• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

hathrus
ହାଥରସ ଗଣଦୁଷ୍କର୍ମ ମାମଲା; ପରିବାର ଲୋକଙ୍କୁ ଘରେ ବନ୍ଦ କରି ପୀଡିତାଙ୍କ ଶବ ସତ୍କାର କଲା ପୋଲିସ

ଲକ୍ଷ୍ନୌ: ଦିଲ୍ଲୀର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ସହ ସଂଘର୍ଷ କରିବା ପରେ ଶେଷରେ ହାରି ଯାଇଛନ୍ତି ପୀଡ଼ିତା । ଦିଲ୍ଲୀର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ହେଲେ ଏହି  ଉତ୍ତରପ୍ରଦେଶର ହାଥରସ୍‌ରେ ଘଟିଥିବା ଏହି ଜଘନ୍ୟ ଦୁଷ୍କର୍ମ ମାମଲାକୁ...

sonu sood
ଅସହାୟଙ୍କ ସାହା ପାଲଟିଥିବା ସୋନୁ ସୁଦ୍‌ଙ୍କୁ ସମ୍ମାନିତ କଲା ଜାତିସଂଘ

ନୂଆଦିଲ୍ଲୀ: କରୋନା ବିପତ୍ତି ବେଳେ ଅସହାୟଙ୍କ ସାହା ପାଲଟିଥିଲେ ଅଭିନେତା ସୋନୁ ସୁଦ। ତାଙ୍କର ଏହି ମହନୀୟତା ପାଇଁ ବିଭିନ୍ନ ଆଡୁ ଛୁଟିଥିଲା ପ୍ରଶଂସାର ସୁଅ।  ଏବେ  ମିଳିତ ଜାତିସଂଘ ଦ୍ୱାରା ସମ୍ମାନଜନକ ସ୍ୱତନ୍ତ୍ର ମାନବିକତା ଆକ୍ସନ୍ ପୁରସ୍କାର (UNDP)ରେ ତାଙ୍କୁ ସମ୍ମାନିତ କରାଯାଇଛି । ଗତ ସୋମବାର...

babri 11
ବାବ୍ରୀ ମସଜିଦ୍ ଭଙ୍ଗା ମାମଲାର ରାୟ: ୩୨ ଅଭିଯୁକ୍ତ ନିର୍ଦ୍ଦୋଷ

ଲକ୍ଷ୍ନୌ: ବହୁ ଚର୍ଚ୍ଚିତ ବାବ୍ରୀ ମସଜିଦ୍ ଭଙ୍ଗା ମାମଲାର ରାୟ ଆଜି ପ୍ରକାଶ ପାଇଛି। ମାମଲାର ଶୁଣାଣି କରି ସମସ୍ତ ୩୨ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ଘୋଷଣା କରିଛନ୍ତି କୋର୍ଟ। ବାବ୍ରୀ ମସଜିଦ୍ ଭଙ୍ଗା ମାମଲାରେ ଲକ୍ଷ୍ନୌ CBI ସ୍ପେଶାଲ୍ କୋର୍ଟ ଆଜି ଗୁରୁତ୍ୱପୂର୍ଣ୍ଣ ରାୟ ଘୋଷଣା କରିଛନ୍ତି। ଏହି...

advani
‘ଜୟ ଶ୍ରୀରାମ’ କହି ରାୟଙ୍କୁ ସ୍ୱାଗତ କଲେ ଆଡଭାନୀ

ନୂଆଦିଲ୍ଲୀ: ୨୮ ବର୍ଷ ପରେ ବାବ୍ରୀ ମସ୍‌ଜିଦ୍‌ ଭଙ୍ଗା ଘଟଣାର ଶୁଣାଣି ଆଜି ଲକ୍ଷ୍ନୌ ସ୍ୱତନ୍ତ୍ର କୋର୍ଟରେ ହୋଇଯାଇଛି। କୋର୍ଟ ଏହି ମାମଲାର ଶୁଣାଣି କରି ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। କୋର୍ଟ ତାଙ୍କ ରାୟରେ କହିଛନ୍ତି, ମସ୍‌ଜିଦ୍‌  ଢାଞ୍ଚାକୁ ଅସାମାଜିକ ବ୍ୟକ୍ତିମାନେ ଭାଙ୍ଗି ଥିଲେ। ଅଭିଯୁକ୍ତ...

rainfall 1
ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ...

