• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

court
୭ ଦିନ ପାଇଁ ସିଲ୍‌ ହେଲା ଭୁବନେଶ୍ୱର କୋର୍ଟ

ଭୁବନେଶ୍ୱର: ବଢୁଛି କରୋନା ସଂକ୍ରମଣ। ଘରଠୁ ଅଫିସ ସବୁଆଡ଼ୁ ବାହାରୁଛନ୍ତି ପୁଳା ପୁଳା ପଜିଟିଭ। ଗତକାଲି ସନ୍ଧ୍ୟାରେ ବିଏମ୍‌ସି ପକ୍ଷରୁ ମାର୍କେଟ ବିଲ୍‌ଡିଂ ସିଲ କରାଯାଇଥିବାବେଳେ ଆଜି ଭୁବନେଶ୍ୱର କୋର୍ଟକୁ ୭ ଦିନ ପାଇଁ ସିଲ୍‌ କରିଦିଆଯାଇଛି। କରୋନା ଗାଇଡଲାଇନକୁ ଉଲଂଘନ କରିଥିବାରୁ ଗତକାଲି ମାର୍କେଟ ବିଲ୍ଡିଂକୁ ସିଲ...

ias
ଡାକ୍ତରଖାନାରେ କରୋନା ଆକ୍ରାନ୍ତ ଯୁବକଙ୍କ ଉତ୍ସର୍ଗୀକୃତ ମନୋଭାବ ଦେଖି ପ୍ରଶଂସା କଲେ ଜିଲ୍ଲାପାଳ

ବ୍ରହ୍ମପୁର:ଯୋଗ୍ୟତା, ଆତ୍ମବିଶ୍ୱାସ ଏସବୁ ସଫଳତାର ଗୋଟିଏ ଗୋଟିଏ ଚାବିକାଠି। ଏକଥାକୁ ଅସ୍ୱୀକାର କରାଯାଇ ନ ପାରେ। ହେଲେ ଏସବୁ ସହିତ ସଫଳତାର ଆଉ ଏକ ସତ୍ୟ ହେଉଛି କରୁଥିବା କାମ ପ୍ରତି ତୁମର ଉତ୍ସର୍ଗ ମନୋଭାବ। ଯଦି କୌଣସି କାମ ପ୍ରତି ତୁମର ଉତ୍ସର୍ଗ ମନୋଭାବ ରହିବ ତେବେ...

corona death
ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୨, ମୃତ୍ୟୁ ତାଲିକାରେ ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢି ଚାଲିଥିବାବେଳେ ଆଜି ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ହେଲେ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି। ଗତକାଲି ରାଜ୍ୟରୁ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଁ ୧୨ରେ ପହଞ୍ଚିଛି।...

vaccine
ଟିକାକୁ ନେଇ ଆସିଲା ଆଶ୍ୱସ୍ତିକର ଖବର: ଗୋଟିଏ ଡୋଜ୍‌ ଟିକା ୫୦ ପ୍ରତିଶତ ସଂକ୍ରମଣ ହ୍ରାସ କରିପାରୁଛି

ଲଣ୍ଡନ: ଟିକା ନେବା ପରେ କରୋନା ହେଉଥିବା ଅନେକ ଖବର ଶୁଣିବାକୁ ମିଳୁଛି ଯାହା ସାଂପ୍ରତିକ ସ୍ଥିତିରେ ଗଭୀର ମାନସିକ ଚାପ ପକାଉଛି। ହେଲେ ଏବେ ଟିକାକୁ ନେଇ ଆସିଛି ଆଶ୍ୱସ୍ତିକର ଖବର।  ଗୋଟିଏ ଡୋଜ୍‌ କରୋନା ଟିକା ନେଲେ ସଂକ୍ରମଣ ୫୦ ପ୍ରତିଶତ ହ୍ରାସ ପାଉଛି। ଏ...

covid-hospital
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଜି ବି ୩ ଲକ୍ଷ ଉପରେ

ନୂଆଦିଲ୍ଲୀ:  ଭାରତରେ କରୋନା ଭାଇରସର କ୍ଷତି ବିସ୍ଫୋରକ ରୂପ ନେଇ ଆସିଛି।  କ୍ରମାଗତ ଭାବରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।  ବୁଧବାର  ସପ୍ତମ ଦିନ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ଉପରେ ଥିଲା। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା...

