• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

jay panda-1
ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ: ବିଜେପିର ସାଂଗଠନିକ ପୁନର୍ବିନ୍ୟାସ ପରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ ଭେଟିଛନ୍ତି। ଉପାଧ୍ୟକ୍ଷ ପଦରେ ପୁନଃନିଯୁକ୍ତି ପରେ ବୈଜୟନ୍ତ ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି । ଏହାସହ ତାଙ୍କୁ ମିଳିଥିବା ଦାୟିତ୍ୱକୁ ସେ ସୁଚାରୁ ରୂପେ ତୁଲାଇବେ ବୋଲି ଜଣାଇଛନ୍ତି । ତାଙ୍କ...

assembly
ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର: କରୋନା ଭୟ ଭିତରେ ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନ। ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ  ପ୍ରସ୍ତୁତ ହୋଇଛନ୍ତି ବିରୋଧୀ। ସେହିଭଳି ମୁକାବିଲା କରିବାକୁ ସରକାର ବି ସଜବାଜ ହୋଇଛନ୍ତି। ହେଲେ ଗୋଟିଏ ପଟେ ଗୃହକାର୍ଯ୍ୟ, ଅନ୍ୟପଟେ କରୋନା ଭୟ ସମସ୍ତଙ୍କୁ ଘାରୁଛି...

taxi
ଅଣପରିବହନ ଗାଡ଼ିର ଭଡ଼ା ଲଗାଣ ଉପରେ ଲାଗିବ କଟକଣା

ଭୁବନେଶ୍ୱର: ଅଣପରିବହନ ଗାଡ଼ିର ଭଡ଼ା ଲଗାଣ ଉପରେ କଟକଣା ଲଗାଇଛି ପରିବହନ ବିଭାଗ। ବିଭିନ୍ନ କ୍ଷେତ୍ରରେ ପ୍ରାଇଭେଟ ଗାଡ଼ିକୁ ଭଡ଼ା ଲଗାଯାଉଥିବା ଦର୍ଶାଇ ରାଜ୍ୟ ପରିବହନ ବିଭାଗ ଏହି କଟକଣା ଲଗାଇଛି।ବିଭାଗର ନିର୍ଦ୍ଦେଶନାମା ଅନୁସାରେ କେବଳ ଯାତ୍ରୀ ପରିବହନ ପାଇଁ ପଞ୍ଜୀକୃତ ହୋଇଥିବା ଗାଡ଼ି ଭଡ଼ାରେ ଲାଗି ପାରିବ।...

modi
କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

ଡେରାଡୁନ୍‌: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ କନ୍‌ଫରେନ୍ସରେ ମଙ୍ଗଳବାର ୬ଟି ବଡ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହି ଅବରସରେ ମୋଦି କୃଷି ବିଲ୍‌କୁ ବିରୋଧକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ବିଲ୍‌ ଯୋଗୁ ଦେଶର କୃଷକ, ଶ୍ରମିକଙ୍କ ସମସ୍ୟାରେ ସୁଧାର ଆସିବ। ଏହି ସୁଧାର...

sports
ସୁପର ଓଭରରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କଲା ବେଙ୍ଗାଲୁର

ଦୁବାଇ: ଏକ ରୋମାଞ୍ଚକର ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି ରୟାଲ ଚାଲେଞ୍ଜର୍ସ ବେଙ୍ଗଳୁରୁ । ମ୍ୟାଚ ଟାଇ ହେବା ପରେ ସୁପର ଓଭର ଦୁଇ ଟିମର ଭାଗ୍ୟ ନିର୍ଦ୍ଧାରଣ କରିଥିଲା।  ଆଉ ଦର୍ଶକ ଦେଖିଥିଲେ ସୁପର ଓଭରରେ ସୁପର କମାଲ । ମୁମ୍ବାଇ ଇଣ୍ଡିଆନ୍ସକୁ ମାତ ଦେଇ...

rhea 11
ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନର ଶୁଣାଣି ଆଜି

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଡ୍ରଗ୍ସ ଲିଙ୍କରେ ଗିରଫ ହୋଇ ଜେଲରେ ଥିବା ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନର ଆଜି ଶୁଣାଣି । ବମ୍ବେ ହାଇକୋର୍ଟ ରିୟାଙ୍କ ସମେତ ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନର ଶୁଣାଣି କରିବେ। ଗତ ୨୩ ତାରିଖରେ...

