• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by

Baleswar-Old-man
ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ବାଲେଶ୍ୱର: ବାଲେଶ୍ୱର ଉପନିର୍ବାଚନ ପାଇଁ ସବୁଦଳ ଚଳାଇଛନ୍ତି ଜୋରଦାର ପ୍ରଚାର । ବିଜେପି ସଭାପତି ସମୀର ମହାନ୍ତି ନେତୃତ୍ୱରେ ଆଜି ବାଲେଶ୍ୱର ସହରରେ ଏକ ରୋଡ ସୋ କରାଯାଇଛି। ଚଣ୍ଡିଛକ ଠାରୁ ଫକୀର ମୋହନ ଛକ ଦେଇ ଏହି ରୋଡ ସୋ ରେଲେଓ୍ୱ ଷ୍ଟେସନ ଯାଏଁ ଯାଇଥିଲା। ଭୋଟରଙ୍କୁ...

Dun-pkg
ଚୀନ୍ ଆକାଶରେ ୩ଟି ସୂର୍ଯ୍ୟ

ଚୀନର ମୋହେ ସହରର ଲୋକମାନେ ଏକ ଅଦ୍ଭୁତ ଘଟଣା ଦେଖିଛନ୍ତି। ଲୋକମାନେ ଗତ ୧୫ ତାରିଖ ସକାଳୁ ସକାଳୁ ଆକାଶରେ ଦେଖିଲେ ତିନୋଟି ସୂର୍ଯ୍ୟ। ପ୍ରଥମେ ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସବୁଦିନ ଗୋଟିଏ ସୂର୍ଯ୍ୟ ଦେଖନ୍ତି , ତିନୋଟି ସୂର୍ଯ୍ୟ ଆସିଲେ କେଉଁଠୁ? ଲୋକମାନେ ଏହାର ଭିଡିଓ କରିବା...

gold
ଚୋରି ହୋଇଗଲା କୋଟିଏ ୩୦ ଲକ୍ଷ ଟଙ୍କାର ଗହଣା

ବେଙ୍ଗାଲୁରୁ: ବେଙ୍ଗାଲୁରୁରୁ ଚୋରି ହେଲା କୋଟିଏ ୩୦ ଲକ୍ଷ ଟଙ୍କାର ଗହଣା । ଚୋର ଧରାହେଲା କୋଲକାତାର ହାଓଡା ଷ୍ଟେସନରୁ । ଏକ ନାଟକୀୟ ଢଙ୍ଗରେ ବେଙ୍ଗାଲୁରୁ ପୋଲିସ କୋଲକାତାରୁ ଏହି  ଚୋରକୁ ଧରିଛି । ତାର ନାଁ କୈଳାଶ ଦାସ । ଘର ପଶ୍ଚିମବଙ୍ଗ ଜିଲ୍ଲା ବର୍ଦ୍ଧମାନ...

old-bulbs1111
ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

ଭୁବନେଶ୍ୱର: ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ତେଜୁଛି ଆନ୍ଦୋଳନ।  ଆଜି ସଂଧ୍ୟା ୬ଟାରୁ ୧୫ ମିନିଟ୍ ପାଇଁ ଲାଇଟ୍ ଅଫ୍ କରି ପ୍ରତିବାଦ ଜଣାଇବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛି ବିଦ୍ୟୁତ ଉପଭୋକ୍ତା ମହାସଂଘ । ଏହି ଅଭିଯାନରେ ସମସ୍ତ ଘରୋଇ ବିଦ୍ୟୁତ ଉପଭୋକ୍ତା, ଅଣୁ, କ୍ଷୁଦ୍ର ଓ ମଧ୍ୟମ...

