• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by

medicine
ଶେଷରେ ଧରାପଡ଼ିଲା ନକଲି ଔଷଧ ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ଜେନା

ଭୁବନେଶ୍ୱର: ନକଲି ଔଷଧ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶିବ ଜେନାଙ୍କୁ ଗିରଫ କରାଯାଇଛି । ନକଲି ମେଡିସିନ କାରବାର କରୁଥିବା ସଂସ୍ଥାର MD ଥିବା ଶିବ ଜେନାଙ୍କୁ ଆଜି କ୍ରାଇମବ୍ରାଞ୍ଚ STF ଗିରଫ କରିଛି । ଗତକାଲି କ୍ରାଇମବ୍ରାଞ୍ଚ STF…

ବ୍ରେକିଂ ନ୍ୟୁଜ: ୨୪ ଜୁନ୍‌, ୨୦୨୧

ଭୁବନେଶ୍ୱର: ଓମଫେଡ ଦୁଗ୍ଧ ଚାଷୀଙ୍କ ପାଇଁ କୋଭିଡ଼ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ।ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ପାଇଁ ସର୍ବାଧିକ ୬ ହଜାର ପର୍ଯ୍ୟନ୍ତ ମିଳିବ ବାଲେଶ୍ୱର:  ବସ୍ତା ଅଞ୍ଚଳରୁ ୨ କେଜି ୧୨ ଗ୍ରାମ ବ୍ରାଉନସୁଗାର ଜବତ; ଜଣେ…

Randeep Guleria
କଟକଣା ମାନିଲେ କରୋନାର ତୃତୀୟ ଲହରକୁ ରୋକାଯାଇ ପାରିବ-ଗୁଲେରିଆ

ନୂଆଦିଲ୍ଲୀ: ଭାରତରେ କରୋନାର ଡେଲଟା ପ୍ଲସ ଭାରିଆଣ୍ଟ ଭୂତାଣୁର ସଂକ୍ରମଣକୁ ରୋକାଯାଇ ପାରିବ। କୋଭିଡ୍ -୧୯ ପ୍ରୋଟୋକଲର ଉଚିତ ବ୍ୟବହାର, ଲକ୍‌ଡାଉନ୍ ଏବଂ ଟିକାକରଣ ଦ୍ୱାରା ଏହି ଡେଲ୍‌ଟା ପ୍ଲସ୍ ବିପଦକୁ ଏଡାଇ ହେବ ବୋଲି କହିଛନ୍ତି ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ…

delta plus
ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩,୭୬୧ ଛୁଇଁଲା, ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପ୍ରଭାବ ଧୀରେ ଧୀରେ କମୁଥିଲେ ହେଁ ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ୩, ୭୬୧ରେ…

Baladevjew temple
ସ୍ନାନଯାତ୍ରାରେ ବଳଦେବଜୀଉ ମନ୍ଦିର ନିକଟରେ ଲାଗିଲା ୧୪୪ ଧାରା

କେନ୍ଦ୍ରାପଡ଼ା: ଆଜି ପବିତ୍ର ସ୍ନାନ ପୂର୍ଣ୍ଣମୀ। ୧୦୮ ଗରା ଜଳରେ ସ୍ନାନ କରିବେ ଶ୍ରୀଜୀଉ। ରଥଯାତ୍ରା ପରମ୍ପରାର ଏହା ଏକ ପର୍ବ। ହେଲେ ଆଜି ପରି ପବିତ୍ର ଦିନରେ କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଲାଗିଛି ୧୪୪ ଧାରା। ଜିଲ୍ଲା ପ୍ରଶାସନ…

vlcsnap-error133
ମଣ୍ଡିରେ ଧାନ କିଣା ଅବଧି ଜୁଲାଇ ୧୫ ଯାଏ ବଢାଯାଉ- କଂଗ୍ରେସ

ଭୁବନେଶ୍ୱର: ରବି ଧାନ କିଣାବିକାରେ ବ୍ୟାପକ  ଅବ୍ୟବସ୍ଥା ହେଉଥିବା ଅଭିଯୋଗ ଆସିଛି । ମୌସୁମୀ ବର୍ଷାରେ ମଣ୍ଡିରେ ଭିଜୁଛି ଧାନ। ହନ୍ତସନ୍ତ ହେଉଛନ୍ତି ଚାଷୀ । ମିଲର ଓ ସରକାରଙ୍କ ମଧୁ ଚନ୍ଦ୍ରିକା ଯୋଗୁଁ ଏଭଳି ସ୍ଥିତି ଉପୁଜିଥିବା ଅଭିଯୋଗ ଆଣିଛି …

medicine
ନକଲି କରୋନା ଔଷଧ ବିକୁଥିଲେ, ବନ୍ଧା ହେଲେ ୩

ଭୁବନେଶ୍ୱର: ନକଲି ଔଷଧ ବିକ୍ରି ଘଟଣାର ପଦ୍ଦାଫାଶ ହୋଇଛି। କରୋନା ବିତ୍ପତ୍ତି ସମୟରେ ନକଲି ଔଷଧ ବିକ୍ରି କରୁଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି STF । ଏ ନେଇ ଆଜି କ୍ରାଇମବ୍ରାଞ୍ଚ ଏଡିଜି ଯଶୋବନ୍ତ ଜେଠଓ୍ୱାଙ୍କ ସୂଚନା ଦେଇଛନ୍ତି।…

aparajita
ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ମୁହଁ ଖୋଲିଲେ ଅପରାଜିତା

