• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by

odisha-coronavirus
କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁ ହାର କମୁଛି। ଗତ କାଲି ୫ ଆକ୍ରାନ୍ତ ଆଖି ବୁଜିଥିବାବେଳେ ଆଜି ଆଖି ବୁଜିଛନ୍ତି ୫। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୯ରେ ପହଞ୍ଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ମୃତକଙ୍କ ମଧ୍ୟରୁ...

serum
ସ୍ୱେଚ୍ଛାସେବୀଙ୍କ ବିରୋଧରେ ୧୦୦ କୋଟିର ମାନହାନି ମୋକଦ୍ଦମା କଲା ସେରମ୍‌

ନୂଆଦିଲ୍ଲୀ: ହ୍ୟୁମାନ ଟ୍ରାଏଲ ବେଳେ କରୋନା ଟିକା-କୋଭିସିଲ୍‌ଡ ନେଇଥିବା ସ୍ୱେଚ୍ଛାସେବୀଙ୍କ ବିରୋଧରେ ହୋଇଛି ୧୦୦ କୋଟିର ମାନହାନି ମୋକଦ୍ଦମା।  କରୋନା ଟିକା ନେବା ପରେ ସ୍ନାୟୁଗତ ରୋଗ ଦେଖା ଦେବା ଅଭିଯୋଗ କରିବାରୁ ସଂପୃକ୍ତ ସ୍ୱେଚ୍ଛାସେବୀଙ୍କ ବିରୋଧରେ ସେରମ ଇନଷ୍ଟିଚ୍ୟୁଟ୍ ୧୦୦ କୋଟି ଟଙ୍କାର ମାନହାନି ମୋକଦ୍ଦମା କରିଛି...

sura rautray
ପରୀ ହତ୍ୟା ଘଟଣା ପ୍ରସଙ୍ଗ; ପଦାରେ ପଡ଼ିଲା କଂଗ୍ରେସର ମତଭେଦ

ଭୁବନେଶ୍ୱର: ପରୀ ହତ୍ୟା ପ୍ରସଙ୍ଗକୁ ନେଇ ରାଜନୀତି ତେଜୁଛି। ଏପରିକି  ପରୀ ପ୍ରସଙ୍ଗକୁ ନେଇ କଂଗ୍ରେସରେ ମତଭେଦ ପଦାରେ ପଡ଼ିଛି । କଂଗ୍ରେସର ଦାବି ପରେ ସରକାର SIT ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା ବରିଷ୍ଠ ନରସିଂହ ମିଶ୍ର କହୁଥିବାବେଳେ  ଭିନ୍ନମତ ଦେଇଛନ୍ତି ସୁର ରାଉତରାୟ। ପରୀ ହତ୍ୟା...

bookstore
ଆଇଏଏସଙ୍କ ମନକୁ ଛୁଇଁଲା ବହି ଦୋକାନୀଙ୍କ ଜୀବନ କାହାଣୀ, ସୋଶାଲ ମିଡିଆରେ କଲେ ଶେୟାର

ନୂଆଦିଲ୍ଲୀ: ମଣିଷ ଦୁଃଖ ମଣିଷ ହିଁ ବୁଝିପାରେ ?  ଏଠି  ଦିଲ୍ଲୀର ବାବା କା ଢାବା କଥା ମନେ ପକାଇଦେବୁ। ଜଣେ ମଣିଷର ସହାୟତାର ହାତ ବୃଦ୍ଧ ଦମ୍ପତ୍ତିଙ୍କର ଭାଗ୍ୟ ଖୋଲିଦେଲା।  ସୋସିଆଲ ମିଡିଆ ଯୋଗୁ ରାତାରାତି ବୃଦ୍ଧ ଦମ୍ପତିଙ୍କ ଅଭାବ ଦୂର ହୋଇଗଲା। ଏହା ପରେ ଲୋକମାନେ...

coronavirus
୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୭୮ କରୋନା ରୋଗୀ, ଆଖି ବୁଜିଲେ ୫

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତକାଲି  ୪୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ୩୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନ ସେଣ୍ଟରରୁ ୨୧୯ ଓ ଲୋକାଲ କେସ ୧୫୯ଥିବା ଜଣାଯାଇଛି। ୨୮ଟି ଜିଲ୍ଲାରୁ ଏହି ୩୭୮...

hayat
ଦାଉଦ୍‌ଙ୍କୁ ଛାଡ଼ି ଏଇ ରାଜନେତାଙ୍କ ପ୍ରେମରେ ପଡ଼ିଛିନ୍ତି ତାଙ୍କର ଗର୍ଲଫ୍ରେଣ୍ଡ !

