ଭୁବନେଶ୍ୱର: ଆଜି ରାଜ୍ୟରେ ୧୨୧୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୦୮ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୫୧୧ ଲୋକାଲ କେସ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ତେବେ ଖୁସିର କଥା, ଖୋର୍ଦ୍ଧା ଜିଲ୍ଲାରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...
ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରେ ୧୬ ଜଣ ଆଖି ବୁଜିଛନ୍ତି। ଏଥି ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୪୧ରେ ପହଞ୍ଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କହିଛି। ଭୁବନେଶ୍ୱରରୁ ଆଜି ୨ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଅନ୍ୟପକ୍ଷେ କେନ୍ଦୁଝରରୁ ସର୍ବାଧିକ ୩...
ପୁରୀ: ଉତ୍କଳୀୟ ପରମ୍ପରା, ଉତ୍କଳୀୟ ସଂସ୍କୃତି ଓ ଡିଜାଇନକୁ ନେଇ ଶ୍ରୀମନ୍ଦିରର ୮ଟି ଦ୍ୱାର ନିର୍ମାଣ କରାଯିବ। ବର୍ମା ଶାଗୁଆନ କାଠରେ ତିଆରି ହେବ ଏହି ଦ୍ୱାର। ଏହାର ଡିଜାଇନ ଶେଷ ହୋଇଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ରୂପା ଉପରେ କିଭଳି ଡିଜାଇନ କରାଯିବ ତାହା ନିଷ୍ପତ୍ତି ହୋଇପାରିନାହିଁ।...
ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଭାବେ ଜୋ ବାଇଡେନ ନିର୍ବାଚିତ ହେବା ପରେ ଭାରତ ପ୍ରତି ତାଙ୍କର ମନୋଭାବ କିପରି ରହିବ ତାହାକୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ଜୋ ବାଇଡେନଙ୍କୁ ନେଇ ଏପରି ଏକ ଖବର ସାମ୍ନାକୁ ଆସିଛି ଯେଉଁଥିରୁ ଆମେ ନିଶ୍ଚିନ୍ତ ହୋଇ ପାରିବା ଯେ, ଭାରତ...
ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲରେ ଆରମ୍ଭ ହୋଇଛି ଭୋଟ ଗଣତି। କଡା କଟକଣା ଭିତରେ ଭୋଟ ଗଣତି ଆରମ୍ଭ ହୋଇଛି। ସୂଚନାଥାଉ କି, ଗତ ୩ ତାରିଖ ଏହି ଦୁଇ ଆସନରେ ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଥିଲା। ଆଜି ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି।...
ଦୁବାଇ: ଆଇପିଏଲ ୨୦୨୦ର ଆଜି ଫାଇନାଲ୍ । ଫାଇନାଲରେ ପରସ୍ପରକୁ ଭେଟିବେ ମୁମ୍ବାଇ ଇଣ୍ଡିଆନ୍ସ (Mumbai Indians) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ (Delhi Capitals)। ଦୀର୍ଘ ୫୨ ଦିନ ଧରି କ୍ରିକେଟ ଫିଲ୍ଡରେ ଚାଲିଥିବା ଆଇପିଏଲ ମହାସମର ଆଜି ଶେଷ ହେବାକୁ ଯାଉଛି। ଆଇପିଏଲ୍ର ସବୁଠାରୁ ସଫଳ କ୍ୟାପ୍ଟେନ...
ଦୁବାଇ: ଆଜି IPL ମହାସମର। ଦୁଇ ଶକ୍ତିଶାଳୀ ଟିମ୍ ମୁହାଁମୁହିଁ ହେବେ। କିଏ ହାତେଇବ ଟାଇଟଲ ସେ ନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା। ତେବେ ଯୁଦ୍ଧ ଆରମ୍ଭ ହେବା ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍ ରିକି ପଣ୍ଟିଂ ମୁମ୍ବାଇ ଇଣ୍ଡିଆନ୍ସକୁ ଚେତାବନୀ ଦେଇଛନ୍ତି। ରିକି ପଣ୍ଟିଂ ମୁମ୍ବାଇକୁ...
