• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

222
କୋଭିଡ୍ ରୋକିବାରେ ସହାୟକ ହେଉଛି ଆଇଭରମେକ୍ସିନ !

ଭୁବନେଶ୍ୱର:  କୋଭିଡ୍ ରୋକିବାରେ ସହାୟକ ହେଉଛି କି ଆଇଭରମେକ୍ସିନ ? ଏହି ମେଡିସିନ ଶରୀରରେ ଭୂତାଣୁର ମାତ୍ରା କମାଇ ଦେଉଥିବା ଭୁବନେଶ୍ୱର AIIMS ଗବେଷଣାରୁ ଜଣାପଡ଼ିଛି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଆଇଭରମେକ୍ସିନର ୨ଟି ଡୋଜ୍ କୋଭିଡ ଭୂତାଣୁ ସଂକ୍ରମଣକୁ ୭୩ ପ୍ରତିଶତ କମାଇଦେଉଥିବା ଗବେଷଣାରେ...

icmr
କରୋନା ସଂକ୍ରମଣ ପାଇଁ କାହିଁକି ଡିସେମ୍ବର ଦ୍ୱିତୀୟ ସପ୍ତାହ ଗୁରୁତ୍ୱପୂର୍ଣ୍ଣ ?

ଭୁବନେଶ୍ୱର: କରୋନାର ଦ୍ୱିତୀୟ ୱେଭ୍ ନେଇ ଅନେକଙ୍କ ମଧ୍ୟରେ ଆଶଙ୍କା ବଢିଛି। ମୁଖ୍ୟମନ୍ତ୍ରୀ ମଧ୍ୟ ଏଥିପ୍ରତି ସତର୍କ ରହିବାକୁ ସେଚତନ କରାଇଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦୀପାବଳିରେ ବାଣ ନ ଫୁଟାଇବାକୁ କଡାକଡି କରାଯାଇଛି।  ଏପରି କ୍ଷେତ୍ରରେ କାହିଁକି ଡିସେମ୍ବର ଦ୍ୱିତୀୟ ସପ୍ତାହ ଗୁରୁତ୍ୱପୂର୍ଣ୍ଣ ସେନେଇ ମତ...

baiden
ଆମେରିକା ନିର୍ବାଚନ: ହ୍ୱାଇଟ୍‌ ହାଉସ୍‌ରୁ ଗୋଟିଏ ପାଦ ଦୂରରେ ବାଇଡେନ୍‌

ୱାଶିଂଟନ: ଆମେରିକାର ରାଷ୍ଟ୍ରପତି ପଦ ପାଇଁ ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ ଶୁକ୍ରବାର ମହତ୍ୱପୂର୍ଣ୍ଣ ଆସନ ଜର୍ଜିଆ ଏବଂ ଫିଲିପାଇନ୍ସରେ ତାଙ୍କର ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପଙ୍କଠାରୁ ଆଗରେ ଅଛନ୍ତି। ଏହା ପରେ ବାଇଡେନ ଏକପ୍ରକାର ବିଜୟର ଦ୍ୱାରଦେଶରେ ପହଞ୍ଚିଯାଇଛନ୍ତି। ବାଇଡେନ ଜର୍ଜିଆରେ ଟ୍ରମ୍ପଙ୍କଠାରୁ ୧,୦୯୬ ଭାଟର ଆଗୁଆ...

ipl
IPL 2020: ଟୁର୍ଣ୍ଣାମେଣ୍ଟରୁ ବାହାରିଲା ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର

ନୂଆଦିଲ୍ଲୀ: ଆଇପିଏଲ୍‌ରେ କ୍ୱାଲିଫାୟର -୨ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି ହାଇଦ୍ରାବାଦ। ଗତକାଲି ଖେଳାଯାଇଥିବା ମ୍ୟାଚ୍‌ରେ  ବେଙ୍ଗାଲୁରୁକୁ ୬ ଓ୍ୱିକେଟରେ ପରାସ୍ତ କରିଛି ହାଇଦ୍ରାବାଦ । ହାରିବା ପରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲରୁ ବାହାରି ଯାଇଛି। ଚକେନ ଓ୍ୱିଲିମସନଙ୍କ ଦମଦାର ୫୦ ରନ ବଳରେ ହାଇଦ୍ରାବଦ ବିଜୟ...

