• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

covid vaccine.JPG27
ମେ’ ପହିଲାରେ ଭାରତକୁ ମିଳିବ ଋଷିଆ ଟିକା

ନୂଆଦିଲ୍ଲୀ:ଭାରତରେ କୋଭିଡ ସ୍ଥିତି ଦିନକୁ ଦିନ ବିଗୁଡୁଛି। ହେଲେ ପରିସ୍ଥିତିର ମୁକାବିଲା କରିବା ପାଇଁ ସରକାର ଚେଷ୍ଟା ଚଲାଇଛନ୍ତି। ଟିକାର ଅଭାବ ଯୋଗୁ ୧୮ରୁ ୪୪ ବର୍ଷ ବୟସ୍କଙ୍କୁ ଟିକାକରଣ ନେଇ ରାଜ୍ୟରେ ସଙ୍କଟ ଦେଖା ଦେଲାଣି। ଏପରି ସ୍ଥିତିରେ ଆଶ୍ୱାସନର ଖବର ଆସିଛି।  ମେ’ ପହିଲାରେ ଭାରତକୁ...

pradip majhi
ପିପିଲି ଉପନିର୍ବାଚନ ନେଇ କଂଗ୍ରେସ-ବିଜେପି ମୁହାଁମୁହିଁ

ଭୁବନେଶ୍ୱର: ଏପ୍ରିଲ ୧୭ ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନ କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜଙ୍କ ମୃତ୍ୟୁ ପାଇଁ ସ୍ଥଗିତ ରହିଥିଲା। ଉପନିର୍ବାଚନ ତାରିଖକୁ ମେ’ ୧୬ ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା। ହେଲେ ସାରା ଦେଶରେ କରୋନା ସ୍ଥିତି ଯେପରି ଲାଗି ରହିଛି ତାହାକୁ ଦୃଷ୍ଟିରେ ରଖି ଏହାକୁ...

election commissioner
କରୋନା ସ୍ଥିତିକୁ ଦେଖି କଡ଼ା ନିର୍ଦ୍ଦେଶ ଜାରି କଲେ ଇଲେକ୍ସନ କମିଶନ

ନୂଆଦିଲ୍ଲୀ: ଶେଷରେ କଠୋର ହେଲେ ନିର୍ବାଚନ କମିଶନ।  କରୋନାର ଭୟଙ୍କର ସ୍ଥିତିକୁ ଦେଖି କଡ଼ା ନିିର୍ଦ୍ଦେଶ ଜାରି କରିଛନ୍ତି । ନିର୍ବାଚନ କମିଶନ କହିଛନ୍ତି, ମେ’ ୨ ଭୋଟ ଗଣତି ପରେ କେହି ବିଜୟ ଶୋଭାଯାତ୍ରା କରି ପାରିବେ ନାହିଁ । କୋଭିଡର ଦ୍ରୁତ ସଂକ୍ରମଣକୁ ଦେଖି ଏହି...

5
ଦେଶରେ ଦିନକରେ ବାହାରିଲେ ୩ ଲକ୍ଷ ୨୩ ହଜାର କରୋନା ରୋଗୀ

ନୂଆଦିଲ୍ଲୀ: ଦେଶରେ ବେକାବୁ ହେଉଛି କରୋନା ସଂକ୍ରମଣ । ଦିନକୁ ଦିନ ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୨୩ ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ...

corona testing
ରାଜ୍ୟରେ ୧୦ କରୋନା ଆକ୍ରାନ୍ତ ଆଖି ବୁଜିଲେ

ଭୁବନେଶ୍ୱର:ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ସହ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗତକାଲି ରାଜ୍ୟରେ  ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ଏହାର ସଂଖ୍ୟା ବୃଦ୍ଧି ପାଇଛି। କରୋନାକୁ ନେଇ ସବୁଠାରୁ ଚିନ୍ତା ସୃଷ୍ଟି...

