• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

lutera
ହରିୟାଣାରୁ ଆସି ଓଡ଼ିଶାରୁ ଲୁଟିଲେ, ଛତିଶଗଡ଼ରୁ ଧରାପଡ଼ିଲେ

ଅନୁଗୋଳ: ଅନୁଗୋଳ ଏସବିଆଇ ଏଟିଏମରୁ ଲୁଟ୍ ସହ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ଟଙ୍କା ଲୁଟ ଘଟଣାରେ ୭ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଲୁଟେରାମାନଙ୍କୁ ଛତିଶଗଡ଼ର ବଲଦା ବଜାର ଜ଼ିଲ୍ଲା ଅଞ୍ଚଳରୁ ଧରିବାରେ ସକ୍ଷମ ହୋଇଛି ଅନୁଗୋଳ ପୋଲିସ । ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା ଅଭିଯୁକ୍ତମାନେ ହରିୟାଣାରୁ...

coronavirus
ଓଡ଼ିଶାରେ କରୋନା ସ୍ଥିତି: ୨୯ ଜିଲ୍ଲାରୁ ବାହାରିଲେ ୨, ୪୯୬

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ସର୍ବାଧିକ ୨, ୪୯୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଚିହ୍ନଟ ୨, ୪୯୬ଆକ୍ରାନ୍ତଙ୍କ ମଧ୍ୟରୁ ୧, ୫୯୧କ୍ୱାରେଣ୍ଟିନ କେସ ହୋଇଥିବାବେଳେ ୯୦୫ ଲୋକାଲ କେସ ରହିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।...

ଓଡ଼ିଶାରେ ୨୪ ଘଣ୍ଟାରେ ଆଖି ବୁଜିଲେ ୯ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଆକ୍ରାନ୍ତରେ ଆଉ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ବଲପୁରରେ ସର୍ବାଧିକ ୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। କଟକରୁ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ,...

corona-1
ଦେଶରେ ୨୫ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗୀନ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୫, ୦୦୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ଶନିବାର ୨୫ ଲକ୍ଷ ପାର କରିଛି। ଏଥିସହିତ  ଦେଶରେ ୨୪ ଘଣ୍ଟାରେ ୯୯୬...

iic
ନିଲମ୍ବିତ ହେଲେ ଜଳେଶ୍ୱର ଥାନା ଆଇଆଇସି

ଜଳେଶ୍ୱର: ଧଳା ଜହରର କଳା କାରବାର ପଛରେ ଖାକି ଲିଙ୍କର ଖବର ପ୍ରସାରଣ ପରେ ଜଳେଶ୍ୱର IIC  ଧନେଶ୍ୱର ସାହୁଙ୍କୁ ନିଲମ୍ବିତ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ। କିଛି ଦିନ ତଳେ ଏ ନେଇ ଏକ ଭିଡିଓ ଭାଇରାଲ ହୋଇଥିଲା। ଏହି ଭାଇରାଲ...

truck
ବ୍ରିଜ ଉପରେ ଚାଲୁଥିଲା ବନ୍ୟାପାଣି, ମାଡି ଆସିଲା ଟ୍ରକ....

ମାଲକାନଗିରି: ଭରା ନଦୀରେ ପୋଲ ତଳକୁ ଖସିପଡ଼ିଲା ଟ୍ରକ। ଟ୍ରକଟି ମାଲକାନଗିରି ଆସୁଥିବାବେଳେ ଏଭଳି ଦୁର୍ଘଟଣା ଘଟିଛି। ଟ୍ରକଟି କାଙ୍କରକୋଣ୍ଡା ନଦୀ ବ୍ରିଜ ଅତିକ୍ରମ କରୁଥିବାବେଳେ ତଳୁ ଖସି ପଡ଼ିଥିବା ଜଣାଯାଇଛି। ଆନ୍ଧ୍ରପ୍ରଦେଶରୁ ଏକ ମାଲ ବୋଝେଇ ଟ୍ରକ ମାଲକାନଗିରି ଅଭିମୁଖେ ଆସୁଥିଲା। କାଙ୍କରକୋଣ୍ଡା ପୋଲ ଉପରେ ପାଣି...

unnamed
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ରାଜ୍ୟରେ ଏବେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୧୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟିହେବା ସମ୍ଭାବନା ଦେଖାଦେଇଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଉତ୍ତର ବଙ୍ଗୋପସାଗରରେ...

nikki-1
ଆମେରିକା ନିର୍ବାଚନ: ଭାରତୀୟ ବଂଶୋଦ୍ଭବ କାର୍ଡ ଖେଳିବେ କି ଟ୍ରମ୍ପ ?

