• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

corona
କରୋନାରେ ଆଖି ବୁଜିଲେ ଯୁବ ଡାକ୍ତର

ନୂଆଦିଲ୍ଲୀ: ଭୟଙ୍କର ହେଉଛି କରୋନା ପ୍ରଭାବ। କରୋନା କବ୍‌ଜାରେ ଦିନକୁ ଦିନ ହଜି ଯାଉଛି ଅନେକ ଜୀବନ। କରୋନାର କରାଳ ରୂପ ନୂଆଦିଲ୍ଲୀକୁ ଥରାଇ ଦେଇଛି।  କରୋନାଭାଇରସ୍ ସଂକ୍ରମଣରେ ରାଜଧାନୀ ଦିଲ୍ଲୀର ଜଣେ ଯୁବ ଡାକ୍ତରଙ୍କ ମୃତ୍ୟୁ ଘଟିଛି । ୨୭ ବର୍ଷୀୟ ଡାକ୍ତର ଜୋଗିନ୍ଦର ଚୌଧରୀ ଗତ...

chambal
ପୁଣି ଫୋକସରେ ଚମ୍ପଲ ଉପତ୍ୟକା

ନୂଆଦିଲ୍ଲୀ: ଦୁର୍ଗମ ଚମ୍ବଲ ଉପତ୍ୟକା।  ଡକାୟତ ଏବଂ ଅପରାଧୀଙ୍କ ଗର୍ଜନରେ ଦିନେ କମ୍ପୁଥିଲା ଏହି ଭୂଖଣ୍ଡ। ଚମ୍ବଲ ନାଁ କହିଲେ ଥରି ଯାଉଥିଲା ଛାତି। ଆଜି ଆଉ ସେଠି ଡାକୟତ ବା ଅପରାଧୀ ଆଡ୍ଡାସ୍ଥଳୀ ନାହିଁ। ତଥାପି ପରିତ୍ୟକ୍ତ ହୋଇ ପଡ଼ିଛି। ଏହି ପରିତ୍ୟକ୍ତ ଜାଗାରେ  ଚାଷ କାର୍ଯ୍ୟ...

national updates
୨୪ ଘଣ୍ଟାରେ ୫୦ ହଜାର କରୋନା ଆକ୍ରାନ୍ତ ଚିହ୍ନଟ, ବଢୁଛି ସୁସ୍ଥ ଲୋକଙ୍କ ହାର

ନୂଆଦିଲ୍ଲୀ: ଭାରତରେ ୧୪ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୪୯ ହଜାର ୯୩୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏଥିସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ୩୫ ହଜାର ୪୫୩କୁ ବୃଦ୍ଧି ପାଇଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ...

uma
ଆସିଲା ଉମା ଭାରତୀଙ୍କ କରୋନା ରିପୋର୍ଟ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ତଥା ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀଙ୍କର ସ୍ୱାବ ଟେଷ୍ଟ ରିପୋର୍ଟ ଆସିଛି। ଏ ନେଇ ନିଜେ ଉମାଭାରତୀ ଟ୍ୱିଟ କରି ସୂଚନା ଦେଇଛନ୍ତି। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କରୋନା ଆକ୍ରାନ୍ତ ହେବା ପରେ ଉମା ଭାରତୀ...

rafel
ଫ୍ରାନ୍ସରୁ ଆସିଲା ରାଫେଲ ଫାଇଟର୍ ଜେଟ୍

ନୂଆଦିଲ୍ଲୀ: ଭାରତକୁ ଆସୁଛି ରାଫେଲ୍ ଫାଇଟର୍ ଜେଟ୍।  ଫ୍ରାନ୍ସରୁ ଉଡାଣ ଆରମ୍ଭ କରିଥିବା ରାଫେଲ ଜେଟ୍‌ ଖୁବ୍‌ ଶୀଘ୍ର ଭାରତରେ ପହଞ୍ଚିବ। ୫ଟି ରାଫେଲ ଫାଇଟର ଏୟାର୍ କ୍ରାଫ୍ଟ ଆଜି ଫ୍ରାନ୍ସର ମେରିଗନାକରୁ ବାହାରିଛି।  ମେରିଗନାକ୍‌ରେ ଫ୍ରାନ୍ସ ଅଧିକାରୀଙ୍କ ସହ ବାୟୁ ସେନା ଅଧିକାରୀ, ଭାରତୀୟ ରାଷ୍ଟ୍ରଦୂତଙ୍କ ଆଲୋଚନା...