ଭୁବନେଶ୍ୱର: ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ତଳକୁ ଖସି ଆସିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ୯୮୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୭୨ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୪୧୫ ଲୋକାଲ କେସ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ...
ଭୁବନେଶ୍ୱର: ଆଜି ରାଜ୍ୟରେ ୧୩ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୫୪ରେ ପହଞ୍ଚି ଥିବା କହିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଭୁବନେଶ୍ୱରରୁ ଆଜି ଜଣେ କରୋନା ରୋଗୀ ଆଖି ବୁଜିଛନ୍ତି। ସେହପରି,...
ବାଲେଶ୍ୱର: ବାଲେଶ୍ୱର ବିଧାନସଭା ଉପନିର୍ବାଚନ ଫଳାଫଳ ଆଜି ପ୍ରକାଶ ପାଇବ। କିଏ ହାତେଇବ ବାଲେଶ୍ୱର ଆସନ ସେ ନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା। ବାଲେଶ୍ୱରରେ ବର୍ତ୍ତମାନ ସୁଦ୍ଧା ଆସିଥିବା ଫଳାଫଳରୁ ଜଣାପଡ଼ିଛି ବିଜେଡି ଏହି ଆସନରେ ଆଗେଇଛି। ତେବେ ଏହି ଆସନରେ ସବୁଠାରୁ ଚର୍ଚ୍ଚାରେ ଥିବା ବେଣୁ ମଉସା...
ତିର୍ତ୍ତୋଲ:ତିର୍ତ୍ତୋଲ ଉପନିର୍ବାଚନ ଫଳଫଳ ଆସ୍ତେ ଆସ୍ତେ ସାମ୍ନାକୁ ଆସୁଛି। ପୂର୍ବରୁ ଯାହା ଅନୁମାନ କରାଯାଉଥିଲା ତାହା ହିଁ ଦେଖିବାକୁ ମିଳୁଛି। ଏଠାରେ ବିଜେଡି ଆଗରେ ଥିବା ଜଣାପଡିଛି। ତିର୍ତ୍ତୋଲରେ ୬ଷ୍ଠ ରାଉଣ୍ଡ ଗଣତି ଶେଷ ହୋଇଗଲାଣି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁରେ ରହିଛି। ବିଜେଡି ପ୍ରାର୍ଥୀ...
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇ ସାରିଛି। ଜୋ ବାଇଡେନ ବହୁମତ ପାଇ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ତେବେ ଟ୍ରମ୍ପ ହାର ମାନିବାକୁ ପ୍ରସ୍ତତ ନୁହଁନ୍ତି। ଶୁଣିବାକୁ ମିଳୁଛି, ଯେଉଁଦିନ ଟ୍ରମ୍ପ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେବେ ସେହିଦିନଠାରୁ ଗିରଫଦାରି ପାଇଁ ଓଲଟା ଗଣତି...
ମସ୍କୋ: ଆର୍ଟିକ୍ ସର୍କଲରେ ଥିବା ଋଷିଆର ଏକ ନଦୀର ରଙ୍ଗ ଆଶ୍ଚର୍ଯ୍ୟଜନକ ଭାବେ ବଦଳି ଯାଇଛି। ନଦୀର ପାଣି ରକ୍ତ ପରି ନାଲି ଦିଶୁଛି। ଏହାର ଫଟୋ ଋଷିଆନ ସୋଶାଲ ମିଡିଆରେ ଦେଖିବାକୁ ମିଳୁଛି। ଋଷିଆର ନୋରିଲ୍ସ୍କ ସହର ଦେଇ ବହି ଯାଇଥିବା ଡାଲ୍ଡିକାନ ନଦୀର ପାଣି ନୀଳ...
ଭୁବନେଶ୍ୱର: ରାଜ୍ୟରେ ଗତକାଲି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏକ ହଜାର ତଳେ ଥିବାବେଳେ ଆଜି ତାହା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ୩୦ ଜିଲ୍ଲାରୁ ୧୨୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୦୩ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୫୧୭ ଲୋକାଲ...
ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୬୯ରେ ପହଞ୍ଚି ଥିବା କହିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ବାଲେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ...
