ପୁରୀ: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କେହି ମାନୁନାହାନ୍ତି କୋଭିଡ ଗାଇଡ ଲାଇନ। ଏପରିକି ମନ୍ତ୍ରୀ ଓ ବିଧାୟକ ମଧ୍ୟ ମାନୁ ନାହାନ୍ତି। ମନ୍ତ୍ରୀ ଓ ବିଧାୟକଙ୍କ ନାଁରେ ଆସିଛି କୋଭିଡ୍-୧୯ ଆଇନ୍ ଉଲ୍ଲଂଘନ ଅଭିଯୋଗ । ମନ୍ତ୍ରୀ ସମୀର ଦାଶ ଓ ବିଜେଡି ବିଧାୟକ ଉମାକାନ୍ତ...
ଗାଜିପୁର: ଉତ୍ତର ପ୍ରଦେଶ ଗାଜିପୁର ଜିଲ୍ଲାର ଏକ ଆଶ୍ଚର୍ଯ୍ୟଜନକ ଘଟଣା। ତିନି ଗୋଡ ଥିବା ଏକ ଅଦ୍ଭୁତ ଶିଶୁକନ୍ୟା ଜନ୍ମ ନେଇଛି। ଝିଅଟିକୁ ଦେଖି ପରିବାର ତଥା ଗ୍ରାମବାସୀ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କିଛି ଲୋକ ତ ଶିଶୁଟିକୁ ଭଗବାନ ବୋଲି ବିଶ୍ୱାସ କରି ଦୂରରୁ ମୁଣ୍ଡିଆ ମାରୁଥିବା ଦେଖିବାକୁ...
ମୁମ୍ବାଇ: ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ଏକ ନୂଆ ଡାକ୍ତରୀ ଟିମ୍ ଦ୍ୱାରା ତଦନ୍ତ ହେଉ। ଏମ୍ସର ତଦନ୍ତ ରିପୋର୍ଟକୁ ନେଇ ସନ୍ଦେହ ପ୍ରକାଶ କରିବା ସହ ନୂଆ ଦାବି କରିଛନ୍ତି ସୁଶାନ୍ତ ସିଂ ରାଜପୁତଙ୍କ ପରିବାର ଓକିଲ ବିକାଶ ସିଂହ। କୁପର ହସ୍ପିଟାଲର ପୋଷ୍ଟମର୍ଟମ ରିପୋର୍ଟରେ ମୃତ୍ୟୁ ସମୟ...
ବେଙ୍ଗାଲୁର: କର୍ଣ୍ଣାଟକ ପ୍ରଦେଶ କଂଗ୍ରେସ ସଭାପତି ଡିକେ ଶିବକୁମାରଙ୍କ ଘରେ ସିବିଆଇ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁୁଳ ଅଭିଯୋଗରେ ସିବିଆଇ ପକ୍ଷରୁ ଏହି ରେଡ କରାଯାଇଛି। ଶିବକୁମାରଙ୍କ ସମେତ ତାଙ୍କ ଭାଇ ଡି.କେ ସୁରେଶଙ୍କ ଘରେ ବି ରେଡ୍ କରିଛି ସିବିଆଇ । ଏକକାଳୀନ ୧୪ଟି...
ନୂଆଦିଲ୍ଲୀ:ଦକ୍ଷିଣ କାଶ୍ମୀରର ପମ୍ପୋରରେ ପୁଣି ଆତଙ୍କୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ୨ ଜଣ ସିଆରପିଏଫ ଯବାନ ସହିଦ ହୋଇଛନ୍ତି। ଏଥିରେ ଆଉ ୩ ଯବାନ ଗୁରୁତର ହୋଇଛନ୍ତି। ଆହତ ଯବାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଆକ୍ରମଣ ପରେ ଏହି ଆତଙ୍କୀମାନେ ସ୍ଥାନୀୟ...