ଇସଲାମାବାଦ: ଅଣ୍ଡରୱାର୍ଲ୍ଡ ଡନ୍ ଦାଉଦ ଇବ୍ରାହିମଙ୍କ ଗର୍ଲଫ୍ରେଣ୍ଡ ମହବିଶ ହାୟାତ୍ ଆଉ କାହା ପ୍ରେମରେ ପଡ଼ି ଯାଇଛନ୍ତି। ଯଦିଓ ସେ ନିଜର ନୂତନ ପ୍ରେମକୁ ସର୍ବସାଧାରଣରେ ପ୍ରକାଶ କରନ୍ତି ନାହିଁ, କିନ୍ତୁ ତାଙ୍କ ଭାଷାରୁ ଏହା ସ୍ପଷ୍ଟ ହୋଇଛି ଯେ, ଦାଉଦ୍‌ଙ୍କ ବ୍ୟତୀତ ତାଙ୍କ ହୃଦୟରେ ଅନ୍ୟ କେହି...

crocodile
ବତକ ଶିକାର ପାଇଁ ଯାଇଥିଲେ, ପାଣିରେ ଦେଖିଲେ ଡାଇନୋସର ପରି ବିରାଟ ଜୀବ

ୱାଶିଂଟନ୍‌:ଫ୍ଲୋରିଡ଼ାରରେ ଏକ ବିରାଟକାୟ କୁମ୍ଭୀର ଦେଖିବାକୁ ମିଳିଛି। ଦେଖିଲେ ଲାଗୁଛି, ଡାଇନୋସର ପୁଣି ଥରେ ଫେରି ଆସିଲା କି ! ଏତେ ବଡ କୁମ୍ଭୀରକୁ ଦେଖି ଲୋକେ ଭୟଭୀତ ହୋଇ ଯାଇଛନ୍ତି। କୁମ୍ଭୀରଟି ଏକ ବତକକୁ ମାରିବା ପାଇଁ ଯାଉଥିବା ଲୋକେ ଦେଖିଥିଲେ। ହେଲେ ଏହାର ଆକାର ଦେଖି...

whats app
Whatsapp ଦେଲା ଏମିତି ଭେଟି, ୟୁଜର୍ସ କହିଲେ ଚିନ୍ତା ଗଲା

ହ୍ୱାଟସ୍ଆପ୍ ବ୍ୟବହାରୀଙ୍କ ପାଇଁ ଖୁସି ଖବର। ଦୂର ହେଲା କୋଟି କୋଟି ୟୁଜର୍ସଙ୍କ ଚିନ୍ତା।  ହ୍ୱାଟସ୍ଆପରେ ପୂର୍ବରୁ ଉପଲବ୍ଧ ଥିବା ଫିଚରରେ ପରିବର୍ତ୍ତନ କରାଯାଇ ‘Always Mute’ ଫିଚର ସଂଯୋଗ କରାଯାଇଛି।  ମୋବାଇଲ୍ ବ୍ୟବହାରକାରୀ ହ୍ୱାଟସ୍ଆପର ନୂଆ ଫିଚର ଦେଖି ଖୁସି ହେଉଛନ୍ତି।  ଏବେ ଆପଣ ଯେତେବେଳେ ବି...

Narasingh_Mishra_eps_PIC
ସମ୍ବିତଙ୍କୁ ଚେତାବନୀ ଦେଲା କଂଗ୍ରେସ; କହିଲା- ‘କ୍ଷମା ନ ମାଗିଲେ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର: ପରୀ ହତ୍ୟା ମାମଲାରେ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ମନ୍ତବ୍ୟକୁ ନେଇ କଡା ପ୍ରତିକ୍ରିୟା ପ୍ରକାଶ କରିଛି କଂଗ୍ରେସ। ଏ ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ସମ୍ବିତଙ୍କୁ ଚେତାବନୀ ଦିଆଯାଇଛି। ସମ୍ବିତ ତାଙ୍କ ଅଭିଯୋଗ ନେଇ କ୍ଷମା ମାଗନ୍ତୁ। ନ ହେଲେ ତାଙ୍କ ବିରୋଧରେ କଡ଼ା...

bsf
‘ଜୀବନ ପର୍ଯ୍ୟନ୍ତ କର୍ତ୍ତବ୍ୟର ବାର୍ତ୍ତା ବାଣ୍ଟୁଛନ୍ତି ଆମ ଯବାନ’