ଭୁବନେଶ୍ୱର: ରାଜ୍ୟରେ ଟିକାକରଣ କେନ୍ଦ୍ରରେ ନେତାଙ୍କ ଫଟୋକୁ ନେଇ ଉଠିଛି ଝଡ। ସାରା ରାଜ୍ୟ ପଡୁଛି ଉଠୁଛି। ଅଧିକାଂଶ ଟିକାକରର କେନ୍ଦ୍ରରେ ଏହାକୁ ନେଇ ଗଣ୍ଡଗୋଳ, ଉତ୍ତେଜନା ଦେଖିବାକୁ ମିଳିଛି। ରାଜ୍ୟର ବିଭିନ୍ନ ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରା ନବୀନ ପଟ୍ଟନାୟକଙ୍କ ଫଟୋ…

download
ଯୁକ୍ତ ୨ ପରୀକ୍ଷା: କିପରି ପାଇବେ ଆଡମିଟ୍‌ କାର୍ଡ ଜାରି ହେଲା ଏସ୍‌ଓପି

ଭୁବନେଶ୍ୱର: ଯୁକ୍ତ ଦୁଇ ପ୍ରାକ୍ଟିକାଲ ରେକର୍ଡ ସଂଗ୍ରହ ଓ ଆଡ୍‌ମିଟ୍‌ କାର୍ଡ ପ୍ରଦାନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି ଏସ୍ଓପି । ୨୫ ତାରିଖରୁ SAMS ୱେବସାଇଟରୁ ଛାତ୍ରଛାତ୍ରୀମାନେ ଆଡମିଟ୍‌ କାର୍ଡ ଡାଉନ୍‌ ଲୋଡ୍ କରିପାରିବେ…

ବ୍ରେକିଂ ନ୍ୟୁଜ: ଜୁନ୍‌ ୨୩, ୨୦୨୧

ବନ୍ଦିତା ପରିଡ଼ା ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତାଙ୍କୁ ସଭାନେତ୍ରୀ ଭାବେ ନିଯୁକ୍ତି ଦେଲେ ସୋନିଆ ଗାନ୍ଧି ବନ୍ଦିତାଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇଲା ବନ୍ଦେ ଉତ୍କଳ ଜନନୀ ପ୍ରଥମ ଭାଷା…

school students
ଏଥର ବି କମିବ ନବମ, ଦଶମ ଶ୍ରେଣୀର ସିଲାବସ୍

ଭୁବନେଶ୍ୱର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ରାଜ୍ୟରେ ୨ୟ ଲହର ପ୍ରଭାବ ଏ ଯାଏ କମିନି। ମାଡି ଆସିଲାଣି ତୃତୀୟ ଲହର ଭୟ। ଏପରି ପରିସ୍ଥିତିରେ ସ୍କୁଲ କେବେ ଖୋଲିବ ଜଣା ନାହିଁ। ପିଲାଙ୍କ ପାଠ ପଢାରେ…

police
Odisha Police Recruitment: ୪୭୭ ଏସ୍.ଆଇ ପଦବୀ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ପୋଲିସ ଚାକିରି କରିବାକୁ ଚାହୁଁଥିବା ଆଶାୟୀ ପ୍ରାର୍ଥୀଙ୍କ ପାଇଁ ଖୁସି ଖବର।  ୪୭୭ଟି ପୋଲିସ ଏସ୍.ଆଇ ପଦବୀ ପୂରଣ ପାଇଁ ଓଡ଼ିଶା ପୋଲିସ ଆରମ୍ଭ କରିଛି ପ୍ରକ୍ରିୟା। ଏଥିପାଇଁ ଅନଲାଇନ୍‌ରେ ଆବେଦନପତ୍ର ଆହ୍ୱାନ କରାଯାଇଛି। ଆଜିଠୁ ଏହି ଆବେଦନ ପ୍ରକ୍ରିୟା…

birendra lakra
ଟୋକିଓ ଅଲମ୍ପିକ୍ସ: ଭାଇସ୍ କ୍ୟାପେଟନ୍ ଦାୟିତ୍ୱରେ ଓଡ଼ିଆ ଖେଳାଳି ବୀରେନ୍ଦ୍ର

ଭୁବନେଶ୍ୱର: ଜାତୀୟ ପୁରୁଷ ହକି ଟିମ୍‌ରେ ପୁଣି ଚମକିଛନ୍ତି ଓଡ଼ିଆ ଖେଳାଳି।  ଷ୍ଟାର ଓଡ଼ିଆ  ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରାଙ୍କୁ ମିଳିଛି ଭାରତୀୟ ପୁରୁଷ ହକି ଟିମର  ଅଧିନାୟକ ଦାୟିତ୍ୱ।  ଟୋକିଓ ଅଲମ୍ପିକ୍ସ ପାଇଁ ଘୋଷିତ ଭାରତୀୟ ହକି ଦଳର ଭାଇସ୍ କ୍ୟାପେଟନ୍…