ନୂଆଦିଲ୍ଲୀ: ଆଇପିଏଲର ୧୯ତମ ମୁକାବିଲାରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର (RCB) ଦିଲ୍ଲୀ କ୍ୟାପିଟାଲ୍ସ ନିକଟରୁ ପରାସ୍ତ ହୋଇଛି। ଏହା ସତ୍ତ୍ୱେ RCB କ୍ୟାପ୍ଟେନ ବିରାଟ କୋହଲିଙ୍କ ନାଁରେ ଯୋଡ଼ି ହୋଇଛି ବଡ ରେକର୍ଡ। ସୋମବାର ଦୁବାଇ ଇଣ୍ଟରନାଶନାଲ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ବିରୋଧରେ ଖେଳି ବିରାଟ ୩୯ ବଲରେ...
ଭୁବନେଶ୍ୱର: ପ୍ରକାଶ ପାଇଛି ଜେଇଇ ଆଡଭାନ୍ସ ରେଜଲ୍ଟ। ଏଥିରେ ବଲାଙ୍ଗିର ଜିଲ୍ଲାର ନାଁ ଉଜ୍ଜ୍ୱଳ କରିଛନ୍ତି ଦୁଇଭାଇ। କଂଟାବାଞ୍ଜି ଅଞ୍ଚଳର ଦୁଇ ଭାଇ ପରୀକ୍ଷାରେ ରେକର୍ଡ କରିଛନ୍ତି । ବଡ଼ ଭାଇ ରୌନକ ଡାଲମିୟା ସର୍ବ ଭାରତୀୟ ସ୍ତରରେ ୫୨ତମ ରାଙ୍କ ହାସଲ କରିଛନ୍ତି। ସେହିପରି ସାନ ଭାଇ...
ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରସର ତଥାକଥିତ ଗଣଦୁଷ୍କର୍ମ ଘଟଣା ସଂପର୍କିତ ଏକ ମାମଲାର ଆଜି ଶୁଣାଣି ହେବ। ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟଙ୍କ ଅବସରପ୍ରାପ୍ତ ବିଚାରପତିଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଘଟଣାର ସିବିଆଇ କିମ୍ବା ଏସଆଇଟି ତଦନ୍ତ କରିବା ଦାବି ନେଇ ହୋଇଥିବା ଜନିସ୍ୱାର୍ଥ ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ। ଉତ୍ତରପ୍ରଦେଶ ପୋଲିସର...
ନୂଆଦିଲ୍ଲୀ: ଚୀନ୍ ସହ ଦ୍ୱିମୁଖୀ ସମ୍ମୁଖ ଯୁଦ୍ଧ ପାଇଁ ଆମେ ପ୍ରସ୍ତୁତ। ଯଦିଓ ଆକାଶମାର୍ଗରେ ଆକ୍ରମଣର ସେଭଳି ସମୟ ଆସିନାହିଁ, ତଥାପି ଆମ ସେନା ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କହିଛନ୍ତି ବାୟୁସେନା ମୁଖ୍ୟ ଆର.କେ. ଭଦୌରିଆ। ଶ୍ରୀନଗର ଏୟାରବେସ୍ରେ ଗତକାଲି ବାଲାକୋଟ୍ ଏୟାରଷ୍ଟ୍ରାଇକର ପ୍ରଥମ ବାର୍ଷିକୀ ପାଳନ...
ଭୁବନେଶ୍ୱର: ସାତ ସାତ ଥରର ବିଧାୟକ, ପଞ୍ଚାୟତିରାଜ ଓ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ। ଓଡ଼ିଶା ରାଜନୀତିରେ ଦୀର୍ଘ ୪ ଦଶନ୍ଧିର ଯାତ୍ରା । ହେଲେ ଏହି ଯାତ୍ରାରେ ଏବେ ପଡ଼ି ଯାଇଛି ଯବନିକା । ରାଜନୀତିର ମହାରଥୀ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ସହ ସରି ଯାଇଛି...
ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ପଜିଟିଭ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟର ୩୦ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨,୬୭୩ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୧,୫୫୪ ଓ ଲୋକାଲ କେସ୍ ୧,୧୧୯ ଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ କହିଛି । ଖୋର୍ଦ୍ଧାରୁ...
ଭୁବନେଶ୍ୱର: କୋଲ୍ ସ୍କାମ୍ରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମଙ୍ଗଳବାର ମାମଲାର ବିଚାର କରି ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ପ୍ରଥମ ମନ୍ତ୍ରୀ ଭାବେ ଦିଲୀପ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀ ସ୍ପେଶାଲ କୋର୍ଟ ଜଜ ପରାଶର। ଅକ୍ଟୋବର...
ଭୁବନେଶ୍ୱର:ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧୬ କରୋନା ରୋଗୀ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ କଟକରୁ ୨ ଜଣ ଆଖି ବୁଜିଛନ୍ତି। ସେହିପରି ଖୋର୍ଦ୍ଧାରୁ ୨...
ଭୁବନେଶ୍ୱର: ଜେଇଇ ଆଡ୍ଭାନ୍ସଡ (JEE Advanced)ଫଳାଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ରାଉରକେଲାର ସମର୍ଥ ଅଗ୍ରୱାଲ IIT-Kharagpur zoneର ଟପ୍ପର ହୋଇଛନ୍ତି। ସେ ସର୍ବଭାରତୀୟ ରାଙ୍କରେ ୨୫ ସ୍ଥାନରେ ରହିଛନ୍ତି। ଏଥିସହ ସମର୍ଥ ଓଡ଼ିଶା ଟପ୍ପର ମାନ୍ୟତା ମଧ୍ୟ ପାଇଛନ୍ତି। JEE Advancedରେ ମୁଁ ଭଲ କରିଥିଲି। ହେଲେ...
ନୂଆଦିଲ୍ଲୀ: ଆଫଗାନସ୍ଥାନ ଓପନର୍ ନଜୀବ ତାରକାଇ (Najeebullah Tarakai)ଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। କିଛି ଦିନ ତଳେ ନଜୀବ କାର ଦୁର୍ଘଟଣାର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କର ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଅବସ୍ଥା ଗୁରୁତର ଥିଲା। ସେ କାରରେ ରାସ୍ତା ପାର ହେଉଥିବାବେଳେ...
ଭୁବନେଶ୍ୱର: ସ୍କୁଲ ଖୋଲିବା ନେଇ କେନ୍ଦ୍ର ସରକାର ତାଙ୍କର ଗାଇଡ ଲାଇନ ଜାରି କରିବା ପରେ ରାଜ୍ୟ ସରକାର ତାଙ୍କର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ ସ୍କୁଲ ଖୋଲିବ କି ନାହିଁ ସେ ନେଇ ଅକ୍ଟୋବର ଶେଷ ସପ୍ତାହରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା...
ନୂଆଦିଲ୍ଲୀ/ଭୁବନେଶ୍ୱର: ଆନ୍ତର୍ଜାତିକ ସ୍ତରରେ ପୁଣି ଚମକିଲା ଓଡ଼ିଆ ଫିଲ୍ମ। ଇଣ୍ଟରନାଶନାଲ୍ କୋଭିଡ୍-୧୯ ଟ୍ରାଇବାଲ୍ ସିନେମା ଫେଷ୍ଟିଭାଲରେ ଗଞ୍ଜାମର କ୍ଷୁଦ୍ର ଚଳଚ୍ଚିତ୍ର ‘କୋରୋନା ତୁ ଫେରିଯା ‘ ଶ୍ରେଷ୍ଠ ୫୦ତମ ସ୍ଥାନରେ ପ୍ରଦର୍ଶିତ ହୋଇଛି। ୩୬ଟି ଦେଶର ୪୫୦ଟି ସିନେମା ଏହି ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ ହୋଇଥିଲା। ଜୁରି ମାନଙ୍କ...