• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

representative-image
ଆଜି ଚିହ୍ନଟ ହେଲେ ୧, ୪୮୦ କରୋନା ପଜିଟିଭ, ଖୋର୍ଦ୍ଧାରୁ କମୁଛି, ଅନୁଗୋଳରେ ବଢୁଛି

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୪୮୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଅନୁଗୋଳରୁ ସର୍ବାଧିକ ୧୪୧ ପଜିଟିଭ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୩  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା ଆଜି ମଧ୍ୟ ହ୍ରାସ ପାଇଛି। ଖୋର୍ଦ୍ଧାରୁ ଆଜି ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ...

coronavirus
ଆଖି ବୁଜିଲେ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୫୯ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ସୂଚନାଥାଉ କି, ଆଜି ରାଜ୍ୟରେ ୧,୪୮୦ ନୂଆ...

ooli
ପୁରୁଣା ମ୍ୟାପ ସହ ବିଜୟାଦଶମୀ ବାର୍ତ୍ତା ଦେଲେ ଓଲି

କାଠମାଣ୍ଡୁ: ଭାରତର ଗୁଇନ୍ଦା ଏଜେନ୍ସି RAW (Research and Analysis Wing)ର ମୁଖ୍ୟ ସାମନ୍ତ କୁମାର ଗୋୟଲଙ୍କୁ ଭେଟିବା ପରେ  ନେପାଳ  ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ନରମିଥିବା ଦେଖିବାକୁ ମିଳୁଛି। ଓଲି ବିଜୟାଦଶମୀର ଶୁଭକାମନା ଜଣାଇବାବେଳେ ନିଜ ଫଟୋ ସହ ସୋଶାଲ ମିଡିଆରେ ନେପାଳର ପୁରୁଣା ନକ୍ସା...

ରଦହୀଲୋତଗେୂ
୬ ଜଣ ମିଶି ବଟି ଆଦାୟ କରୁଥିଲେ, ଧରିନେଲା ପୋଲିସ

ଭୁବନେଶ୍ୱର: ଲକ୍ଷାଧିକ ଟଙ୍କା ବଟି ନେବା ଅଭିଯୋଗରେ ୬ ଜଣଙ୍କୁ ଗିରଫ କରିଛି ପୋଲିସ। ୬ ଜଣ ଯାକ ଏକ ଘିଅ କମ୍ପାନୀରୁ ବଟି ଆଦାୟ କରୁଥିଲେ। ଘଟଣା ଆଉ କେଉଁଠି ନୁହେଁ, ଖୋଦ ରାଜଧାନୀରେ ଘଟିଛି। ଗିରଫ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ପୋଲିସ ସୂଚନା...

blackrose
ବ୍ଲାକ୍‌ରୋଜ୍‌ରେ ପିଟି ହୋଇ ବୁଡ଼ିଗଲା ଟ୍ରଲର, ୪ ମତ୍ସ୍ୟଜୀବୀ ନିଖୋଜ

ପାରାଦୀପ: ବ୍ଲାକ୍‌ରୋଜ୍ ଜାହାଜରେ ପିଟିହୋଇ ବୁଡ଼ିଗଲା ଟ୍ରଲର। ଫଳରେ ୪ ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଛନ୍ତି। ପାରାଦୀପରେ ବ୍ଲାକରୋଜ ଜାହାଜ ପାଣିରେ ବୁଡ଼ି ରହିଥିବାରୁ ଟ୍ରଲରଟି ଏଥିରେ ମାଡ଼ ହୋଇ ଯାଇଥିଲା।  ମାଛଧରା ଡଙ୍ଗା ସାହାଯ୍ୟରେ ୫ ଜଣଙ୍କୁ ଉଦ୍ଧାର କରାଯାଇଛି। ହେଲେ ଆଉ ୪ଜଣଙ୍କର ଏ ପର୍ଯ୍ୟନ୍ତ...

