• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by

ରଦହୀଲୋତଗେୂ
୬ ଜଣ ମିଶି ବଟି ଆଦାୟ କରୁଥିଲେ, ଧରିନେଲା ପୋଲିସ

ଭୁବନେଶ୍ୱର: ଲକ୍ଷାଧିକ ଟଙ୍କା ବଟି ନେବା ଅଭିଯୋଗରେ ୬ ଜଣଙ୍କୁ ଗିରଫ କରିଛି ପୋଲିସ। ୬ ଜଣ ଯାକ ଏକ ଘିଅ କମ୍ପାନୀରୁ ବଟି ଆଦାୟ କରୁଥିଲେ। ଘଟଣା ଆଉ କେଉଁଠି ନୁହେଁ, ଖୋଦ ରାଜଧାନୀରେ ଘଟିଛି। ଗିରଫ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ପୋଲିସ ସୂଚନା...

blackrose
ବ୍ଲାକ୍‌ରୋଜ୍‌ରେ ପିଟି ହୋଇ ବୁଡ଼ିଗଲା ଟ୍ରଲର, ୪ ମତ୍ସ୍ୟଜୀବୀ ନିଖୋଜ

ପାରାଦୀପ: ବ୍ଲାକ୍‌ରୋଜ୍ ଜାହାଜରେ ପିଟିହୋଇ ବୁଡ଼ିଗଲା ଟ୍ରଲର। ଫଳରେ ୪ ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଛନ୍ତି। ପାରାଦୀପରେ ବ୍ଲାକରୋଜ ଜାହାଜ ପାଣିରେ ବୁଡ଼ି ରହିଥିବାରୁ ଟ୍ରଲରଟି ଏଥିରେ ମାଡ଼ ହୋଇ ଯାଇଥିଲା।  ମାଛଧରା ଡଙ୍ଗା ସାହାଯ୍ୟରେ ୫ ଜଣଙ୍କୁ ଉଦ୍ଧାର କରାଯାଇଛି। ହେଲେ ଆଉ ୪ଜଣଙ୍କର ଏ ପର୍ଯ୍ୟନ୍ତ...

nawaj
କାର୍ଗି‌ଲ୍‌ ଯୁଦ୍ଧକୁ ନେଇ ବଡ ଖୁଲାସା କଲେ ନବାଜ ସରିଫ

ନୂଆଦିଲ୍ଲୀ: ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ନବାଜ ସରିଫ କାରଗିଲ୍‌ ଯୁଦ୍ଧକୁ ନେଇ ବଡ ଖୁଲାସା କରିଛନ୍ତି। ‘ପିଏମଏଲ -ଏନ’ ର ମୁଖ୍ୟ ନବାଜ କହିଛନ୍ତି, ୧୯୯୯ କାର୍ଗିଲ ଯୁଦ୍ଧ ପାକିସ୍ତାନ ସେନା ପକ୍ଷରୁ ଆରମ୍ଭ ହୋଇ ନ ଥିଲା। ବରଂ ସେନାର କିଛି ଜେନେରାଲ ଏହି ଯୁଦ୍ଧକୁ ଆରମ୍ଭ...

Cuttack-Durga-Puja-bhasani
ଆଜି ମେଲାଣି ନେବେ ମା’

ଭୁବନେଶ୍ୱର: ସରିଲା ଦଶହରା ଏବେ ମା‘ଙ୍କୁ ଦିଆଯିବ ମେଲାଣି। ଗତକାଲି ବିଭିନ୍ନ ପୂଜା ମଣ୍ଡପରେ ବିଜୟା ଦଶମୀ ଶେଷ ପରେ ଆଜି ମା’ଙ୍କୁ ଦିଆଯିବ ମେଲାଣି । ରାଜ୍ୟରେ ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ମା’ଙ୍କୁ ଆଜି ବିସର୍ଜନ କରାଯିବ। ଟ୍ୱିନ୍ ସିଟିରେ ମା’ଙ୍କୁ ବିଦାୟ ପାଇଁ ହୋଇଛି...

