• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

nitish-kumar
୫୪୭ ଅଧିକ ଭୋଟରେ ଜିତିଥିଲେ, ୧୨ ଖଣ୍ଡ ଭୋଟ ପାଇଁ ହାରିଗଲେ

ପାଟନା: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏନ୍‌ଡିଏ ମେଣ୍ଟ ଏଠାରେ ବହୁମତ ପାଇଛି।  ନୀତିଶ କୁମାରଙ୍କ ନେତୃତ୍ୱରେ ଏଠାରେ ସରକାର ଗଠନ ହେବାର ସମ୍ଭାବନା ରହିଛି। ତେବେ ନିର୍ବାଚନ ଫଳାଫଳରୁ ଅନେକ ରୋଚକ ଖବର ସାମ୍ନାକୁ ଆସିଛି। ଏଠାରେ ହିଲାଶା ବିଧାନସଭା ଆସନ ଜେଡିୟୁ ହାତକୁ...

1222
ଅଣ୍ଡରଗ୍ରାଉଣ୍ଡରେ ଇରାନ ଲୁଚାଇ ରଖିଛି ଭୟଙ୍କର ମିଜାଇଲ, ଟାର୍ଗେଟରେ ଏଇ ରାଜ୍ୟ

ତେହରାନ: ଆମେରିକାରେ କ୍ଷମତାର ପରିବର୍ତ୍ତନ ହେବା ପରେ ଇରାନ ତାହାର ମିଜାଇଲ ଅଣ୍ଡରଗ୍ରାଉଣ୍ଡ ସୁଡଙ୍ଗର ଫଟୋ ଜାରି କରିଛି। କୁହାଯାଉଛି, ଇରାନ୍‌ର ଏହି ମିଜାଇଲ ଇଜରାଏଲକୁ ଆଟାକ କରିବାକୁ ସକ୍ଷମ । ଇଜରାଏଲ ଏବଂ ଆମେରିକା ନଜରରୁ ବଞ୍ଚାଇବା ପାଇଁ ଇରାନ ତାର ମିଜାଇଲ ବେସ ମାଟି ତଳେ...

online
ଅନଲାଇନ୍ ନ୍ୟୁଜ ପୋର୍ଟାଲ ପାଇଁ ଆସିଲା ସ୍ୱତନ୍ତ୍ର ନିୟମ

ଭୁବନେଶ୍ୱର: ଅନଲାଇନ୍ ନ୍ୟୁଜ ପୋର୍ଟାଲ ଓ OTT ପ୍ଲାଟଫର୍ମ ପାଇଁ ଆସିବ ସ୍ୱତନ୍ତ୍ର ନିୟମ। ଏଗୁଡିକୁ ନିୟନ୍ତ୍ରଣ ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ  ଅଧୀନରେ ଗଠନ କରାଯାଇଛି ସ୍ୱତନ୍ତ୍ର ନିୟାମକ ସଂସ୍ଥ॥ ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ...

baby
ଜୀବନ ଦେବା ବଦଳରେ ନର୍ସ ନେଇଗଲେ ୮ ଜୀବନ

ଲଣ୍ଡନ: ରୋଗୀଙ୍କ ଜୀବନ ବଞ୍ଚାଇବା ଥିଲା ତାଙ୍କର କର୍ମ। ହେଲେ ସେ ନେଇ ଚାଲିଥିଲେ ଗୋଟିଏ ପରେ ଗୋଟିଏ ଜୀବନ। ଗୋଟିଏ କି ଦୁଇଟି ନୁହେଁ, ୮ ଜଣ ଶିଶୁଙ୍କୁ ସେ ହତ୍ୟା କରିଥିଲେ।  ସେତିକିରେ ବି କଥା ସରି ନ ଥିଲା, ୧୦ ଜଣଙ୍କୁ ହତ୍ୟା   ଉଦ୍ୟମ...

images
କରୋନା ସହ ଲଢି ଆଖି ବୁଜିଲେ ୧୪

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୮୩ରେ ପହଞ୍ଚି ଥିବା କହିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ଭୁବନେଶ୍ୱରରୁ ୨ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ନୂଆପଡାରୁ...

panjab-1
ଅପରେଶନ ପରେ ଗର୍ଭବତୀଙ୍କ ମୃତ୍ୟୁ: ଅସ୍ଥି ଖୋଜୁ ଖୋଜୁ ମିଳିଲା .....

