• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by

corona-888
କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

ଭୁବେନଶ୍ୱର: କରୋନାକୁ ନେଇ ସାମ୍ନାକୁ ଆସିଲା ଖୁସି ଖବର। କରୋନା ସ୍ଥିତିକୁ ନେଇ ଏମିତି ଏକ ଉତ୍ସାହଜନକ ସୂଚନା ଦେଇଛନ୍ତି ILS ନିର୍ଦ୍ଦେଶକ। ILS ନିର୍ଦ୍ଦେଶକ ଅଜୟ ପରିଡ଼ା ଓଟିଭିକୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇ କହିଛନ୍ତି, ସେପ୍ଟେମ୍ବରରେ  କ୍ଲିନ୍‌ ହୋଇପାରେ କରୋନା। ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଅନେକ...

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଚଳିତ ମାସ ଶେଷ ସପ୍ତାହରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ। ଏ ନେଇ ଆଜି ସୂଚନା ଦେଇଛନ୍ତି  ବରିଷ୍ଠ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା। ସେ କହିଛନ୍ତି, ଦୁଇ ଦିନ ତଳେ ଏନେଇ ବାଚସ୍ପତିଙ୍କ ସହ ଆଲୋଚନା ହୋଇଥିଲା। ଖୁବ୍‌ ଶୀଘ୍ର ବିଧାନସଭା ଅଧିବେଶନ ଡାକିବେ...

rhea chakraborty
ରିୟା ଓ ତାଙ୍କ ପରିବାର ସଦସ୍ୟଙ୍କ ବିରୋଧରେ ମାମଲା ରୁଜୁ କଲା CBI

ମୁମ୍ବାଇ: ସିବିଆଇ ପକ୍ଷରୁ ଅଭିନେତ୍ରୀ ରିୟା  ଚକ୍ରବର୍ତ୍ତୀ, ତାଙ୍କ ବାପା ଇନ୍ଦ୍ରଜିତ ଚକ୍ରବର୍ତ୍ତୀ, ମା’ ସନ୍ଧ୍ୟା ଚକ୍ରବର୍ତ୍ତୀ ଓ ଭାଇ ଶୌମିକ ଚକ୍ରବର୍ତ୍ତୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ସୁଶାନ୍ତ ଫିଲ୍ମ ଛାଡି କେରଳରେ କାମ କରିବାକୁ ଚାହୁଁଥିଲେ । ଏଥିପାଇଁ କିନ୍ତୁ ରିୟାଙ୍କ କୌଣସି ସହଯୋଗ...

adibasi family
ଜଙ୍ଗଲ ଭିତରେ ଆଦିବାସୀଙ୍କୁ ପିଟିଲେ, ୪୦ ପରିବାରକୁ ବେଘର କରିଲେ

ଜଙ୍ଗଲ ଭିତରେ ଆତଙ୍କରାଜ ୪୦ ପରିବାରକୁ ପିଟିଲେ, ଘର ଭାଙ୍ଗି ଦେଇଦେଲେ ଜଙ୍ଗଲରେ ମକା ଚାଷକୁ ବିରୋଧ କରି ଗଣ୍ଡଗୋଳ ସାହାଜଖୋଲ ଜଙ୍ଗଲରେ ରହୁଥିବା ୪୦ ପରିବାରକୁ ଆକ୍ରମଣ ଉମରକୋଟ/ଧର୍ମଗଡ: ଗୋଟଏ ପଟେ ଜୀବିକା ଆଉ ଗୋଟିଏ ପଟେ ଜଙ୍ଗଲ ସୁରକ୍ଷା।…

social-media
ଓଟିଭି ସୋସିଆଲ୍ ମିଡିଆ ଖବରକୁ ନେଇ ବିଏମ୍‌ସିର ପ୍ରତିକ୍ରିୟା

ଭୁବନେଶ୍ୱର: ଓଟିଭିର ସୋସିଆଲ୍ ମିଡିଆ ପ୍ଲାଟଫର୍ମରେ ପ୍ରସାରିତ ଦୁଇଟି ଖବରକୁ ନେଇ ବିଏମ୍‌ସି ଆପତ୍ତି ଦର୍ଶାଇ ଏକ ପ୍ରେସ୍ ରିଲିଜ୍ ଜାରି କରିଛି। କରୋନା ସମ୍ପର୍କରେ ଓଟିଭି ମିଥ୍ୟା ଓ ବିଭ୍ରାନ୍ତିକର ଖବର ପ୍ରସାର କରୁଥିବା ଏହି ପ୍ରେସ୍‌ ରିଲିଜରେ ଅଭିଯୋଗ କରି ବିଏମ୍ସି ସୋ-କଜ୍ ନୋଟିସ ଜାରି...

RheaChakraborty-1024x1021
ରିୟାଙ୍କୁ ୮ ଘଣ୍ଟା ଜେରା ବେଳେ ଉଗାଳିଲେ ଏମିତି ତଥ୍ୟ

ମୁମ୍ବାଇ: ସୁଶାନ୍ତି ସିଂହ ରାଜପୁତ୍‌ ମୃତ୍ୟୁ ମାମଲାରେ  ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଗତକାଲି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ୮ ଘଣ୍ଟା ଧରି ଜେରା କରିଥିଲା। ଜେରା ସମୟରେ ରିୟା ସୁଶାନ୍ତଙ୍କ ଆକାଉଣ୍ଟରୁ ଟଙ୍କା ଟ୍ରାନ୍ସଫର ଅଭିଯୋଗକୁ ଖଣ୍ଡନ କରିବା ସହ ତାଙ୍କ ବ୍ୟାବସାୟିକ ଇନ୍‌ଭେଷ୍ଟମେଣ୍ଟରେ ସୁଶାନ୍ତଙ୍କ ଟଙ୍କା ଖର୍ଚ୍ଚ...