see plane
କେରଳରେ ଲ୍ୟାଣ୍ଡ କଲା ସି ପ୍ଲେନ୍

ନୂଆଦିଲ୍ଲୀ: କେରଳରେ ଲ୍ୟାଣ୍ଡ କରିଛି ସି ପ୍ଲେନ୍ Twin Otter 300। ମାଲଦୀପରୁ ଉଡ଼ାଣ ନେବା ପରେ ଗତକାଲି କେରଳରେ ଓହ୍ଲାଇଛି ।  ଏହାପରେ କିଛି ସମୟ ପାଇଁ କେରଳ ଅନ୍ତଃରାଜ୍ୟ ଜଳପଥରେ ଭ୍ରମଣ କରିଥିଲା ସିପ୍ଲେନ୍। ଏହା ଉଡ଼ାଣ ଭରି ଏହା ଗୁଜରାଟ ଅହମ୍ମଦାବାଦରେ ପହଞ୍ଚିଥିଲା।  ସାବରମତୀ...

temple
ରୂପା କବାଟରେ ଝଲସିବ ଶ୍ରୀମନ୍ଦିର

ପୁରୀ: ରୂପାରେ ଆଛାଦିତ ହେବ ଶ୍ରୀମନ୍ଦିରର ୮ଟି ଦ୍ୱାର । ଏଥିଲାଗି ବିନିଯୋଗ ହେବ ଅଢ଼େଇ ଟନ୍ ରୁପା । ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ଆଜି ଅପରାହ୍ଣରେ ବସିବ ସ୍ୱତନ୍ତ୍ର ବୈଠକ। ଛତିଶାନିଯୋଗ ନାୟକ, ପରିଚାଳନା କମିଟି ସଦସ୍ୟ, ପୂଜାପଣ୍ଡା ନିଯୋଗ, ପ୍ରତିହାରୀ ନିଯୋଗ...

moon
ଜହ୍ନରେ ମିଳିଲା ପାଣିର ସନ୍ଧାନ

ନୂଆଦିଲ୍ଲୀ: ଚନ୍ଦ୍ର ପୃଷ୍ଠରେ ମିଳିଛି ପାଣିର ସନ୍ଧାନ । ଆମେରିକୀୟ ମହାକାଶ ଗବେଷଣା ସଂସ୍ଥାର ମୁନ୍ ମିଶନରେ ବୈଜ୍ଞାନିକମାନେ ଚନ୍ଦ୍ରରେ ପର୍ଯ୍ୟାପ୍ତ ପାଣି ଥିବା ଦାବି କରିଛନ୍ତି । ଫ୍ଲାଇଙ୍ଗ ଟେଲିସ୍କୋପ ଜରିଆରେ ଚନ୍ଦ୍ରପୃଷ୍ଠର ବିଭିନ୍ନ ଅଂଶକୁ ସମୀକ୍ଷା କରିବା ପରେ ଉତ୍ତର ଓ ଦକ୍ଷିଣ ମେରୁ ନିକଟରେ...

ipl
୮ ୱିକେଟ୍‌ରେ କେକେଆରକୁ ମାତ୍‌ ଦେଲା ପଞ୍ଜାବ

ନୂଆଦିଲ୍ଲୀ:  କ୍ରିସ ଗେଲ୍ ଓ ମନଦୀପ ସିଂଙ୍କ ଅର୍ଦ୍ଧଶତକ ବଳରେ ସହଜ ବିଜୟ ହାସଲ କଲା କିଙ୍ଗ୍ସ ଇଲେଭେନ୍ ପଞ୍ଜାବ ।କୋଲକାତା ଠାରୁ ୮ ଓ୍ୱିକେଟରେ ଜିତି ପଞ୍ଜାବ ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନକୁ ଉନ୍ନୀତ ହୋଇଛି । ୧୪୯ ରନର ଟାର୍ଗେଟକୁ ପିଛା କରୁଥିବା ପଞ୍ଜାବ ୭ଟି...