ଅମୃତସର: ଅନେକ ଆଶା ନେଇ ରୋଗୀ ଡାକ୍ତରଙ୍କ ପାଖକୁ ଆସିଥାଏ। ପରିବାର ଲୋକେ ଡାକ୍ତରଙ୍କୁ ଭଗବାନଙ୍କ ଅବତାର ବୋଲି ମାନି ନେଇଥାନ୍ତି। ଡାକ୍ତର ହିଁ ତାଙ୍କ ପାଇଁ ଶେଷ ଆଶା ଭରସା। ହେଲେ କେତେଜଣ ଡାକ୍ତର ଏକଥା ବୁଝି ପାରନ୍ତି ?  ବେଳେବେଳେ ଏମିତି ହୁଏ, ଡାକ୍ତରଙ୍କ ସାମନ୍ୟ...

paikmala
ଜୀବିତ ନାବାଳକଙ୍କୁ ମୃତ ଦର୍ଶାଇବା ଘଟଣା: ପୋଲିସ ଅଧିକାରୀ ଗଣିବେ ୫ ଲକ୍ଷ

ବରଗଡ: ଜଣେ ଜୀବିତ ନାବାଳକକୁ ମୃତ ଦର୍ଶାଇ ୨ ଜଣଙ୍କୁ ଜେଲ୍ ପୂରାଇବା ଏବେ ତଦନ୍ତକାରୀ ପୋଲିସ ଅଧିକାରୀଙ୍କ ପାଇଁ ମହଙ୍ଗା ପଡ଼ିଛି।  ଏହି ଭୁଲ ପାଇଁ ତଦନ୍ତକାରୀ ଅଧିକାରୀଙ୍କୁ ୫ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନବାଧିକାର କମିଶନ। ଘଟଣାଟି ୨୦୧୬ର। ବରଗଡ଼ ଜିଲ୍ଲା ପାଇକମାଳ...

ଅର୍ଣ୍ଣବଙ୍କୁ ଜାମିନ ଶୁଣାଣିବେଳେ କାହିଁକି ଉଦ୍ଧବ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ ?

ମୁମ୍ବାଇ: ରିପବ୍ଲିକ୍ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ୍ ଦେଇଛନ୍ତି। ଏହି ମାମଲାରେ ଅନ୍ୟ ଅଭିଯୁକ୍ତମାନଙ୍କୁ ମଧ୍ୟ ଜାମିନ ମିଳିଛି। ଅଭିଯୁକ୍ତମାନେ ପ୍ରତ୍ୟେକ ୫୦ ହଜାର ଟଙ୍କାର ବଣ୍ଡ ଦେଇ ଜାମିନରେ ଯାଇପାରିବେ। ତେବେ ସବୁଠାରୁ ବଡକଥା ହେଲା, ସୁପ୍ରିମକୋର୍ଟ ଏହି ମାମଲାରେ ଗଭୀର ଉଦବେଗ...

nirmala nsitaraman
ଆତ୍ମନିର୍ଭର ଭାରତ ୩.୦; ନୂଆ କର୍ମଚାରୀଙ୍କ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ: ଦେଶରେ ଆର୍ଥିକ ମାନ୍ଦାବସ୍ଥାର ଆଶଙ୍କା ଭିତରେ କେନ୍ଦ୍ର ସରକାର ଆତ୍ମନିର୍ଭର ଭାରତ ୩.୦ ଘୋଷଣା କରିଛନ୍ତି।  ଏଥିରେ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଗୁରୁତ୍ୱ ଦିଆଯାଇଛି। ଏଥିସହ ନୂଆ କର୍ମଚାରୀଙ୍କ ଇପିଏଫ୍ କେନ୍ଦ୍ର ଅର୍ଥ ବହନ କରିବ ବୋଲି କୁହାଯାଇଛି  । ସଂସ୍ଥା ନୂତନ ନିଯୁକ୍ତି ଦେଲେ, କର୍ମଚାରୀଙ୍କ...

house
ସହରୀ ଗରିବଙ୍କୁ ମିଳିବ ପକ୍କା ଘର

ନୂଆଦିଲ୍ଲୀ: ଦେଶରେ ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଆତ୍ମନିର୍ଭର ଭାରତ ୩.୦ ଘୋଷଣା କରିଛନ୍ତି।  ଏଥିରେ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଗୁରୁତ୍ୱ ଦିଆଯିବା ସହ ନୂଆ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର। ଏଥିସହିତ  ସହରୀ ଗରିବଙ୍କ ପାଇଁ ପକ୍କାଘର ସୁବିଧା...

manipur
ବିଜେପିର ସଫଳତା ପାଇଁ ବୈଜୟନ୍ତଙ୍କୁ ଧନ୍ୟବାଦ ଦେଲେ ବିରେନ୍ ସିଂ

ନୂଆଦିଲ୍ଲୀ: ମଣିପୁର ଉପ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସେଠାରେ ଆୟୋଜିତ ହୋଇଯାଇଛି  ବିଜେପିର ସୁପର୍ ଶୋ। ମଣିପୁରର ୪ଟି ଆସନରେ ପ୍ରାର୍ଥୀ ଦେଇଥିଲା ବିଜେପି। ଆଉ ଏହି ୪ଟି ଆସନକୁ ଅକ୍ତିଆର କରିଛି ଦଳ। ଏଥିପାଇଁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି...