Capture
ଭାଗ୍ୟ ବଦଳାଇ ଦେଲେ ସୋନୁ; କାନ୍ଧରେ ଲଙ୍ଗଳ ଟାଣୁଥିବା ୨ ଭଉଣୀଙ୍କୁ ଦେଲେ ଟ୍ରାକ୍ଟର

ଅମରାବତୀ: ରିଲ୍ ଲାଇଫରେ ଭିଲିଆନ୍।  ହେଲେ ରିୟଲ୍ ଲାଇଫ୍‌ରେ ରିୟଲ ହିରୋ ହେଉଛନ୍ତି ସୋନୁ ସୁଦ୍‌। ବଲିଉଡ୍ ଅଭିନେତା ସୋନୁ ସୁଦ୍‌ଙ୍କ ପାଇଁ ଏବେ ସାରା ଦେଶରୁ ଆସୁଛି ଏଭଳି ପ୍ରଶଂସା। ଆନ୍ଧ୍ରପ୍ରଦେଶ ଚିତୋର୍ ଜିଲ୍ଲାର ନାଗେଶ୍ୱର ରାଓଙ୍କ ଚାଷ ଜମିର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା। ...

tmc
ଟିଏମସି କେନ୍ଦ୍ରରେ ବାପା-ପୁଅ ପାଳିଲେ ଜନ୍ମଦିନ

ଭଦ୍ରକ: ଏକ ସଙ୍ଗେ ଜନ୍ମଦିନ ପାଳନ କଲେ ବାପା ପୁଅ । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ଓଡ଼ଙ୍ଗ ଟିଏମସିରେ ଏଭଳି ଜନ୍ମଦିନ ପାଳନ ହେଉଥିବାର ଦେଖିବାକୁ ମିଳିଛି । ରାମପୁର ପଞ୍ଚାୟତ ଓହାସପୁର ଗ୍ରାମର ରାଜେଶ ସାହୁ ନିଜ ପରିବାର ସହ ବାଙ୍ଗାଲୋରରେ ରହୁଥିଲେ । ସେ...

doctor
ଚୀନ୍‌ ସରକାରଙ୍କ ମୁଖା ଖୋଲିଲେ ଖୋଦ ଚୀନ୍‌ ଡାକ୍ତର !

ବେଜିଂ: ଖୋଲିଲା ଚାଇନାର ମୁଖା । ଆମେରିକା, ଅଷ୍ଟ୍ରଲିଆ ସମେତ ଅନେକ ରାଷ୍ଟ୍ର ଚାଇନା ବିରୋଧରେ କରୋନା ଭାଇରସ୍‌ର ଉତ୍ପତି ଏବଂ ତତ୍‌ଜନିତ ତଥ୍ୟ ଲୁଚାଇବା ଅଭିଯୋଗ ଆଣିଥିଲେ। ହେଲେ ଚୀନ୍‌ ସରକାର ଏହାକୁ ଖଣ୍ଡନ କରି ଆସୁଥିଲେ। ଏବେ ଚାଇନାର ଜଣେ ଡାକ୍ତର ଏହି ବିବାଦ ଉପରୁ...

pervej
ଆଉ ନାହାନ୍ତି ଆକ୍ସନ ଡାଇରେକ୍ଟର ପରଭେଜ୍‌ ଖାନ୍

ମୁମ୍ବାଇ:ବଲିଉଡ୍‌ ପାଇଁ ଅଶୁଭ କି ୨୦୨୦ ? କାରଣ ଗୋଟିଏ ବର୍ଷରେ ଅନେକ କଳାକାରଙ୍କୁ ହରାଇଲାଣି ବଲିଉଡ୍‌। ଏବେ ବଲିଉଡ୍‌ର ଆକ୍ସନ ଡାଇରେକ୍ଟର ପରଭେଜ୍‌ ଖାନ୍‌ଙ୍କର ପରଲୋକ ହୋଇ ଯାଇଛି। ମାତ୍ର ୫୫ ବର୍ଷ ବୟସରେ ସୋମବାର ପରଭେଜ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ୧୯୮୬ ମସିହାରୁ...

