• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

puri-1
ଶ୍ରୀମନ୍ଦିର ସହ ଅନ୍ୟ ଧାର୍ମିକ ପୀଠ ଖୋଲିବାକୁ ଅନୁମତି ମିଳିବ କି ?

ପୁରୀ: ଶ୍ରୀମନ୍ଦିର ସହ ରାଜ୍ୟର ସବୁ ଧାର୍ମିକ ପୀଠ ଖୋଲିବାକୁ ଅନୁମତି ମିଳୁ। ଏ ନେଇ  ହାଇକୋର୍ଟରେ ଆଉ ଏକ ଆବେଦନ କରାଯାଇଛି । ଆଡଭୋକେଟ ଜୟନ୍ତ ବଳ ରାଜ୍ୟ ସରକାରଙ୍କ ଅନ୍ ଲକ-୪ ଗାଇଡ୍ ଲାଇନକୁ  ଚାଲେଞ୍ଜ କରି ଆବେଦନ କରିଛନ୍ତି । ଆବେଦନରେ ଅନଲକ୍ _୪...

covid19
ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩ ଲକ୍ଷ ଟପିଲା, ସୁସ୍ଥ ହେ୍ଲେଣି ୩୩ ଲକ୍ଷ

ନୂଆଦିଲ୍ଲୀ: ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩,୮୯୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧,୧୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।   ସେପଟେ ଦିନକରେ ୮୯,୭୦୬ ଜଣ ଆକ୍ରାନ୍ତ...

china
ଭାରତ-ଚୀନ୍ ସୀମାରେ କାହିଁକି ଫୁଟିଲା ଗୁଳି ? ସାମ୍ନାକୁ ଆସିଲା ଚିତ୍ର

ନୂଆଦିଲ୍ଲୀ: ଭାରତ-ଚୀନ୍ ସୀମା ଏଲ୍ଏସିରେ ଗୁଳି ଫୁଟିବା ପରେ ସାମ୍ନାକୁ ଆସିଛି ଘଟଣା ପଛର ଚିତ୍ର ।ସଶସ୍ତ୍ର ହତିଆର ସହ ଭାରତୀୟ ପୋଷ୍ଟ ଆଡ଼କୁ ଚୀନ୍ ସେନା ମାଡି ଆସୁଥିବାର ଫଟୋ ସାମ୍ନାକୁ ଆସିଛି । ମିଡ଼ିଆରେ ଜାରି ଫଟୋରୁ ଜଣା ଯାଇଛି,  ପିଏଲ୍ଏର ପ୍ରତ୍ୟକ ସୈନିକ ହାତରେ...

sahid-1
ସହିଦ ବାପାଙ୍କ ଶେଷ ଦର୍ଶନ ପାଇଁ ଚାହିଁ ବସିଛି ୭ ମାସର ପୁଅ

ନୂଆଦିଲ୍ଲୀ: ଦେଶକୁ ସୁରକ୍ଷା ଯୋଗାଉ ଯୋଗାଉ ଟଳି ପଡ଼ିଥିଲେ ଯବାନ ଭୂପିନ୍ଦର ଚୌହାନ । ସହୀଦ ଭୂପିନ୍ଦରଙ୍କ ମରଶରୀର ତାଙ୍କ ଜନ୍ମମାଟିରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ରାଜକୀୟ ସମ୍ମାନର ସହ ତାଙ୍କର ଅନ୍ତମ ସଂସ୍କାର କରାଯିବ । ଅନ୍ତିମ ଯାତ୍ରାରେ ହଜାର ହଜାର...

gagarin-mishra
ସିନେମାଟୋଗ୍ରାଫର ଗାଗାରିନ୍ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର:ବିଶିଷ୍ଟ ସିନେମାଟୋଗ୍ରାଫର ଗାଗାରିନ୍ ମିଶ୍ରଙ୍କ ହୃଦଘାତରେ  ପରଲୋକ ହୋଇଯାଇଛି। ୬୭ ବର୍ଷ ବୟସରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ସେ ଫିଲ୍ମ ଫୁଲଚନ୍ଦନ, ନଈ ସେପାରୀ କନକ ଗୋରୀରେ କାମ କରିଥିଲେ । ହିନ୍ଦୀ ଫିଲ୍ମ ବେତାବ୍, ରାମ ଅବତାର, ମେଧାବୀ, ଚାଲଵାଜ, ଓ୍ବାଜୁଦ୍...

ladakh
ଭାରତୀୟ ସେନାଙ୍କୁ ଧନ୍ୟବାଦ ଦେଲେ ଚୀନ ଅଧିକାରୀ; କାହିଁକି ଜାଣନ୍ତି ?