ନୂଆଦିଲ୍ଲୀ: ‘ଦେଶର ସୁରକ୍ଷା ହେଉ କିମ୍ବା ପ୍ରାକୃତିକ ବିପର୍ଯ୍ୟୟ, ସବୁବେଳେ ଆମ ବିଏସ୍‌ଏଫ୍ ଯବାନଙ୍କ ଦୁଃସାହସିକ କାର୍ଯ୍ୟ ଆମକୁ  ଅନୁପ୍ରାଣିତ କରୁଛି । ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ଆମେ ଓ ଆମ ଦେଶ ସୁରକ୍ଷିତ।  ‘ଜୀବନ ପର୍ଯ୍ୟନ୍ତ କର୍ତ୍ତବ୍ୟ’  ଏପରି ନିଗୁଢ ବାର୍ତ୍ତାକ ବଣ୍ଟନ କରୁଛି ବିଏସଏଫ...

108 ambulance
ଆଉ ରହିବନି ୧୦୨, ଏବେ କେବଳ ୧୦୮

ଭୁବନେଶ୍ୱର : ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ମିଳିତ ସହଭାଗିତାରେ ପ୍ରଚଳିତ ୧୦୮ ଆମ୍ୱୁଲାନ୍ସ ଏବେ ଗର୍ଭବତୀଙ୍କ ସହ ସମସ୍ତ ପ୍ରକାର ରୋଗୀଙ୍କୁ ନିକଟସ୍ଥ ସରକାରୀ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବେ। ପୂର୍ବରୁ ଗର୍ଭବତୀ ଏବଂ ନବଜାତକ ଶିଶୁ ମାନଙ୍କ ପାଇଁ ଉପଲବ୍ଧ…

ବ୍ରେକଂ ନ୍ୟୁଜ: ୩୦ ଜୁନ୍‌, ୨୦୨୧

ଭୁବନେଶ୍ୱର: ଜୁଲାଇ ଗାଇଡଲାଇନ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଘୋଷଣା:୧୭ ଜିଲ୍ଲାରେ ସଂଧ୍ୟା ୫ ଯାଏ ସବୁ ଦୋକାନ ଖୋଲିବାକୁ ଅନୁମତି ଥିଲା। ଆଉ  ୩ ଜିଲ୍ଲା ଏଥିରେ ସାମିଲ ହେଲା ୩ ଜିଲ୍ଲାରେ ପଜିଟିଭିଟି ରେଟ୍ ୫%କୁ…

murder
ଇଞ୍ଜିନିୟର ପତ୍ନୀଙ୍କୁ ମାରି ସୁଟ୍‌କେସ୍‌ରେ ରଖି ପୋତିଦେଲେ ସ୍ୱାମୀ

ତିରୁପତି: ଆନ୍ଧ୍ରପ୍ରଦେଶ ତିରୁପତିରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ । ପତ୍ନୀକୁ ପୋଡି ହତ୍ୟା କରିବା ପରେ ମରଶରୀରକୁ ସୁଟକେସରେ  ରଖି ଏକ ନିଛାଟିଆ ସ୍ଥାନରେ ପୋତି ଦେଇଛନ୍ତି ସ୍ୱାମୀ ।  ପୋଲିସ ସୁଟକେସକୁ ଉଦ୍ଧାର କରିବା ପରେ ଘଟଣା ପଦାକୁ ଆସିଛି…

vaccination
ଟିକାକରଣ ଉପରେ ଗୁରୁତ୍ୱ

ଓଡ଼ିଶାର ବିଭିନ୍ନ ସ୍ଥାନରେ ଟିକାକରଣ କେନ୍ଦ୍ରରେ ଲୋକଙ୍କୁ ଟିକା ପ୍ରଦାନ କରାଯାଉଛି। ରାଜ୍ୟ ସରକାର ଟିକାକରଣ ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି।

cbk mohanty
‘ହଠାତ ନିୟମ କୋହଳ କଲେ ଲୋକେ ଅମାନିଆ ହୋଇଯିବେ’

ଭୁବନେଶ୍ୱର: ଆଜି ଲକଡାଉନ୍ ଅବଧିର ଶେଷ ଦିନ । ଆସନ୍ତାକାଲି ସକାଳ ୬ଟାରେ ଶେଷ ହେଉଛି ଲକଡାଉନ୍ ଅବଧି । ତେବେ ଲକଡାଉନ୍ ଅବଧି ବଢିବ ନା ସରକାର କୋହଳ କରିବେ ଏହାର ସମୟସୀମା ? ପ୍ରାୟ ଦୁଇ ମାସର ଲକଡାଉନ୍,…

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।