vaccani
ଓଡ଼ିଶାରେ ୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧୩୭୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିରୁ ୭୯୬ ଏବଂ ଲୋକାଲ କେସ୍‌ ୫୬୭ ରହିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂଖ୍ୟା ୩ ଲକ୍ଷ ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ କହିଛି। ଆଜି ସର୍ବାଧିକ କରୋନା ପଜିଟିଭ...

kohli
IPL 2020: ହାରିବା ପରେ ବିରାଟଙ୍କୁ ଟାର୍ଗେଟ କଲେ ଗମ୍ଭୀର, କହିଲେ....

ନୂଆଦିଲ୍ଲୀ: ବିରାଟ କୋହଲିଙ୍କ ଟିମ୍‌ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋରର ଆଇପିଏଲ କପ୍‌ ଜିତିବା ସ୍ୱପ୍ନ ଧଳିସାତ୍‌ ହୋଇଯାଇଛି। ଶୁକ୍ରବାର ଏଲିମିନେଟର ମୁକାବିଲାରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ RCBକୁ ଅତି ସହଜରେ ହରାଇ ଦେଇଛି। ବିରାଟ  ଟିମ୍‌ ନିର୍ଦ୍ଧାରିତ ୨୦ ଓଭରରେ ୧୩୧ ରନ୍‌ କରିପାରିଥିବାବେଳେ ଉତ୍ତରରେ ସନରାଇଜର୍ସ ୬ ଉଇକେଟରେ...

1111
ସ୍ୱାମୀଙ୍କ ଦୀର୍ଘଜୀବନ କାମନା କରି କରବାଚୌଥ କଲେ ତିନି ପତ୍ନୀ

ଚିତ୍ରକୁଟ: ସ୍ୱାମୀଙ୍କ ଦୀର୍ଘଜୀବନ ଏବଂ ମଙ୍ଗଳକାମନା କରି ପତ୍ନୀ କରବାଚୌଥ କରିଥାନ୍ତି।  ଉତ୍ତରପ୍ରଦେଶ ଚିତ୍ରକୂଟ ଜିଲ୍ଲାର କ୍ରିଷ୍ଣାଙ୍କ ପାଇଁ କିନ୍ତୁ କରବାଚୌଥ ଥିଲା ନିଆରା। କାରଣ ଜଣେ ନୁହେଁ, ତିନି ତିନି ଜଣେ ପତ୍ନୀ ତାଙ୍କର ଦୀର୍ଘଜୀବନ କାମନା କରି ବ୍ରତ ପାଳନ କରୁଛନ୍ତି। ତିନି ପତ୍ନୀ ଏକାଠି...

coronavirus
ସ୍କୁଲ ଖୋଲୁ ଖୋଲୁ ୩ ଛାତ୍ର କରୋନା ପଜିଟିଭ

ଜିନ୍ଦ: କରୋନା ସଂକ୍ରମଣ ରୋକିବା ପାଇଁ ଔଷଧ ବା ଭାକ୍ସିନ ବାହାରି ନାହିଁ। ଏପରି ପରିସ୍ଥତିରେ  ଓଡ଼ିଶା ସରକାର ଡିସେମ୍ବର ୩୧ ତାରିଖ ଯାଏ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଅବଶ୍ୟ କେତେକ ରାଜ୍ୟରେ ସରକାର ସ୍କୁଲ ଖୋଲିବା ପାଇଁ ଅନୁମତି ଦେଇଛନ୍ତି। ହରିଆଣାରେ ମଧ୍ୟ ନବମରୁ...

