ମୁମ୍ବାଇ: ବଲିଉଡ ପରେ ଏବେ କରୋନା ଜାଲରେ ପଡିଛନ୍ତି ଟେଲିଭିଜନ ଷ୍ଟାର। ପ୍ରସିଦ୍ଧ ଟିଭି ସିରିଏଲ୍ `ଅନୁପମା’ର ଲିଡ୍ ରୋଲରେ ଥିବା ରୂପାଲି ଗାଙ୍ଗୁଲି କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏନେଇ ସେ ନିଜେ ତାଙ୍କ ଇନ୍ଷ୍ଟାଗ୍ରାମରେ ତାଙ୍କ ପ୍ରଶଂସକମାନଙ୍କୁ ସୂଚନା ଦେଇଛନ୍ତି। ସେ ନିଜ ଇନ୍ଷ୍ଟାଗ୍ରାମରେ...
ଢାକା: କରୋନା ଭାଇରସ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ପଡୋଶୀ ବାଂଲାଦେଶରେ ୭ ଦିନିଆ ସମ୍ପୂର୍ଣ୍ଣ ଲକ୍ଡାଉନ ଘୋଷଣା କରାଯାଇଛି। ଏଠାରେ ସୋମବାର ୫ ଏପ୍ରିଲରୁ ୭ ଦିନ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରାଯାଇଛି। କେବଳ ଜରୁରୀକାଳୀନ ସେବାକୁ ଏଥିରୁ ବାଦ୍ ଦିଆଯାଇଛି। ବାଂଲାଦେଶରେ କରୋନା ମାମଲା କ୍ରମାଗତ...
ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟ କୁହନ୍ତି ଚାଇନା ମାଲ୍ ଉପରେ ଗ୍ୟାରେଣ୍ଟି ନାହିଁ। କେତେବେଳେ ବି ଧୋକା ଖାଇଯିବ। ଏମିତି ଧୋକା ଭାରତୀୟମାନେ ଖାଇଛନ୍ତି। ହେଲେ ଜିଗିରି ଦୋସ୍ତକୁ ବି ଏମିତି ଧୋକା କିଏ ଦେଇପାରେ ? ନିଜର ସଦାବାହାର ଦୋସ୍ତ ବୋଲି କହୁଥିବା ପାକିସ୍ତାନକୁ ବି ଏମିତି ଧୋକ୍କା...
ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ଟେନ୍ଶନ ବଢାଇଛି କରୋନା। ପୂର୍ବ ପରି ହୁ ହୁ ହୋଇ ବ୍ୟାପୁଛି ମହାମାରୀ। ଦୈନିକ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦ ହଜାର ପାଖାପାଖି କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଗତବର୍ଷ ପରି ଏଥର...
ୱାଶିଂଟନ୍: ଆମେରିକାର ୱାଶିଂଟନ୍ କ୍ୟାପିଟଲ ହିଲ୍ କମ୍ପ୍ଲେକ୍ସ ଉପରେ ଶୁକ୍ରବାର ହୋଇଥିବା ଆକ୍ରମଣକୁ ନେଇ ଚର୍ଚ୍ଚା ଥମିନି। ଏଥିରେ ଜଣେ କ୍ୟାପିଟଲ ପୋଲିସ ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି । ଗତକାଲି ଜଣେ ସନ୍ଦିଗ୍ଧ ବ୍ୟକ୍ତି ଗାଡିରେ ଆସିଥିଲେ। ଗାଡି କ୍ୟାପିଟଲ...
ନୂଆଦିଲ୍ଲୀ: ଏଣ୍ଟିଲିଆ କେସ୍ରେ ଗିରଫ ହୋଇଥିବା ଏନକାଉଣ୍ଟର ସ୍ପେଶାଲିଷ୍ଟ ସଚିନ ବଜେଙ୍କ ଅଡୁଆ ଦିନକୁ ଦିନ ବଢିବାରେ ଲାଗିଛି। ତାଙ୍କ କେଳେଙ୍କାରୀର ଗୋଟିଏ ଗୋଟିଏ ଫର୍ଦ୍ଦ ସାମ୍ନାକୁ ଆସୁଛି। ଏବେ ମିଳିଥିବା ତଥ୍ୟରୁ ଜଣାଯାଇଛି, ସଚିନଙ୍କ ପାଇଁ ମରିନ ଡ୍ରାଇଭ ସ୍ଥିତ ଏକ ପଞ୍ଚ ତାରକା ହୋଟେଲର ରୁମ୍...