rain
ତାତିରୁ ମିଳିବ ଆଶ୍ୱସ୍ତି ! ଏହି ସବୁ ଜିଲ୍ଲାରେ ହୋଇପାରେ ବର୍ଷା

ଭୁବନେଶ୍ୱର:  ପ୍ରଚଣ୍ଡ ଗ୍ରୀଷ୍ମରେ ସିଝୁଛି ରାଜ୍ୟ। ପ୍ରବଳ ଗ୍ରୀଷ୍ମତାପରେ ସାରା ସହର ଛଟପଟ ହେଉଛି। ୧୧ଟା ପରେ ବାହାରକୁ ବାହାରିବା କଷ୍ଟକର ହେଇପଡ଼ୁଛି। ଗ୍ରୀଷ୍ମ ତାପରେ ଛଟପଟ ହେଉଛନ୍ତି ରାଜଧାନୀବାସୀ। ତେବେ ରାଜ୍ୟବାସୀଙ୍କୁ ପ୍ରଚଣ୍ଡ ତାପରୁ  ମିଳିପାରେ ସାମାନ୍ୟ ଆଶ୍ୱସ୍ତି। ବଦଳିପାରେ ପାଗର ମିଜାଜ୍।  ଏ ନେଇ ପାଣିପାଗ...

manoj-das
ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନୋଜ ଦାସଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ରାଷ୍ଟ୍ରୀୟ ସମ୍ମାନ ସହ ହେବ ସାହିତ୍ୟ ଜଗତର ଅନ୍ୟତମ ଯୁଗପୁରୁଷ ମନୋଜ ଦାସଙ୍କ ଶେଷକୃତ୍ୟ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ ଯୋଗେ ଏହି ସୂଚନା ଦିଆଯାଇଛି । ଏହି ଶେଷକୃତ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେବେ ବୋଲି ସିଏମ୍ଓ ଟୁଇଟ...

covid affected woman
‘ମରିଯିବି ପଛେ କୋଭିଡ କେନ୍ଦ୍ରକୁ ଯିବିନି...’

କଟକ: କରୋନାର କରାଳ ରୂପରେ ଉଜୁଡି ଯାଉଛି ଘର ସଂସାର। ଛିଣ୍ଡି ଯାଉଛି  ମମତାର ବନ୍ଧନ। ଭୂତ ପରି ଯେମିତି ଡରଉଛି କରୋନାର ବିକଟାଳ ଚେହେରା। ଯୁଆଡେ ଚାହିଁଲେ ଲାଗୁଛି ଯେମିତି ମୃତ୍ୟୁ ଦୂତ ସାଜି ଠିଆ ହୋଇଛ କରୋନା ଭାଇରସ।  ନିକଟରେ ଜଣେ କରୋନା ରୋଗୀ କୋଭିଡ୍...

corona-update
ଚିନ୍ତା ବଢାଇଲା କରୋନା; ଆଜି ସଂକ୍ରମଣ ୮ ହଜାର ଟପିଲା, ଆଖି ବୁଜିଲେ ୧୦

ଭୁବନେଶ୍ୱର: କରୋନା ଦୈନିକ ସଂକ୍ରମଣ ଗତ କିଛି ଦିନ ଧରି ୬ ହଜାର ଉପରେ ଥିବାବଳେ ଆଜି ବିସ୍ଫୋରକ ରୂପ ନେଇଛି।  ଆଜି ରାଜ୍ୟରେ କରୋନା ସଂକ୍ରମଣ ୮ ହଜାର ଟପିଛି। ଆଜି ରାଜ୍ୟରୁ ୮୩୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୭୮୧ କ୍ୱାରେଣ୍ଟିନରେ ଥିବାବେଳେ...

darpana
ଅଂଧ ରାଇଜେ ଗଲି ଦର୍ପଣ ବିକି....

ଏ ସପ୍ତାହର କବିତା…. ଅଂଧ ରାଇଜେ ଗଲି ଦର୍ପଣ ବିକି ଅଭିଯୁକ୍ତ ଏଠି ବିଚାରପତି ଦାସ-ଭକ୍ତଙ୍କ ସମାଗମ ନିର୍ଲଜ୍ଜ ନିଷ୍ପତ୍ତିରେ ନାଚେ ଅଧମ ସତ୍ୟକୁ ଜାଳିପୋଡ଼ି ମିଛ ରାଜୁତି ଭକୁଆ ସମ ଜନ ରଡ଼ି ଛାଡ଼ୁଛି ମୃତ୍ୟୁର ହାହାକାର ଏଠି ପଡ଼ୁଛି ଫିକା ପଦ ପଦବୀ ଏଠି ଚାଲେ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।