vaccine
ରାଜ୍ୟରୁ ଆଜି ବାହାରିଲେ ୬,୦୭୩ କରୋନା ସଂକ୍ରମିତ, ଖୋର୍ଦ୍ଧା ହଜାରେ ଉପରେ

ଭୁବନେଶ୍ୱର: ରାଜ୍ୟରେ ଆଜି ବି କରୋନା ସଂକ୍ରମିତଙ୍କ ତାଲିକା ଚିନ୍ତା ବଢାଇଛି। ଗତକାଲି ତୁଳନାରେ ଆଜି ସଂକ୍ରମଣ ସାମାନ୍ୟ କମିଥିଲେ ମଧ୍ୟ ୬ ହଜାର ଉପରେ ରହିଛି। ଗତକାଲି ରାଜ୍ୟରୁ ୬୫୯୯ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ବାହାରିଛନ୍ତି  ୬ ହଜାର ୭୩ । ଆଜି ବି ଖୋର୍ଦ୍ଧା...

cbk mohanty
ରାଜ୍ୟରେ ପ୍ଲାଟୋ ସ୍ଥିତିରେ ରହିଛି କରୋନା-DMET ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ବଢି ଚାଲିଛି। ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଟପିଲାଣି । ରାଜ୍ୟରେ ପ୍ଲାଟୋ ସ୍ଥିତିରେ ରହିଛି କରୋନା। ଆଜି ଏନେଇ ସୂଚନା ଦେଇଛନ୍ତି DMET ନିର୍ଦ୍ଦେଶକ ପ୍ରଫେସର ସିବିକେ ମହାନ୍ତି। ଗତ ୫ ଦିନ ଧରି...

corona virus
ଦୈନିକ ସଂକ୍ରମଣ ହାରକୁ ଦେଖି ଅନଲକ୍‌ ନିଷ୍ପତ୍ତି ନିଆଯିବ

ଲୋକ ଢିଲା ହେବା ଅନୁଚିତ୍।  ସଂକ୍ରମଣ ବଢୁଥିବା ରାଜ୍ୟରୁ ଆସୁଥିବା ଲୋକମାନଙ୍କ ଉପରେ ମଧ୍ୟ କଟକଣା ରହିବା ଦରକାର।  ଆମକୁ ସଚେତନ ରହିବା ଦରକାର, ନହେଲେ ବିପଦ ପୁଣି ବଢ଼ିବ ବୋଲି ଚେତାବନୀ ଦେଇଛନ୍ତି ଡିଏମ୍ଇଟି ।

corona-26th
ଦିନକରେ କରୋନାରେ ଚାଲିଗଲା ୨୮୧୨ ଜୀବନ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ମାଡୁଛି କରୋନା । ଦେଶରେ ଗୋଟିଏ ଦିନରେ ୩ ଲକ୍ଷ ୫୨ ହଜାର ୯୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଗୋଟିଏ ଦିନରେ ୨୮୧୨ ଜୀବନ ନେଇଛି ଏହି ମହାମାରୀ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି...

Boris Johnson- PM Modi
ବିପଦ ବେଳେ ‍‍ସହାୟତାର ହାତ ବଢାଇଲା ବ୍ରିଟେନ

ନୂଆଦିଲ୍ଲୀ: ଭାରତରେ ବଢି ଚାଲିଛି କରୋନା ପ୍ରକୋପ। ମୃତ୍ୟୁ ସଂଖ୍ୟା ବି ବଢି ବଢି ଚାଲିଛି। ଏପରି ପରିସ୍ଥିତିରେ ଅକ୍ସିଜେନ୍‌ର ଅଭାବ ଏକ ନୂଆ ସମସ୍ୟା ସୃଷ୍ଟି କରିଛି। ଅକ୍ସିଜେନ ଅଭାବରୁ ଭାରତରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ଭାରତର ଏପରି ବିପତ୍ତି ସମୟରେ ଆମେରିକା ସହାୟତାର ହାତ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।