• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by

corona 1
ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ଆଜି ଚିହ୍ନଟ ହେଲେ ୧, ୭୦୯ ନୂଆ ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧, ୭୦୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨୧  ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହପରି କଟକରୁ ୧୧୫, ମୟୂରଭଞ୍ଜରୁ  ୧୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧, ୭୦୯  ଆକ୍ରାନ୍ତଙ୍କ ମଧ୍ୟରୁ ୯୮୫  ଜଣ...

serological
୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୧  କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୩୧ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। Regret to inform the demise of...

ayusman
ପତ୍ନୀଙ୍କୁ ୱେଡିଂ ଆନିଭର୍ସାରୀ ବାର୍ତ୍ତା ଦେଇ ଆୟୁଷ୍କାନ କହିଲେ-‘ମୁଁ ତୁମ ସହ....

ନୂଆଦିଲ୍ଲୀ: ବଲିଉଡ ଆକ୍ଟର ଆୟୁଷ୍ମାନ ଖୁରାନା ଇଣ୍ଡଷ୍ଟ୍ରିର କେବଳ ଜଣେ ଭଲ ଆକ୍ଟର ନୁହଁନ୍ତି, ଜଣେ ଭଲ ସିଙ୍ଗର ମଧ୍ୟ। ଦର୍ଶକ ତାଙ୍କର ଅଭିନୟକୁ ଯେତିକି ପସନ୍ଦ କରନ୍ତି, ତାଙ୍କ ଗୀତର ସେତିକି ଫ୍ୟାନ୍ସ ମଧ୍ୟ ଅଛନ୍ତି। ଏବେ ତାଙ୍କର ଆଉ ଏକ ଭଲ ଗୁଣ ସାମ୍ନାକୁ ଆସିଛି।...

benu-mausha
କେତେ ସମ୍ପତ୍ତିର ମାଲିକ ବେଣୁ ମଉସା ?

ବାଲେଶ୍ୱର: ବାଲେଶ୍ୱର ସଦର ଉପନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକଙ୍କ ପ୍ରଚାର ଦିନକୁ ଦିନ ଜମିବାରେ ଲାଗିଛି। ପ୍ରଥମେ ପାଦରେ ଚାଲି ଚାଲି ପ୍ରଚାର କରୁଥିବା ବେଣୁ ମଉସା, ପରେ ଖୋଲା ଜିପରେ ପ୍ରଚାର କରୁଥିବା ଦେଖିବାକୁ ମିଳିଲା। ତା ପରେ ପରେ ରଥ। ଶେଷରେ ହୋଣ୍ଡା ସିଟି...

story-1
ଯଦି ପଶାଖେଳ ପାପ, ମହାପ୍ରଭୁ ଖେଳନ୍ତି କେମିତି ?

ପଶା ବା ଦ୍ୟୁତ ଖେଳ କଥା ଶୁଣିଲେ ସମସ୍ତଙ୍କ ମନରେ ଏକ ନକାରାତ୍ମକ ଚିନ୍ତାଧାରା ସୃଷ୍ଟି ହୋଇଥାଏ। କାରଣ ଏହି ଖେଳ କେତେ ବଡ ବିପର୍ଯ୍ୟୟକୁ ଡାକି ଆଣିପାରେ ତାହା ଆମେ ମହାଭାରତରୁ ଜାଣୁ। ତଥାପି ପଶା ଖେଳ ହୁଏ। ପଶା ଖେଳୁଥିବା ଲୋକଙ୍କ ଯୁକ୍ତି- ମହାପ୍ରଭୁ ଜଗନ୍ନାଥ...

flag-march
ସଂଘବଦ୍ଧ ଆକ୍ରମଣରେ IIC ଗୁରୁତର

‍ଫୁଲବାଣୀ: କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା IICଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ଜୁଆ ଆଡ୍ଡାରେ ଚଢାଉ କରି ଫେରିବା ବେଳେ ବ୍ରାହ୍ମଣୀଗାଁ ଥାନା IIC ରଞ୍ଜିତ କୁମାର ମୁନିଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ମେରାମାହା ଛକରେ ଗାଁ ଲୋକେ ଏହି ଆକ୍ରମଣ କରିଥିବା ସୂଚନା ମିଳିଛି । ଆକ୍ରମଣ...