ୱାଶିଂଟନ:ଆମେରିକା ଉପରାଷ୍ଟ୍ରପତି ନିର୍ବାଚନରେ ଭାରତୀୟ ବଂଶୋଦ୍ଭବଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଅସ୍ୱୀକାର କରିହେବନି। ରାଷ୍ଟ୍ରପତି ପଦ ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ନିର୍ବାଚନ ଲଢୁଥିବା ଜୋ ବିଡେନ (Joe Biden) ଏହି ଦିଗ ଉପରେ ଅଧିକ ଧ୍ୟାନ ଦେଇଛନ୍ତି। ସେଥିପାଇଁ ଜୋ ବିଡେନ ଉପରାଷ୍ଟ୍ରପତି ପଦ ପାଇଁ ଭାରତୀୟ ବଂଶୋଦ୍ଭବ...

gold
ସୁନା, ରୂପା ଦରରେ ବଡ଼ ଧରଣର ହ୍ରାସ

ନୂଆଦିଲ୍ଲୀ: ବିଗତ ୫ ସପ୍ତାହ ଧରି ସୁନା ଦର ହ୍ରାସ ପାଉଥିବାବେଳେ ସୋମବାର ଆହୁରି କମିଛି। ଚୀନ-ଆମେରିକା ମଧ୍ୟରେ ବ୍ୟାବସାୟିକ ସମ୍ପର୍କରେ ସୁଧାର ଆସିବା ସତ୍ତ୍ୱେ ସୁନାଦରରେ ଲଗାତାର ହ୍ରାସ ଘଟୁଛି।  ଆନ୍ତର୍ଜାତିକ ବଜାରରେ ସ୍ପଟ ଗୋଲ୍‌ଡ ଦର ୦.୫ ପ୍ରତିଶତ ହ୍ରାସ ପାଇ ୧,୯୩୪.୯୧ ଡଲାରରେ ରହିଛି।...

01-corona
ଦେଶରେ କରୋନା ସ୍ଥିତି; ୨୪ ଘଣ୍ଟାରେ ଆଖି ବୁଜିଲେ ୯୪୧ ଆକ୍ରାନ୍ତ

ନୂଆଦିଲ୍ଲୀ: କରୋନ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ଦିନକୁ ଦିନ ବଢି ବଢି ଚାଲିଛି। ଆଜି ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ପାର୍ କରିଛି।   ୨୪ ଘଣ୍ଟାରେ ୯୪୧ଆକ୍ରନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୫୦ ହଜାର ୯୨୧କୁ ବୃଦ୍ଧି ପାଇଛି। ସେହିଭଳି...

lion
ଖାଦ୍ୟ ଖୋଜି ଖୋଜି ବସ୍‌ଷ୍ଟାଣ୍ଡରେ ପହଞ୍ଚିଲେ ସିଂହପଲ, ଭିଡିଓ ଭାଇରାଲ

ସୁରଟ: ଖାଦ୍ୟ ଅନ୍ୱେଷଣରେ ହାତୀପଲ ଜନବସତି ମୁହାଁ ହେଉଥିବା ଅନେକ ସ୍ଥାନରେ ଦେଖିବାକୁ ମିଳିଥାଏ। ହେଲେ ଖାଦ୍ୟ  ଖୋଜି ଖୋଜି ସିଂହ ସହର ଭିତରକୁ ଯଦି ପଶି ଆସେ ତେବେ କ‘ଣ ଅବସ୍ଥା ହେବ ! ଏମିତି ଏକ ଘଟଣା ଘଟିଛି ଗୁଜରାଟର ସୁରଟରେ। ଗୋଟିଏ ବା ଦୁଇଟି...