bank-loot
ଗ୍ରାହକଙ୍କୁ ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷ

ଚଣ୍ଡିଗଡ଼: ଦିନ ଦ୍ୱିପହରେ ବ୍ୟାଙ୍କରେ ପଶି  ଆତଙ୍କରାଜ୍ ଚଲାଇଥିଲେ ଲୁଟେରା। ମାରଣାସ୍ତ୍ର ଦେଖାଇ ଗ୍ରାହକଙ୍କୁ ଭୟଭୀତ କରିବା ସହ ବ୍ୟାଙ୍କରୁ ୭ ଲକ୍ଷ ଟଙ୍କା ଲୁଟି ନେଇ ଯାଇଛନ୍ତି  ଦୁବୃର୍ତ୍ତ। ସିସିଟିଭି କ୍ୟାମେରାରେ ଦେଖିବାକୁ ମିଳିଛି ବ୍ୟାଙ୍କ ଲୁଟ୍‌ର ଲାଇଭ ଦୃଶ୍ୟ। ହରିୟାଣା ଝାଞ୍ଜର ଜିଲ୍ଲା ମାଛରାଉଳି ଗାଁ...

kelua-ghai
ଡିନାମାଇଟ୍‌ ଦେଇ ନଦୀବନ୍ଧ ଉଡାଇବା ଅଭିଯୋଗ; ବିଧାୟକଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କଲେ ଲୋକାୟୁକ୍ତ

ଯାଜପୁର: ଯାଜପୁର କେଲୁଅ ନଦୀ ବନ୍ଧରାସ୍ତାକୁ ଉଡ଼ାଇ ଘାଇ ସୃଷ୍ଟି କରିବା ଘଟଣାକୁ ନେଇ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମେତ ୬ ଜଣଙ୍କୁ ନୋଟିସ୍ ଜାରି କରିଛନ୍ତି ଲୋକାୟୁକ୍ତ । ଆସନ୍ତା ୬ ସପ୍ତାହ ଭିତରେ ଉତ୍ତର ରଖିବାକୁ କୁହାଯାଇଛି । ଗତ ଅଗଷ୍ଟ ମାସରେ ଯାଜପୁର ଜାତୀୟ...

IPL
ବାଙ୍ଗାଲୋରଠାରୁ କାହିଁକି ହାରିଲା ନାଇଟ ରାଇଡର୍ସ ? ଜାଣନ୍ତୁ ଖାସ୍‌ କାରଣ

ଆବୁଧାବି: ଆଇପିଏଲ୍ ମହାସମର କୋଲକାତାକୁ ୮ ଓ୍ୱିକେଟ୍‌ରେ ହରାଇ ବାଙ୍ଗାଲୋର ସପ୍ତମ ବିଜୟ ହାସଲ କରିଛି। ଗତକାଲି ଆବୁଧାବିରେ ଖେଳାଯାଇଥିବା ମ୍ୟାଚ୍‌ରେ କୋଲକାତା ନାଇଟ୍ ରାଇଡର୍ସକୁ ୮ ଓ୍ୱିକେଟରେ ପରାସ୍ତ କରିଛି ରୟାଲ ଚ୍ୟାଲେଞ୍ଜର୍ସ । ବାଙ୍ଗାଲୋର କୋଲକାତା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ଓ୍ୱିକେଟ୍...

rain
ଟ୍ୱିନ ସିଟିକୁ ସତର୍କ ସୂଚନା; ସାଢେ ୧୧ ଯାଏ ଘଡଘଡ଼ି ସହ ବର୍ଷା

ଭୁବନେଶ୍ୱର:ଗତ ଦୁଇ ଦିନ ହେଲା ରାଜ୍ୟରେ ବର୍ଷା ଲାଗି ରହିଛି।  ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ୍ ମାର୍କଡ୍‌ରେ ପରିଣତ ହେବା ପରେ ଆଜି ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ...

corona
ରାଜ୍ୟରେ ଚିହ୍ନଟ ହେଲେ ୧,୯୧୩ କରୋନା ପଜିଟିଭ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୯୧୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୯୧୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୦୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୦୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରେ...

icmr
ରାଜ୍ୟରେ ଦିନକରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୧୯୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଅନୁଗୋଳ ଓ ମୟୂରଭଞ୍ଜରୁ ସର୍ବାଧିକ ୩ ଜଣ ଲେଖାଏ...

