• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

pradipta naik
ପୁଣି କରୋନା ଆକ୍ରାନ୍ତ ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବରିଷ୍ଠ ବିଜେପି ନେତା ପ୍ରଦୀପ୍ତ ନାୟକ ଦ୍ୱିତୀୟ ଥର ପାଇଁ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ଟୁଇଟ୍ କରି ଆଜି ସୂଚନା ଦେଇଛନ୍ତି ପ୍ରଦୀପ୍ତ । ଏହାସହ ଯେଉଁମାନେ ଗତ ୫...

health director
ଟିକା ନେଲେ ବି କୋଭିଡ ସଂକ୍ରମଣ ଆଶଙ୍କା ରହିଛି-ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାବେଳେ ଲୋକମାନେ ଆବଶ୍ୟକତା ଅନୁଯାୟୀ ସଚେତନ ହେଉନାହାନ୍ତି। ଟିକା ନେଲେ ବି କରୋନାରୁ ବର୍ତ୍ତିବା ପାଇଁ ସଚେତନତାର ଆବଶ୍ୟକ ରହିଛି ବାରମ୍ବାର କୁହାଯାଉଛି । ଏ ପରିପ୍ରେକ୍ଷୀରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସତର୍କ ସୂଚନା ଦେଇଛନ୍ତି।  ଡା.ମିଶ୍ର କହିଛନ୍ତି, ...

ICU
ରାଜ୍ୟରେ କୋଭିଡ ରୋଗୀଙ୍କ ପାଇଁ ଯଥେଷ୍ଟ ବେଡ, ଆଇସିୟୁ ଅଛି -ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଖ୍ୟା ୪ ହଜାର ଟପିଛି। ପରିସ୍ଥିତିକୁ ଦେଖି କରୋନା ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତି ଜାରି ରଖିଛନ୍ତି । ପୁଣି କୋଭିଡ ହସ୍‌ପିଟାଲ ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ...

srimandira
ପୁରୀରେ ଡରେଇଲା କରୋନା; ଶ୍ରୀମନ୍ଦିର ସହ ଜଡ଼ିତ ୫୦ ଜଣ ବାହାରିଲେ ପଜିଟିଭ

ପୁରୀ: ପୁରୀରେ ଅଣାୟତ୍ତ ହେଉଛି କରୋନା। ପୁରୀ ଶ୍ରୀମନ୍ଦିର ସହ ଜଡ଼ିତ ଏପର୍ଯ୍ୟନ୍ତ  ମୋଟ ୫୦  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।  ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ। ଏମାନଙ୍କ ମଧ୍ୟରୁ ୨୨ ଜଣ ସେବାୟତ ଓ ତାଙ୍କ ପରିବାର ପଜିଟିଭ ଚିହ୍ନଟ ହୋଇଛନ୍ତି।  ଆଉ  ୧୯...

election
ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପିପିଲି: ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଅକସ୍ମାତ ବିୟୋଗ ପରେ ଏପ୍ରିଲ ୧୭ ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା। ଏବେ ଏହି ବିଧାନସଭା ଆସନରେ ଉପନିର୍ବାଚନ ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ସାନି ବିଜ୍ଞପ୍ତି ଅନୁସାରେ, ମେ’ ୧୩ରେ ନିର୍ବାଚନ ହେବ। ଏପ୍ରିଲ...

naxal
୨ ଛାତ୍ରଙ୍କ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ମାଲକାନଗିରି: ୨ ଛାତ୍ରଙ୍କ ମୁଣ୍ଡ ଗଡ଼ାଇଲେ ମାଓବାଦୀ। ମିଲପାଲି ଜଙ୍ଗଲରେ ବୀଭତ୍ସ ଭାବେ ୨ ଛାତ୍ରଙ୍କୁ ହତ୍ୟା କରିଛନ୍ତି। ଘଟଣା ଘଟିଛି ଛତିଶଗଡ଼ ସୁକୁମା ଅଞ୍ଚଳରେ।  ସୁକୁମା ଏସ୍‌ପିଙ୍କଠାରୁ ମିଳିଥିବା ସୂଚନା ମୁତାବକ, ୨ ଛାତ୍ରଙ୍କୁ ଗଳାକାଟି ଅତି ବିଭତ୍ସ ଭାବେ ମାଓବାଦୀମାନେ ହତ୍ୟା କରିଛନ୍ତି। ହତ୍ୟା ପରେ...

