• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

corona
ଦେଶରେ ୪୬ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୬ ହଜାରକୁ ପାର କରିଛି ।  ଗତ ୨୪ ଘଣ୍ଟାରେ ଦେଶରେ ୬୦ ହଜାର ୯୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୮୩୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ପରେ ଦେଶରେ ମୋଟ୍ ସଂଖ୍ୟା...

sushant
ସୁପ୍ରିମକୋର୍ଟରେ ଅଭିଯୋଗ ଆଣିଲେ ଓକିଲ-ସୁଶାନ୍ତଙ୍କୁ ହତ୍ୟା କରାଯାଇଛି

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ହତ୍ୟା କରାଯାଇଛି। ସୁଶାନ୍ତଙ୍କ ବେକରେ ଥିବା ଚିହ୍ନ ଏ ଦିଗକୁ ଇସାରା କରିଛି। ସୁପ୍ରିମକୋର୍ଟରେ ଏନେଇ ଜଣାଇଛନ୍ତି ସୁଶାନ୍ତଙ୍କ ବାପାଙ୍କ ଓକିଲ ବିକାଶ ସିଂ। ପ୍ରଥମ ଥର ପାଇଁ କୋର୍ଟରେ ସୁଶାନ୍ତଙ୍କ ମୃତ୍ୟୁ ମାମଲାକୁ ନେଇ ବଡ଼ ତଥ୍ୟ ରଖାଯାଇଛି। ସୁଶାନ୍ତଙ୍କ...

manipur
ଆସ୍ଥା ଭୋଟ୍‌ ଜିତିଲେ ମଣିପୁର ମୁଖ୍ୟମନ୍ତ୍ରୀ; ଶୁଭେଚ୍ଛା ଜଣାଇଲେ ବୈଜୟନ୍ତ

ଭୁବନେଶ୍ୱର/ନୂଆଦିଲ୍ଲୀ:  ମଣିପୁରରେ ବିଜେପି ସରକାର ଆସ୍ଥା ଭୋଟରେ ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀ ବିରେନ ସିଂଙ୍କ ସମେତ ତାଙ୍କ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ଦୁଇ ଦିନତଳେ ମଣିପୁର ବିଧାନସଭାରେ ଆସ୍ଥା ଭୋଟ୍‌ରେ ବିଜୟୀ ହୋଇଥିଲା ବିରେନ୍ ସିଂ ସରକାର ।...

visa
ନିୟମ କୋହଳ କଲା ଆମେରିକା; ଚାକିରିକୁ ଫେରି ପାରିବେ H-1B ଭିସାଧାରୀ

ୱାଶିଂଟନ:  ଆମେରିକାରେ ଚାକିରି କରୁଥିବା ଭାରତୀୟଙ୍କ ପାଇଁ ଖୁସି ଖବର। ଟ୍ରମ୍ପ ପ୍ରଶାସନ H-1B ଭିସାର ନିୟମରେ କିଛିଟା କୋହଳ କରିବେ ବୋଲି ଘୋଷଣା କରିଛନ୍ତି। ଫଳରେ ଏହି ଭିସା ପାଇଥିବା ବିଦେଶୀଙ୍କୁ ଆମେରିକା ଯିବାକୁ ଅନୁମତି ମିଳିପାରିବ।  ଯେଉଁମାନେ ଅମେରିକୀ କମ୍ପାନୀରେ କାମ କରୁଥିଲେ ଏବଂ ଭିସା...

corona
ସୁସ୍ଥ ହେବାର ଦେଢ ମାସ ପରେ ପୁଣି କରୋନା ଆକ୍ରାନ୍ତ ହେଲେ ୨ ରୋଗୀ

ନୂଆଦିଲ୍ଲୀ:ରାଜୀବଗାନ୍ଧୀ ସୁପର ସ୍ପେଶାଲିଷ୍ଟ ହସ୍‌ପିଟାଲରୁ ଡିସଚାର୍ଜ ହେବା ପରେ ପୁଣି ୨ ଜଣ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ୨ ଜଣ ରୋଗୀ ରାଜୀବଗାନ୍ଧୀ ସୁପର ସ୍ପେଶାଲିଷ୍ଟ ହସ୍‌ପିଟାଲକୁ ଫୋନ କରି ଏପରି ସୂଚନା ଦେଇଛନ୍ତି। ଏମାନଙ୍କ ମଧ୍ୟରୁ ଜଣଙ୍କ ପାଖରେ କୌଣସି ଲକ୍ଷଣ ନ ଥିଲେ ହେଁ...

salt
ଜାଣନ୍ତି, ଅତ୍ୟଧିକ ଲୁଣ ସେବନ ଶରୀର ପାଇଁ କେତେ ମାରାତ୍ମକ ?