JACLLIN
ଦଶହରାରେ କର୍ମଚାରୀଙ୍କୁ କାର ଗିଫ୍ଟ ଦେଲେ ଏଇ ବଲିଉଡ୍‌ ଅଭିନେତ୍ରୀ

ମୁମ୍ବାଇ:ବଲିଉଡ ଆକ୍ଟ୍ରିସ ଜ୍ୟାକ୍‌ଲିନ ଫର୍ଣ୍ଣାଣ୍ଡିସ୍‌  ଅଭି‌ନୟ ପାଇଁ ଯେତିକି ଚର୍ଚ୍ଚିତ ନିଜର ଦରିଆ ଦିଲ୍‌ ପାଇଁ ବି ସେତିକି ଚର୍ଚ୍ଚିତ।  ନିଜ ଖୁସି ନୁହେଁ, ବଲିଉଡ୍‌ର ସନ୍‌ସାଇନ୍‌ ଗର୍ଲ ଜ୍ୟାକ୍‌ଲିନ୍‌ ଅନ୍ୟ ଖୁସିର ବି ମୂଲ୍ୟ ବି ବୁଝି ପାରନ୍ତି। ନିକଟରେ ପୂଜା  ଅବସରରେ ଜ୍ୟାକ୍‌ଲିନ ତାଙ୍କ ଷ୍ଟାଫ...

corona 1
ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ୧, ୨୪୭

ଭୁବନେଶ୍ୱର: ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ  ୧,୨୪୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗତ କିଛି ଦିନ ଧରି ଖୋଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ବୃଦ୍ଧି ପାଇଛି । ଆଜି ଖୋଦ୍ଧାରୁ ସର୍ବାଧିକ ୨୦୬  ପଜିଟିଭ ଚିହ୍ନଟ...

vaccaine
୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଭୁବନେଶ୍ୱର:ଆଜି ରାଜ୍ୟରେ ୧୩ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୭୨ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଭୁବନେଶ୍ୱରରେ ୪ ଜଣ କରୋନା ରୋଗୀ ଆଖି...

sonu
ସୋନୁ ସୁଦ୍‌ଙ୍କ ସାହାଯ୍ୟକୁ ନେଇ ୟୁଜର୍ସ କହିଲେ ‘ବଡ ଧୋକା’; ସୋନୁ ଦେଲେ ଏମିତି ଜବାବ୍‌

ମୁମ୍ବାଇ:କରୋନା ଲକ୍‌ଡାଉନ ଯୋଗୁ ସାରା ଦେଶରେ ଦେଖା ଦେଇଥିବା ସଙ୍କଟ ସମୟରେ ସମସ୍ତଙ୍କୁ ସହାୟତାର ହାତ ବଢାଇଥିଲେ ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌। ବିଶେଷ କରି ଗରିବ ଏବଂ ପ୍ରବାସୀ ଶ୍ରମିକମାନଙ୍କ ପାଇଁ ସେ ରିଅଲ ହିରୋ ପାଲଟି ଯାଇଥିଲେ। ଜଣେ ବା ଦୁଇଜଣ ନୁହେଁ, ହଜାର ହଜାର...

america-india
ଭାରତ-ଆମେରିକା ଟୁ ପ୍ଲସ ଟୁ ବୈଠକ: BECA ରାଜିନାମା ସ୍ୱାକ୍ଷର କରିବେ ଦୁଇ ଦେଶ

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ଭାରତ ଓ ଆମେରିକା ମଧ୍ୟରେ ଟୁ ପ୍ଲସ ଟୁ ବୈଠକ ଆରମ୍ଭ ହୋଇଛି। ଆମେରିକା ପ୍ରତିରକ୍ଷା ସଚିବ ମାର୍କ ଏସ୍ପର ଓ ବୈଦେଶିକ ସଚିବ ମାଇକ ପମ୍ପିଓଙ୍କ ସହ ଭାରତ ପକ୍ଷରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍....

new-terror
ଅଓ୍ୱନ୍ତିପୋରାରେ ଏନ୍‌କାଉଣ୍ଟର: ଆତ୍ମସମର୍ପଣ କଲା ଆତଙ୍କୀ

ଶ୍ରୀଗନର: ଜାମ୍ମୁ-କାଶ୍ମୀର ପୋଲିସକୁ ମିଳିଛି ବଡ଼ ସଫଳତା । ଗତକାଲିଠୁ ଅଓ୍ୱନ୍ତିପୋରାରେ ଜାରି ରହିଥିବା ସୁରକ୍ଷାବଳର ଘାତକ ଅପରେସନରେ ଜଣେ ଆତଙ୍କୀ ନିହତ ହୋଇଛନ୍ତି। ଅନ୍ୟ ଜଣେ ଆତଙ୍କୀ ସୁରକ୍ଷାକର୍ମୀଙ୍କ ନିକଟରେ ଆତ୍ମସମର୍ପଣ କରିଛି। ନିହତ ଆତଙ୍କବାଦୀର ପରିଚୟ ମିଳିନଥିବା ବେଳେ ଆତ୍ମସମର୍ପଣ କରିଥିବା ଆତଙ୍କବାଦୀ ଜଣକ ହିଜବୁଲ...

