• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by

mall-1
ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ: ମୁମ୍ବାଇର ଏକ ସପିଂ ମଲ୍‌ରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ନାଗପଡ଼ା ଅଞ୍ଚଳର ଇନ୍‌ଫିନିଟି ସପିଂ ମଲ୍‌ (Infinity mall fire)ରେ  ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି।  ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ଏଯାଏ ନିଆଁକୁ...

corona
ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୮ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା  ୧,୨୧୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଅନୁଗୋଳ ଓ ଗଜପତିରେ ସର୍ବାଧିକ ୩ ଜଣ ଲେଖାଏ...

khali
ବୟସ ୧୪, ଉଚ୍ଚତା ୭ ଫୁଟରୁ ଅଧିକ

ନୂଆଦିଲ୍ଲୀ: ଶରୀରର ଉଚ୍ଚତାକୁ ନେଇ କିଏ ବା ଚିନ୍ତିତ ନୁହେଁ। ହାଇଟ୍‌ ବଢାଇବା ପାଇଁ କେତେ ପରିଶ୍ରମ କରିବାକୁ ନ ପଡ଼ୁଛି ! ହେଲେ ଏଇ ବାଳକଙ୍କୁ ଦେଖ। ଏତେ ଉଚ୍ଚତା ! ମାତ୍ର ୧୪ ବର୍ଷ ବୟସରେ ୭ ଫୁଟ ୩ ଇଞ୍ଚ । ବାପ୍‌ରେ… ଦ୍ର...

pramod mittal
ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି, ଏବେ ଦେବାଳିଆ

ନୂଆଦିଲ୍ଲୀ:ଷ୍ଟିଲ କିଙ୍ଗ ଲକ୍ଷ୍ମୀ ମିତ୍ତଲଙ୍କ ଭାଇ ପ୍ରମୋଦ ମିତ୍ତଲ ତାଙ୍କ ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି ଟଙ୍କା। ଏବେ ତାଙ୍କୁ ବ୍ରିଟେନର ସବୁଠାରୁ ବଡ ଦେବାଳିଆ ବୋଲି ଘୋଷଣା କରାଯାଇଛି। କୁହାଯାଉଛି, ତାଙ୍କ ଉପରେ ଏବେ ପ୍ରାୟ ୨୪୫ କୋଟି ପାଉଣ୍ଡର ଋଣ ରହିଛି। ଏବେ...

betting
ଆଇପିଏଲ ବେଟିଂ; ଜବତ ହେଲା ବିପୁଳ ପରିମାଣର ଟଙ୍କା

ନୂଆଦିଲ୍ଲୀ: ଆଇପିଏଲକୁ ନେଇ ବଡ଼ ଧରଣର ବେଟିଂ । ଜବତ ହେଲା ବିପୁଳ ପରିମାଣର ଟଙ୍କା । ରାଜସ୍ଥାନ ଜୟପୁରରେ ଆଇପିଏଲ୍ ବେଟିଂ ବେଳେ ଜବତ ହୋଇଛି ୪ କୋଟି ଟଙ୍କା । ଜୟପୁର ପୋଲିସ ୪ କୋଟି ଟଙ୍କା ଜବତ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ...

0111
ବିଜୟାଦଶମୀରେ ଶସ୍ତ୍ର ପୂଜା ପରେ ଡ୍ରାଗନକୁ ଏମିତି ଚେତାବନୀ ଦେଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ବିଜୟାଦଶମୀରେ ଶସ୍ତ୍ର ପୂଜା ପରେ ଡ୍ରାଗନକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଚେତାବନୀ ଦେଇଛନ୍ତି। କୌଣସି ପରିସ୍ଥିତିରେ ଆମର ଇଞ୍ଚେ ଜମି କେହି ନେଇପାରିବେ। ନାହଁ ଭାରତ-ଚୀନ ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଭାରତ ସବୁବେଳେ ଉଦ୍ୟମ କରି ଆସୁଛି ବୋଲି ରାଜନାଥ କହିଛନ୍ତି। ଦାର୍ଜିଲିଂର...