pradip
ଗଣମାଧ୍ୟମର କଣ୍ଠରୋଧ ଲାଗି ପ୍ରଚେଷ୍ଟା ଚାଲିଛି-ପ୍ରଦୀପ ମାଝୀ

ଭୁବନେଶ୍ୱର: ଓଟିଭି ସିଏଫ୍ଓଙ୍କୁ କ୍ରାଇମବ୍ରାଞ୍ଚ ଉଠାଇନେବା ପ୍ରସଙ୍ଗକୁ ନେଇ ବିଭିନ୍ନ ସ୍ତରରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ସମସ୍ତେ ଘଟଣାର ନିନ୍ଦା କରିବା ସହ ଏପରି ଉଦ୍ଦେଶ୍ୟ ପ୍ରଣୋଦିତ ପଦକ୍ଷେପକୁ ସମାଲୋଚନା କରିଛନ୍ତି। ଏହି ଘଟଣାକୁ କଂଗ୍ରେସ ମଧ୍ୟ ତୀବ୍ର ନିନ୍ଦା କରିଛି । ସରକାର ମନ୍ଦ ଉଦ୍ଦେଶ୍ୟ ରଖି...

surama
ରାଜ୍ୟରେ ଜରୁରୀକାଳିନ ପରିସ୍ଥିତି ଲାଗୁ ହେବା ଭଳି ଲାଗୁଛି-ସୁରମା ପାଢୀ

ଭୁବନେଶ୍ୱର: OTV ସିଏଫ୍ଓଙ୍କୁ କ୍ରାଇମବ୍ରାଞ୍ଚ ଉଠାଇନେବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଭିନ୍ନ ସ୍ତରରେ ତୀବ୍ର ସମାଲୋଚନା କରାଯାଉଛି। ଏହି ଘଟଣାକୁ ବିଜେପି ନେତ୍ରୀ ସୁରମା ପାଢ଼ୀ ତୀବ୍ର ସମାଲୋଚନା କରିବା ସହ ଆଇନ ତା ବାଟରେ ଯାଉ ବୋଲି କହିଛନ୍ତି। ଆଇନ ବାଟବଣା ନହେଉ । ରାଜ୍ୟ ସରକାର...

america
କେମିତି ହୋଇଥାଏ ଆମେରିକା ରାଷ୍ଟ୍ରପତି ନିବାର୍ଚନ ?

ୱାଶିଂଟନ: ସବୁଠୁ ଶକ୍ତିଶାଳୀ ଓ ବିକଶିତ ରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଉପରେ ସାରା ବିଶ୍ୱର ନଜର ରହିଥାଏ। ଆମେରିକାରେ କେଉଁ ଦଳ କ୍ଷମତା ହାତେଇବ ଏବଂ କିଏ ରାଷ୍ଟ୍ରପତି ହେବ ସମସ୍ତେ ଚାହିଁ ବସିଥାନ୍ତି। କାରଣ ତା ଉପରେ ଆମେରିକାର ଭବିଷ୍ୟତ ଏବଂ ଅନ୍ୟ ଦେଶ ପ୍ରତି...

cricket
ଦିନେ ଆତଙ୍କୀ ଗଡ଼ ଥିଲା ହଣ୍ଡଓ୍ୱାରା, ହେଲେ ଆଜି ହିଂସା ବଦଳରେ ଶାନ୍ତି ଖୋଜୁଛନ୍ତି ଯୁବଗୋଷ୍ଠୀ

ଶ୍ରୀନଗର: ଧାରା ୩୭୦ ଉଚ୍ଛେଦ ହେବା ପରେ ବିକାଶ ଦିଗରେ ଆଗେଇ ଚାଲିଛି ଜାମ୍ମୁ ଓ କାଶ୍ମୀର । ଦିନେ ଆତଙ୍କବାଦୀଙ୍କ ଗଡ଼ ଥିଲା ହଣ୍ଡଓ୍ୱାରା। ହେଲେ ଆଜି ସେଠି ସ୍ଥିତି ବଦଳିଛି । ଯୁବ ପିଢ଼ିଙ୍କ ନିକଟତର ହେବା ପାଇଁ ଉଦ୍ୟମ ଜାରି କରିଛି ସେନା। ବିଭିନ୍ନ...

