ଚମ୍ବା: ହିମାଚଳ ପ୍ରଦେଶର ଚମ୍ବା ଜିଲ୍ଲାର ଏକ ଘରେ ନିଆଁ ଲାଗି ଗୋଟିଏ ପରିବାରର ୪ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଏହା ବ୍ୟତୀତ ୧୦ ଗାଈ ମଧ୍ୟ ଜଳି ଯାଇଛନ୍ତି। ଏହି ଘଟଣା ଚମ୍ବା ଜିଲ୍ଲାର ସୁଇଲା ଗ୍ରାମରେ ଘଟିଛି। ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଟ୍ୱିଟ...
ନୟାଗଡ(ଆର୍ତ୍ତତ୍ରାଣ ପ୍ରଧାନ): ବି-ଟେକ୍ ଛାତ୍ରଙ୍କ ଚମତ୍କାର ଉଦ୍ଭାବନ । ରିମୋର୍ଟ କଣ୍ଟ୍ରୋଲ ଦ୍ୱାରା ଫାଇଟର ଜେଟ ଉଡାଇ ସମସ୍ତଙ୍କୁ କରିଛନ୍ତି ଚକିତ । ଏହା ବ୍ୟତୀତ ଜଳ ଜାହାଜ, ରୋବର୍ଟ ଆଦି ନିର୍ମାଣ କରିବାର ଲକ୍ଷ୍ୟ ରଖିଛନ୍ତି। ଜଣେ ସଫଳ ବୈଜ୍ଞାନିକ ହୋଇ DRDO ରେ କାମ କରିବା...
ଭୁବନେଶ୍ୱର: ଓଡ଼ିଆ ସଙ୍ଗୀତ ଦୁନିଆର ଆଉ ଜଣେ ତାରକା ଆଖି ବୁଜିଲେ। ଓଡ଼ିଆ ଫିଲ୍ମ ଦୁନିଆର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଜଲାଲ ଆଦେନିଙ୍କ ପରଲୋକ ହୋଇଯାଇଛି। କଟକ ବାସଭବନରେ ୮୫ ବର୍ଷ ବୟସରେ ହୃଦଘାତରେ ପରଲୋକ ହୋଇଯାଇଛି ଏ ନେଇ ଆଦେନିଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ...
ମୁମ୍ବାଇ: ଆଣ୍ଟିଲିଆ ନିକଟରୁ ବିସ୍ଫୋରକ ଭର୍ତ୍ତି ଗାଡ଼ି ଉଦ୍ଧାର ଓ ବ୍ୟବସାୟୀ ମନସୁଖ ହିରନ ସନ୍ଦେହଜନକ ମୃତ୍ୟୁ ମାମଲାରେ ଗିରଫ ମୁମ୍ବାଇ ପୋଲିସ ଅଧିକାରୀ ସଚିନ ଓ୍ୱାଜେଙ୍କ ଅଡୁଆ ଦିନକୁ ଦିନ ବଢିବାରେ ଲାଗିଛି। ତାଙ୍କ ବିରୋଧରେ ଅଧିକରୁ ଅଧିକ ପ୍ରମାଣ ଏକାଠି କରୁଛି ଏନ୍ଆଇଏ। ବାନ୍ଦ୍ରା ମିଠି...
ଉଦଳା: ଜଣେ ମହିଳା ହୋଇ ବି ବୁଝି ପାରିଲେନି ଗର୍ଭବତୀଙ୍କ କଷ୍ଟ। ଖାକି ପୋଷାକ ତଳେ ହଜିଗଲା ମାନବିକତା। ହେଲମେଟ୍ ଚେକିଂ ବେଳେ ଗର୍ଭବତୀଙ୍କୁ ଚଲାଇଲେ। ଏହି ଘଟଣାରେ ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି ଏସ୍ପି। ଗତକାଲି ଶରତ ଥାନା OIC ରୀନା ବକ୍ସଲା ...
ପାରାଦୀପ: ରାଜ୍ୟରେ କରୋନା ସଂକ୍ରମଣ ଆଖିରୁ ନିଦ ହଜାଇ ଦେଇଛି। ଶିକ୍ଷାନୁଷ୍ଠାନରୁ ଅଧିକ ସଂଖ୍ୟକ ରୋଗୀ ଚିହ୍ନଟ ହେଉଥିବାବେଳେ କାଲି ଏକ ଜାହାଜରୁ ଚିହ୍ନଟ ହୋଇଛନ୍ତି ୧୪ କରୋନା ରୋଗୀ। ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରୁ ୧୪ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ ଗତ ସନ୍ଧ୍ୟାରେ...