nawaj
କାର୍ଗି‌ଲ୍‌ ଯୁଦ୍ଧକୁ ନେଇ ବଡ ଖୁଲାସା କଲେ ନବାଜ ସରିଫ

ନୂଆଦିଲ୍ଲୀ: ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ନବାଜ ସରିଫ କାରଗିଲ୍‌ ଯୁଦ୍ଧକୁ ନେଇ ବଡ ଖୁଲାସା କରିଛନ୍ତି। ‘ପିଏମଏଲ -ଏନ’ ର ମୁଖ୍ୟ ନବାଜ କହିଛନ୍ତି, ୧୯୯୯ କାର୍ଗିଲ ଯୁଦ୍ଧ ପାକିସ୍ତାନ ସେନା ପକ୍ଷରୁ ଆରମ୍ଭ ହୋଇ ନ ଥିଲା। ବରଂ ସେନାର କିଛି ଜେନେରାଲ ଏହି ଯୁଦ୍ଧକୁ ଆରମ୍ଭ...

Cuttack-Durga-Puja-bhasani
ଆଜି ମେଲାଣି ନେବେ ମା’

ଭୁବନେଶ୍ୱର: ସରିଲା ଦଶହରା ଏବେ ମା‘ଙ୍କୁ ଦିଆଯିବ ମେଲାଣି। ଗତକାଲି ବିଭିନ୍ନ ପୂଜା ମଣ୍ଡପରେ ବିଜୟା ଦଶମୀ ଶେଷ ପରେ ଆଜି ମା’ଙ୍କୁ ଦିଆଯିବ ମେଲାଣି । ରାଜ୍ୟରେ ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ମା’ଙ୍କୁ ଆଜି ବିସର୍ଜନ କରାଯିବ। ଟ୍ୱିନ୍ ସିଟିରେ ମା’ଙ୍କୁ ବିଦାୟ ପାଇଁ ହୋଇଛି...

see plane
କେରଳରେ ଲ୍ୟାଣ୍ଡ କଲା ସି ପ୍ଲେନ୍

ନୂଆଦିଲ୍ଲୀ: କେରଳରେ ଲ୍ୟାଣ୍ଡ କରିଛି ସି ପ୍ଲେନ୍ Twin Otter 300। ମାଲଦୀପରୁ ଉଡ଼ାଣ ନେବା ପରେ ଗତକାଲି କେରଳରେ ଓହ୍ଲାଇଛି ।  ଏହାପରେ କିଛି ସମୟ ପାଇଁ କେରଳ ଅନ୍ତଃରାଜ୍ୟ ଜଳପଥରେ ଭ୍ରମଣ କରିଥିଲା ସିପ୍ଲେନ୍। ଏହା ଉଡ଼ାଣ ଭରି ଏହା ଗୁଜରାଟ ଅହମ୍ମଦାବାଦରେ ପହଞ୍ଚିଥିଲା।  ସାବରମତୀ...

temple
ରୂପା କବାଟରେ ଝଲସିବ ଶ୍ରୀମନ୍ଦିର

ପୁରୀ: ରୂପାରେ ଆଛାଦିତ ହେବ ଶ୍ରୀମନ୍ଦିରର ୮ଟି ଦ୍ୱାର । ଏଥିଲାଗି ବିନିଯୋଗ ହେବ ଅଢ଼େଇ ଟନ୍ ରୁପା । ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ଆଜି ଅପରାହ୍ଣରେ ବସିବ ସ୍ୱତନ୍ତ୍ର ବୈଠକ। ଛତିଶାନିଯୋଗ ନାୟକ, ପରିଚାଳନା କମିଟି ସଦସ୍ୟ, ପୂଜାପଣ୍ଡା ନିଯୋଗ, ପ୍ରତିହାରୀ ନିଯୋଗ...