ଲଣ୍ଡନ: କରୋନାକୁ ନେଇ ପୁଣି ଏକ ଚକିତ କରିଦେବା ପରି ଖବର ସାମ୍ନାକୁ ଆସିଛି।

ଲଣ୍ଡନ: କରୋନାକୁ ନେଇ ପୁଣି ଏକ ଚକିତ କରିଦେବା ପରି ଖବର ସାମ୍ନାକୁ ଆସିଛି। ଜଣେ ୭୨ ବର୍ଷୀୟ ବୃଦ୍ଧ କରୋନା ପଜିଟିଭ ବାହାରିଛନ୍ତି। ଦିନେ ନୁହେଁ କି ଦୁଇ ଦିନ ନୁହେଁ, ଦୀର୍ଘ ୧୦ ମାସ ହେଲା ସେ ପଜିଟିଭ…

kangana
କଙ୍ଗନାଙ୍କ ଲେହେଙ୍ଗା ପାଇଁ ଲାଗିଥିଲା ବର୍ଷେରୁ ଅଧିକ ସମୟ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରନାୱତଙ୍କ ଭାଇ ଅକ୍‌ସଦ୍‌ଙ୍କ ବିବାହ ହୋଇଛି। ନିକଟରେ ସୋଶାଲ୍‌ ମିଡିଆରେ ଭାଇଙ୍କ ବିବାହର ଫଟୋ ଶେଆର କରି କଙ୍ଗନା ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏଥିସହ ସେ ବିବାହରେ ପିନ୍ଧିଥିବା ଡ୍ରେସ୍‌ର ଫଟୋ ଶେଆର କରିଥିଲେ। କଙ୍ଗନା ପାରମ୍ପରିକ ଗୁଜୁରାଟୀ ବାନ୍ଧିନୀ ଲେହେଙ୍ଗା ସହ...

shradha-1
ପୁରୀ ସିଂହଦ୍ୱାର ଆଗରେ ଜଳିବନି କାଉଁରିଆ କାଠି

ପୁରୀ : ଏବର୍ଷ ପୁରୀ ସିଂହଦ୍ୱାର ଆଗରେ ଜଳିବନି କାଉଁରିଆ କାଠି। ଧୂଆଁ ଯୋଗୁଁ ପ୍ରଦୂଷଣ ଓ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଏଭଳି କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ। ପୂର୍ବଭଳି ପୟାଶ୍ରାଦ୍ଧ ପାଳନ କରିପାରିବେ, ହେଲେ କାଉଁରିଆ କାଠି ଲୋକେ ଜାଳିପାରିବେନି। ଏ ସମସ୍ତ କଟକଣା ନେଇ...

fake
ନକଲି ଅତିରିକ୍ତ ହୋମ୍ ସେକ୍ରେଟାରୀ ଗିରଫ

ଖୋର୍ଦ୍ଧା: ନୟାଗଡ଼ ଚାନ୍ଦପୁର ଅଞ୍ଚଳରୁ ନକଲି ଅତିରିକ୍ତ ହୋମ୍ ସେକ୍ରେଟାରୀ ଗିରଫ ହୋଇଛନ୍ତି। ନିଜକୁ ସଚିବ କହି ଲୋକମାନଙ୍କୁ ଠକୁଥିବା ଅଭିଯୋଗରେ ତାଙ୍କୁ ପୋଲିସ୍‌ ଗିରଫ କରିଛି। ଲୋକଙ୍କୁ ଚାକିରୀ ଦେବ କହି ଅନେକ ସମୟରେ ଅର୍ଥ ଲୁଟ କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଥାନା ଅଞ୍ଚଳର...

mo-bus-1
ଆଜି ଅପରାହ୍ନରେ ଗଡ଼ିବନି ‘ମୋ ବସ୍‌’

ଭୁବନେଶ୍ୱର:ଆଜି ଦୀପାବଳି। ଆଲୋକର ପର୍ବ। ଦୀପାବଳି ଉପଲକ୍ଷେ ଆଜି ଅପରାହ୍ନରେ ବନ୍ଦ ରହିବ ମୋ ବସ୍ ସେବା । ଦୀପାବଳି ପାଇଁ ଅପରାହ୍ନରୁ ରାଜଧାନୀରେ ଗଡ଼ିବନି ମୋ ବସ୍ । କେବଳ ୧୫ଟି ରୁଟ୍‌ରେ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଚାଲିବ ମୋ ବସ୍ । ଦୀପାବଳିକୁ ଦୃଷ୍ଟିରେ ରଖି...

ବିନାବାଣରେ ଆଜି ପାଳିତ ହେବ ଆଲୋକର ପର୍ବ ଦୀପାବଳି

ଭୁବନେଶ୍ୱର: ଆଜି ଆଲୋକ ପର୍ବ ଦୀପାବଳି । ଅନ୍ଧାରକୁ ଦୂର କରି ଆଲୋକକୁ ସ୍ୱାଗତ କରିବାର ଦିନ। ଦୀପ ପ୍ରଜଳ୍ୱିତ କରି ଉତ୍ସବ ପାଳନ କରିବାର ଦିନ । ପ୍ରଭୁ ଶ୍ରୀରାମଙ୍କ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନକୁ ନେଇ କାହିଁ କେଉଁ କାଳରୁ ପାଳିତ ହୋଇ ଆସୁଛି ଏହି ପରମ୍ପରା ।...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।