ଖାଦ୍ୟର ସ୍ୱାଦ ବଢାଇଥାଏ ଲୁଣ। ବିନା ଲୁଣରେ ଖାଦ୍ୟ ଖାଇବା ଏକ ପ୍ରକାର ଅସମ୍ଭବ । ଏପରି ଅନେକ ବ୍ୟକ୍ତି ଅଛନ୍ତି ଯେଉଁମାନେ ଖାଦ୍ୟରେ ଅଧିକ ମାତ୍ରାରେ ଲୁଣ ବ୍ୟବହାର କରିଥାନ୍ତି। ହେଲେ ଜାଣନ୍ତି, ଶରୀର ପାଇଁ କେତେ ମାରାତ୍ମକ ହୋଇପାରେ ଏହି       ଲୁଣ ?...

rhea-sus
ସୁଶାନ୍ତଙ୍କ ଆକାଉଣ୍ଟରେ ଥିବା ୧୫ କୋଟି କେମିତି ଖର୍ଚ୍ଚ ହୋଇଥିଲା ? ଇଡିକୁ ମିଳିଲା ତଥ୍ୟ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ୍‌ଙ୍କ ଆତ୍ମହତ୍ୟା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାର ଯାଞ୍ଚ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ମିଳିଛି ଏକ ବଡ ସୁରାକ୍‌। ଇଡିରୁ ମିଳିଥିବା ସୂଚନା ଅନୁସାରେ ସୁଶାନ୍ତଙ୍କ ବ୍ୟାଙ୍କ ଖାତାରୁ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ଲୋକଙ୍କ ଖାତାକୁ ଏକ ବଡ ରକମରର...

trump
କମ୍‌ଲା ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ପୁରୁଷମାନେ ଅପମାନିତ ଅନୁଭବ କରିବେ

ୱାଶିଂଟନ:ଆମେରିକା ରାଷ୍ଟ୍ରପତି ନିର୍ବାଚନ ଯେତିକି ପାଖେଇ ପାଖେଇ ଆସୁଛି, ରାଷ୍ଟ୍ରପତି ଟ୍ରମ୍ପଙ୍କ ଅସମ୍ମାନଜନକ ବୟାନ ବଢି ବଢି ଚାଲିଛି। ରାଷ୍ଟ୍ରପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଡେମୋକ୍ରାଟିକ୍‌ ପାଟିର ଜୋ ବିଡେନ Joe Biden ଉପରାଷ୍ଟ୍ରପତି ପଦ ପାଇଁ ଭାରତୀୟ ମୂଳ କମଲା ହେରିଶଙ୍କ ନାମ ସୁପାରିଶ କରିଛନ୍ତି।...

mask
ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୬୬ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ମାଡ଼ି ମାଡ଼ି ଚାଲିଛି ମହାମାରୀ କରୋନା ଭାଇରସ।  ପ୍ରତିଦିନ ନୂଆ ନୂଆ ରେକର୍ଡ ପାର୍ କରୁଛି ସଂକ୍ରମଣ। ମୃତ୍ୟୁ ସଂଖ୍ୟା ଦେଶରେ ଗତ ୨୪ ଘଣ୍ଟାରେ ରେକର୍ଡ ଛୁଇଁଛି। ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୬୬ ହଜାର ୯୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ...

ଟାକ୍ସ ସିଷ୍ଟମକୁ ନେଇ ପ୍ରଧାନମନ୍ତ୍ରୀ କଲେ ବଡ଼ ଘୋଷଣା, ଏଣିକି ଘରେ ବସି ବି ଦେଇପାରିବେ ଟାକ୍ସ

ନୂଆଦିଲ୍ଲୀ: ଦେଶର ଟିକସଦାତାଙ୍କୁ ଉତ୍ସାହିତ କରିବା ପାଇଁ  ଟିକସ ବ୍ୟବସ୍ଥାରେ ସୁଧାର ଆଣିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।  ଆଜି ଟିକସଦାତାଙ୍କ ପାଇଁ ନୂଆ ନିୟମର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଟ୍ରାନ୍ସପରେଣ୍ଟ ଟ୍ୟାକ୍ସେସନ-ଅନରିଂ ଦି ଅନେଷ୍ଟର ନାମକ ଏକ ନୂଆ ପ୍ଲାଟଫର୍ମ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ। ଫେସ୍...