panchayat election
ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର:  ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହୋଇପାରେ।  ଏ ନେଇ ସୂଚନା ଦେଇଛନ୍ତି  ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ।  ରାଜ୍ୟ ସରକାର ତାଙ୍କ କାମ ସାରିନଥିବାରୁ ବିଳମ୍ବ ହୋଇପାରେ ବୋଲି କହିଛନ୍ତି ସଚିବ। ରାଜ୍ୟରେ  ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ…

supreme court
ମମତା ବାନାର୍ଜୀଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ: ନାରଦ ଲାଞ୍ଚ ମାମଲାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆବେଦନ ଉପରେ ଶୁଣାଣି କରିବାକୁ ସୁପ୍ରିମକୋର୍ଟର ଜଣେ ଜଜ ନିଜ ଆଡୁ ମନା କରି ଦେଇଛନ୍ତି। ଜଷ୍ଟିସ ଅନିରୁଦ୍ଧ ବୋଷ ଏହାର ଶୁଣାଣିରୁ ଓହରି ଯିବା ପରେ ଏହି ମାମଲାର…

health director
ଏଣିକି କମ୍ପାନୀଠାରୁ ସିଧାସଳଖ ଟିକା କିଣି ପାରିବେ ଘରୋଇ ହସ୍ପିଟାଲ-ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଛି କରୋନା ସଂକ୍ରମଣ।  ତୃତୀୟ ଲହର ଆସୁ କି ନ ଆସୁ ଟିକାକରଣକୁ ଜୋରଦାର କରିବାକୁ ଜାରି ରହିବ ଉଦ୍ୟମ । କରୋନା କଟକଣା ପାଳନରେ ଢିଲା ନଦେବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ସ୍ୱାସ୍ଥ୍ୟ…

ବ୍ରେକିଂ ନ୍ୟୁଜ୍‌: ୨୨ ଜୁନ୍‌, ୨୦୨୧

ପ୍ରଦୀପ ମାଝୀଙ୍କ ଅଭିଯୋଗକୁ ନେଇ ମାଲକାନଗିରି ଜିଲ୍ଲାପାଳଙ୍କ ପ୍ରତିକ୍ରିୟା ପ୍ରଦୀପଙ୍କ ଅଭିଯୋଗକୁ ଭିତ୍ତିହୀନ କହିଲେ ଜିଲ୍ଲାପାଳ, ଟେଣ୍ଡର ପ୍ରକ୍ରିୟା ନିୟମ ଅନୁଯାୟୀ ହୋଇଛି, ନିଜ ଗାଡ଼ି ଖରାପ ହୋଇଯିବାରୁ ଭଡ଼ାରେ ଆଣି ଗାଡ଼ି ବ୍ୟବହାର କରିଥିଲେ ବୋଲି କହିଛନ୍ତି ଜିଲ୍ଲାପାଳ କାର୍ଯ୍ୟାଳୟରେ…

corona national
୩ ମାସ ପରେ ୫୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ; ୧,୧୬୭ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହାର ଦ୍ରୁତ ଗତିରେ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଗ୍ରାଫ ଏବେ ତଳମୁହାଁ ରହିଛି। ଦୀର୍ଘ ୩ ମାସ ପରେ ଏବେ ଦୈନିକ କରୋନା ରୋଗୀଙ୍କ ସଂଖ୍ୟା ୪୦ ହଜାର ପାଖାପାଖି ପହଞ୍ଚିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ…

12th board exam
ଦ୍ୱାଦଶ ବୋର୍ଡ ପରୀକ୍ଷା ପାଇଁ ସମ୍ଭାବ୍ୟ ତାରିଖ ଘୋଷଣା କଲା CBSE

ନୂଆଦିଲ୍ଲୀ: ସବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରସ୍ତୁତ ପାଇଁ ମୂଲ୍ୟାଙ୍କର ନୀତି ଜାରି କରିଛି। ବୋର୍ଡ ପକ୍ଷରୁ ଫଳାଫଳ ଘୋଷଣା ପାଇଁ ପ୍ରସ୍ତୁତି ଚାଲିଛି। ଦ୍ୱାଦଶ ପରୀକ୍ଷାର ଫଳ ୧୦ମ, ଏକାଦଶ ଏବଂ ଦ୍ୱାଦଶର ପ୍ରିବୋର୍ଡ ପରୀକ୍ଷା ଫଳ ଏବଂ ପ୍ରାକ୍ଟିକାଲରେ…

fuel price hike
ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ: ଦେଶରେ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଦର ଲିଟର ପିଛା ୨୮ ପଇସା ବୃଦ୍ଧି ପାଇଥିବାବେଳେ ଡିଜେଲ ଦର ଲିଟର ପିଛା ୨୬ ପଇସା ବୃଦ୍ଧି ପାଇଛି। ଇଣ୍ଟରନାଶନାଲ ମାର୍କେଟରେ  ଅଶୋଧିତ ତୈଳ…

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।