jawan
ସୀମାରେ ଆତଙ୍କୀ ଆକ୍ରମଣ; ଜଣେ ଏସ୍‌ପିଓଙ୍କ ସହ ୨ ଯବାନ ସହିଦ

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି।  ବାରାମୁଲାରେ ଯବାନଙ୍କ ନାକା ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଆକ୍ରମଣରେ କାଶ୍ମୀରର ଜଣେ ସ୍ପେଶାଲ୍ ପୋଲିସ୍ ଅଫିସର୍ ଓ ଦୁଇ ଜଣ ସିଆରପିଏଫ୍ ଯବାନ ସହିଦ୍ ହୋଇଛନ୍ତି। ବାରାମୁଲାରେ ପୋଲିସ୍ ଓ ସିଆରପିଏଫ୍ ପକ୍ଷରୁ...

face book
ଘୃଣା ଓ ହିଂସା ସୃଷ୍ଟିକାରୀ ମନ୍ତବ୍ୟ ଉପରେ ଫେସବୁକ୍‌ ଜାରି କଲା କଡ଼ା କଟକଣା

ନୂଆଦିଲ୍ଲୀ: ଫେସବୁକ୍ ପକ୍ଷରୁ ଜାରି ହେଲା କଡ଼ା କଟକଣା।  ଘୃଣା ଓ ହିଂସା  ଉଦ୍ରେକକାରୀ ମନ୍ତବ୍ୟ ଉପରେ କଟକଣା ଜାରି କରିଛି ଫେସବୁକ୍‌।  ଏଣିକି ଏଭଳି ମନ୍ତବ୍ୟକୁ ପୋଷ୍ଟ କଲେ ଏ ଉପରେ ପ୍ରତିବନ୍ଧକ ଲାଗିବ। ଯିଏ ଯେଉଁ ବଡ଼ ପଦବୀରେ ଥାଆନ୍ତୁ ନା କାହିଁକି ସମସ୍ତଙ୍କ ପାଇଁ...

02
୨୦ ଦିନରେ ତିଆରି ହେଲା ୧୮୦ଫୁଟ ଲମ୍ବା ବ୍ରିଜ

ଡେରାଡୁନ୍‌: ଉତ୍ତରାଖଣ୍ଡ ଚାମୋଲି ଜିଲ୍ଲାରେ ରେକର୍ଡ ସମୟରେ ନିର୍ମାଣ ହେଲା ବେଲି ବ୍ରିଜ୍। ବର୍ଡର ରୋଡ୍‌ସ ଅର୍ଗାନାଇଜେସନ ପକ୍ଷରୁ ମାତ୍ର ୨୦ ଦିନ ମଧ୍ୟରେ ୧୮୦ଫୁଟ ଲମ୍ବର ବ୍ରିଜ ତିଆରି କରାଯାଇଛି । ଫଳରେ ଚାମୋଲି ଜିଲ୍ଲାର ଜଲଜୀବୀ ଓ ପିଥୋରଗଡ ଜିଲ୍ଲାର ମୁନସିୟାରୀ ଅଂଚଳକୁ ଯୋଗାଯୋଗ ହୋଇପାରିବ...

0002
ଧାର୍ଯ୍ୟ ସମୟରେ ହେବ ଜେଇଇ ମେନ୍‌ ଓ ନିଟ୍‌ ପରୀକ୍ଷା

ନୂଆଦିଲ୍ଲୀ: ଘୁଞ୍ଚିବ ନାହିଁ NEET-2020 ଓ JEE Main-2020। ପୂର୍ବ ନିର୍ଦ୍ଧାରିତ ସମୟ ସେପ୍ଟେମ୍ବରରେ ହିଁ ହେବ ପରୀକ୍ଷା ।ପରୀକ୍ଷା ଘୁଞ୍ଚାଇବାକୁ ଦାଖଲ ହୋଇଥିବା ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍ ଅରୁଣ ମିଶ୍ର, ବିଆର୍ ଗାବି, କ୍ରିଷ୍ଣା ମୋରାଇଙ୍କୁ ନେଇ ଗଠିତ ତିନି ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି...

1
ଏହି ଅଦ୍ଭୁତ ପେଣ୍ଟିଂ ଦେଖୁଥିଲେ ସାବଧାନ; ଘଟିପାରେ ଏମିତି କିଛି ଅଘଟଣ !

