OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ପୁଅ ହେବ ତ ଏମିତି। କରୋନା ଟିକା ଦେବାକୁ ବାପାଙ୍କୁ ପିଠିରେ ବୋହି ଚାଲିଲା ୬ଘଂଟାର ରାସ୍ତା। ପାହାଡ଼, ଜଙ୍ଗଲ ଘେରା ରାସ୍ତାରେ ଟିକାଦାନ କେନ୍ଦ୍ରରେ ପହଞ୍ଚିବା ପରେ ପ୍ରଶଂସା କଲେ ଡାକ୍ତର। ଖୁସିରେ ପୁଅ କହିଲା, ବାପା ପିଲାବେଳେ ମତେ ଲାଉ କରୁଥିଲେ ଏବେ ମୁଁ ତାଙ୍କୁ...
ପ୍ରସୂତିଙ୍କ ଜୀବନ ବଂଚାଇବା ପାଇଁ ରାସ୍ତାରେ ହାତ ଯୋଡୁଥିଲେ କିନ୍ନର...କେହି ଶୁଣୁନଥିଲେ କି ଉଦ୍ଧାର କରିନଥିଲେ...ହେଲେ ଜଣେ ଯୁବକ ନିଜ ସ୍କୁଟି ଅଟକାଇ କିନ୍ନରଙ୍କ ସହ ଯିବା ପରେ ଦେଖନ୍ତୁ ହେଲା କଣ?
ଶୁଆ ନୁହେଁ ସେ ମୋ ଛୁଆ ଥିଲା...ମାସ୍କ ମୁହଁ ଦେଖି ଉଡ଼ିଗଲା....ମୋ ଧନ, ମୋ ଗେହ୍ଲୁ କୋକୋକୁ ହରାଇ କାନ୍ଦି କାନ୍ଦି ବେହାଲ ହେଲେଣି ପ୍ରଫେସର ସସ୍ମିତ। ପେପର୍ଠୁ ଲିଫଲେଟ୍ ପର୍ଯ୍ୟନ୍ତ ସବୁଠି ଦେଲେଣି ବିଜ୍ଞାପନ। ଯିଏ ଖୋଜିଦେବ କୋକୋକୁ ତାକୁ ଦିଆଯିବ ୫ ହଜାର ଟଙ୍କାର ପୁରସ୍କାର,...
କୋଠାଘର କରିଛି ପୁଅ, ହେଲେ ଛେଳି ଗୁହାଳେ ରହୁଛନ୍ତି ବୁଢା ମାଆ-ବାପା। ନିଜ ଛେଳି ସହ ପଡ଼ୋଶୀଙ୍କ ଛେଳି ଚରାଇ ଦିନକୁ ମୁଠାଏ ଖାଉଛନ୍ତି ଏହି ବୃଦ୍ଧା...ସାହାଯ୍ୟ ପାଇଁ ହାତ ଯୋଡ଼ି କାନ୍ଦୁଛନ୍ତି, ଦେଖନ୍ତୁ ଏହି ସ୍ୱତନ୍ତ୍ର ରିପୋର୍ଟ...
ପଞ୍ଜାବ ବିଧାନସଭା ନିର୍ବାଚନ ଘୁଞ୍ଚାଇଲେ ନିର୍ବାଚନ କମିଶନ । ଫେବ୍ରୁଆରୀ ୧୪ରେ ହେବାକୁ ଥିବା ଭୋଟ ପ୍ରକ୍ରିୟା ୨୦କୁ ଘୁଞ୍ଚିଲା । ୫ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ କଟକଣା ବଢ଼ାଇଛନ୍ତି ନିର୍ବାଚନ କମିଶନ ।
ଖାଲି ଡେଲ୍ଟା ନୁହେଁ ବରଂ କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ୍କୁ ନେଇ ସାରା ଦେଶ ଆତଙ୍କିତ ହୋଇପଡିଛି । ଏମିତିକି ଦେଶରେ ପ୍ରାୟ ସ୍ଥାନରେ ବୁଷ୍ଟର ଡୋଜ ଟିକାକରଣ ମଧ୍ୟ କରାଯାଉଛି। ଏହାରି ଭିତରେ ସୁପ୍ରିମକୋର୍ଟ କେନ୍ଦ୍ରକୁ କହିଛନ୍ତି ଯେ, କୌଣସି ବ୍ୟକ୍ତିର ଇଚ୍ଛା ବିରୁଦ୍ଧରେ କିମ୍ବା ବାଧ୍ୟତାମୂଳକ...
ଦେଶରେ ଦିନକରେ ୨ ଲକ୍ଷ ୫୮ ହଜାର ୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଗତକାଲିଠାରୁ ୧୩ ହଜାର ୧୧୩ ଜଣ କମ୍ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଦେଶରେ ଦିନକରେ ୩୮୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ...