up
ପୀଡିତାଙ୍କ ସହ ଦୁଷ୍କର୍ମ ହୋଇନାହିଁ କି ତାଙ୍କର ଜିଭ କଟାଯାଇ ନାହିଁ -ପୋଲିସ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରସ୍ ଦୁଷ୍କର୍ମ ମାମଲାକୁ ଗୁରୁତ୍ୱର ସହ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। ଘଟଣାକୁ ନେଇ ସବିଶେଷ ତଥ୍ୟ ପଚାରି ଥିବା ଜଣାପଡ଼ିଛି। ଏହି ଆଲୋଚନା ପରେ ମାମଲାରେ ଏସଆଇଟି ଗଠନ କରି ତଦନ୍ତ ନିର୍ଦ୍ଦେଶ...

riya-shouvik
ରିୟାଙ୍କ ଘରୁ ମିଳିଲା ଏମିତି ଜିନିଷ, ହୋଇପାରେ ୧୦ ବର୍ଷ ଜେଲ୍‌

ମୁମ୍ବାଇ: ବଲିଉଡ ଏକ୍ଟର ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲାରେ ସଂପୃକ୍ତ ଡ୍ରଗ୍ସ ଲିଙ୍କର ଖୋଳତାଡ କରୁଛି ନାର୍କୋଟିକ କଣ୍ଟ୍ରୋଲ ବ୍ୟୁରୋ ( NCB)। ଏହି ମାମଲାରେ ସୁଶାନ୍ତଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ଭାଇ ସୌଭିକଙ୍କୁ ଏନସିବି ପୂର୍ବରୁ ଗିରଫ କରିଛି। ଜାତୀୟ ଗଣମାଧ୍ୟମ ସୂତ୍ରରୁ...

111
ନୂଆ ନିୟମ: ଆଉ ସାଙ୍ଗରେ ଆଣିବାକୁ ପଡ଼ିବନି DL

ଭୁବନେଶ୍ୱର:ଘରୁ DL ଆଣିବାକୁ ଭୁଲି ଯାଇଛନ୍ତି ? ଡରନ୍ତୁନି। ଆଉ ଫାଇନ ଗଣିବାକୁ ପଡ଼ିବନି। କାରଣ ଗାଡ଼ି ଚଳାଇବା ବେଳେ ଏଣିକି DL ଓ ଅନ୍ୟ କାଗଜପତ୍ର ଖୋଜା ପଡ଼ିବନି। ଯଦି ବି ଚାଳକ ଏସବୁ ନିଜ ସହ ନେଇନାହାନ୍ତି ତେବେ ଜୋରିମାନା ଗଣିବାକୁ ପଡ଼ିବନି। ଆଜିଠୁ ଏହି...

priyanka
ହାଥରସ ଗଣଦୁଷ୍କର୍ମ ମାମଲା; ପୀଡିତାଙ୍କ ପରିବାର ଲୋକଙ୍କୁ ଭେଟିବାକୁ ଯାଉଛନ୍ତି ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ:କଂଗ୍ରେସ ନେତା ରାହୁଲ ଗାନ୍ଧୀ  ଏବଂ ପ୍ରିୟଙ୍କା ଗାନ୍ଧି ଗୁରୁବାର ଉତ୍ତର ପ୍ରଦେଶ ହାଥରସ ଗଣ ଦୁଷ୍କର୍ମ ପୀଡିତାଙ୍କ ପରିବାରକୁ ଭେଟିବାକୁ ଆସୁଛନ୍ତି। ହେଲେ ହଥରସରେ ଏବେ ୧୪୪ ଧାରା ଲାଗୁ ହୋଇଛି। ପ୍ରଶାସନର କହିବା ଅନୁଯାୟୀ, କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଠାରେ ସେପ୍ଟେମ୍ବର୧ରୁ ୩୧...

maxresdefault (1)
ବିଧାନସଭା ସମ୍ମୁଖରେ ମହିଳାଙ୍କ ବେକରେ ଛୁରୀ ଲଗାଇ ଯୁବକଙ୍କ ହାଇଡ୍ରାମା

ଭୁବନେଶ୍ୱର: କୋଭିଡ କଟକଣା ଭିତରେ ବିଧାନସଭା ମୌସୁମୀ ଅଧିବେଶନ ଚାଲିଥିବାବେଳେ ବିଧାନସଭା ସାମ୍ନାରେ ଆଜି ଜଣେ ଯୁବକଙ୍କ ଯୁବକଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ବିଧାନସଭା ସାମ୍ନା ପିଏମ୍‌ଜି ଛକରେ ଜଣେ ଯୁବକ ଜଣେ ମହିଳାଙ୍କ ବେକରେ ଛୁରି ଲଗାଇ ଧମକ ଦେଇଛନ୍ତି। ଏହି ଘଟଣା ପରେ ପିଏମ୍‌ଜି ଛକରେ...