ମୁମ୍ବାଇ:ସୁଶାନ୍ତ ସିଂହ ରାଜପୁତ୍‌ଙ୍କ ମୃତ୍ୟୁ ସହ ଏକ ଫଟୋର ସମ୍ପର୍କ ଥିବା ରିୟା ଚକ୍ରବର୍ତ୍ତୀ କହିଥିଲେ। ୟୁରୋପ ଟ୍ରିପ୍‌ ସମୟରେ ଏହି ପେଣ୍ଟିଂକୁ ଦେଖିବା ପରଠୁ ସୁଶାନ୍ତଙ୍କ ବ୍ୟବହାର ପରିବର୍ତ୍ତନ ହେବାକୁ ଲାଗିଥିଲା। ଏହି ପେଣ୍ଟିଂର ଶନି ତାଙ୍କର ନବଜାତ ପୁତ୍ରକୁ ଖାଉଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ପ୍ରକୃତରେ...

1
ଅଭିନେତ୍ରୀ ବିଦ୍ୟା ବାଲାନ ପିନ୍ଧିଥିବା ସମ୍ବଲପୁରୀ ଶାଢୀ ନିଲାମ ହେବ

ନୂଆଦିଲ୍ଲୀ: ଅଭିନେତ୍ରୀ ବିଦ୍ୟା ବାଲାନ ସମ୍ବଲପୁରୀ ଶାଢୀ ପିନ୍ଧି ଫିଲ୍ମ ‘ଶକୁନ୍ତଳା’ର ପ୍ରମୋଶନ ପାଇଁ ଆସିଥିଲେ। କଳାରଙ୍ଗର ଏଇ ସମ୍ବଲପୁରୀ ବାନ୍ଧ ଶାଢୀରେ ବିଦ୍ୟା ବାଲାନ ବହୁତ ସୁନ୍ଦର ଦିଶୁଥିଲେ। ଖାଲି ବିଦ୍ୟାଙ୍କର ସୌନ୍ଦର୍ଯ୍ୟ ବଢି ଯାଇ ନ ଥିଲା, ଶାଢୀର ମୂଲ୍ୟ ମଧ୍ୟ ବଢି ଯାଇଥିଲା।  ବିଦ୍ୟା...

atm
ଟଙ୍କା ଲୁଟି ପାରିଲେନି ବୋଲି ATM ଜାଳିଦେଲେ

ବାରିପଦା: ଏଟିଏମ୍ ଲୁଟ କରିବା ପାଇଁ ଆସିଥିଲେ ଦୁବୃର୍ତ୍ତ।  ଟଙ୍କା ଲୁଟିବାରେ ବିଫଳ ହେବାରୁ ଏଟିଏମ ଜାଳି ଦେଇଛନ୍ତି। ଏପରି ଘଟଣା ଘଟିଛି  ମୟୂରଭଞ୍ଜ ଜିଲ୍ଲା ଉଦଳା କଲେଜ ରୋଡରେ ଥିବା ଏସ୍‌ବିଆଇ ଏଟିଏମ୍‌ ବୁଥ୍‌ରେ। ମିଳିଥିବା ସୂଚନା ମୁତାବକ,  ଦୁବୃର୍ତ୍ତମାନେ ଏଟିଏମ୍‌ରୁ ଟଙ୍କା ଲୁଟ୍ ପାଇଁ ଉଦ୍ୟମ...

boming
ପୁଣି ଦଲେଇପୁଟ ଗାଁରେ ବୋମାମାଡ଼

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଦଲେଇପୁଟ ଗାଁରେ ପୁଣି ଥରେ ବୋମାମାଡ଼ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଗାଁର ହୃଦାନନ୍ଦ ସ୍ୱାଇଁଙ୍କ ଘର ଉପରକୁ ପୁଣି ଥରେ ବୋମା ମାଡ଼ କରିଛନ୍ତି ଦୁବୃର୍ତ୍ତ। ଦୁବୃର୍ତ୍ତମାନେ ଦୃଦାନନ୍ଦଙ୍କ ଘର ଉପରକୁ ବୋମା ପକାଇ ପଳାଇ  ଯାଉଥିବା ସମୟର ଦୃଶ୍ୟ ସିସିଟିଭି କ୍ୟାମେରାରେ...

covid
ଦେଶରେ ୧୪ ଦିନର କରୋନା ସ୍ଥିତି ଚିନ୍ତାଜନକ, ୨୭ ଲକ୍ଷ ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଦେଶରେ ୫୫ ହଜାର ୦୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୮୭୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  ଏବେ ଦେଶରେ ମୋଟ୍ ମୃତ୍ୟୁ ସଂଖ୍ୟା ୫୧,୭୯୭କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ ଦେଶରେ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।