Capture
ବିଜେଡି ବିରୋଧରେ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ ଆଣିଲା କଂଗ୍ରେସ

ତିର୍ତ୍ତୋଲ: ତିର୍ତ୍ତୋଲ ଉପନିର୍ବାଚନରେ ବିଜେଡିର ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଥିବା ଅଭିଯୋଗ ହୋଇଛି।  ଏ ନେଇ କଂଗ୍ରେସର ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ ଜଣାଇଛନ୍ତି । ଗୋପାଳପୁର ପଞ୍ଚାୟତ କିର୍ତ୍ତନପୁର ଗାଁରେ ଏକ କମ୍ୟୁନିଟି କେନ୍ଦ୍ରକୁ ବିଜେଡି ତାର କାର୍ଯ୍ୟାଳୟ...

result
ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ; କେହି ପାଇଲେନି A1 ଗ୍ରେଡ୍

ଭୁବନେଶ୍ୱର: ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ ଆଜି ପ୍ରକାଶ ପାଇଛି। ମୋଟ ୨୧, ୪୮୭ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୫, ୨୪୪   ପାସ୍ କରିଛନ୍ତି । ତେବେ ସପ୍ଲିମେଣ୍ଟାରୀରେ କୌଣସି ଛାତ୍ରଛାତ୍ରୀଙ୍କୁ A1 ଗ୍ରେଡ୍ ମିଳି ନ ଥିବା ଜଣାଯାଇଛି। A2ରେ ୧୦, B1ରେ ୧୯୫, B2ରେ ୯୩୦, Cରେ ୧୯୦୨...

cbi
ଏଣିକି ମହାରାଷ୍ଟ୍ରରେ ବିନା ଅନୁମତିରେ ପଶି ପାରିବନି ସିବିଆଇ

ମୁମ୍ବାଇ: ମହାରାଷ୍ଟ୍ରରେ ସରିଲା ସିବିଆଇ ତଦନ୍ତ। ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ଏଣିକି ମହାରାଷ୍ଟ୍ରରେ ତଦନ୍ତ କରିବନି। ମହାରାଷ୍ଟ୍ର ସରକାର ସିବିଆଇ ତଦନ୍ତ ପ୍ରକ୍ରିୟାର ଅବଧିକୁ ସାରିଛନ୍ତି। ଏଣିକି ସିବିଆଇ ମହାରାଷ୍ଟ୍ରରେ କୌଣସି ମାମଲାର ଯାଞ୍ଚ କରିବାକୁ ଚାହିଁଲେ ରାଜ୍ୟ ସରକାରଙ୍କଠୁ ଅନୁମତି ନେବେ।...

1pm-bt
ନୌସେନାର ଶକ୍ତି ବଢାଇବ ଆଇଏନ୍ଏସ୍ କବରତ୍ତି

ନୂଆଦିଲ୍ଲୀ: ନୌସେନାରେ ସାମିଲ ହେଲା ବୁଡାଜାହାଜ ବିଧ୍ୱଂସୀ ଯୁଦ୍ଧ ଜାହାଜ ଆଇଏନ୍ଏସ୍ କବରତ୍ତି । ଆଜି ବିଶାଖାପାଟଣା ସ୍ଥିତ ନାଭାଲ୍ ଡକୟାର୍ଡରେ ଏହି ଯୁଦ୍ଧଜାହାଜକୁ ସାମିଲ କରିଛନ୍ତି ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ୱଣେ। ଆଇଏନ୍ଏସ କବର୍ତ୍ତି ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଚତୁର୍ଥ ଆଣ୍ଟି ସବ୍‌ମେରାଇନ୍ ଯୁଦ୍ଧଜାହାଜ।...