snake
ଅସ୍ତ୍ରୋପଚାର କରି ଅଜଗର ଆଖିରୁ ପରଳ ହଟାଇଲେ ଓୟୁଏଟି ଡାକ୍ତର

ଭୁବନେଶ୍ୱର: ବାଙ୍କିରୁ ଉଦ୍ଧାର ହୋଇଥିବା ଏକ ଅଜଗର ସାପର ଆଖିରେ ଅସ୍ତ୍ରୋପଚାର କରାଯାଇଛି।  ଭୁବନେଶ୍ୱର ଓୟୁଏଟିରେ ଏହି ଅସ୍ତ୍ରୋପଚାର କରାଯାଇଛି । ଅସୁବିଧା ଯୋଗୁଁ ସାପଟି କାତି ଛଡାଇ ପାରି ନ ଥିଲା। ଫଳରେ  କାତି ପାକଳ ହୋଇ ଆଖି ଉପରେ ପରଳ ଭାବେ ରହିଥିଲା । ଏଥିଯୋଗୁଁ...

111111
BMCରେ ଚାକିରି କରାଇ ଦେବେ କହି ୫ ଲକ୍ଷ ଲୁଟି ନେଲେ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ BMC ରେ ଚାକିରି କରାଇ ଦେବାର ପ୍ରତିଶ୍ରୁତି ଦେଇ ୫ ଲକ୍ଷ ଲୁଟି ନେଇଛନ୍ତି। ଏପରି ଅଭିଯୋଗ ଆସିଛି  ନୟାଗଡ଼ ଜିଲ୍ଲା ଶରଣକୁଳ ଥାନାରୁ । ଅଭିଯୋଗକାରିଣୀ ମୋନାଲି ପ୍ରିୟଦର୍ଶିନୀ କହିଛନ୍ତି, BMC ରେ ଚାକିରି କରାଇ ଦେବାର ଲୋଭ ଦେଖାଇ ତାଙ୍କ...

000
କାହିଁକି ୫ ଦିନ ଧରି ପାଳନ କରାଯାଏ ଦୀପାବଳି ?

ଆସୁଛି ଆଲୋକର ପର୍ବ ଦୀପାବଳି । ହେଲେ ସବୁଥର ପରି ଏଥର ଆଲୋକ ଓ ଆତସବାଜୀରେ ଚମକି ଉଠିବନି ଧରା । କାରଣ କୋଭିଡ ସ୍ଥିତିକୁ ଦେଖି ବାଣ ଫୁଟାଇବା ଉପରେ କଟକଣାକୁ ସରକାର କଡାକଡି କରିଛନ୍ତି । ଏହାବ୍ୟତୀତ କରୋନା…

sports
ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ର ଏଇ ଖେଳାଳିଙ୍କୁ ଡରୁଛି ଦିଲ୍ଲୀ କ୍ୟାପିଟାଲ୍ସ, କାହିଁକି ଜାଣନ୍ତି ?

ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ୍ IPL-2020ରେ ଏବେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ  ସନ୍‌ରାଇଜର୍ସ ହାଇଦ୍ରାବାଦ ପାଇଁ କର ଅବା ମର ପରିସ୍ଥିତି ଦେଖା ଦେଇଛି। ଆଜି ଦୁବାଇ ଇଣ୍ଟରନାଶନାଲ ଷ୍ଟାଡିୟମରେ ଦ୍ୱିତୀୟ କ୍ୱାଲିଫାୟର ମ୍ୟାଚ ହେବ। ଏହି ମ୍ୟାଚ୍ ଜିତିବା ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ  ପାଇଁ ବେଶ ସଂଘର୍ଷ...

kamala-biden
ରାଷ୍ଟ୍ରପତି ନିର୍ବାଚିତ ହେବାପରେ ବାଇଡେନ କହିଲେ, ‘ମୁଁ ରେଡ୍ କିମ୍ବା ବ୍ଲୁ ନୁହେଁ  କେବଳ ୟୁନାଇଟେଡ୍ ଷ୍ଟେଟ୍ସ ଦେଖିବି‘