ନୂଆଦିଲ୍ଲୀ:ପୂର୍ବ ଲଦାଖର ଏଲଏସିରେ ଭାରତ-ଚୀନ୍‌ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଲାଗି ରହିଥିବାବେଳେ ଭାରତ କିନ୍ତୁ ବନ୍ଧୁତାର ହାତ ଛାଡ଼ିନି । ମଙ୍ଗଳବାର ଅରୁଣାଚଳ ପ୍ରଦେଶ ସୀମାରେ ଚୀନ ପଟୁ ପଶି ଆସିଥିବା ୧୩ଟି  ୟାକ୍‌‌ ଏବଂ ୪ଟି ଶାବକଙ୍କୁ ଫେରାଇ ଦେଇଛି । ଏମାନେ ସମସ୍ତେ ଏଲଏସି ପାର...

corona test
ଦେଶରେ ଦିନକରେ ସର୍ବାଧିକ ୯୫,୭୩୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ସର୍ବାଧିକ ୯୫,୭୩୫ ଆକ୍ରାନ୍ତଙ୍କ ସହ ୧,୧୭୨ ଜଣଙ୍କ ମୃତ୍ୟୁ ହୋଇଛି । ଏହି ସଂଖ୍ୟାକୁ ମିଶାଇ ଏବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫,୦୬୨ରେ ପହଞ୍ଚିଛି । ଦିନକରେ ୭୨, ୯୩୯ ଜଣ କରୋନାକୁ ମାତ୍ ଦେଇଛନ୍ତି।...

lizard
ଜବତ ହେଲା ବିରଳ ପ୍ରଜାତିର ଝିଟିପିଟି, ଦାମ୍‌ ଶୁଣିଲେ ହୋସ୍‌ ଉଡ଼ିଯିବ

ନୂଆଦିଲ୍ଲୀ:ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲ୍ଲାରେ ଭାରତ-ବାଂଲାଦେଶ ସୀମାରେ ଏକ ବିରଳ ପ୍ରଜାତିର ଝିଟିପିଟି ଜବତ କରାଯାଇଛି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥାଇପାରେ, ଝିଟିପିଟି ପୁଣି ବିରଳ ପ୍ରଜାତିର କ’ଣ ? ହଁ, ଏହି ଝିଟିପିଟି ବିରଳ ପ୍ରଜାତିର ଏବଂ ଦୁର୍ମୂଲ୍ୟ । ହଜାର ବା ଲକ୍ଷ ନୁହେଁ,...

rafel-1
ବାୟୁସେନାରେ ସାମିଲ ହେଲା 'ରାଫେଲ'

ନୂଆଦିଲ୍ଲ: ପୂର୍ବ ଲଦାଖ ଅଞ୍ଚଳରେ ସୀମା ବିବାଦକୁ ନେଇ ଚୀନ-ଭାରତ ମୁହାଁମୁହିଁ ସ୍ଥିତିରେ ଅଛନ୍ତି। ଏପରି ପରିସ୍ଥିତିରେ ରାଫେଲ ଯୁଦ୍ଧ ବିମାନକୁ ବାୟୁସେନାରେ ସାମିଲ କରାଯାଇଛି। ୫ଟି ରାଫେଲ ଲଢୁଆ ଯୁଦ୍ଧ ବିମାନକୁ ଗୁରୁବାର ହରିୟାଣାର ଅମ୍ବାଲା ଏୟାରବେସରେ ଔପଚାରିକ ଭାବେ ବାୟୁସେନାର ଏକ ସ୍ୱତନ୍ତ୍ର ଉତ୍ସବରେ ସାମିଲ...

covid19
ଦେଶରେ ଦିନକରେ ୯୬,୫୫୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ମାଡ଼ି ଚାଲିଛି କରୋନା । ଗତ ୨୪ ଘଣ୍ଟାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ଦିନକରେ ୯୬,୫୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ୨୪ ଘଣ୍ଟାରେ ୧,୨୦୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୭୬,୨୭୧କୁ ଛୁଇଁଛି।...