fir
ମାଲକାନଗିରି ଜିଲ୍ଲାପାଳଙ୍କ ବିରୋଧରେ ଏସଡିଜେଏମ କୋର୍ଟରେ ମାମଲା ରୁଜୁ

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳଙ୍କ ନାଁରେ ଏକ  ମାମଲା ରୁଜୁ ହୋଇଛି। ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ମାମଲାରେ ତାଙ୍କ ନାମରେ ଏହି କେସ୍‌ ରୁଜୁ କରାଯାଇଛି। ଦେବ ନାରାୟଣ ପଣ୍ଡାଙ୍କ ପତ୍ନୀ ବନଜା ପଣ୍ଡା ମାଲକାନଗିରି ଏସଡିଜେଏମ…

vote
ଦେଶରେ ୫୪ଟି ବିଧାନସଭା ଆସନରେ ଚାଲିଛି ଉପନିର୍ବାଚନ

ପାଟ୍‌ନା: ବିହାର ନିର୍ବାଚନ ବ୍ୟତୀତ ଦେଶରେ ୧୦ଟି ରାଜ୍ୟର ୫୪ଟି ବିଧାନସଭା ଆସନରେ ଆଜି ଉପନିର୍ବାଚନ ହେଉଅଛି ।ଏହା ମଧ୍ୟରୁ କେବଳ ମଧ୍ୟପ୍ରଦେଶରେ ୨୮ଟି ଆସନ ରହିଛି । କରୋନା ମହାମାରୀ ଭିତରେ ନିର୍ବାଚନ ହେଉଥିବାରୁ ଏଥି ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି । ସକାଳ ୭ରୁ ସଂଧ୍ୟା...

money
ଟଙ୍କା ବାଣ୍ଟୁଥିବାବେଳେ ମହିଳାଙ୍କୁ ଧରି ପୋଲିସ ଜିମା ଦେଲେ ଗ୍ରାମବାସୀ

ବାଲେଶ୍ୱର: ବାଲେଶ୍ୱରରେ ଆଜି ଭୋଟ୍ ଚାଲିଥିବା ବେଳେ ଭୋଟରଙ୍କୁ  ଟଙ୍କା ବାଣ୍ଟିବା ଅଭିଯୋଗ ହୋଇଛି।  ଜଣେ ମହିଳାଙ୍କୁ ଅଟକ ରଖି ପୋଲିସ ଜିମା ଦେଇଛନ୍ତି ଗ୍ରାମବାସୀ। ମହିଳା ଜଣକ ୧ ନଂ ଓ୍ୱାର୍ଡ ଆଦିବାସୀ ସାହିରେ ଟଙ୍କା ବାଣ୍ଟୁଥିବା ଅଭିଯୋଗ କରାଯାଇଛି। କିଛି ସମର୍ଥକଙ୍କ ସହ ଆସି ଜଣେ...

rd
ପ୍ରକାଶ ପାଇଲା ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା

ଭୁବନେଶ୍ୱର: ବିବାଦ ପରେ  ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା ପ୍ରକାଶ ପାଇଛି। UG ଓ PG ବର୍ଗର ଟପ୍ପର ତାଲିକା  ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି। UGରେ ସୁଶ୍ରୀ ଶୁଭସ୍ମିତା ନାୟକ ବେଷ୍ଟ ଗ୍ରାଜୁଏଟ ହୋଇଛନ୍ତି। ସୂଚନାଥାଉ କି, ଅକ୍ଟୋବର ୩୦ରେ UG ଓ PG ରେଜଲ୍ଟ ପ୍ରକାଶ...

corona
୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୨୦୧ କରୋନା ପଜିଟିଭ

ଭୁବନେଶ୍ୱର:ରାଜ୍ୟରେ ୨୪ ଘଣ୍ଟାରେ ୧୨୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୬୯୭ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ୫୦୪ ଲୋକାଲ କେସ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ କରୋନା...

corona 1
ରାଜ୍ୟରେ ଆଖି ବୁଜିଲେ ୧୨ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଗତକାଲି କମିବା ପରେ ଆଜି ପୁଣି ବଢିଛି। ଗତ କାଲି ୯ ଆକ୍ରାନ୍ତଙ୍କ ମୃତ୍ୟ ଘଟିଥିବାବେଳେ  ରାଜ୍ୟରେ ୧୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୫୨ ରେ ପହଞ୍ଚିଛି।...