ୱାଶିଂଟନ: ଆମେରିକାର ନୂତନ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଜୋ ବାଇଡେନ୍ । ଏଥିସହ ଭାରତୀୟ ବଂଶୋଦ୍ଭବ କମଲା ହାରିସ୍ ପ୍ରଥମ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଜୋ ବାଇଡେନ୍ ଓ କମଲା ହାରିସ ନିର୍ବାଚିତ ହେବା ପରେ ଏବେ ହଜାର ହଜାର ଡେମୋକ୍ରାଟିକ୍ ସମର୍ଥକ ରାସ୍ତା ଉପରକୁ...

kamla
ନିର୍ବାଚିତ ହେବା ପରେ କମଲା କହିଲେ, ‘ମୁଁ ପ୍ରଥମ ମହିଳା ଉପରାଷ୍ଟ୍ରପତି ହୋଇପାରେ କିନ୍ତୁ ଶେଷ ନୁହେଁ’

ୱାଶିଂଟନ: ଆମେରିକା ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଭାରତୀୟ ବଂଶୋଦ୍ଭବ କମଲା ହାରିସ ଆମେରିକାବାସୀଙ୍କୁ ସମ୍ବୋଧନ କରିଛନ୍ତି । ଏଥର ନିର୍ବାଚନରେ ଜୋ ବାଇଡେନଙ୍କୁ ରାଷ୍ଟ୍ରପତି ଓ ତାଙ୍କୁ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ କରିଥିବାରୁ ସେ ଆମେରିକାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଗତ ୪ ବର୍ଷର ଯନ୍ତ୍ରଣା,...

putin
ରାଷ୍ଟ୍ରପତି ପୁଟିନଙ୍କର କ’ଣ ହୋଇଛି ? କାହିଁକି ତାଙ୍କର ଗୋଡ ଥରୁଛି ?

ମସ୍କୋ: ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିଷୟରେ ଏକ ବଡ ଖବର ଶୁଣିବାକୁ ମିଳିଛି । ଖବର ମୁତାବକ ପୁଟିନ ପାର୍କିନସନ୍ସ ରୋଗ (Parkinsons disease)ରେ ପୀଡ଼ିତ ହୋଇଛନ୍ତି। ପରିସ୍ଥିତି ଏପରି ହେଉଛି ଯେ, ସେ ଜାନୁଆରୀରେ ରାଷ୍ଟ୍ରପତି ପଦ ଛାଡି ପାରନ୍ତି । ଏହି ରିପୋର୍ଟ ଅନୁଯାୟୀ,...

sanjiv-sahoo
'ଦୁଷ୍କର୍ମ ଅଭିଯୋଗ ନେଇ ମୋତେ ମିଛରେ ବଦନାମ କରାଯାଉଛି'

ଆଠକମଲ୍ଲିକ: ଏକ ଦୁଷ୍କର୍ମ ଅଭିଯୋଗ ଘଟଣାକୁ ନେଇ ତାଙ୍କୁ ମିଛରେ ବଦନାମ କରାଯାଉଥିବା କହିଛନ୍ତି ଆଠମଲ୍ଲିକର ପୂର୍ବତନ ବିଧାୟକ ସଂଜୀବ ସାହୁ । କିଶୋରନଗର ଥାନା ଅଞ୍ଚଳରେ ଏକ ଦୁଷ୍କର୍ମ ଘଟଣାରେ ସଂଜୀବଙ୍କ ରୋଷେୟା ଅଭିଯୁକ୍ତ ଅଛନ୍ତି । ତେବେ ଏନେଇ ସେ ପୋଲିସ ଉପରେ ଚାପ ପକାଉଛନ୍ତି...

biden
ନବ ନିର୍ବାଚିତ ଆମେରିକା ରାଷ୍ଟ୍ରପତି ବାଇଡେନ କେତେ ଦରମା ପାଇବେ ଜାଣନ୍ତି ?