china-bhrt
ସୀମା ବିବାଦରେ ପୂର୍ଣ୍ଣଛେଦ ପକାଇବାକୁ ଭାରତ-ଚୀନ୍ ଉଦ୍ୟମ ଜାରି

ନୂଆଦିଲ୍ଲୀ: ଦୀର୍ଘ ୪ ମାସର ବିବାଦ ପରେ ଭାରତ ଓ ଚୀନ୍ ଏଥିରେ ପୂର୍ଣ୍ଣଛେଦ ପକାଇବାକୁ  ଉଦ୍ୟମ କରିଛନ୍ତି । ଏଥିଲାଗି ପଞ୍ଚସୂତ୍ରୀ ସହମତି ପ୍ରକାଶ କରିଛନ୍ତି ଦୁଇ ଦେଶ । ରୁଷର ମସ୍କୋରେ ଅନୁଷ୍ଠିତ ଏସିିଓ ବୈଦେଶିକ ବ୍ୟାପାର ମନ୍ତ୍ରୀସ୍ତରୀୟ ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍....

kangna
ସୋନିଆଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ, ‘ଏପରି ନିରବତାର ପରିଣତି ଇତିହାସ ନିର୍ଦ୍ଧାରଣ କରିବ’

ନୂଆଦିଲ୍ଲୀ: ମହାରାଷ୍ଟ୍ର ସରକାର-ବଲିଉଡ ଆକ୍ଟ୍ରିସ୍‌ କଙ୍ଗନା ରଣାୱତ୍‌‌ ମଧ୍ୟରେ ଚାଲଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଚି। ମହାରାଷ୍ଟ୍ର ମେଣ୍ଟ ସରକାରରେ ଥାଇ ମଧ୍ୟ କଂଗ୍ରେସ ଏହି ବିବାଦରେ ନିରବ ଦର୍ଶକ ସାଜିଛି। ଏକ ଜାତୀୟ ଦଳର ଏପରି ନିରବତାକୁ ଦେଖି ବଲିଉଡ ଅଭିନେତ୍ରୀ କଙ୍ଗନା ବର୍ଷିଛନ୍ତି। ଶୁକ୍ରବାର...

kangna-1111
କଙ୍ଗନା ଡ୍ରଗ୍ସ ନେବା ଅଭିଯୋଗ; ତଦନ୍ତ ନିର୍ଦ୍ଦେଶ ଦେଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ-କଙ୍ଗନା-ଶିବସେନା ବିବାଦ ଦିନକୁ ଦିନ ଜଟିଳ ହେଉଛି । କଙ୍ଗନାଙ୍କୁ ବିଭିନ୍ନ ଆଡୁ ଘେରିବାକୁ ଜାଲ ବିଛାଇଛି ମହାରାଷ୍ଟ ଉଦ୍ଧବ ଠାକ୍‌‌ରେ ସରକାର । ବିଏମସିକୁ ଲଗାଇ କଙ୍ଗନାଙ୍କ ଅଫିସ ଭାଙ୍ଗିବା ପରେ ଏବେ କଙ୍ଗନା ଡ୍ରଗ୍ସ ବ୍ୟବହାର କରୁଥିବା ଅଭିଯୋଗ ଆଣିଛନ୍ତି ଉଦ୍ଧବ ସରକାର । ଏ...

kangana ranaut
କଙ୍ଗନା ଡ୍ରଗ୍ସ ନେବା ଅଭିଯୋଗ; ତଦନ୍ତ ନିର୍ଦ୍ଦେଶ ଦେଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ: କଙ୍ଗନା-ଶିବସେନା ବିବାଦ ଦିନକୁ ଦିନ ଜଟିଳ ହେଉଛି। କଙ୍ଗନାଙ୍କୁ ବିଭିନ୍ନ ଆଡୁ ଘେରିବାକୁ ଜାଲ ବିଛାଇଛି ମହାରାଷ୍ଟ ଉଦ୍ଧବ ଠାକ୍‌ରେ ସରକାର। ବିଏମସିକୁ ଲଗାଇ କଙ୍ଗନାଙ୍କ ଅଫିସ ଭାଙ୍ଗିବା ପରେ ଏବେ କଙ୍ଗନା ଡ୍ରଗ୍ସ ବ୍ୟବହାର କରୁଥିବା ଅଭିଯୋଗ ଆଣିଛନ୍ତି ଉଦ୍ଧବ ସରକାର। ଏ ନେଇ କଙ୍ଗନାଙ୍କ...