reserve
ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ଆକ୍ରାନ୍ତ ହୋଇଛନ୍ତି।  ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତେବେ କରୋନାରେ ଆକ୍ରାନ୍ତ ହୋଇଥିଲେ ବି ତାଙ୍କର କୌଣସି ଲକ୍ଷଣ ନାହିଁ । ସେ ଏବେ ସୁସ୍ଥ ଅଛନ୍ତି ବୋଲି ମଧ୍ୟ ଟ୍ୱିଟ୍ ଯୋଗେ...

mahastami
ଆଜି ବିଜୟା ଦଶମୀ, ଆଳତି, ମନ୍ତ୍ରତନ୍ତ୍ରରେ ଚାଲିଛି ମା’ଙ୍କ ଆରାଧନା 

ଭୁବନେଶ୍ୱର: ଆଜି ବିଜୟାଦଶମୀ। ଅସତ୍ୟ ଉପରେ ସତ୍ୟର ବିଜୟ । ଅଧର୍ମ ଉପରେ ଧର୍ମର ବିଜୟ । ଅନ୍ୟାୟ ଉପରେ ନ୍ୟାୟର ବିଜୟ। ଆଜି ହେଉଛି ସେହି ପବିତ୍ର ଦିନ, ବିଜୟା ଦଶମୀ ଶାରଦୀୟ ଦୁର୍ଗାପୂଜାର ଅନ୍ତିମ ପର୍ବ। ଦଶମୀ ପୂଜା ପରେ ଧରାପୃଷ୍ଠରୁ ମେଲାଣି ନେବେ ମା’...

001
କାଲି ଭସାଣି; ବିସର୍ଜନ ପାଇଁ ପ୍ରସ୍ତୁତ ରହିଛି ୪ କୃତ୍ରିମ ପୋଖରୀ

ଭୁବନେଶ୍ୱର: ଆଜି ପୂଜାମଣ୍ଡପରେ ଅନୁଷ୍ଠିତ ହେଉଛି ବିଜୟା ଦଶମୀ ପର୍ବ। ଦିନକ ପରେ ଧରାପୃଷ୍ଠରୁ ବିଦାୟ ନେବେ ମା’ ଦୁର୍ଗା।  ଭସାଣି ଉତ୍ସବ ପାଇଁ ରାଜଧାନୀରେ ଆରମ୍ଭ ହୋଇଛି ପ୍ରସ୍ତୁତି। ରାଜଧାନୀ ଭୁବନେଶ୍ୱରରେ ଚଳିତ ଥର ୪ଟି କୃତ୍ରିମ ପୋଖରୀର ବ୍ୟବସ୍ଥା ହୋଇଛି । ଦୟାନଦୀରେ ୨ଟି ଓ...

sports
ଆଇପିଏଲ ଇତିହାସରେ ପ୍ରଥମ ! ପ୍ଲେଅଫରୁ ବାହାରିଲା CSK

ନୂଆଦିଲ୍ଲୀ:ରାଜସ୍ଥାନ ରୟାଲ୍ସର ବିଜୟ ସହିତ ଚେନ୍ନାଇ ସୁପରକିଙ୍ଗସ୍‌ ପ୍ଲେଅଫ ରେସ୍‌ରୁ ବାହାରି ଯାଇଛି। ରାଜସ୍ଥାନ ଟିମ୍‌ ପଏଣ୍ଟ ଟେବୁଲ୍‌ରେ ଏବେ ୧୦ ଅଙ୍କ ସହ ୭ମ ନମ୍ବରରେ ରହିଛି। ତେବା ରାଜସ୍ଥାନର ବିଜୟ ଏବେ ପ୍ଲେଅଫର ରେସ୍‌କୁ ଆହୁରି ଟ୍ୱିଷ୍ଟ କରିଛି। ସେହୱାଗ ମଧ୍ୟ ଏହି ମଜାଦାର ସମୀକରଣକୁ ନେଇ...