hare-tort
ସତ ହେଲା ପିଲାଦିନର ସେଇ କାହାଣୀ; ଠେକୁଆ-କଇଁଛ ପ୍ରତିଯୋଗିତାରେ ଜିତିଲା କଇଁଛ

ପିଲାବେଳେ ଆଗେ କଇଁଛ-ଠେକୁଆ ଦୌଡ ପ୍ରତିଯୋଗିତାର କାହାଣୀ ଶୁଣଥିଲୁ। ଦୌଡ଼ ପ୍ରତିଯୋଗିତା ଆରମ୍ଭରୁ ଠେକୁଆ ଦ୍ରୁତ ଗତିରେ କିଛି ବାଟ ଯିବା ପରେ ପଛକୁ ଚାହିଁ ଦେଖିଲା କଇଁଛ ଦିଶୁନି। ଭାବିଲା, କଇଁଛ ତ ଅନେକ ଦୂରରେ। ଟିକିଏ ବସି ପଡ଼ିବା। ବସୁ ବସୁ ଆଖି ଲାଗି ଯାଇଥିଲା...

coronaviuruys
ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୬୧ ହଜାର ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ିଚାଲିଛି ଦେଶରେ କୋରନା ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ୯୩୩ ଜଣଙ୍କ ଜୀବନ ଯାଇଥିବା ବେଳେ ସଂକ୍ରମଣ ହୋଇଛନ୍ତି ୬୧ ହଜାର ୫୩୭ ଜଣ । ଶନିବାର କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ଜାରି କରିଥିବା ତଥ୍ୟ...

Ee36aavU0AA9fNE
ଶପଥ ନେଲେ ନୂଆ ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ: ଦେଶର ନୂଆ ସିଏଜି ଭାବେ ଆଜି ଶପଥ ନେଇଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ । ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ସିଏଜିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ,...

flight
କୋଝିିକୋଡ଼ରେ ବିମାନ ଦୁର୍ଘଟଣା; ପୂର୍ବରୁ ଚେତାବନୀ ଦେଇଥିଲା DGCA

ଥିରୁଅନନ୍ତପୁରମ୍‌: କେରଳ କୋଝିିକୋଡ଼ ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି AAIB, DGCA ଓ ବିମାନ ନିରାପତ୍ତା ଟିମ୍ । ଏହା ସହ ଘଟଣାସ୍ଥଳରେ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି.ମୁରଲୀଧରନ ମଧ୍ୟ ପହଞ୍ଚିଛନ୍ତି । ଦୁର୍ଘଟଣାରେ ଆହତ ୧୨୭ ଜଣଙ୍କ ମେଡିକାଲରେ ବର୍ତ୍ତମାନ ଚିକିତ୍ସା ଚାଲିଛି ।...

1111
‘ଗଣମାଧ୍ୟମକୁ ନାଲିଆଖି ଗଣତନ୍ତ୍ର ପାଇଁ ହିତକର ନୁହେଁ’

ଭୁବନେଶ୍ୱର: କରୋନା ସମ୍ପର୍କିତ ବିଭ୍ରାନ୍ତିକର ଖବର ପ୍ରସାରଣର ମିଥ୍ୟା ଅଭିଯୋଗ ଆଣି ଓଟିଭି ପରି ଏକ ଦାୟିତ୍ୱସମ୍ପନ୍ନ ଗଣମାଧ୍ୟମର କଣ୍ଠରୋଧ କରିବା ପାଇଁ ବିଏମସି ଓ କମିଶନରେଟ୍ ପୋଲିସ୍ ଯେଉଁ ପ୍ରୟାସ କରୁଛନ୍ତି ତାହାକୁ ବିଭିନ୍ନ ମହଲରେ ନିନ୍ଦା କରଯାଇଛି। ବିଜେପି ସା. ସଂପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି,...

BHSD
କରୋନାରୁ ସୁସ୍ଥ ହେଲେ ଅଭିଷେକ ବଚ୍ଚନ

ମୁମ୍ବାଇ: କରୋନାରୁ ସୁସ୍ଥ ହେଲେ ଅଭିଷେକ ବଚ୍ଚନ। ଦୀର୍ଘଦିନ ଧରି କରୋନା ଆକ୍ରାନ୍ତ ହୋଇ ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଅଭିଷେକ ବଚ୍ଚନ ସୁସ୍ଥ ହୋଇଛନ୍ତି। ଏ ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। କରୋନାରୁ ସୁସ୍ଥ ହେବା ପରେ ନାନାବତୀ ହସ୍‌ପିଟାଲର ଡାକ୍ତର ଓ...

delta varient
ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨, ୮୦୩ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୨ ହଜାର ୮୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୫୯୭ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ଅଛି ୧,୨୦୬  । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯କୁ ବୃଦ୍ଧି…

rhea
ED ଜେରା ବେଳେ ଆଉ ଏକ ନମ୍ବର ଲୁଚାଇଥିଲେ ରିୟା

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ରିୟାଙ୍କୁ ପୁଣି ସମନ୍।  ସୁଶାନ୍ତଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ୍ କରିଛି। ଆଜି ମୁମ୍ବାଇ ଇଡି ଅଫିସ୍‌ରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ରିୟାଙ୍କ ଭାଇ ସୌଭିକଙ୍କୁ ୧୮ ଘଣ୍ଟାର ମାରାଥନ୍ ଜେରା କରିଥିଲା...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।