ମୁମ୍ବାଇ: ଆଜି ବଲିଉଡ୍ର ଷ୍ଟାଇଲିସ୍ ହୀରୋ ଅଜୟ ଦେବଗନ୍ଙ୍କ ଜନ୍ମଦିନ । ୫୨ ବର୍ଷରେ ପଦାର୍ପଣ କରିଥିବା ଏହି ସୁପର୍ଷ୍ଟାର୍ ବଲିଉଡ୍କୁ ଦେଇଛନ୍ତି ଅନେକ ଲୋକପ୍ରିୟ ସିନେମା । ଅଜୟଙ୍କ ନାମ ଉଠିଲେ ଆଜି ବି ମନେପଡେ “ଫୁଲ୍ ଔର୍ କାଣ୍ଟେ”ର ସେହି ଦମ୍ଦାର୍ ସିନ୍ । ଦୁଇ...
ଗ୍ରୀଷ୍ମର ପ୍ରଭାବରେ ରୌଦ୍ରତାପ ବଢିବାରେ ଲାଗିଛି। ଏଥିରୁ ମୁକ୍ତି ପାଇବାକୁ କେହି ଥଣ୍ଡା ପାଣି ଉପରେ ନିର୍ଭର କରୁଛି ତ ଆଉ କେହି ପଇଡ କିମ୍ବା ପାଣିଜାତୀୟ ଫଳମୂଳ ଉପରେ ଧ୍ୟାନ ଦେଉଛନ୍ତି। ଗରମର ପ୍ରଭାବରୁ ମୁକ୍ତି ପାଇବାକୁ ଅନେକ କୁଲର ବା ଏସିକୁ ଗୁରୁତ୍ୱ ଦେଉଥିବା ଦେଖିବାକୁ...
ଖରା ବଢିଲାଣି। ଅସହ୍ୟ ହେଲାଣି ହିଟ୍ ୱେଭ। ଗରମରୁ ମୁକ୍ତି ମିଳିବାର ବାଟ ସମସ୍ତେ ଖୋଜୁଛନ୍ତି। ଅଫିସ ବାହାରିବା ବେଳେ ହେଉ, କିମ୍ବା ମାର୍କେଟ ଯିବା ବେଳେ ହେଉ, ଆଗର ସେ ଷ୍ଟାଇଲିଶ୍…ଫ୍ୟାଶନେବୁଲ୍ ଡ୍ରେସ ଆଉ ଚଳୁନି। ଏବେ ଦରକାର କମ୍ଫର୍ଟେବୁଲ୍ ପୋଷାକ। ଖାଲି ମହିଳାମାନେ ଯେ କେବଳ...
ତାଇପେ: ତଇୱାନର ପୂର୍ବ ତଟରେ ଥିବା ଏକ ଟନେଲରେ ଶୁକ୍ରବାର ଭୟଙ୍କର ରେଳ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଟ୍ରେନ ଟ୍ରକ ସହ ପିଟି ହେବା ପରେ ଲାଇନଚ୍ୟୁତ ହୋଇଯାଇଥିଲା। ଫଳରେ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ୭୨ରୁ ଅଧିକ ଗୁରୁତର ହୋଇଛନ୍ତି। ଟ୍ରେନ୍ରେ ପ୍ରାୟ ୩୫୦ରୁ ଅଧିକ...
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବେକାବୁ ହେଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୧ ହଜାର ୪୬୬ ପଜିଟିଭ । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୩ ଲକ୍ଷ ୩ ହଜାର ୧୩୧କୁ ବୃଦ୍ଧି ପାଇଛି । ସେହିଭଳି...
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ହାର ଯେପରି ବଢିବାରେ ଲାଗିଛି ତାହାକୁ ଦେଖି ରାଜ୍ୟବାସୀଙ୍କ ନିଦ ହଜି ଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୧ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୨୭୨ ଜଣ...