ୱାଶିଂଟନ: ସରି ଯାଇଛି ଆମେରିକା ରାଷ୍ଟ୍ରପତି ନିର୍ବାଚନ। ଜୋ ବାଇଡେନ ରାଷ୍ଟପତି ଭାବେ ବହୁମତ ପାଇ ନିର୍ବାଚିତ ହୋଇଛନ୍ତି। ୧୯୯୨ ପରେ ପ୍ରଥମ ଥର ପାଇଁ  ରିପବ୍ଲିକ ପାର୍ଟିର ଗଡ଼ରେ ଡେମୋକ୍ରାଟିକ ପାର୍ଥୀଙ୍କୁ ଏତେ ସମର୍ଥନ ମିଳିଛି। ଆମେରିକା ପୃଥିବୀର ସବୁଠାରୁ ଶକ୍ତିଶାଳୀ ଦେଶ। ଆମେରିକା ରାଷ୍ଟ୍ରପତି ଏମିତି...

arnaba
ଜେଲ୍ ହାଜତକୁ ଗଲେ ଏଡିଟର ଇନ୍ ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ

ମୁମ୍ବାଇ: ରିପବ୍ଲିକ ଟିଭି ପରିଚାଳନା ନିର୍ଦ୍ଦେଶକ ତଥା ଏଡିଟର ଇନ୍ ଚିଫ୍ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜେଲ୍ ହାଜତକୁ ନିଆଯାଇଛି । ଆଜି ସକାଳୁ ତାଙ୍କୁ ଆଲିବଗ୍ ଜିଲ୍ଲା ପରିଷଦ ସ୍କୁଲରେ ହୋଇଥିବା କ୍ୱାରେଣ୍ଟିନ ସେଣ୍ଟରରୁ ନଭି ମୁମ୍ବାଇର ତାଲୋଜା ସେଣ୍ଟ୍ରାଲ୍ ଜେଲକୁ ନିଆଯାଇଛି । ଗତ ୪ ତାରିଖରେ...

amitav
ଫଟୋ ଶେୟାର କରି ଏମିତି କ୍ୟାପ୍‌ସନ ଦେଲେ ବିଗ୍‌ ବି...ଟ୍ରୋଲ କଲେ ଫ୍ୟାନ୍ସ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ସୋଶାଲ ମିଡିଆରେ ବହୁତ ଆକ୍ଟିଭ ଅଛନ୍ତି। ସୋଶାଲ ମିଡିଆରେ ଭିନ୍ନ ଭିନ୍ନ  ପ୍ରସଙ୍ଗରେ ନିଜ ମତ ରଖି ବେଶ ଚର୍ଚ୍ଚାକୁ ଆସିଥାନ୍ତି ଅମିତାଭ। ଏଥିସହିତ ନିଜର ଦିନଚର୍ଯ୍ୟା ବିଷୟରେ ମଧ୍ୟ ତାଙ୍କ ଫ୍ୟାନ୍ସମାନଙ୍କ ସହ ଶେୟାର କରିଥାନ୍ତି। ଅମିତାଭ ତାଙ୍କ ଦିନଚର୍ଯ୍ୟାକୁ...

malania
ଖୁବ୍‌ ଶୀଘ୍ର ଟ୍ରମ୍ପଙ୍କ ହାତ ଛାଡ଼ିବେ ପତ୍ନୀ ମେଲାନିଆ

ନୂଆଦିଲ୍ଲୀ: ଆମରିକା ରାଷ୍ଟ୍ରପତି ନିର୍ବାଚନ ହାରିବା ପରେ ପରେ ପୁଣି ଏକ ସମସ୍ୟାରେ ଫଶି ଯାଇଛନ୍ତି ଆମରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ । ରାଜନୈତିକ କ୍ୟାରିୟରରେ ଏକ ବଡ ବିଫଳତାକୁ ସାମ୍ନା କରିବା ପରେ ପାରିବାରିକ ସମସ୍ୟା ଏବେ ଟ୍ରମ୍ପଙ୍କ ପାଇଁ ଚିନ୍ତାର କାରଣ ସାଜିଛି ।...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।