ। ନଚେତ୍ ଅନ୍ଲାଇନ୍ରେ ଆକାଉଣ୍ଟରୁ ଟଙ୍କା ଲୁଟି ନେଇଯିବେ ଲୁଟେରା। ଏମିତି ଜଣେ ପେ’ ପେନ ବ୍ୟବହାରକାରୀଙ୍କୁ ଚକ୍ମା ଦେଇ ଟଙ୍କା ଲୁଟିନେବାକୁ ଯାଉଥିବାବେଳେ ଧରାପଡ଼ିଛନ୍ତି ଅନ୍ଲାଇନ୍ ଲୁଟେରା। ଏଇ ଠକ ଜଣକ ପ୍ରଥମେ ଗ୍ରାହକଙ୍କୁ ଫୋନ...
ମୁମ୍ବଇ: ଅମିତାଭ ବଚ୍ଚନଙ୍କ ପରିବାରରେ କରୋନା ପଶିବା ପରେ ପରେ ତାଙ୍କ ବାସଭବନ ‘ଜଲ୍ସା’କୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା । କରୋନା ପଜିଟିଭା ରିପୋର୍ଟ ଆସିବା ପରେ ବିଗ୍ ବିଙ୍କ ସହ ପୁଅ ଅଭିଷେକ, ବୋହୂ ଐଶ୍ୱର୍ଯ୍ୟା ଏବଂ ନାତୁଣୀ ଆରାଧ୍ୟା ନାନାବତୀ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ...
ଦିଶପୁର:ଆସାମରେ ପ୍ରକୃତିର ତାଣ୍ଡବ । ଚାରିଆଡ଼େ ଖାଲି ପାଣି ଆଉ ପାଣି । ଘରଦ୍ୱାର, ଚାଷ ଜମି ଓ ରାସ୍ତା ଘାଟ ସବୁଠି ପ୍ରକୃତିର ବିଭୀଷିକା । ବହୁ ସଂଖ୍ୟାରେ ଲୋକଙ୍କ ଘର, ଦ୍ୱାର ପାଣିରେ ବୁଡି ରହିଛି । ରାସ୍ତାରେ ୩/୪ ଫୁଟ୍ ଉଚ୍ଚରେ ଲହଡି ଭାଙ୍ଗୁଛି...
ଅପୂର୍ବ ବନ୍ଧୁତ୍ୱ । କେଉଁ ପିଲାବେଳେ ପରସ୍ପରକୁ କଥା ଦେଇଥିଲେ ଆଉ ବାର୍ଦ୍ଧକ୍ୟରେ ସେହି କଥା ରଖିଛନ୍ତି। ପ୍ରମାଣିତ କରି ଦେଇଛନ୍ତି ପ୍ରତିଶ୍ରୁତି କେମିତି ପାଳନ କରାଯାଏ । ଆଉ ଏକଥା ମଧ୍ୟ କହି ଯାଇଛନ୍ତି ସବୁ ମୂଲ୍ୟବାନ ସମ୍ପତ୍ତିଠାରୁ ବନ୍ଧୁତ୍ୱର ମୂଲ୍ୟ କେତେ ଅଧିକ ! ଲଟେରୀରେ...