ଭୁବନେଶ୍ୱର: ରାଜ୍ୟରେ ଧାର୍ମିକ ପୀଠ ଖୋଲିବା ନେଇ ଦାବି ଜୋର ଧରିଛି। ଏହି ପରୀପ୍ରେକ୍ଷୀରେ ରାଜ୍ୟ ସରକାର କେବେ ମନ୍ଦିର ଖୋଲିବ ସେ ନେଇ ସ୍ପଷ୍ଟ କରିଛନ୍ତି। ଆଜି ଅନଲକ୍-୬ ଗାଇଡଲାଇନ ଘୋଷଣା କରି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି, ସ୍ଥାନୀୟ ପ୍ରଶାସନର ଅନୁମତି ମିଳିବା ପରେ ମନ୍ଦିର,...
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୋଲିସର ଜୁଲୁମ ଅଭିଯୋଗ । ଫାଇନ୍ ଆଦାୟ ବେଳେ ଜଣେ ଯୁବକଙ୍କୁ ପୋଲିସ ମାଡ଼ ମାରି ଗୁରୁତର ଆହତ କରିିଥିବା ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ଯୁବକଙ୍କ ନାଁ ଅନନ୍ତ ବେହେରା ବୋଲି ଜଣାପଡ଼ିଛି। ସେ ନୂଆ ଏୟାରପୋର୍ଟ ରାସ୍ତା କଡ଼ରେ ନିଜ ଗାଡ଼ି...
ଭୁବନେଶ୍ୱର: ଏଣିକି ବିଧାନସଭାରେ କାଗଜର ବ୍ୟବହାର ହେବନି। ଆଗକୁ ହେବ ଇ-ବିଧାନସଭା । ଇ-ବିଧାନସଭା ପାଇଁ ଶେଷ ହୋଇଛି ପ୍ରସ୍ତୁତି । ଏଥିପାଇଁ ଭିତ୍ତିଭୂମି ପ୍ରସ୍ତୁତ ହୋଇ ସାରିଲାଣି ବୋଲି କହିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ବିଧାନସଭା କାମ ବିନା କାଗଜରେ ସମ୍ପନ୍ନ କରିବା ପାଇଁ ସମସ୍ତ...
ମୁଜାଫରପୁର: ବିହାରରେ ନିର୍ବାଚନୀ ମାହୋଲ ବେଶ ସରଗରମ ହୋଇଛି। ଏପରି ସମୟରେ ଜଣେ ବାହୁବଳୀ ନେତା ମଞ୍ଚାରୁ ଗଳିପଡ଼ିବା ଘଟଣା ବେଶ ଚର୍ଚ୍ଚାର ଖୋରାକ ଯୋଗାଇଛି ଲୋକଙ୍କୁ। ଶନିବାର ଜନ ଅଧିକାର ପାଟିର ଅଧ୍ୟକ୍ଷ ପପ୍ପୁ ଯାଦବ ମୁଜାଫରପୁର ଜିଲ୍ଲା ମୀନାପୁରରେ ଏକ ନିର୍ବାଚନୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ...
ଲଣ୍ଡନ: ପଞ୍ଜାବର ମହାରାଜା ରଣଜୀତ ସିଂହଙ୍କ ଶେଷ ପତ୍ନୀ ମହାରାଣୀ ଜିନ୍ଦନ କୌରଙ୍କ ଦାମୀ ଆଭୂଷଣ ଲଣ୍ଡନରେ ନିଲାମ ହୋଇଛି। ଏହି ଆଭୂଷଣ ଜିନ୍ଦନଙ୍କ ଜ୍ୟେଷ୍ଠ ନାତୁଣୀ ପ୍ରିନ୍ସ ବାମ୍ବା ସୁଥରଲେଣ୍ଡଙ୍କ ପାଖରେ ଥିଲା। ମହାରାଣୀଙ୍କ ଏହି ଆଭୂଷଣ ମଧ୍ୟରେ ସୁନା ଏବଂ ରତ୍ନ ଖଚିତ ଏକ ଚାନ୍ଦର...
ବ୍ରହ୍ମପୁର: ବ୍ରହ୍ମପୁର ବଡ଼ବଜାର ଅଞ୍ଚଳରେ ଏକ ସୁନା ଦୋକାନରୁ ବଡ଼ ଧରଣର ଚୋରି ହୋଇଯାଇଛି। ବଡ଼ବଜାର ମୁଖ୍ୟ ରାସ୍ତାରେ ଥିବା ବିନୋଦ ଜୁଏଲର୍ସରେ କଳାକନା ବୁଲାଇଛନ୍ତି ଚୋର । ଦୋକାନର ଆଇରନ୍ ଚେଷ୍ଟରେ ଥିବା ୨କିଲୋ ୮ଶହ ଗ୍ରାମ ଓଜନର ସୁନା ଅଳଙ୍କାର ଲୁଟେରା ମାନେ ଚୋରି କରିନେଇଛନ୍ତି।...
ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ଦ୍ୱାରା ପ୍ରାୟ ୪.୫ କୋଟି ଲୋକ ଆକ୍ରାନ୍ତ ହେଲେଣି । ୧୧ ଲକ୍ଷ ଲୋକ ପ୍ରାଣ ହରାଇଲେଣି ।ସଂକ୍ରମଣ ବୃଦ୍ଧି ପାଉଥିବାବେଳେ, ଏଥିରୁ ରକ୍ଷା ପାଇବା ଲାଗି ଗୋଷ୍ଠୀ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ଆବଶ୍ୟକ । ଏଥିପାଇଁ କରୋନା ଟିକାକୁ ବିଶ୍ୱବାସୀ...
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧, ୭୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହପରି କଟକରୁ ୧୧୫, ମୟୂରଭଞ୍ଜରୁ ୧୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧, ୭୦୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୫ ଜଣ...
ଭୁବନେଶ୍ୱର: ଆଜି ରାଜ୍ୟରେ ୧୧ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧, ୩୩୧ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। Regret to inform the demise of...
ନୂଆଦିଲ୍ଲୀ: ବଲିଉଡ ଆକ୍ଟର ଆୟୁଷ୍ମାନ ଖୁରାନା ଇଣ୍ଡଷ୍ଟ୍ରିର କେବଳ ଜଣେ ଭଲ ଆକ୍ଟର ନୁହଁନ୍ତି, ଜଣେ ଭଲ ସିଙ୍ଗର ମଧ୍ୟ। ଦର୍ଶକ ତାଙ୍କର ଅଭିନୟକୁ ଯେତିକି ପସନ୍ଦ କରନ୍ତି, ତାଙ୍କ ଗୀତର ସେତିକି ଫ୍ୟାନ୍ସ ମଧ୍ୟ ଅଛନ୍ତି। ଏବେ ତାଙ୍କର ଆଉ ଏକ ଭଲ ଗୁଣ ସାମ୍ନାକୁ ଆସିଛି।...
ବାଲେଶ୍ୱର: ବାଲେଶ୍ୱର ସଦର ଉପନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକଙ୍କ ପ୍ରଚାର ଦିନକୁ ଦିନ ଜମିବାରେ ଲାଗିଛି। ପ୍ରଥମେ ପାଦରେ ଚାଲି ଚାଲି ପ୍ରଚାର କରୁଥିବା ବେଣୁ ମଉସା, ପରେ ଖୋଲା ଜିପରେ ପ୍ରଚାର କରୁଥିବା ଦେଖିବାକୁ ମିଳିଲା। ତା ପରେ ପରେ ରଥ। ଶେଷରେ ହୋଣ୍ଡା ସିଟି...
ପଶା ବା ଦ୍ୟୁତ ଖେଳ କଥା ଶୁଣିଲେ ସମସ୍ତଙ୍କ ମନରେ ଏକ ନକାରାତ୍ମକ ଚିନ୍ତାଧାରା ସୃଷ୍ଟି ହୋଇଥାଏ। କାରଣ ଏହି ଖେଳ କେତେ ବଡ ବିପର୍ଯ୍ୟୟକୁ ଡାକି ଆଣିପାରେ ତାହା ଆମେ ମହାଭାରତରୁ ଜାଣୁ। ତଥାପି ପଶା ଖେଳ ହୁଏ। ପଶା ଖେଳୁଥିବା ଲୋକଙ୍କ ଯୁକ୍ତି- ମହାପ୍ରଭୁ ଜଗନ୍ନାଥ...
ଫୁଲବାଣୀ: କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା IICଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ଜୁଆ ଆଡ୍ଡାରେ ଚଢାଉ କରି ଫେରିବା ବେଳେ ବ୍ରାହ୍ମଣୀଗାଁ ଥାନା IIC ରଞ୍ଜିତ କୁମାର ମୁନିଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ମେରାମାହା ଛକରେ ଗାଁ ଲୋକେ ଏହି ଆକ୍ରମଣ କରିଥିବା ସୂଚନା ମିଳିଛି । ଆକ୍ରମଣ...
ଭୁବନେଶ୍ୱର: ଓଟିଭି ସିଏଫ୍ଓଙ୍କୁ କ୍ରାଇମବ୍ରାଞ୍ଚ ଉଠାଇନେବା ପ୍ରସଙ୍ଗକୁ ନେଇ ବିଭିନ୍ନ ସ୍ତରରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ସମସ୍ତେ ଘଟଣାର ନିନ୍ଦା କରିବା ସହ ଏପରି ଉଦ୍ଦେଶ୍ୟ ପ୍ରଣୋଦିତ ପଦକ୍ଷେପକୁ ସମାଲୋଚନା କରିଛନ୍ତି। ଏହି ଘଟଣାକୁ କଂଗ୍ରେସ ମଧ୍ୟ ତୀବ୍ର ନିନ୍ଦା କରିଛି । ସରକାର ମନ୍ଦ ଉଦ୍ଦେଶ୍ୟ ରଖି...