32222
ହିରୋଇନ୍‌ଙ୍କ ପରେ ଆସୁଛି ହିରୋଙ୍କ ପାଳି, NCB ହାତରେ ଲାଗିଛି ୪ କୋଡ୍‌ ୱାର୍ଡ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାର ତଦନ୍ତ କରିବାକୁ ଯାଇ ବଲିଉଡର ଡ୍ରଗ୍ସ ଲିଙ୍କ ଘଟଣାର ପର୍ଦ୍ଦାଫାଶ ହୋଇଛି। ଡ୍ରଗ୍ସ ଲିଙ୍କ ନେଇ NCB ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ଭାଇଙ୍କୁ ମିଶାଇ ଅନେକଙ୍କୁ  ଗିରଫ କରିଛି। ତଥାପି ବଲିଉଡ୍‌ର ଆଉ କିଏ କିଏ...

sikshya
ମାରଣା ଷଣ୍ଢ କବଳରୁ ଜେଜେ ମା’ଙ୍କୁ ଉଦ୍ଧାର କଲା କୁନି ନାତି

ଚଣ୍ଡିଗଡ: ମାରଣା ଷଣ୍ଢ ଗୋଡଉଛି। ଷଣ୍ଢର ଆକ୍ରମଣରେ ଜେଜେମା’ ତଳେ ପଡ଼ି ଚିତ୍କାର କରୁଛନ୍ତି। ଛୋଟ ପିଲାଟିଏ ଷଣ୍ଢକୁ ନ ଡରି ଦଉଡି ଆସୁଛି ଜେଜେ ମା’ଙ୍କୁ ଉଦ୍ଧାର କରିବା ପାଇଁ। ହେଲେ ଷଣ୍ଢ ଆକ୍ରମଣରୁ ସେ ବି ବର୍ତ୍ତି ପାରୁନି। ତଥାପି ଜେଜେ ମା’ଙ୍କୁ ଛାଡ଼ି ଯାଉନି।...

cease-fire
ପୁଣି ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଘଂନ; ୩ ଭାରତୀୟ ଯବାନ ସହିଦ

ଶ୍ରୀନଗର: ସୀମା ଲଘିଂଲା ପାକିସ୍ତାନର ବଦ୍‌ମାସି। ଏଲଓସିରେ ଗୁରୁବାର ପୁଣି ଅସ୍ତ୍ରବିରତି ଉଲ୍ଲଘଂନ କରିଛି ପାକିସ୍ତାନ। ଫଳରେ ୩ ଭାରତୀୟ ଯବାନ ସହିଦ ହୋଇଛନ୍ତି। ଏଥି ସହିତ ୫ ଯବାନ ଗୁରୁତର ହୋଇଛନ୍ତି। ତେବେ ଭାରତୀୟ ଯବାନ ପାକ ସେନାକୁ ମୁହଁତୋଡ ଜବାବ ଦେଇଛନ୍ତି। ସେନା ସୂତ୍ରରୁ ମିଳିଥିବା...

Untitled-1
ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ମାଲକାନଗିରି ସୀମା ଛତିଶଗଡ଼ ଜିଲ୍ଲା ବିଜାପୁରରେ ମାଓବାଦୀ ବର୍ବରକାଣ୍ଡ ରଚିଛନ୍ତି।  ପୋଲିସ୍ ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣ ଲୋକ ପ୍ରତିନିଧିଙ୍କୁ ନିର୍ମମ ହତ୍ୟା କରିଛନ୍ତି ମାଓବାଦୀ। ବିଜାପୁର ଜିଲ୍ଲା ଗଙ୍ଗଲା ଗାଁରେ ମାଓବାଦୀମାନେ ଏହି ବର୍ବରକାଣ୍ଡ ଘଟାଇଥିବା ବିଜାପୁର ଏସ୍‌ପି କମଳଲୋଚନ କଶ୍ୟପ ସୂଚନା ଦେଇଛନ୍ତି ।...

gandhi
ଦେଶର ଦୁଇ ଜନନାୟକ-‘ଗାନ୍ଧୀ-ଶାସ୍ତ୍ରୀ’ଙ୍କୁ କାହିଁକି ଝୁରୁଛି ଦେଶ ?

ନୂଆଦିଲ୍ଲୀ/ଭୁବନେଶ୍ୱର: ଅକ୍ଟୋବର-୨ ଭାରତ ପାଇଁ ଏକ ପବିତ୍ର ଦିନ । ଏଇ ଦିନ ଦୁଇ ଦୁଇ ଜଣ ମହାତ୍ମା ଜନ୍ମ ନେଇ ଏଇ ମାଟିକୁ କରିଥିଲେ ମହାନ୍‌। ସେ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧି ଏବଂ ସ୍ୱାଧୀନ ଭାରତର ୨ୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ। ଆଜି...

Capture
VVIPଙ୍କ ପାଇଁ ଆସିଲା ବୋଇଙ୍ଗ-୭୭୭ ଏୟାରକ୍ରାଫ୍ଟ

ନୂଆଦିଲ୍ଲୀ: ଏଣିକି ସ୍ୱତନ୍ତ୍ର ବିମାନରେ ଉଡିବେ ଭାରତର ଭିଭିଆଇପି । ଏଥିପାଇଁ ଭାରତରେ ପହଞ୍ଚଛି VVIP ବିମାନ ଏୟାର ଇଣ୍ଡିଆ ୱାନ୍ । ଆମେରିକାରୁ ଆସିଥିବା ଏହି ବିମାନଟି କେବଳ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଉପରାଷ୍ଟ୍ରପତିଙ୍କ ପାଇଁ ଉଦ୍ଦିଷ୍ଟ ।  ଆସନ୍ତୁ ଦେଖିବା ଆସନ୍ତୁ ଜାଣିବା, କଣ ରହିଛି...

trump
ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ପତ୍ନୀ ମେଲାନିଆ କରୋନା ଆକ୍ରାନ୍ତ

ୱାଶିଂଟନ: ନିର୍ବାଚନ ପୂର୍ବରୁ ଆମରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପତ୍ନୀ ମେଲାନିଆ କରୋନା ଆକ୍ରାନ୍ତ ହୋଇଛନ୍ତି । ଟ୍ରମ୍ପଙ୍କର ବ୍ୟକ୍ତିଗତ ପରାମର୍ଶଦାତା ହୋପ ହିକ୍ସଙ୍କ  କରୋନା ରିପୋର୍ଟ ପଜିଟିଭ ଆସିବା ପରେ ଉଭୟେ କରୋନା ଟେଷ୍ଟ କରାଇଥିଲେ। ଉଭୟଙ୍କର ପଜିଟିଭ ଆସିଛି। ଟ୍ରମ୍ପ ଏ ନେଇ ଟ୍ୱିଟ...

china-1
ଜୈବିକ ଯୁଦ୍ଧରୁ ବର୍ତ୍ତିବା ପାଇଁ ଚୀନ ନିର୍ମାଣ କରୁଛି ଗୁପ୍ତ ସହର !

ନୂଆଦିଲ୍ଲୀ: କରୋନାକୁ ନେଇ ଚୀନ ପ୍ରତି ସମସ୍ତଙ୍କ କ୍ଷୋଭ ଓ ବିରୋଧାଭାସ ବଢି ଯାଇଛି। ଏପରି ପରିସ୍ଥିତିରେ ଚୀନ ଏକ ନୂଆ ପ୍ରକାର ସହର ବସାଇବାକୁ ଯାଉଛି। ଇଣ୍ଟରନାଶନାଲ ମିଡିଆ ସୂତ୍ରରୁ ଜଣାଯାଇଛି, ସହରର ଡିଜାଇନ ଏପରି ଭାବେ କରାଯାଉଛି, ଯେପରି ଯେ କୌଣସି ପ୍ରକାର ରୋଗରୁ ସୁରକ୍ଷିତ...

strike
ସୁଶାନ୍ତଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଅନଶନରେ ବସିଲେ ୨ ବନ୍ଧୁ

ମୁମ୍ବାଇ: ମୁମ୍ବାଇର ସ୍ୱର ଏବେ ଶୁଣିବାକୁ ମିଳିଛି ଦିଲ୍ଲୀରେ । ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ ଜୋରଦାର କରିବା ସହ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଆମରଣ ଅନଶନ। ଦିଲ୍ଲୀ ଜନ୍ତରମନ୍ତରରେ ଧାରଣାରେ ବସିଛନ୍ତି ବନ୍ଧୁ ତଥା କୋରିଓଗ୍ରାଫର୍ ଗଣେଶ ଗାୟକ୍ୱାଡ୍ ଓ ପୂର୍ବତନ ସହଯୋଗୀ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।