nirvaya
ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

ଲଦାଖ: ଚୀନକୁ ଚେକ୍ ଦେବାପାଇଁ LACରେ ଅତ୍ୟାଧୁନିକ ଯୁଦ୍ଧାସ୍ତ୍ର ଓ ଟ୍ୟାଙ୍କ ମୁତୟନ କରିଥିବା ଭାରତୀୟ ସେନା ତାର ସାମରିକ ଶକ୍ତିକୁ ଆହୁରି ମଜଭୁତ କରିଛି। ପରିସ୍ଥିତିକୁ ଦେଖିବା ପରେ ସ୍ୱଦେଶୀ ଜ୍ଞାନକୌଶଳରେ ର୍ନିମିତ ଦୂରଗାମୀ ଲକ୍ଷ୍ୟ ଭେଦୀ କ୍ଷେପଣାସ୍ତ୍ର ନିର୍ଭୟ ମୁତୟନ କରାଯାଇଛି। ଚୀନ ତା ସୀମାରେ...

SSR
ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଏମ୍ସ ତରଫରୁ ଚୂଡ଼ାନ୍ତ ବ୍ୟବଚ୍ଛେଦ ରିପୋର୍ଟ ଓ ଭିସେରା ରିପୋର୍ଟ ସିବିଆଇକୁ ପ୍ରଦାନ କରାଯାଇଛି । ଗତକାଲି ସଂଧ୍ୟାରେ ଏହି ରିପୋର୍ଟ ଦିଆଯାଇଥିବା ଜଣାପଡ଼ିଛି । ଏହି ବ୍ୟବଚ୍ଛେଦ ରିପୋର୍ଟ ସହିତ ଅନ୍ୟ ତଥ୍ୟ ପ୍ରମାଣକୁ ନେଇ ସିବିଆଇ ତଦନ୍ତ...

bubonic plague
କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ପେଇଚିଂ: ଚୀନରେ କରୋନା ଭାଇରସ ପରେ ଏବେ ଆସିଛି ଆଉ ଏକ ବିପଦ। ବ୍ୟୁବୋନିକ୍‌ ପ୍ଲେଗ୍‌ ରୋଗକୁ ନେଇ ଚୀନ୍‌ରେ ଖେଳି ଯାଇଛି ଆତଙ୍କ। ରୋଗ ସଂକ୍ରମଣର ଭୟାବହତାକୁ ଦେଖି ଦେଶର ଦକ୍ଷିଣ ଓ ପଶ୍ଚିମ ଭାଗରେ ଜରୁରୀକାଳିନ ସ୍ଥିତି ଲାଗୁ କରାଯାଇଛି। କୁହାଯାଉଛି, ଚୀନର ୟୁନ୍ନାନ ପ୍ରାନ୍ତର...

coronavirus
୨୪ ଘଣ୍ଟାରେ ଚିହ୍ନଟ ହେଲେ ୩, ୦୬୭ କରୋନା ରୋଗୀ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩ ହଜାରରୁ ଅଧିକ  ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩, ୦୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୨୫୮ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ...

ଦିନକରେ ଆଖି ବୁଜିଲେ ଆଉ ୧୫ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୨୮ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୩ ଜଣ, ଭୁବନେଶ୍ୱରରୁ ୩ ଜଣ...

1111
ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

ନୂଆଦିଲ୍ଲୀ:ହଥରସ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଯୁବତୀ ମୃତ୍ୟୁ ସହ ଲଢି ଲଢି ଶେଷରେ ଆଖି ବୁଜି ଦେଇଛନ୍ତି। ଗଣ ଦୁଷ୍କର୍ମ ପରେ ୧୯ ବର୍ଷର ଏହି ଯୁବତୀଙ୍କ ଜିଭ କାଟି ଦେଇଥିଲେ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ପୀଡିତାଙ୍କୁ ପ୍ରଥମେ ଜବାହରଲାଲ ନେହରୁ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା।...