ପାଟନା: ସଜେଇ ହେଲାଣି ଜେଡିୟୁ କ୍ୟାମ୍ପ। ବିହାର ପାଟନାର ଗଳି କନ୍ଦିରେ ଲାଗିଛି ନୀତିଶ କୁମାରଙ୍କ ପୋଷ୍ଟର। ବିହାରରେ ପୁଣି ଥରେ ନୀତିଶ କୁମାର ହେବେ ମୁଖ୍ୟମନ୍ତ୍ରୀ। ଏନଡିଏକୁ ସ୍ପଷ୍ଟ ବହୁମତ ମିଳିବା ପରେ ଏବେ ବିଜେପି, ଜେଡିୟୁ କ୍ୟାମ୍ପରେ ଖୁସିର ଲହରି ଖେଳିଯାଇଛି। ଆଜି ଦିଲ୍ଲୀ ମୁଖ୍ୟାଳୟରେ...
ବ୍ରହ୍ମପୁର: ସାଢ଼େ ୬ କେଜି ସୁନା ଜବତ କରିଛି ଗଞ୍ଜାମ ପୋଲିସ। ଏହି ସୁନା ଜଣେ ବ୍ୟବସାୟୀଙ୍କ ଘରୁ ଲୁଟ ହୋଇଥିଲା। ଏ ନେଇ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଭୋଇ। ସୂଚନାଥାଉ କି, ଅକ୍ଟୋବର ୧୨ରେ ସ୍ଥାନୀୟ ପୁରୁଷୋତ୍ତମପୁରର ଜଣେ ବ୍ୟବସାୟୀଙ୍କ ଘରୁ ଏହି...
ନୂଆଦିଲ୍ଲୀ: ୧୧ଟି ରାଜ୍ୟର ୫୯ଟି ବିଧାନସଭା ଉପନିର୍ବାଚନର ଫଳାଫଳ ଆସିଯାଇଛି । ଅଧିକାଂଶ ରାଜ୍ୟରେ ବିଜେପି ପ୍ରାର୍ଥୀ ବାଜିମାତ୍ କରିଛନ୍ତି । ମଧ୍ୟପ୍ରଦେଶରେ ୨୮ଟି ଆସନରୁ ୧୯ଟି ଆସନରେ ବିଜୟୀ ହୋଇଛି ବିଜେପି । ୯ଟି ଆସନରେ ଜିତିଛି କଂଗ୍ରେସ । ସେହିପରି ଗୁଜରାଟରେ ୮ଟି ଆସନକୁ କ୍ଲିନ୍...
ପୁରୀ: କେଉଁ ଡିଜାଇନରେ ନିର୍ମାଣ ହେବ ଶ୍ରୀମନ୍ଦିରର ୮ଟି ଦ୍ୱାରର ରୂପା କବାଟ ? ଏଥିପାଇଁ ୧୦ ଜଣିଆ ଟିମ୍ ପୁରୀ ଜିଲ୍ଲାର ଶିଳ୍ପୀ ଗ୍ରାମ ରଘୁରାଜପୁର ଯାଇ ଡିଜାଇନର ଅନୁଧ୍ୟାନ କରିଛନ୍ତି। ଏଥି ସହ କିଛି ନମୂନା ମଧ୍ୟ ସଂଗ୍ରହ କରିଛନ୍ତି । ନମୂନା ମଧ୍ୟରେ ରହିଛି...
ନୂଆଦିଲ୍ଲୀ: ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କ ଜାମିନ ଆବେଦନର ଶୁଣାଣି କରି ସୁପ୍ରିମ କୋର୍ଟ ମହାରାଷ୍ଟ୍ର ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି। କାହାର ବ୍ୟକ୍ତିଗତ ସ୍ୱାଧୀନତା ଉପରେ ଅଙ୍କୁଶ ଲଗାଇବା ନ୍ୟାୟକୁ ଉପହାସ କରିବା ସହ ସମାନ। ୨୦୧୮ ମସିହାର ଏକ ଆତ୍ମହତ୍ୟା ମାମଲାରେ ଗିରଫ...