ଭୁବନେଶ୍ୱର: OTV ସିଏଫ୍ଓଙ୍କୁ କ୍ରାଇମବ୍ରାଞ୍ଚ ଉଠାଇନେବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଭିନ୍ନ ସ୍ତରରେ ତୀବ୍ର ସମାଲୋଚନା କରାଯାଉଛି। ଏହି ଘଟଣାକୁ ବିଜେପି ନେତ୍ରୀ ସୁରମା ପାଢ଼ୀ ତୀବ୍ର ସମାଲୋଚନା କରିବା ସହ ଆଇନ ତା ବାଟରେ ଯାଉ ବୋଲି କହିଛନ୍ତି। ଆଇନ ବାଟବଣା ନହେଉ । ରାଜ୍ୟ ସରକାର...
ୱାଶିଂଟନ: ସବୁଠୁ ଶକ୍ତିଶାଳୀ ଓ ବିକଶିତ ରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଉପରେ ସାରା ବିଶ୍ୱର ନଜର ରହିଥାଏ। ଆମେରିକାରେ କେଉଁ ଦଳ କ୍ଷମତା ହାତେଇବ ଏବଂ କିଏ ରାଷ୍ଟ୍ରପତି ହେବ ସମସ୍ତେ ଚାହିଁ ବସିଥାନ୍ତି। କାରଣ ତା ଉପରେ ଆମେରିକାର ଭବିଷ୍ୟତ ଏବଂ ଅନ୍ୟ ଦେଶ ପ୍ରତି...
ଶ୍ରୀନଗର: ଧାରା ୩୭୦ ଉଚ୍ଛେଦ ହେବା ପରେ ବିକାଶ ଦିଗରେ ଆଗେଇ ଚାଲିଛି ଜାମ୍ମୁ ଓ କାଶ୍ମୀର । ଦିନେ ଆତଙ୍କବାଦୀଙ୍କ ଗଡ଼ ଥିଲା ହଣ୍ଡଓ୍ୱାରା। ହେଲେ ଆଜି ସେଠି ସ୍ଥିତି ବଦଳିଛି । ଯୁବ ପିଢ଼ିଙ୍କ ନିକଟତର ହେବା ପାଇଁ ଉଦ୍ୟମ ଜାରି କରିଛି ସେନା। ବିଭିନ୍ନ...
ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳଙ୍କ ନାଁରେ ଏକ ମାମଲା ରୁଜୁ ହୋଇଛି। ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ମାମଲାରେ ତାଙ୍କ ନାମରେ ଏହି କେସ୍ ରୁଜୁ କରାଯାଇଛି। ଦେବ ନାରାୟଣ ପଣ୍ଡାଙ୍କ ପତ୍ନୀ ବନଜା ପଣ୍ଡା ମାଲକାନଗିରି ଏସଡିଜେଏମ…
ପାଟ୍ନା: ବିହାର ନିର୍ବାଚନ ବ୍ୟତୀତ ଦେଶରେ ୧୦ଟି ରାଜ୍ୟର ୫୪ଟି ବିଧାନସଭା ଆସନରେ ଆଜି ଉପନିର୍ବାଚନ ହେଉଅଛି ।ଏହା ମଧ୍ୟରୁ କେବଳ ମଧ୍ୟପ୍ରଦେଶରେ ୨୮ଟି ଆସନ ରହିଛି । କରୋନା ମହାମାରୀ ଭିତରେ ନିର୍ବାଚନ ହେଉଥିବାରୁ ଏଥି ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି । ସକାଳ ୭ରୁ ସଂଧ୍ୟା...
ବାଲେଶ୍ୱର: ବାଲେଶ୍ୱରରେ ଆଜି ଭୋଟ୍ ଚାଲିଥିବା ବେଳେ ଭୋଟରଙ୍କୁ ଟଙ୍କା ବାଣ୍ଟିବା ଅଭିଯୋଗ ହୋଇଛି। ଜଣେ ମହିଳାଙ୍କୁ ଅଟକ ରଖି ପୋଲିସ ଜିମା ଦେଇଛନ୍ତି ଗ୍ରାମବାସୀ। ମହିଳା ଜଣକ ୧ ନଂ ଓ୍ୱାର୍ଡ ଆଦିବାସୀ ସାହିରେ ଟଙ୍କା ବାଣ୍ଟୁଥିବା ଅଭିଯୋଗ କରାଯାଇଛି। କିଛି ସମର୍ଥକଙ୍କ ସହ ଆସି ଜଣେ...