susant
ସୁଶାନ୍ତ ସିଂହ ମୃତ୍ୟୁ ମାମଲା: ଦୁଇ ଭଉଣୀଙ୍କ ବିରୋଧରେ ଏମିତି ଅଭିଯୋଗ ଆଣିଲା ମୁମ୍ବାଇ ପୋଲିସ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ୍ ମୃତ୍ୟୁ ରହସ୍ୟର ଉନ୍ମୋଚନକୁ ନେଇ ଅଜବ ବୟାନ ଦେଇଛି ମୁମ୍ବାଇ ପୋଲିସ । ମୁମ୍ବାଇ ପୋଲିସ ବମ୍ବେ ହାଇକୋର୍ଟରେ କହିଛି, ସୁଶାନ୍ତଙ୍କ ଭଉଣୀଙ୍କ ବିରୋଧରେ ମାମଲା ଦାଏର କରାଯିବା ଉଚିତ । କାରଣ ରିୟା ଚକ୍ରବର୍ତ୍ତୀ ସେମାନଙ୍କ ବିରୋଧରେ ଅଭିଯୋଗ ଆଣିବା ସହ...

voting
ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ: ୧୧ଟା ସୁଦ୍ଧା ୨୬.୨୪ % ମତଦାନ

ଭୁବନେଶ୍ୱର: ଆଜି  ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ମତଦାନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଦେଇଛନ୍ତ।  ସକାଳ ୯ଟା ସୁଦ୍ଧା ହାରାହାରି ୯.୮୧% ମତଦାନ ହୋଇଥିବାବେଳେ ର୍ପୂବାହ୍ନ ୧୧ଟା ସୁଦ୍ଧା ୨୬.୨୪ ପ୍ରତିଶତ ମତଦାନ ହୋଇଛି। ଦିନ ୧୧ଟା ସୁଦ୍ଧା ବାଲେଶ୍ୱର...

car
କାର ଭିତରେ ଲୁଚିଥିଲା ୧୦ ଫୁଟର ଅଜଗର, ହାତ ବାଜିବା କ୍ଷଣି...

ଫ୍ଲୋରିଡା:ଏକ କାର  ହୁଡ୍‌ ଭିତରେ ଲୁଚି ରହିଛି ବିରାଟ ଅଜଗର । ଶୁଣିଲେ କଥାଟା ଆଶ୍ଚର୍ଯ୍ୟ ଲାଗୁଛି ନା ? ହେଲେ ସତ। କାର ମାଲିକ ଯେତେବେଳେ ହୁଡ୍‌ ଖୋଲି ବିରାଟ ସାପକୁ ଦେଖିଲେ ତାଙ୍କର ତ ହୋସ୍‌ ଉଡ଼ିଗଲା। ତୁରନ୍ତ ବନ୍ୟପ୍ରାଣୀ ଅଧିକାରୀଙ୍କୁ ଡକାଇଥିଲେ। ଏହି ଭିଡିଓ...

vote
ଆମେରିକା ନିର୍ବାଚନ: ୧୦୦ ବର୍ଷ ଭିତରେ ସବୁଠାରୁ ଅଧିକ ମତଦାନ

ୱାଶଂଟନ:ଗତକାଲି ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ମତାଦାନ ସରିବା ପରେ ଆଜି ଆରମ୍ଭ ହୋଇଛି ଭୋଟ ଗଣତି।  ରାଷ୍ଟ୍ରପତି ତଥା ରିପବ୍ଲିକାନ ପ୍ରାର୍ଥୀ ଡୋଲାନ୍ସ ଟ୍ରମ୍ପ ଏବଂ ଡେମୋକ୍ରୋଟିକ୍ ପ୍ରାର୍ଥୀ ଜୋ ବାଇଡେନ୍ ମଧ୍ୟରେ କଡା ମୁକାବିଲା ହେଉଛି। ଭୋଟ ଗଣତିରେ ଆମେରିକା ରାଷ୍ଟ୍ରପତି ତଥା ରିପବ୍ଲିକାନ ପ୍ରାର୍ଥୀ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।