• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

doval-sulivan
କରୋନା ମୁକାବିଲା ପାଇଁ ସହାୟତାର ହାତ ବଢାଇ ଭାରତର ଋଣ ସୁଝିଲା ଆମେରିକା

ନୂଆଦିଲ୍ଲୀ: ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ମେ’ ୧ ତାରିଖରୁ ଟିକା ଦେବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ।  ତେଣୁ ଦେଶରେ ପର୍ଯ୍ୟାନ୍ତ ପରିମାଣର ଟିକାର ଆବଶ୍ୟକ ରହିଛି। ଅନ୍ୟପକ୍ଷେ ପର୍ଯ୍ୟାପ୍ତ ଟିକା ନ ଥିବାରୁ ଅନେକ  ଟିକାକରଣ କେନ୍ଦ୍ରକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷେ...

anil deshmukh
ଅନୀଲ ଦେଶମୁଖଙ୍କ ବିରୋଧରେ ମାମଲା ରୁଜୁ କଲା ସିବିଆଇ

ମୁମ୍ବାଇ: ଦୁର୍ନୀତି ଅଭିଯୋଗରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିରୋଧରେ ରୁଜୁ ହୋଇଛି ମାମଲା । ଦେଶମୁଖଙ୍କ ବିରୋଧରେ ପୂର୍ବତନ ମୁମ୍ବାଇ ପୋଲିସ କମିଶନର ପରମବୀର ସିଂ ଆଣିଥିବା ଅଭିଯୋଗକୁ ନେଇ ମାମଲା ରୁଜୁ କରିଛି ସିବିଆଇ। ଦେଶମୁଖଙ୍କ ସହିତ କିଛି ଅଜଣା ବ୍ୟକ୍ତିଙ୍କ ବିରୋଧରେ ମଧ୍ୟ...

cji
ଦେଶର ୪୮ତମ ପ୍ରଧାନ ବିଚାରପତି ହେଲେ ଜଷ୍ଟିସ୍ ଏନ୍‌ ଭି ରମନା

ଭୁବନେଶ୍ୱର: ଦେଶର ୪୮ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ଏନ୍‌ ଭି ରମନା।  ରାଷ୍ଟ୍ରପତି ରାମନାଥ ଗୋବିନ୍ଦଙ୍କଠାରୁ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି  । ରାଷ୍ଟ୍ରପତି ଭବନର ଅଶୋକା ହଲ୍‌ରେ ନିର୍ଦ୍ଦିଷ୍ଟ ଅତିଥିଙ୍କୁ ନେଇ ଆଜି ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା।...

covid-19
ଭାରତରେ କରୋନା: ତୃତୀୟ ଦିନରେ ବି ୩ ଲକ୍ଷ ପାର ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: କରୋନା ଭାଇରସର ଦ୍ୱିତୀୟ ଲହର ଆଶାତୀତ ଭାବେ ବୃଦ୍ଧି ପାଉଛି। ପ୍ରତ୍ୟେକ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ମାଡୁଛି। ଅବସ୍ଥା ଏତେ ଖରାପ ହଇଛି ଯେ, ଡାକ୍ତରଖାନାରେ ରୋଗୀଙ୍କ ପାଇଁ ସ୍ଥାନ ନାହିଁ। ଡାକ୍ତରଖାନା ବାହାରେ ରୋଗୀ ଶେଷ ନିଃଶ୍ୱାସ ଛାଡ଼ୁଛନ୍ତ। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ...

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ କରୋନାରେ ଆଖି ବୁଜିଲେ ୮ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ କରୋନାରେ ଆଖି ବୁଜିଲେ ୮ ଆକ୍ରାନ୍ତମଗ

Bara_OK
ସୀମା ପାର ହେବାକୁ ଦେଲାନି ପୋଲିସ; ବାହା ହେବା ପାଇଁ ଆସି ହଟହଟା ବର

ଜଳେଶ୍ୱର:କରୋନା ପାଇଁ ହଟହଟ୍ଟା ହେଲେ ବର। ଜଣେ ନୁହେଁ, ଦୁଇ ଦୁଇ ଜଣ ବର।  ବାହା ହେବାପାଇଁ ଛାଡ଼ିଲାନି ପୋଲିସ। ବହୁ ସମୟ ପର୍ଯ୍ୟନ୍ତ ବରଯାତ୍ରୀ, ବର ପଶ୍ଚିମବଙ୍ଗ-ଓଡ଼ିଶା ସୀମାରେ ଅଟକି ରହିଲେ। ବହୁ ଯୁକ୍ତିତର୍କ ହେଲା। ଶେଷରେ ଜଣେ ବର ହତାଶ ହୋଇ ଫେରି ଯାଇଛନ୍ତି। ଅଟକି...

corona
କଣ୍ଟା ସାଜିଲା କରୋନା; ମଲା ପରେ ମା’ଙ୍କୁ ମୁଖାଗ୍ନି ଦେଲାନି ପୁଅ

ସମ୍ବଲପୁର: କରୋନା ମା’-ପୁଅଙ୍କ ମଧ୍ୟରେ ସାଜିଥିଲା କଣ୍ଟା । ସମ୍ପର୍କରେ ଠିଆ କରିଦେଲା ପାଚେରୀ। ଯେଉଁ ପୁଅକୁ କୋଳେଇକାଖେଇ ମା’ ମଣିଷ କରିଥିଲା, ଯାହାର ରୋଗ ଟିକିଏ ହେଲେ ରାତି ଉଜାଗର ରହି ଜଗି ବସୁଥିଲା ସେଇ ମା’ ଆଜି କରୋନା ପାଇଁ ଅସ୍ପୃଶ୍ୟ ହୋଇଗଲା। ରୋଗ ବ୍ୟାପିବା...

radhe
ଦମଦାର ଆକ୍ସନ ନେଇ ‘ରାଧେ’ରେ ଆସିବେ ସଲମାନ

ମୁମ୍ବାଇ:  ସିଲଭର ସ୍କ୍ରିନ୍‌ରେ ପୁଣିଥରେ ଦେଖିବାକୁ ମିଳିବ ସଲମାନଙ୍କ ଦମଦାର ଆକ୍ସନ । ରିଲିଜ୍ ହୋଇଛି ସଲମାନ ଖାନ ବହୁ ପ୍ରତିକ୍ଷିତ ଫିଲ୍ମ ‘ରାଧେ’ର ଟ୍ରେଲର୍। ଫିଲ୍ମରେ ଜଣେ ଅଣ୍ଡର କପ୍ ଭୂମିକାରେ ନଜର ଆସିବେ ସଲମାନ। ଦମଦାର ଆକ୍ସନ ସହ ରୋମାନ୍ସରେ ଭରପୁର ରହିଛି ଏହି ଫିଲ୍ମ।...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।