dova
ଡୋଭାଲଙ୍କ ଚେତାବନୀ -‘ବିପଦ ଆସିଲେ ଛାଡ଼ିବୁନି’

ନୂଆଦିଲ୍ଲୀ:   ପୂର୍ବ ଲଦାଖରେ ଭାରତ-ଚୀନ ସେନାଙ୍କ ମଧ୍ୟରେ ଗତ କିଛି ମାସ ଧରି ଉତ୍ତେଜନା ଲାଗି ରହିଛି। ପରିସ୍ଥିତିକୁ ଦେଖି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ପରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଚୀନ୍‌ ଭର୍ତ୍ସନା କରିଛନ୍ତି। ଇଶାରାରେ ଚୀନୀରୁ ଆରମ୍ଭ କରି ପାକିସ୍ତାନ ପର୍ଯ୍ୟନ୍ତ ସମସ୍ତଙ୍କୁ...

dillip
କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ୍‌

ଭୁବନେଶ୍ୱର: କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଏଥି ସହିତ ଅନ୍ୟ ଦୁଇ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏ ଜେଲଦଣ୍ଡାଦେଶ ହୋଇଛି।  ଅକ୍ଟୋବର ୬ ତାରିଖରେ ସ୍ୱତନ୍ତ୍ର ସିବିଆଇ କୋର୍ଟ...

dead-body
ଷ୍ଟେସନ ନିକଟରୁ ମିଳିଲା ବାପ, ପୁଅ, ଝିଅଙ୍କ ମୃତଦେହ

ଜୟପୁର: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ରେଳଷ୍ଟେଶନ ନିକଟରେ ଘଟି ଯାଇଛି ଏକ ଅଭାବନୀୟ ଘଟଣା।  ଲକ୍ଷ୍ମୀପୁର ଥାନା ସିଙ୍ଗାରାମ ଷ୍ଟେସନ ନିକଟସ୍ଥ ଟ୍ରାକରୁ ବାପା, ପୁଅ ଓ ଝିଅର ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ ସମସ୍ତେ ସ୍ଥାନୀୟ ପୁଡିପାରି ଗାଁର। ଲକ୍ଷ୍ମୀପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି।...

representative-image
ଆଜି ଚିହ୍ନଟ ହେଲେ ୧, ୪୮୦ କରୋନା ପଜିଟିଭ, ଖୋର୍ଦ୍ଧାରୁ କମୁଛି, ଅନୁଗୋଳରେ ବଢୁଛି

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୪୮୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଅନୁଗୋଳରୁ ସର୍ବାଧିକ ୧୪୧ ପଜିଟିଭ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୩  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା ଆଜି ମଧ୍ୟ ହ୍ରାସ ପାଇଛି। ଖୋର୍ଦ୍ଧାରୁ ଆଜି ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ...

coronavirus
ଆଖି ବୁଜିଲେ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୫୯ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ସୂଚନାଥାଉ କି, ଆଜି ରାଜ୍ୟରେ ୧,୪୮୦ ନୂଆ...

ooli
ପୁରୁଣା ମ୍ୟାପ ସହ ବିଜୟାଦଶମୀ ବାର୍ତ୍ତା ଦେଲେ ଓଲି

କାଠମାଣ୍ଡୁ: ଭାରତର ଗୁଇନ୍ଦା ଏଜେନ୍ସି RAW (Research and Analysis Wing)ର ମୁଖ୍ୟ ସାମନ୍ତ କୁମାର ଗୋୟଲଙ୍କୁ ଭେଟିବା ପରେ  ନେପାଳ  ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ନରମିଥିବା ଦେଖିବାକୁ ମିଳୁଛି। ଓଲି ବିଜୟାଦଶମୀର ଶୁଭକାମନା ଜଣାଇବାବେଳେ ନିଜ ଫଟୋ ସହ ସୋଶାଲ ମିଡିଆରେ ନେପାଳର ପୁରୁଣା ନକ୍ସା...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।