ନୂଆଦିଲ୍ଲୀ: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ପୂର୍ବତନ କ୍ରିକେଟର ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏ ସମ୍ପର୍କରେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି ସଚିନ। ଏଥିସହିତ ଲୋକଙ୍କୁ ସତର୍କ ରହିବା ପାଇଁ ତଥା ଯଥା ସମ୍ଭବ ଘରେ ରହିବା ପାଇଁ ଚେଷ୍ଟା...
ନୂଆଦିଲ୍ଲୀ: ଚିନ୍ତା ବଢାଇଛି କରୋନାର ଦ୍ୱିତୀୟ ଲହର। କରୋନାର ଦ୍ୱିତୀୟ ଲହର ଶିଶୁମାନଙ୍କ ପାଇଁ ବିପଦ ଆଣିଛି। ଏଥିରେ ଶିଶୁମାନେ ଅଧିକ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳିଛି । ଗୁଜରାଟର ବରୋଦାରେ ନବଜାତ ଯାଆଁଳା ଶିଶୁ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ଜନ୍ମ ପରେ ପରେ ଦୁଇ...
ଭୁବନେଶ୍ୱର: କତାରରୁ ଫେରିଲା ଓଡ଼ିଆ ଯୁବକଙ୍କ ମରଶରୀର । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଓଡ଼ିଆ ଯୁବକଙ୍କ ମରଶରୀର ସ୍ୱଦେଶ ଫେରିଛି । କତାରରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ପତ୍ର ଲେଖି ମରଶରୀର ଫେରାଇ ଆଣିବାକୁ ନିବେଦନ କରିଥିଲେ ଶ୍ରୀ ପଣ୍ଡା । ଗତକାଲି...
ଆଜି ଆସାମ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଦେଖନ୍ତୁ, କିଛି ଝଲକ ଫଟୋରେ। ନାଗାଓଁରେ ମତଦାନ ପାଇଁ ଭୋଟରମାନେ ଧାଡ଼ିରେ ଠିଆ ହୋଇଛନ୍ତି
ପଶ୍ଚିମବଙ୍ଗରେ ଆଜି ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ସମସ୍ତଙ୍କ ନଜର ଆଜିର ମତଦାନ ଉପରେ। ଆଜି ଟିଏମସି ମୁଖ୍ୟ ମମତା ବାନାର୍ଜୀ ଏବଂ ତାଙ୍କର ଘନିଷ୍ଠ ଶୁଭେନ୍ଦୁ ଅଧିକାରୀଙ୍କ ଭାଗ୍ୟ ବନ୍ଦୀ ହେବ ଭୋଟ ବାକ୍ସରେ। ଦେଖନ୍ତୁ, ନିର୍ବାଚନୀ ଖବରର କିଛି ଝଲକ ଫଟୋରେ…
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଚିନ୍ତା ବଢାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ ୩୦୦ ଟପିଛି। ଗତକାଲି ୨୯୭ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୩୯୪। ଏଥିମଧ୍ୟରୁ ୨୩୧ କ୍ୱରେଣ୍ଟିନ୍ରେ ଥିବାବେଳେ ୧୬୩ ଲୋକାଲ କେସ ରହିଛି। ସମସ୍ତ ରୋଗୀ ୨୫ଟି...
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣର ଲମ୍ବା ଡିଆଁ। ୨୪ ଘଣ୍ଟାରେ ୭୨ ହଜାର ୩୩୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫୯ଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତ ସଂଖ୍ୟାରେ ଯେପରି ହୁ ହୁ ହୋଇ ବଢୁଛି ମୃତ୍ୟୁ ସଂଖ୍ୟା ମଧ୍ୟ ସେହିପରି ବଢିବାରେ ଲାଗିଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ମୋଟ...
କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଆଜି ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୩ଟି ଜିଲ୍ଲାର ୩୦ଟି ସିଟ୍ରେ ମତଦାନ ହେଉଛି । ଭୋଟ୍ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛିଅ। ସଂଧ୍ୟା ୬ଟା ଯାଏଁ ଚାଲିବ। ଦକ୍ଷିଣ ୨୪ ପ୍ରଗଣା, ବାଙ୍କରା ଓ ମେଦିନିପୁର...