badgam
ଜମ୍ମୁ-କାଶ୍ମୀରରେ ପୁଣି ଏନକାଉଣ୍ଟର, ୨ ଆତଙ୍କୀ ନିପାତ

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ପୁଣି ୨ ଆତଙ୍କୀଙ୍କ ମୃତ୍ୟୁ ଘଟିଛି। ବଡ଼ଗାମର ଆରିବାଗ ମାଚାମା ଅଞ୍ଚଳରେ ଏହି ଏନ୍‌କାଉଣ୍ଟର କରିଛନ୍ତି ସୁରକ୍ଷାକର୍ମୀ । ଏହି ଅଞ୍ଚଳରେ କିଛି ଆତଙ୍କୀ ଲୁଚି ରହିଥିବା ଖବର ପାଇ ସର୍ଚ୍ଚ ଅପରେସନ ଚାଲିଥଲା।  ମୃତ ଆତଙ୍କୀର ପରିଚୟ ଅସ୍ପଷ୍ଟ...

ipl
IPL 2020: ଦିଲ୍ଲୀ କ୍ୟାପିଟାଲ୍ସର ହାଟ୍ରିକ୍‌ ହାର, କ୍ୟାପ୍‌ଟେନ ଶ୍ରେୟାସ କହିଲେ...

ନୂଆଦିଲ୍ଲୀ: ଆଇପିଏଲ୍ ସିଜିନ୍ ୧୩ରେ ବୃହତ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ(Sunrisers Hyderabad)।  ଦିଲ୍ଲୀ କ୍ୟାପିଟାଲ୍ସ (Delhi Capitals)କୁ  ୮୮ ରନ୍‌ରେ ହରାଇ ହାଇଦ୍ରାବାଦ ବିଜୟୀ ହୋଇଛି । ଗତକାଲି ଦୁବାଇରେ ଖେଳାଯାଇଥିବା ମ୍ୟାଚ୍‌ରେ ଟସ୍ ଜିତି ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହାଇଦ୍ରାବାଦ ନିର୍ଦ୍ଧାରିତ...

COV
ରାଜ୍ୟରେ ପୁଣି ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର: ଆଜି ରାଜ୍ୟରେ ୧୨  କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୯୭ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଭୁବନେଶ୍ୱରରୁ, ନୂଆପଡ଼ା ଓ ଝାରସୁଗୁଡ଼ାରୁ ୨...

cricket
ଜାରିହେଲା ଅଷ୍ଟ୍ରେଲିଆ-ଭାରତ ସିରିଜର ଖେଳସୂଚୀ

ନୂଆଦିଲ୍ଲୀ:ବିସିସିଆଇ (BCCI) ପକ୍ଷରୁ ଅଷ୍ଟ୍ରେଲିଆ ସିରିଜ କାର୍ଯ୍ୟସୂଚୀ ଜାରି କରାଯାଇଛି। ଏହି କାର୍ଯ୍ୟସୂଚୀ ଅନୁଯାୟୀ, ଭାରତ ଏଡିଲେଡ୍‌ରେ ଡେ-ନାଇଟ୍‌ ମ୍ୟାଚ ଖେଳିବ। ଏହି ଅବସରରେ ୪ଟି ଟେଷ୍ଟ, ତିନି ୱାନ ଡେ, ତିନୋଟି ଟି-୨୦ ଖେଳିବ। ୱାନ୍‌-ଡେ ମୁକାବିଲାରୁ ଖେଳ ଆରମ୍ଭ ହେବ। ୨୭,୨୯ ନଭେମ୍ବର ଏବଂ ୨...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।