ins
୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ନୂଆଦିଲ୍ଲୀ: ନୌସେନାର ଏୟାର କ୍ରାଫ୍ଟ କ୍ୟାରିୟର ଯାହାଜ INS ବିରାଟ ଗୁଜରାଟ ଅଲଙ୍ଗସ୍ଥିତ ଯାହାଜ ଭଙ୍ଗା ୟାର୍ଡରେ ପହଞ୍ଚିଛି। ଭାରତରେ ସବୁଠୁ ଦୀର୍ଘ ସମୟ ଧରି ସେବାରେ ରହିଥିଲା ଏହି ଜାହାଜ । ଗତ ୩୦ ବର୍ଷ ହେବ ନିରବଚ୍ଛିନ୍ନ ଭାବେ ସେବା ଯୋଗାଇ ଆସୁଥିଲା । କିଛି...

tirath singh rawat
କିଏ ହେବ ଉତ୍ତରାଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ; ଆଗରେ ରହିଛି ଏହିସବୁ ନାଁ

ଡେରାଡୁନ: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାୱତଙ୍କ ଇସ୍ତଫାକୁ ନେଇ ସସ୍ପେନ୍ସର  ଦି ଏଣ୍ଡ୍ । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ତୀରଥ ସିଂ ରାୱତ । ଗତକାଲି ରାତିରେ ରାଜ୍ୟପାଳ ବେବୀରାଣୀ ମୌର୍ଯ୍ୟଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ତୀରଥ…

ayodhya
୨୮ ବର୍ଷ ପରେ ଆଜି ହେବ ବାବରି ମସଜିଦ୍ ଭଙ୍ଗା ମାମଲାର ରାୟ ଶୁଣାଣି

ନୂଆଦିଲ୍ଲୀ: ଦୀର୍ଘ ୨୮ ବର୍ଷ ପରେ ବାବ୍‌ରି ମସଜିଦ୍ ଭଙ୍ଗା ମାମଲାର ଆଜି ରାୟ ଶୁଣାଣି ହେବ । ଲକ୍ଷ୍ନୌ ସ୍ୱତନ୍ତ୍ର ସିବିଆଇ କୋର୍ଟର ବିଚାରପତି ଏସ୍. କେ. ଯାଦବ ଏହି ରାୟ ଶୁଣାଇ ପାରନ୍ତି। ୧୯୯୨ ମସିହାରେ ଘଟିଥିବା ଘଟଣାରେ ଏଲ୍. କେ. ଆଡ଼ଭାନି, ମୁରଲୀ ମନୋହର...

corona vaccine
ଆସନ୍ତାବର୍ଷ ସୁଦ୍ଧା କମ୍‌ ଦାମ୍‌ରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ:କରୋନା ଭାଇରସକୁ ନେଇ ସାରା ଦେଶ ଆତଙ୍କିତ ଅବସ୍ଥାରେ ଥିବାବେଳେ ପୁଣେ ସ୍ଥିତ ସେରମ ଇନିଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ ଏହି ଚିନ୍ତା ଦୂର କରିବାକୁ ଯାଉଛି। ରବିବାର କମ୍ପାନୀ ପକ୍ଷରୁ କୁହାଯାଇଛି, ଚଳିତବର୍ଷ ଶେଷ ସୁଦ୍ଧା କରୋନା ଟିକା ପ୍ରସ୍ତୁତି କାମ ଶେଷ ହୋଇଯିବ ।  ଆସନ୍ତା ବର୍ଷ...

trump biden
ପ୍ରେସିଡେନ୍‌ସିଆଲ ଡିବେଟରେ ମୁହାଁମୁହିଁ ହେଲେ ଟ୍ରମ୍ପ-ବିଡେନ

ୱାଶିଂଟନ:ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହୋଇଛି ପ୍ରେସିଡେନ୍‌ସିଆଲ ଡିବେଟ । ଓହିଓ କ୍ଲେଭଲାଣ୍ଡରେ ଡୋନାଲ୍ଡ ଟ୍ରମ୍ପ ଓ ଜୋ ବିଡେନଙ୍କ ସାମ୍ନାସାମ୍ନି ହୋଇଛନ୍ତି। ପ୍ରଥମ ଡିବେଟ୍ ହେଉଛି ନିଜର ପ୍ରାର୍ଥିତ୍ୱକୁ ନେଇ। ଉଭୟଙ୍କ ମଧ୍ୟରେ କଡ଼ା ବିତର୍କ ହୋଇଛି । କରୋନା ମୁକାବିଲା ଓ ବର୍ଣ୍ଣବୈଷମ୍ୟ ନେଇ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।