gold
ରେକର୍ଡ ଭାଙ୍ଗିଲା ସୁନା ଦର, ଦ୍ୱିଗୁଣା ହେଲା ରୂପା

ଭୁବନେଶ୍ୱର: ହୁ ହୁ ହୋଇ ବଢ଼ୁଛି ସୁନା ଦର।  ୧୦ ଗ୍ରାମକୁ ହେଲାଣି ୫୨ ହଜାର ଟଙ୍କା । ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ପ୍ରଥମ ଥର ପାଇଁ ସୁନା ଦାମ୍ ୫୨ ହଜାର ହୋଇଛି। ସାଧାରଣତଃ କମୋଡିଟି ଏକ୍ସଚେଞ୍ଜ ତୁଳନାରେ ରିଟେଲ ମାର୍କେଟରେ ସୁନା ଓ ରୂପା ଦର...

cinbd
ରାଜ୍ୟରେ ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ...

ankita
ସୁଶାନ୍ତଙ୍କ ମୃତ୍ୟୁ ପରେ ପ୍ରଥମ ଥର ପାଇଁ ଘରୁ ବାହାରିଲେ ଅଙ୍କିତା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ସୁଶାନ୍ତ ସିଂ ରାଜପୁତ୍‌ ଯିବାର ଇତି ମଧ୍ୟରେ ଦେଢମାସ ବିତି ଗଲାଣି। ଜୁନ୍‌ ୧୪ ତାରିଖ ତାଙ୍କର ବାନ୍ଦ୍ରା ସ୍ଥିତ ଘରେ ସୁଶାନ୍ତଙ୍କ ମୃତ ଦେହ ଉଦ୍ଧାର କରାଯାଇଥିଲା। ସୁଶାନ୍ତଙ୍କ ମୃତ୍ୟୁରେ ଭାଙ୍ଗି ପଡ଼ିଥିଲେ ତାଙ୍କର ଏକ୍ସ ଗର୍ଲ ‍ଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ। ସୁଶାନ୍ତଙ୍କ ଅକସ୍ମାତ ମୃତ୍ୟୁ...

india corona
ଦେଶରେ କରୋନା ସ୍ଥିତି; ୪୭ ହଜାର ନୂଆ ରୋଗୀ ଚିହ୍ନଟ

ନୂଆଦିଲ୍ଲୀ: କରୋନା ଚିନ୍ତା ବଢାଉଥିବାବେଳେ ଏବେ ନଜରକୁ ଆସିଛି ଏକ ଖୁସି ଖବର। ଦିନକୁ ଦିନ କରୋନା ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବାବେଳେ  ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି।  ଏବେ ଯାଏ ଦେଶରେ ମୋଟ୍ ୬୪ ଦଶମିକ ୨୩ ପ୍ରତିଶତ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି...

china
କରୋନା ଟିକା ଯୋଗାଇବା ନାଁରେ ଏହି ରାଷ୍ଟ୍ରମାନଙ୍କୁ ନିଜ ସପକ୍ଷକୁ ଆଣିବାକୁ ଚେଷ୍ଟା କରୁଛି ଚୀନ

ବେଜିଂ:କରୋନାକୁ ନେଇ ଆମେରିକା, ଅଷ୍ଟ୍ରେଲିଆ, ଭାରତ ତଥା ଅନ୍ୟାନ୍ୟ ରାଷ୍ଟ୍ର ଚୀନକୁ ଦୋଷ ଦେଉଛନ୍ତି। ଆନ୍ତର୍ଜାତିକ ସ୍ତରରେ ପ୍ରମୁଖ ରାଷ୍ଟ୍ର ସହ ସମ୍ପର୍କ ବିଗିଡିବା ତଥା ଦକ୍ଷୀଣ ଚୀନ ସାଗରରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦେଖିବା ପରେ ଏବେ ଚୀନ ତାହାର ରଣନୀତି ବଦଳାଇଛି। ପାକିସ୍ତାନ, ନେପାଳ, ଆଫଗାନିସ୍ତାନକୁ ନିଜ...