srimandira
ରାତି ୮ଟାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ମନା

ପୁରୀ: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣ ଚେନ୍‌କୁ ଭାଙ୍ଗିବା ଲାଗି କଟକଣାକୁ କଡାକଡି କରିଛନ୍ତି ସରକାର । ଛତିଶଗଡ ସୀମାନ୍ତ ୧୦ ଜିଲ୍ଲାରେ ଆଜିିଠାରୁ ସଂଧ୍ୟା ୬ରୁ ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ଲାଗୁ ହେବ । ସେହିପରି ଏସବୁ ଜିଲ୍ଲାର ସହରାଞ୍ଚଳରେ ଶନିବାର ଓ ରବିବାର...

navin
ଖୋଲା ବଜାରରେ ଟିକା ଉପଲବ୍ଧ କରାଇବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର:ରାଜ୍ୟରେ ଅଣାୟତ୍ତ ହେଉଛି କରୋନା। ଦିନକୁ ଦିନ ହୁ ହୁ ହୋଇ ବଢିଯାଇଛି। ଏପଟେ ଟିକାକରଣ ଚାଲିଥିଲେ ମଧ୍ୟ ଟିକା ପର୍ଯ୍ୟାପ୍ତ ପରିମାଣର ମିଳୁନାହିଁ। ପରିସ୍ଥିତିକୁ ଦେଖି ଟିକା ଯୋଗାଣ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି...

covid delhi
ଦେଶରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧,୩୪୧ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନା ଭୟଙ୍କର ରୂପ ନେଉଛି। ଦିନକୁ ଦିନ ବଢୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ପ୍ରତିଦିନ କରୋନା ନୂଆ ରେକର୍ଡ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ପୂର୍ବର ସବୁ ରେକର୍ଡକୁ ଭାଙ୍ଗି ଦେଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି...

maa-pachhe-pachhe
ସହି ପାରିଲେନି ପୁଅର ମୃତ୍ୟୁ, ଅଜିତଙ୍କ ପରେ ପରେ ଆଖି ବୁଜିଲେ ମା’

ଭୁବନେଶ୍ୱର:  ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜଙ୍କ ଗତ ୧୪ ତାରିଖରେ ପରଲୋକ ହୋଇଯାଇଛି। ତାଙ୍କ ବିୟୋଗ ପରେ ପରିବାର ଲୋକଙ୍କ ଆଖିରୁ ଲୁହ ଶୁଖିନି, ଏବେ ପୁଣି ଏକ ବିପତ୍ତି ମାଡ଼ି ଆସିଛି। ପୁଅ ଯିବାର ୪ ଦିନ ପରେ  ସ୍ୱର୍ଗତ ଅଜିତଙ୍କ ମା’ ଆଖି ବୁଜି...

corona01
ରାଜ୍ୟରୁ ବାହାରିଲେ ୩୧୪୪ କରୋନା ସଂକ୍ରମିତ, ସୁନ୍ଦରଗଡରୁ ୫୨୩

ଭୁବନେଶ୍ୱର: ଆଜି ରାଜ୍ୟରୁ ପୁଣି ୩୧୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୨୩ କ୍ୱାରେଣ୍ଟିନରେ ଥିବାବେଳେ ୧୩୨୧ ଲୋକାଲ କଣ୍ଟାକ୍ଟ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୨୪ ଘଣ୍ଟାରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଆଜି...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।