nag
ଶତ୍ରୁର ନିଦ ଉଡ଼ାଇ ଦେବ ‘ନାଗ୍‌’

ନୂଆଦିଲ୍ଲୀ: ଭାରତରେ ସେନାବାହିନୀ ଦିନକୁ ଦିନ ଶକ୍ତିଶାଳୀ ହେଉଛି। ଅଧିକରୁ ଅଧିକ ମିସାଇଲ ପରୀକ୍ଷଣ କରୁଛି । ଗୁରୁବାର ପୁଣି ଏକ ଶକ୍ତିଶାଳୀ ମିଶାଇ ‘ନାଗ୍‌’ ର ପରୀକ୍ଷଣ ହୋଇଯାଇଛି। ଡିଆରଡିଓ ଦ୍ୱାରା ବିକଶିତ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଅତ୍ୟାଧୁନିକ ଆଣ୍ଟି ଟାଙ୍କ ଗାଇଡେଡ ମିଶାଇଲ ନାଗର...

vaccine
ଆଶ୍ୱସ୍ତିର ଖବର; କୋଭାକ୍ସିନକୁ ମିଳିଲା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଅନୁମତି

ନୂଆଦିଲ୍ଲୀ: କରୋନା ଟିକାକୁ ନେଇ ଆଶ୍ୱସ୍ତିର ଖବର।  କରୋନା ଟିକା କୋଭାକ୍ସିନକୁ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଲାଗି ଅନୁମତି ମିଳିଛି। ଭାରତୀୟ ଡାକ୍ତରୀ ଗବେଷଣା ପରିଷଦ ଆଇସିଏମଆର ସହଯୋଗରେ ଏହି ଟୀକା ପ୍ରସ୍ତୁତ କରୁଥିବା ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକକୁ ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ପାଇଁ...

ଆମେରିକାରେ କରୋନା ଆକ୍ରାନ୍ତଙ୍କୁ ଦିଆଯିବ ରେମେଡସିଭିର୍

ନୂଆଦିଲ୍ଲୀ: ଆମେରିକାରେ କରୋନା ଆକ୍ରାନ୍ତଙ୍କୁ ଦିଆଯିବ ରେମେଡସିଭିର୍ । ଆମେରିକା ଫୁଡ୍ ଆଣ୍ଡ ଡ୍ରଗ୍ ଆଡମିନ୍‌ଷ୍ଟ୍ରେସନ୍‌  ପକ୍ଷରୁ ରେମଡ୍‌ସିଭିରକୁ ଅନୁମତି ମିଳିଛି। ମେଡିକାଲ୍‌ରେ ଚିିକିତ୍ସିତ ହେଉଥିବା ରୋଗୀଙ୍କୁ ଡାକ୍ତରଙ୍କ ପରାମର୍ଶ ପରେ ଆମେରିକାରେ ରେମେଡସିଭିର୍ ଦିଆଯିବ। ଆମେରିକାରେ ରେମେଡସିଭିରକୁ ଭେକ୍ଲୁରୀ ନାଁରେ ବିକ୍ରି ହେବ। ଆମେରିକାରେ ଗତ କିଛି...

001
ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

କଟକ: ଆଜି ପବିତ୍ର ମହା ସପ୍ତମୀ । କରୋନା କଟକଣା ଭିତରେ ଚାଲିଛି ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା। ସବୁ ପୂଜା ମଣ୍ଡପ ଖାଁ ଖାଁ । ନାହିଁ ଭକ୍ତଙ୍କ ଭିଡ। ମୃଣ୍ମୟୀ ପ୍ରତିମାଙ୍କର ଗତକାଲି ଥିଲା ଷଷ୍ଠୀ । ଆଜି ମହାସପ୍ତମୀରେ ପରମ୍ପରା ଅନୁଯାୟୀ, ଅଧିବାସ ଓ ବିଲ୍ୱବରଣ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।