The Great Odisha Political Circus- Special Episode On Price Rise Of Essential Commodities OdishaTV is Odisha\'s no 1 News Channel. OTV being the first
ପଦ୍ମଶ୍ରୀ ଶାନ୍ତି ଦେବୀଙ୍କର ୮୮ ବର୍ଷ ବୟସରେ ପରଲୋକ ।ଗୁଣୁପୁର ସ୍ଥିତ ବାସଭବନରେ ବିଳମ୍ବିତ ରାତିରେ ପରଲୋକ I ଭୂଦାନ ଆନ୍ଦୋଳନ ପାଇଁ ବେଶ୍ ପରିଚିତ ଥିଲେ ଶାନ୍ତି ଦେବୀ
ଶ୍ରୀମନ୍ଦିରରେ ଆଜି ପୁଷ୍ୟାଭିଷେକ ପାଳିତ ହେବ । ବିଶ୍ୱାସ ରହିଛି ଯେ, ଆଜିର ଦିନରେ ଜଗତର ନାଥ ଜଗନ୍ନାଥଙ୍କୁ ରାଜା ଭାବେ ଅଭିଷେକ କରାଯାଇଥିଲା । ପ୍ରଭୁ ଜଗନ୍ନାଥଙ୍କ ପୁଷ୍ୟାଭିଷେକ ଅବସରରେ ମହୋଦଧି ନିକଟରେ ସମବେତ ହୁଅନ୍ତି ହଜାର ହଜାର ଭକ୍ତ । ତେଣୁ ଆଜିର ଦିନରେ ସମୁଦ୍ର ଆଳତୀ...
ଗତକାଲି ରାଜ୍ୟରେ ଉପରମୁହାଁ ରହିଥିଲା କରୋନା ଗ୍ରାଫ । ସଂକ୍ରମଣ ସଂଖ୍ୟାରେ ଲଗାମ ଲାଗୁନଥିଲା। ଦିନକରେ ୧୧,୧୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜି କୋଭିଡ ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଆଜି ରାଜ୍ୟରେ ଦିନକରେ ୧୦,୪୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଭୂଦାନ ଆନ୍ଦୋଳନ ପାଇଁ ବେଶ୍ ପରିଚିତ ଥିଲେ ଶାନ୍ତି ଦେବୀ । ଆଦିବାସୀ ଅଞ୍ଚଳରେ ହଷ୍ଟେଲ ପ୍ରତିଷ୍ଠା କରି ସେବା ଯୋଗାଇ ଆସୁଥିଲେ । ସେ ପଦ୍ମଶ୍ରୀ ପୁରସ୍କାର ସହ ଯମୁନାଲାଲ ବଜାଜ୍ ପୁରସ୍କାର ମଧ୍ୟ ପାଇଛନ୍ତି ।
ଆଜି ୨୦୨୨ ମସିହା, ଜାନୁୟାରୀ ମାସ ୧୭ ତାରିଖ, ସୋମବାର, ମକର ୪ ଦିନ, ପୌଷ ମାସ , ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି, ପୁନର୍ବସୁ ନକ୍ଷତ୍ର । ଆସନ୍ତୁ ଜାଣିବା ମେଷ ରାଶି ଠାରୁ ଆରମ୍ଭ କରି ମୀନ ରାଶିର ବ୍ୟକ୍ତିଙ୍କ ରାଶିଫଳ ସମ୍ପର୍କରେ..
ବାପା ମାଆ ଆରପାରିକୁ ଚାଲିଗଲା ପରେ ଏବେ ବୁଢା ଅଜା ଭରଷାରେ ୩ କୋମଳମତୀ ଶିଶୁ । ଓଳିଏ ଖାଇଲେ ଓଳିଏ ଉପାସ ରହିବାକୁ ପଡ଼ୁଛି । ପଡୋଶୀ ଯାହା ଦେଲେ ସେଥିରେ ପେଟ ପୁରୁଛି । ସରକାରୀ ଯୋଜନା ଏମାନଙ୍କ ପାଇଁ ସାତ ସପନ ପାଲତିଛି ।...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ବିରାଟଙ୍କ ଟେଷ୍ଟ କ୍ରିକେଟରୁ କ୍ୟାପ୍ଟେନସଇପ୍ ଛାଡିବା ପରେ ନିରାଶ ହୋଇପଡିଛନ୍ତି ଉଭୟ ଫ୍ୟାନ୍ସ ଓ ଭାରତୀୟ ଖେଳାଳି। ସୋସିଆଲ ମିଡିଆରେ ବିରାଟଙ୍କ କ୍ୟାପ୍ଟେନସିପ୍ ଛାଡିବା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ବିସିସିଆଇ ମୁଖ୍ୟ ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ପ୍ରତିକ୍ରିୟା ରଖିଛନ୍ତି।