vaccine
ରାଜ୍ୟ ସରକାର ଚାହିଁଲେ କରୋନା ଟିକା କିଣି ପାରିବେ ନାହିଁ

ନୂଆଦିଲ୍ଲୀ: କରୋନା ନିୟନ୍ତ୍ରଣ ଲାଗି ଆବଶ୍ୟକ ଭ୍ୟାକ୍ସିନ୍ କେନ୍ଦ୍ର ସରକାର ହିଁ କ୍ରୟ କରିବେ । ଭ୍ୟାକସିନ୍ କ୍ରୟ, ଏଥିଲାଗି ଅର୍ଥ ବ୍ୟବସ୍ଥା ଏବଂ ବଣ୍ଟନ ନେଇ ନିଷ୍ପତ୍ତି ନେବେ କେନ୍ଦ୍ର ସରକାର । ଗତକାଲି ନୀତି ଆୟୋଗର ସ୍ୱାସ୍ଥ୍ୟ ସମ୍ପର୍କିତ ବିଭାଗ ମୁଖ୍ୟ ଭିକେ ପଲଙ୍କ ଅଧ୍ୟକ୍ଷତାରେ...

indi
କୋଭିଡ୍ କଟକଣା ମଧ୍ୟରେ ପାଳିତ ହେଉଛି ସ୍ୱାଧୀନତା ଦିବସ

ନୂଆଦିଲ୍ଲୀ: କୋଭିଡ୍ କଟକଣା ମଧ୍ୟରେ ଆଜି ସାରା ଦେଶ ପାଳନ କରୁଛି ୭୪ତମ ସ୍ୱାଧୀନତା ଦିବସ । ଦିଲ୍ଲୀର ଐତିହାସିକ ଲାଲ୍‌କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଗୃହ ମନ୍ତ୍ରଣାଳୟ ଜାରି କରିଥିବା ଗାଇଡଲାଇନ ଅନୁଯାୟୀ  ସ୍ୱାଧୀନତା...

navvvvvvvvvvvvvvvvvvvvvvoonnnnnnnnnnnnnn
ଅର୍ଥାଭାବ କାରଣରୁ କରୋନା ଚିକିତ୍ସାରୁ କେହି ବଞ୍ଚିତ ହେବେ ନାହିଁ

ଭୁବନେଶ୍ୱର: ରାଜଧାନୀର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆଜି ପାଳିତ ହୋଇଯାଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ କୋଭିଡ ଯୋଦ୍ଧାଙ୍କ ପ୍ରତି...

EfbcAC-VAAAdAhx
ସ୍ୱାଧୀନତା ଦିବସରେ କୋଭିଡ ଯୋଦ୍ଧା ଓ କୃଷକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀର ଐତିହାସିକ ଲାଲ୍‌କିଲ୍ଲାରେ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୭୪ତମ ସ୍ୱାଧୀନତା ଦିବସ ଅବସରରେ ଲାଲ୍‌କିଲ୍ଲାରେ ସପ୍ତମ ଥର ପାଇଁ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ।  ଏଥର କରୋନା କଟକଣା ଭିତରେ ସାରା ଦେଶରେ ପାଳିତ ହେଉଛି ସ୍ୱାଧୀନତା ଦିବସ। ଏହି ଅବସରରେ...

123213
ଆହୁରି ୨ ଦିନ ବର୍ଷିବ, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ସାରା ରାଜ୍ୟରେ ଗତକାଲିଠାରୁ ଲାଗି ରହିଛି ଲଘୁଚାପ ଜନିତ ବର୍ଷା।  ରାଜ୍ୟର ଅଧିକାଂଶ ଜିଲ୍ଲାରେ  ବର୍ଷା ଯୋଗୁ ଜନଜୀବନ ବ୍ୟାହତ ହୋଇଛି। ଲଘୁଚାପ ଯୋଗୁ ରାଜ୍ୟରେ ଆହୁରି ଦୁଇଦିନ ବର୍ଷା ଲାଗି ରହିବ ବୋଲି କହଛି ପାଣିପାଗ ବିଭାଗ। ଆଜି ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ଦେବଗଡ଼,...

ankita
ଅଙ୍କିତା ଲୋଖଣ୍ଡେଙ୍କୁ ନେଇ ଇଡି ହାତରେ ଲାଗିଲା ନୂଆ ତଥ୍ୟ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ଟଙ୍କା ହଡ଼ପ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ହାତରେ ଲାଗିଛି ନୂଆ ତଥ୍ୟ । ସୁଶାନ୍ତଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ରହୁଥିବା ସାଢ଼େ ୪ କୋଟି ଟଙ୍କାର ଫ୍ଲାଟ୍ ସୁଶାନ୍ତଙ୍କ ନାଁରେ ରହିଛି। ମୁମ୍ବାଇ ମଲାଡ୍‌ରେ ଥିବା ଏହି ଫ୍ଲାଟ୍‌ର...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।