mayabati
କଂଗ୍ରେସ ଉପରେ ବର୍ଷିଲେ ମାୟାବତୀ, କହିଲେ-‘ଚୋରି କରି ଦୋଷ ଲଦୁଛି’

ଜୟପୁର: ରାଜସ୍ଥାନ ରାଜନୀତି ଦିନକୁ ଦିନ ରୋଚକ ମୋଡ ନେଉଛି। କଂଗ୍ରେସର ଦଳୀୟ ବିବାଦକୁ ନେଇ ଏବେ ମୁହଁ ଖୋଲିଛନ୍ତି ବିଏସ୍‌ପି ମୁଖ୍ୟ ମାୟାବତୀ। କ୍ଷମତା ବିବାଦକୁ ନେଇ କଂଗ୍ରେସ ଉପରେ ପ୍ରବଳ ବର୍ଷିଛନ୍ତି ମାୟାବତୀ। ଚୋରି କରି କଂଗ୍ରେସ ପାଲଟା ଦୋଷ ଲଦୁଛି ବୋଲି ଗେହଲଟ ସରକାରକୁ...

Capture
ଜନ୍ମ ନେଲେ ‘ଦୀପା ସାହୁ’

ଭୁବନେଶ୍ୱର: ଆଲବମ୍‌ ଦୁନିଆର ଚୁଲ୍‌ବୁଲି ନାୟିକା ଦୀପା ସାହୁ ଆଉ ନାହାନ୍ତି।  ଦୀର୍ଘଦିନ ଧରି କ୍ୟାନ୍ସର ସହ ଲଢିବା ପରେ ଗତକାଲି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀପାଙ୍କ ବିୟୋଗରେ ଆଲବମ୍‌ କଳାକାରଙ୍କ ସହ ଓଲିଉଡ୍‌ର ବହୁ କଳାକାର ଶୋକ ପ୍ରକାଶ କରିଛନ୍ତି। ଓଲିଉଡ୍‌ କଳାକାର ସବ୍ୟସାଚୀ ମିଶ୍ର...

rafel
ଆଜି ଭାରତରେ ପହଞ୍ଚିବ ରାଫେଲ ଫାଇଟର ପ୍ଲେନ୍‌

ନୂଆଦିଲ୍ଲୀ: ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟାଇ ଆଜି ଭାରତରେ ପହଞ୍ଚିବ ରାଫେଲ ଫାଇଟର ପ୍ଲେନ।  ଫ୍ରାନ୍ସରୁ ଉଡ଼ାଣ ଆରମ୍ଭ କରିଥିବା ୫ଟି ରାଫେଲ୍ ଜେଟ୍ ହରିଆଣାର ଅମ୍ବାଲା ଏୟାରବେସ୍‌ରେ ପହଞ୍ଚିବ । ୧୨ ଜଣ ଯୋଦ୍ଧା ପାଇଲଟ୍ ଏହାକୁ ଭାରତ ଆଣୁଛନ୍ତି । ଭାରତ ଓ ଚୀନ୍ ମଧ୍ୟରେ...

1
ସୁଶାନ୍ତଙ୍କ ଆକାଉଣ୍ଟରୁ କୋଟି କୋଟି ଟଙ୍କା ଗାଏବ ! ରିୟାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁର ପ୍ରାୟ ଦେଢ ମାସ ବିତିଗଲାଣି। ପୁଅର ମୃତ୍ୟୁକୁ ନେଇ ଆଜି ଯାଏ ଚୁପ୍‌ ଥିବା ସୁଶାନ୍ତଙ୍କ ପରିବାର ଏବେ ମୁହଁ ଖୋଲିଛନ୍ତି।  ପିତା କେ.କେ.ସିଂହ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ FIR ଦାଏର କରିଥିଲେ। ଖାଲି ସେତିକି ନୁହେଁ, ମୁମ୍ବାଇ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।