Capture
ଦେଶରେ ପୁଣି ରେକର୍ଡ ଭାଙ୍ଗିଲା କରୋନା; ୨୪ ଘଣ୍ଟାରେ ୯୭ ହଜାର ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣି ରେକର୍ଡ ଭାଙ୍ଗିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୭ ହଜାର ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ୧୨୦୧ ଜଣଙ୍କ ମୃତ୍ୟୁ ହୋଇଛି।  ଏଯାବତ୍ ଦେଶରେ ୭୭ ହଜାର ୪୭୨ଜଣଙ୍କ ମୃତ୍ୟୁ ହେଲାଣି। ଆଜିର ଆକ୍ରାନ୍ତଙ୍କୁ ମିଶାଇଵା ପରେ ...

china-missing
ସୀମାରେ ନିଖୋଜ ୫ ଭାରତୀୟଙ୍କୁ ଫେରାଇଲା ଚୀନ

ନୂଆଦିଲ୍ଲୀ: ଚୀନ୍‌ ସୀମାରେ ନିଖୋଜ ହୋଇଥିବା ୫ ଭାରତୀୟ ନିଜ ଦେଶକୁ ଫେରିଛନ୍ତି। ଆଜି ସକାଳେ ଚୀନର ପିପୁଲସ ଲିବରେସନ ଆର୍ମି ପକ୍ଷରୁ ସେମାନଙ୍କୁ ହସ୍ତାନ୍ତର କରାଯାଇଛି। ସେପ୍ଟେମ୍ବର ପହିଲାରେ ଅରୁଣାଚଳ ପ୍ରଦେଶର ୫ ଜଣ ଶିକାର କରିବାକୁ ଯାଇଥିବା ବେଳେ ଭୁଲବଶତଃ ଚୀନ ସୀମାକୁ ପଶି ଯାଇଥିଲେ।...

1212
ପୂର୍ବତନ ନୌସେନା ଅଧିକାରୀଙ୍କୁ ଆକ୍ରମଣ ଘଟଣା; ୬ ଶିବସେନା କର୍ମୀଙ୍କୁ ଗିରଫ ପରେ ପରେ ମିଳିଲା ଜାମିନ

ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହ ଜଡ଼ିତ ଏକ ଭାଇରାଲ କାର୍ଟୁନକୁ ନେଇ ମୁମ୍ବାଇରେ ଜଣେ ପୂର୍ବତନ ନୌସେନା ଅଧିକାରୀ ମଦନ ଶର୍ମାଙ୍କୁ ଗତକାଲି ରାତିରେ ୧୦ରୁ ୧୫ ଜଣ ଲୋକ ନିସ୍ତୁକ ମାଡ଼ ମାରି ଗୁରୁତର କରିଦେଇଛନ୍ତି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।...

sus-rhea
ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା; ଡ୍ରଗ୍ ପେଡଲର ଗିରଫ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ଡ୍ରଗ୍ କାରବାରରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗିରଫ କରାଯାଇଛି। ଉଭୟଙ୍କୁ ଡ୍ରଗ୍‌ ଦେଉଥିବା ଜଣେ ଡ୍ରଗ୍ ପେଡଲରଙ୍କୁ ଗିରଫ କରା ଯାଇଛି। ଏ ନେଇ ଏନସିବି...

ଜୀବନ ଜୀବିକା ସନ୍ଧାନରେ ଶ୍ରମିକ; ଭିଟାମାଟି ଛାଡିଲେ ହଜାର ହଜାର ଓଡ଼ିଆ

ବ୍ରହ୍ମପୁର: କରୋନା ଭୂତାଣୁ ଭୟ ମଧ୍ୟରେ ପୁଣି ଥରେ ଜୀବନ ଜୀବିକା ପାଇଁ ଅଣ୍ଟା ଭିଡିଛନ୍ତି ଶ୍ରମିକ। ଭିଟାମାଟି ଛାଡୁଛନ୍ତି ହଜାର ହଜାର ଓଡ଼ିଆ ଶ୍ରମିକ। ଜୀବିକା ସନ୍ଧାନରେ କର୍ମଭୂମି ଗୁଜରାଟର ସୁରତକୁ ସବୁଠୁ ଅଧିକ ଶ୍ରମିକ ଗଞ୍ଜାମ ଜିଲ୍ଲାରୁ ଯାଉଛନ୍ତି। ଅନ୍ୟ ଜିଲ୍ଲାରୁ ମଧ୍ୟ ଶହ ଶହ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।