moon
ଜହ୍ନରେ ମିଳିଲା ପାଣିର ସନ୍ଧାନ

ନୂଆଦିଲ୍ଲୀ: ଚନ୍ଦ୍ର ପୃଷ୍ଠରେ ମିଳିଛି ପାଣିର ସନ୍ଧାନ । ଆମେରିକୀୟ ମହାକାଶ ଗବେଷଣା ସଂସ୍ଥାର ମୁନ୍ ମିଶନରେ ବୈଜ୍ଞାନିକମାନେ ଚନ୍ଦ୍ରରେ ପର୍ଯ୍ୟାପ୍ତ ପାଣି ଥିବା ଦାବି କରିଛନ୍ତି । ଫ୍ଲାଇଙ୍ଗ ଟେଲିସ୍କୋପ ଜରିଆରେ ଚନ୍ଦ୍ରପୃଷ୍ଠର ବିଭିନ୍ନ ଅଂଶକୁ ସମୀକ୍ଷା କରିବା ପରେ ଉତ୍ତର ଓ ଦକ୍ଷିଣ ମେରୁ ନିକଟରେ...

ipl
୮ ୱିକେଟ୍‌ରେ କେକେଆରକୁ ମାତ୍‌ ଦେଲା ପଞ୍ଜାବ

ନୂଆଦିଲ୍ଲୀ:  କ୍ରିସ ଗେଲ୍ ଓ ମନଦୀପ ସିଂଙ୍କ ଅର୍ଦ୍ଧଶତକ ବଳରେ ସହଜ ବିଜୟ ହାସଲ କଲା କିଙ୍ଗ୍ସ ଇଲେଭେନ୍ ପଞ୍ଜାବ ।କୋଲକାତା ଠାରୁ ୮ ଓ୍ୱିକେଟରେ ଜିତି ପଞ୍ଜାବ ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନକୁ ଉନ୍ନୀତ ହୋଇଛି । ୧୪୯ ରନର ଟାର୍ଗେଟକୁ ପିଛା କରୁଥିବା ପଞ୍ଜାବ ୭ଟି...

JACLLIN
ଦଶହରାରେ କର୍ମଚାରୀଙ୍କୁ କାର ଗିଫ୍ଟ ଦେଲେ ଏଇ ବଲିଉଡ୍‌ ଅଭିନେତ୍ରୀ

ମୁମ୍ବାଇ:ବଲିଉଡ ଆକ୍ଟ୍ରିସ ଜ୍ୟାକ୍‌ଲିନ ଫର୍ଣ୍ଣାଣ୍ଡିସ୍‌  ଅଭି‌ନୟ ପାଇଁ ଯେତିକି ଚର୍ଚ୍ଚିତ ନିଜର ଦରିଆ ଦିଲ୍‌ ପାଇଁ ବି ସେତିକି ଚର୍ଚ୍ଚିତ।  ନିଜ ଖୁସି ନୁହେଁ, ବଲିଉଡ୍‌ର ସନ୍‌ସାଇନ୍‌ ଗର୍ଲ ଜ୍ୟାକ୍‌ଲିନ୍‌ ଅନ୍ୟ ଖୁସିର ବି ମୂଲ୍ୟ ବି ବୁଝି ପାରନ୍ତି। ନିକଟରେ ପୂଜା  ଅବସରରେ ଜ୍ୟାକ୍‌ଲିନ ତାଙ୍କ ଷ୍ଟାଫ...

corona 1
ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ୧, ୨୪୭

ଭୁବନେଶ୍ୱର: ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ  ୧,୨୪୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗତ କିଛି ଦିନ ଧରି ଖୋଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ବୃଦ୍ଧି ପାଇଛି । ଆଜି ଖୋଦ୍ଧାରୁ ସର୍ବାଧିକ ୨୦୬  ପଜିଟିଭ ଚିହ୍ନଟ...

vaccaine
୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଭୁବନେଶ୍ୱର:ଆଜି ରାଜ୍ୟରେ ୧୩ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୭୨ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଭୁବନେଶ୍ୱରରେ ୪ ଜଣ କରୋନା ରୋଗୀ ଆଖି...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।