ଭୁବନେଶ୍ୱର: ଆଜି ରଙ୍ଗର ପର୍ବ ହୋଲି । ବସନ୍ତ ଋତୁରେ ପଡୁଥିବା ଏହି ପର୍ବକୁ ଭାଷା, ବର୍ଣ୍ଣ, ପ୍ରାନ୍ତ, ଧର୍ମ ନିର୍ବିଶେଷରେ ସଭିଏଁ ପାଳନ କରିଥାନ୍ତି। ଏହି ପର୍ବରେ ଲେକୋ ରାଧା ଦାମୋଦରଙ୍କୁ ସୁସଜ୍ଜିତ ବିମାନରେ ବସାଇ ନଗର ଭ୍ରମଣ କରାଇଥାନ୍ତି। ଏହି ଅବସରରେ ଠାକୁରଙ୍କ ଅବିର ଖେଳ...
ଭୁବନେଶ୍ୱର: X, XII ବୋର୍ଡ ପରୀକ୍ଷା ସମାପ୍ତ ହେବା ପରେ ଛାତ୍ରମାନଙ୍କୁ ସ୍ଥାନାନ୍ତରଣ ପ୍ରମାଣପତ୍ର ପ୍ରଦାନ ସମ୍ପର୍କରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ କରିଛି । ସର୍ବଶେଷ ନିଷ୍ପତ୍ତି ଅନୁଯାୟୀ, ବୋର୍ଡ ବର୍ତ୍ତମାନ ଛାତ୍ରମାନଙ୍କୁ ଡିଜି ଲକରରେ ସ୍ଥାନାନ୍ତରଣ ପ୍ରମାଣପତ୍ରର ସିଫ୍ଟ...
କଟକ: ଜାତୀୟ ପରୀକ୍ଷା ଏଜେନ୍ସି ମିଳିତ ପ୍ରବେଶିକା ପରୀକ୍ଷା (JEE) ମେନ୍ 2021 ମାର୍ଚ୍ଚ ଅଧିବେଶନ ପାଇଁ ଫଳାଫଳ ଘୋଷଣା ହୋଇ ସାରିଛି | ଏଇ ପ୍ରବେଶିକା ପରୀକ୍ଷାରେ ମୋଟ 13 ଜଣ ପ୍ରାର୍ଥୀ ଶହେ (100) ସ୍କୋର କରିଛନ୍ତି। ଏଇ ପରୀକ୍ଷାରେ କଟକ ସହର ଶ୍ରୀବିହାର କଲୋନୀରେ...
ୱାଶିଂଟନ: ପିଲାଙ୍କ ପାଇଁ ପ୍ରସ୍ତୁତ ହେଉଛି କରୋନା ଟିକା। ଭାକ୍ସିନ ନିର୍ମାତା କମ୍ପାନୀ ଫାଇଜର (Pfizer) ୧୨ ବର୍ଷରୁ କମ୍ ବୟସର ପିଲାଙ୍କ ପାଖରେ କରୋନା ଭାକ୍ସିନର କ୍ଲିନିକାଲ ଟ୍ରାଏଲ ଆରମ୍ଭ କରିଛି। ଏ ନେଇ ଫାଇଜର ପକ୍ଷରୁ ସ୍ପଷ୍ଟ କରାଯାଇଛି। କମ୍ପାନୀ ପକ୍ଷରୁ କୁହାଯାଇଛି, ‘ଆମର ସହଯୋଗୀ...
ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଉଛି କରୋନା ସଂକ୍ରମଣ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ ଅନୁସାରେ, ଭାରତରେ ଗତ ୨୪ ଘଣ୍ଟା ଭିତରେ ୫୯ ହଜାର ୧୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୮ ଲକ୍ଷ ପାର...
ମୁମ୍ବାଇ: ମୁମ୍ବାଇର ଏକ ଡାକ୍ତରଖାନାରେ ନିଆଁ ଲାଗିଯାଇଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଡାକ୍ତରଖାନାରେ ୭୦ରୁ ଅଧିକ କରୋନା ରୋଗୀ ଥିଲେ। ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମୁମ୍ବାଇର ଭାଂଡୁପ ଇଲାକାରେ ଥିବା ଡ୍ରିମ୍ ମଲ୍ରେ ନିଆଁ ଲାଗି ଯାଇଥିଲା। ଏହାର ତୃତୀୟ ମହଲାରେ...
ନୂଆଦିଲ୍ଲୀ: ଆଜି କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଫଳରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ବନ୍ଦକୁ ଦୃଷ୍ଟିରେ ରଖି ଆଜି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି...